ଏକଲବ୍ୟ ଆଦର୍ଶ ବିଦ୍ୟାଳୟ ସ୍ଥାନାନ୍ତରକୁ ବିରୋଧ
ଟିକିରି, ୩୦।୧୨(ଡି.ଏନ୍.ଏ.): ଅନେକ ଦିନର ଦାବି ପରେ ରାୟଗଡ଼ା ଜିଲା କାଶୀପୁରରେ ଖୋଲାଯାଇଥିବା ଏକଲବ୍ୟ ବିଦ୍ୟାଳୟକୁ ଏବେ ୫୦ କି.ମି. ଦୂରକୁ ସ୍ଥାନାନ୍ତର କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ଏହା ବିରୋଧରେ ଶୁକ୍ରବାର କାଶୀପୁର ବ୍ଲକର ଶତାଧିକ ଲୋକ, ରାଜନେତାଙ୍କ ସମେତ ବୁଦ୍ଧିଜୀବୀ…
ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି କ୍ରାଇମବ୍ରାଞ୍ଚ
ରାୟଗଡ଼ା,୩୦।୧୨(ସ୍ବ.ପ୍ର.): ବିଦାନୋଭ ଓ ପାଭେଲଙ୍କ ମୃତ୍ୟୁ ଘଟଣାରେ ତଦନ୍ତ ପାଇଁ ରାୟଗଡ଼ାଠାରେ ଶୁକ୍ରବାର କ୍ରାଇମବ୍ରାଞ୍ଚର ୧୨ ଜଣିଆ ଟିମ୍ ଟିମ୍ ପହଞ୍ଚି ଡିଏସ୍ପି ସରୋଜକାନ୍ତ ମହାନ୍ତଙ୍କ ନେତୃତ୍ୱରେ ତଦନ୍ତ ଆରମ୍ଭ କରିଛନ୍ତି। ଏଥିରେ ସାଇଣ୍ଟିଫିକ୍ ଓ ଫରେନସିକ ଟିମ୍ ମଧ୍ୟ ରହିଛନ୍ତି।…
ରାୟଗଡ଼ାରେ ପହଞ୍ଚିଲା କ୍ରାଇମବ୍ରାଞ୍ଚର ୧୨ ଜଣିଆ ଟିମ୍,ତଦନ୍ତ ଆରମ୍ଭ
ରାୟଗଡ଼ା ଅଫିସ,୩୦।୧୨: ବିଦାନୋଭ ଏବଂ ପାଭେଲଙ୍କ ମୃତ୍ୟୁ ତଦନ୍ତ ପାଇଁ ରାୟଗଡ଼ାରେ କ୍ରାଇମବ୍ରାଞ୍ଚର ୧୨ ଜଣିଆ ଟିମ୍ ଶୁକ୍ରବାର ପହଞ୍ଚିଛନ୍ତି। କ୍ରାଇମବ୍ରାଞ୍ଚ ଡିଏସ୍ପି ସରୋଜକାନ୍ତ ମହାନ୍ତଙ୍କ ନେତୃତ୍ୱରେ ଟିମ୍ ତଦନ୍ତ କରିବ। ଏପରିକି ୬ ଜଣିଆ ସାଇଣ୍ଟିଫିକ୍ ଟିମ୍ ମଧ୍ୟ ରହିଥିବା…
ପାଭେଲଙ୍କ ମୃତ୍ୟୁ ତଦନ୍ତ ପାଇଁ ରାୟଗଡ଼ାରେ କେନ୍ଦ୍ରୀୟ ଗୁଇନ୍ଦା ବିଭାଗର ତନାଘନା
ରାୟଗଡ଼ା ଅଫିସ,୨୯ା୧୨: ପାଭେଲ ଏବଂ ବିଦାନୋଭଙ୍କ ମୃତ୍ୟୁ ରହସ୍ୟର ଗୁମର ଖୋଲିବାକୁ ରାୟଗଡ଼ାରେ ପହଞ୍ଚିଛି କେନ୍ଦ୍ରୀୟ ଗୁଇନ୍ଦା ସଂସ୍ଥା। ସୂଚନା ଅନୁସାରେ, ଗୁରୁବାର ସକାଳେ ହୋଟେଲ ସାଇ ଇଣ୍ଟରନ୍ୟାଶନାଲଠାରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିବା ପରେ ବିଭିନ୍ନ ସ୍ଥାନକୁ ଯାଇ ତଦନ୍ତ…
