ସବୁ ଯୋଜନାରୁ ବଞ୍ଚତ୍ତ ହେଉଛନ୍ତି ଡମେ
ମାଥିଲି,୨୬।୧୧(ଡି.ଏନ.ଏ.): ରାଜ୍ୟ ସରକାର ବହୁ ବିକାଶମୂଳକ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ମାତ୍ର ଏହକୁ କାର୍ଯ୍ୟକାରିତାରେ ଅବହେଳା ଯୋଗୁ ହିତାଧିକାରୀମାନେ ସେଥିରୁ ସୁଫଳ ପାଇବାରୁ ବଞ୍ଚତ୍ତ ହେଉଛନ୍ତି। ତୃଣମୂଳ ସ୍ତରରେ ଯୋଜନାଗୁଡ଼ିକ ପହଞ୍ଚୁ ନ ଥିବାରୁ ସେଥିରୁ ସୁଫଳ ମିଳୁ ନ ଥିବା ଅଭିଯୋଗ…
ପୋଷ୍ଟରରେ ଜିତୁ ଜାକାସିକାଙ୍କୁ ଟାର୍ଗେଟ: ପ୍ରଜାକୋର୍ଟରେ ବିଚାର କରାଯିବ ବୋଲି ଚେତାବନୀ
ବିଷମକଟକ/ମୁନିଗୁଡ଼ା,୨୬।୧୧(ଡି.ଏନ୍.ଏ.): ଭାରତୀୟ ସମାଜବାଦୀ ପାର୍ଟି(ବିଏସ୍ପି) ରାୟଗଡ଼ା ଜିଲା ସଭାପତି ତଥା ଆଦିବାସୀ ନେତା ଜିତୁ ଜାକାସିକାଙ୍କୁ ଟାର୍ଗେଟକରି ବିଷମକଟକ, ମୁନିଗୁଡ଼ା ଏବଂ ଅମ୍ବାଦଳା ଥାନା ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ପୋଷ୍ଟର ଲଗାଯାଇଛି। ବିଷମକଟକ ବ୍ଲକ କାର୍ଯ୍ୟାଳୟ କାନ୍ଥ, ମୁନିଗୁଡ଼ା ଥାନା ଅଧୀନ…
ଶିକ୍ଷା ବିଭାଗରେ ଡେପୁଟେଶନ ଦୁର୍ନୀତି
ରାୟଗଡ଼ା ଅଫିସ,୨୫ା୧୧: ରାୟଗଡ଼ା ଜିଲା ଶିକ୍ଷା ବିଭାଗକୁ ପିଛା ଛାଡ଼ୁନି ଦୁର୍ନୀତି। କେତେବେଳେ ନକଲି ଶିକ୍ଷକ ଆଉ କେତେବେଳେ ଡେପୁଟେଶନ୍ ପାଇଁ ପ୍ରତିଯୋଗିତା। ଏବେ ଡେପୁଟେସନ ନାଁରେ ଜିଲାରେ ଲାଞ୍ଚ କାରବାର ଚାଲିଥିବା ଅଭିଯୋଗ ହୋଇଛି। ଜିଲାରେ ବର୍ଷତମାମ ଡେପୁଟେସନ ଏବଂ…
ବିଷମକଟକରେ ଚାଷୀଙ୍କ ପାଇଁ ଶୀତଳଭଣ୍ଡାର ନିର୍ମାଣ
ବିଷମକଟକ,୨୫ା୧୧(ଡି.ଏନ୍.ଏ.): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଚାଟିକଣା ସ୍ଥିତ ଦକ୍ଷତା ତାଲିମ କେନ୍ଦ୍ରଠାରେ ଡଙ୍ଗରିଆ କନ୍ଧ ଉନ୍ନୟନ ସଂସ୍ଥା(ଡିକେଡିଏ) ଏବଂ ଉଦ୍ୟାନ ବିଭାଗର ମିଳିତ ସହଯୋଗରେ ୧୫ ଲକ୍ଷ ଟଙ୍କା ବ୍ୟୟରେ ଏକ ଶୀତଳ ଭଣ୍ଡାର ନିର୍ମାଣ କରାଯାଇଛି। ଏହି ଶୀତଳ…
ତ୍ୱରାନ୍ବିତ ହେବ ରାୟଗଡ଼ା ରେଳ ଡିଭିଜନ୍ ନିର୍ମାଣ
