ନିୟମ କଡ଼ାକଡ଼ି କଲେ ଉପଜିଲାପାଳ; ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ମନା, ପାଳନ ନକଲେ….
ଗୁଣପୁର,୧୯।୮(ସୁଜାତା ପାଢ଼ୀ)- ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ଉପରେ କଟକଣା ଜାରି କରାଯାଇଛି । ରାୟଗଡ଼ା ଜିଲା ଗୁଣପୁର ଉପଖଣ୍ଡର ବିଭିନ୍ନ ସାର୍ବଜନୀନ ସ୍ଥାନ, ସରକାରୀ କାର୍ଯ୍ୟାଳୟ ପରିସର, ଧାର୍ମିକ ସ୍ଥଳୀ, ପର୍ଯ୍ୟଟନସ୍ଥଳୀ ଓ ଅନ୍ୟାନ୍ୟ ଜନସମାଗମ ସ୍ଥଳରେ ମଦ୍ୟପାନ ଓ…
ଡ୍ୟୁଟି ସାରି ବାଇକ୍ରେ ଫେରୁଥିଲେ, ଅଟୋ ସହ ହେଲା ମୁହାଁମୁହିଁ ଧକ୍କା: ଚାଲିଗଲା କନଷ୍ଟେବଳଙ୍କ ଜୀବନ
ଗୁଣପୁର,୧୮।୮(ସୁଜାତା ପାଢ଼ୀ)- ରାୟଗଡ଼ା ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ପୋଲିସ କନଷ୍ଟେବଳଙ୍କ ପ୍ରାଣହାନି ହୋଇଛି। କୁମ୍ଭିକୋଟା ଫାଣ୍ଡିରେ କାର୍ଯ୍ୟରତ କନଷ୍ଟେବଳ କିଶୋର ପତି (୫୦) ଏକ ଦୁର୍ଘଟଣାର ଶିକାର ହୋଇ ପ୍ରାଣ ହରାଇଛନ୍ତି। ମିଳିଥିବା ସୂଚନା ମୁତାବକ, କିଶୋର…
ପବିତ୍ର ଶ୍ରାବଣ ସୋମବାରକୁ ସଂକ୍ରାନ୍ତି ସଂଯୋଗ: ବିଭିନ୍ନ ମନ୍ଦିରରେ କାଉଡ଼ିଆଙ୍କ ପାଇଁ….
କଲ୍ୟାଣସିଂହପୁର, ୧୭।୮ (ଦୀପକ କୁମାର ପରିଡ଼ା): ପବିତ୍ର ଶ୍ରାବଣ ମାସର ତୃତୀୟ ସୋମବାର ତଥା ସିଂହ ସଂକ୍ରାନ୍ତି ଅବସରରେ କଲ୍ୟାଣସିଂହପୁର ବ୍ଲକର ବିଭିନ୍ନ ପ୍ରମୁଖ ଶୈବପୀଠ ଓ ମନ୍ଦିରରେ ଶ୍ରଦ୍ଧାଳୁ ତଥା କାଉଡ଼ିଆ ଭକ୍ତଙ୍କ ପ୍ରବଳ ସମାଗମ ଦେଖିବାକୁ ମିଳିଛି। ଏହି…
ସାଇବର ଅପରାଧରୁ ରକ୍ଷା ପାଇବା ପାଇଁ ଛାତ୍ରୀଛାତ୍ରଙ୍କୁ ସଚେତନ, ଓଟିପି-ପିନ୍ର ଗୋପନୀୟତା କହି…
କଲ୍ୟାଣସିଂହପୁର,୧୬ା୮(ଦୀପକ ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସୁନାଖଣ୍ଡି ପଞ୍ଚାୟତର ଜଗନ୍ନାଥପୁରସ୍ଥିତ ପିଏମ୍ ଶ୍ରୀ ହାଇସ୍କୁଲ ପରିସରରେ କଲ୍ୟାଣସିଂହପୁର ଥାନା ପକ୍ଷରୁ ଏକ ସାଇବର ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଥାନା ଅଧିକାରୀ ଅଜିତ ପରିଡ଼ାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ…
ସ୍ୱାଧୀନତା ଦିବସ ପରେଡ୍ରେ ବାଧକ ସାଜିଲା ଲଘୁଚାପ ବର୍ଷା
ଗୁଣପୁର, ୧୫।୮ (ସୁଜାତା ପାଢ଼ୀ): ଶନିବାର ସ୍ୱାଧୀନତା ଦିବସ ଅବସରରେ ଗୁଣପୁରରେ ବିଭିନ୍ନ ସ୍କୁଲ ଓ କଲେଜର ଛାତ୍ରୀଛାତ୍ର ପରେଡ୍ରେ ଭାଗ ନେବାକୁ ଉତ୍ସାହର ସହ ଅପେକ୍ଷା କରିଥିଲେ। ହେଲେ ପ୍ରତିକୂଳ ପାଗ ଓ ସୁରକ୍ଷା କାରଣରୁ ସେମାନଙ୍କୁ ନିରାଶ ହେବାକୁ…
କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ
କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ ପିଏମ୍ ଜିସିଡି ହାଇସ୍କୁଲ ପଡ଼ିଆରେ ଆୟୋଜିତ ଜିଲାସ୍ତରୀୟ ଉତ୍ସବରେ ଜିଲାପାଳ ଆଶୁତୋଷ କୁଲକର୍ଣ୍ଣୀ…
ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….
ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ ଘରବାରି ପଟ୍ଟା ପ୍ରଦାନ କରାଯାଇଛି। ଏହି କ୍ରମରେ ଡଙ୍ଗରଗମ୍ଭାରୀ ଗ୍ରାମର ୧୧ ଜଣ…
ସିଜିମାଲି ପାହାଡ଼ରେ ଉଡ଼ିଲା ତ୍ରିରଙ୍ଗା
କଲ୍ୟାଣସିଂହପୁର,୧୫।୮(ଦୀପକ କୁମାର ପରିଡ଼ା): ବହୁ ଚର୍ଚ୍ଚିତ ସିଜିମାଲି ଅଞ୍ଚଳରେ ‘ମା’ ମାଟି ମାଳି ସୁରକ୍ଷା ମଞ୍ଚ’ ଆନୁକୂଲ୍ୟରେ ୮୦ତମ ସ୍ବଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ ମଞ୍ଚର ସଭାପତି ସୁବାସ ସିଙ୍ଗ ମାଝୀ ଏବଂ ଉପସଭାପତି ଲାଇ ମାଝୀଙ୍କ ସମେତ…
ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ
ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ ପେବୁକା କରାଡ.ସନେୟା ବିଡିକା, ବୁଲି ହିଆଲ, ଆକାଶ ଗାଣ୍ଟା, ଶାନ୍ତି ଗାଣ୍ଟା, ନିରୁ…
କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର
ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ ପଡିଛନ୍ତି। ଆହତ ଦୁଇଜଣ ହେଲେ କୁକୁରଗୁଡ଼ା ଗ୍ରାମର ୟୁସାଇ ଶବର(୧୯)ଏବଂ ବାଇନା ପଦର…
ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…
ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ ଓ ଏବିଭିପିର ଜିଲା ପ୍ରମୁଖ ଶେଷସାଇ ସେନାପତି ଏହି ଅଖଣ୍ଡ ଭାରତ ଦିବସ…
ଅଟୋ ଦୁର୍ଘଟଣାରେ ରବୀନ୍ଦ୍ରଙ୍କ ମୃତ୍ୟୁ, ସହାୟତାର ହାତ ବଢ଼ାଇଲେ ଉପଜିଲାପାଳ
ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ରାମନାଗୁଡ଼ା ନିକଟସ୍ଥ ପରୀକ୍ଷିତି ଠାରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଅପରାହ୍ନ ସମୟରେ ଏକ ଦ୍ରୁତ ଗତିରେ ଆସୁଥିବା ଅଟୋ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହେବା ଫଳରେ ଘଟଣା ସ୍ଥଳରେ ହିଁ…