ପାଭେଲ: ଆତ୍ମହତ୍ୟା ନା ହତ୍ୟା
ରାୟଗଡ଼ାରୁ ସୁନୀତ୍ ମିଶ୍ର, ୨୯ା୧୨: ଓଡ଼ିଶା ଭ୍ରମଣରେ ଆସିଥିବା ରୁଷିଆ ନାଗରିକ ଆଣ୍ଟୋଭ ପାଭେଲ ଏବଂ ତାଙ୍କ ବନ୍ଧୁ ଭ୍ଲାଡିମିର ବିଦାନୋଭଙ୍କ ରାୟଗଡ଼ାଠାରେ ରହସ୍ୟଜନକ ମୃତ୍ୟୁ ସମ୍ପର୍କରେ ଏବେ ଚର୍ଚ୍ଚା ବଢ଼ିବାରେ ଲାଗିଛି । ପ୍ରଥମରୁ ଯଦିଓ ଏହି ଘଟଣା ବାହାରକୁ…
ଫେରିଗଲା ଓପନ ଜିମ୍ ପାଇଁ ଆସିଥିବା ନିମ୍ନମାନର ସାମଗ୍ରୀ
ବିଷମକଟକ,୨୮।୧୨(ଡି.ଏନ୍.ଏ.): ବିଷମକଟକରେ ଓପନ ଜିମ୍ ପାଇଁ ଆସିଥିବା ବିଭିନ୍ନ ସାମଗ୍ରୀ ମଙ୍ଗଳବାର ଫେରିଯାଇଛି। ବିନା ଟେଣ୍ଡରରେ ଜଣେ ଠିକାଦାରଙ୍କୁ କ୍ରୀଡ଼ା ବିଭାଗ କାର୍ଯ୍ୟାଦେଶ ଦେଇଥିବା ନେଇ ଅଭିଯୋଗ ହୋଇଥିଲା। ଏହାପରେ ଯୁବଗୋଷ୍ଠୀ ଜିଲାପାଳଙ୍କୁ ଭେଟି ଜିମ୍ ପାଇଁ ଆସିଥିବା ସାମଗ୍ରୀ ନିମ୍ନମାନର…
ସନ୍ଦେହ ଘେରରେ ଦୁଇ ରୁଷିଆ ପର୍ଯ୍ୟଟକଙ୍କ ମୃତ୍ୟୁ: ପୋଲିସର ତନାଘନା
ରାୟଗଡ଼ା,୨୭।୧୨(ସ୍ବ.ପ୍ର.): ରାୟଗଡ଼ା ସହରରେ ଥିବା ଏକ ହୋଟେଲ୍ରୁ ୨ ଜଣ ରୁଷ୍ ପର୍ଯ୍ୟଟକଙ୍କ ସନ୍ଦେହଜନକ ଭାବେ ମୃତଦେହ ଜବତ ହୋଇଥିଲା। ଏହି ଘଟଣାକୁ ନେଇ ସନ୍ଦେହ ବଢ଼ିବାରେ ଲାଗିଛି। ୨୨ ତାରିଖ ଭ୍ଲାଦିମର ବିଦାନୋଭ ଓ ୨୪ରେ ଆଣ୍ଟୋଭ ପାଭେଲଙ୍କ ମୃତ୍ୟୁ…
ଝୁଲାପୋଲରେ ପୁଣି ପର୍ଯ୍ୟଟକଙ୍କ ଭିଡ଼
ରାୟଗଡ଼ା,୨୭ା୧୨(ସ୍ବ.ପ୍ର.):ରାୟଗଡ଼ା ସ୍ଥିତ ଝୁଲାପୋଲ ନାଗାବଳୀ ନଦୀ ଅପରପାର୍ଶ୍ୱରେ ରହିଥିବା ପ୍ରାୟ ୨୫ରୁ ଊର୍ଦ୍ଧ୍ୱ ଗାଁକୁ ସଂଯୋଗର ମାଧ୍ୟମ ହୋଇଥିଲା। ହେଲେ ଓଡ଼ିଶାର ଏହି ଦ୍ୱିତୀୟ ଝୁଲାପୋଲ ଏବେ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି। ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ପୋଲ ଦୁର୍ବଳ ହୋଇଛି। ଫଳରେ…
ପର ପିଣ୍ଡାରେ ପାଠ ପଢୁଛନ୍ତି ପିଲା
ଦଶମନ୍ତପୁର, ୨୭ା୧୨ ( ଡି.ଏନ.ଏ.):ଦୀର୍ଘ ୫ ବର୍ଷ ହେଲା ଅଧାପନ୍ତରିଆ ଭାବେ ପଡିରହିଛି ଅଙ୍ଗନଓ୍ବାଡ଼ି ଗୃହ। ନିଜସ୍ବ ଗୃହ ନ ଥିବାରୁ ଗ୍ରାମର ଭିଭିନ୍ନ ଲୋକଙ୍କ ଘର ପିଣ୍ଡାରେ ପିଲାଙ୍କୁ ବସାଇ ପାଠ ପଢାଉଛନ୍ତି ଅଙ୍ଗନଓ୍ବାଡ଼ି କର୍ମୀ। ଏପରି ଦେଖିବାକୁ ମିଳିଛି…
୧୦ ବର୍ଷରେ ୧୭ ଶିକ୍ଷକ ଲମ୍ବା ଛୁଟିରେ, ଜଣେ କାର୍ଯ୍ୟଚ୍ୟୁତ
ନବରଙ୍ଗପୁର,୨୬ା୧୨(ବି.ପ୍ର.):ନବରଙ୍ଗପୁର ଜିଲାରେ କେତେକ ସ୍ଥାନରେ ଶିକ୍ଷକ ଲମ୍ବା ଛୁଟିରେ ଥିବାବେଳେ ଆଉ କେଉଁଠାରେ ନକଲ ସାର୍ଟିଫିକେଟ ଦେଇ ଚାକିରି କରୁଛନ୍ତି। ଯାଞ୍ଚ ପରେ ଧରା ପଡ଼ିଲେ ପରବର୍ତ୍ତି ସମୟରେ ଚାକିରିରୁ ବହିଷ୍କୃତ କରାଯାଉଛି। ଏମିତିକି ବହିଷ୍କାର ପୂର୍ବରୁ ନକଲି ଶିକ୍ଷକଙ୍କୁ ଆଗୁଆ…
ରାୟଗଡ଼ାରେ ଆଉ ଜଣେ ବିଦେଶୀ ପର୍ଯ୍ୟଟକଙ୍କ ମୃତ୍ୟୁ
ରାୟଗଡ଼ା,୨୪ା୧୨(ସ୍ବ.ପ୍ର.) ରାୟଗଡ଼ାଠାରେ ରୁଷୀୟ ପର୍ଯ୍ୟଟକ ଭ୍ଲାଡିମିର ବିଦାନୋଭଙ୍କ ଗୁରୁବାର ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଥିବାବେଳେ ଶନିବାର ହୋଟେଲ ପାର୍ଶ୍ୱ ନୂତନ କୋଠା ନିକଟରୁ ତାଙ୍କର ଅନ୍ୟ ଜଣେ ସାଥୀ ପର୍ଯ୍ୟଟକଙ୍କ ମୃତଦେହ ଠାବ ହୋଇଛି। ସେ ହେଲେ ଆଣ୍ଟୋଭ ପାଭେଲ(୬୫)। ହୋଟେଲ…
ମେଗା ପାନୀୟ ଜଳ ପ୍ରକଳ୍ପରୁ ସହର ବଞ୍ଚିତ ହେବା ନେଇ ଅସନ୍ତୋଷ
ବିଷମକଟକ,୨୪ା୧୨(ଡି.ଏନ୍.ଏ.): ରାୟଗଡ଼ା ଜିଲା ବିଷମକଟକ ପଞ୍ଚାୟତ ସମିତି ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ଲକର ୨୧ ପଞ୍ଚାୟତର ସରପଞ୍ଚ, ସମିତି ସଭ୍ୟା, ସଭ୍ୟ ଯୋଗ ଦେଇଥିଲେ। ବୈଠକରେ ବିଷମକଟକ ବ୍ଲକ ଅଧ୍ୟକ୍ଷା ଯଶୋଦା ହୁଇକା, ବିଡିଓ ସଦାଶିବ ନାୟକ, ବ୍ଲକ…
Archives