ରାୟଗଡ଼ା ଅଫିସ,୨୨ା୧୧: ରେଳ ଡିଭିଜନ୍ ନିର୍ମାଣ ପାଇଁ ରାୟଗଡ଼ା ଜିଲା ବାସିନ୍ଦା ସ୍ବପ୍ନ ଦେଖୁଥିବା ବେଳେ ବିଳମ୍ବରେ ହେଲେ ମଧ୍ୟ ଏବେ ରେଲ୍ଓ୍ବେ ପକ୍ଷରୁ ନିର୍ମାଣ ପ୍ରକ୍ରିୟା ଜାରି ରହିଛି। ରେଳ ଡିଭିଜନ୍ ପାଇଁ ବିଭାଗର ମୁଖ୍ୟ ସମସ୍ୟା ହେଲା ରେଲ୍ଓ୍ବେ…
ଜୈବିକ ପଦ୍ଧତିରେ ଚାଷ ଦେଇଛି ସଫଳତା
ଦଶମନ୍ତପୁର,୨୧ା୧୧(ଡି.ଏନ୍.ଏ.):ଜୈବିକ ପଦ୍ଧତିରେ ଚାଷକରି ଉଦାହରଣ ସୃଷ୍ଟି କରିଛନ୍ତି କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଲୁଲା ପଞ୍ଚାୟତ ଗୁଲିମୂଷା ଗ୍ରାମର ଶୋଭା ପ୍ରଧାନୀ। ଏକ୍ଷେତ୍ରରେ ଅଗ୍ରଗାମୀ ସଂସ୍ଥା ତାଙ୍କୁ ସହାୟତା ଯୋଗାଇ ଦେଇଛି। ପୂର୍ବରୁ ରାସାୟନିକ ସାର ବ୍ୟବହାରକରି ଶୋଭା ନିଜ ୫ଏକର…
ରେରା ନିୟମ ଉଲ୍ଲଂଘନ କରି ଆପାର୍ଟମେଣ୍ଟ
ରାୟଗଡ଼ା ଅଫିସ,୨୧ା୧୧:ରାୟଗଡ଼ା ସହରରେ ଜନସଂଖ୍ୟା ବୃଦ୍ଧି ସାଙ୍ଗକୁ ଗୃହ ନିର୍ମାଣ ପାଇଁ ସ୍ଥାନର ଅଭାବ ଦେଖାଦେଇଛି। ଫଳରେ ସହରରେ ଆପାର୍ଟମେଣ୍ଟର ଚାହିଦା ବଢ଼ୁଛି। ୫ ବର୍ଷ ମଧ୍ୟରେ ରାୟଗଡ଼ା ସହରରେ ୩୦ରୁ ଊର୍ଦ୍ଧ୍ୱ ଆପାର୍ଟମେଣ୍ଟ ନିର୍ମାଣ ହୋଇଛି। ଏଥିସହ ଏବେ ସହର…
ରାସ୍ତା ଅବରୋଧ ଯୋଗୁ ଘଣ୍ଟାଏ ଅଟକିଲା ଆମ୍ବୁଲାନ୍ସ
ରାୟଗଡ଼ା ଅଫିସ,୧୯ା୧୧: ରାଜପଥ ଉପରେ ଗାଡ଼ି ପାର୍କିଂ କରି ଲୋକେ ପିକ୍ନିକ୍ରେ ମସଗୁଲ ଥିବାବେଳେ ରୋଗୀଙ୍କୁ ନେଇ ଯାଉଥିବା ଏକ ଆମ୍ବୁଲାନ୍ସ ଘଣ୍ଟାଏ ଅଟକି ରହିବାକୁ ପଡ଼ିଥିଲା। ରାୟଗଡ଼ା ସହର ନିକଟସ୍ଥ ହାଲୁଆ ସ୍ଥିତ ଆମ୍ବତୋଟା ନିକଟରେ ଶୁକ୍ରବାର ଏଭଳି ପରିସ୍ଥିତି…
ବନ୍ଧା ବସ୍ତାରୁ ଗୁରୁତର ମହିଳା ଉଦ୍ଧାର
ଗୁଡାରୀ,୧୬।୧୧(ଡି.ଏନ୍.ଏ.): ରାୟଗଡ଼ା ଜିଲା ଗୁଡାରୀ ବ୍ଲକ୍ ସାନହୁମା ପଞ୍ଚାୟତର କିନିଡ଼ି ଗ୍ରାମ ନିକଟ କପାବାଡ଼ରୁ ବନ୍ଧା ହୋଇଥିବା ବସ୍ତାରୁ ଜଣେ ମହିଳାଙ୍କୁ ଗୁରୁତର ଅବସ୍ଥାରେ ମଙ୍ଗଳବାର ଉଦ୍ଧାର କରାଯାଇଛି। ସେ ହେଲେ କିନିଡ଼ି ଗ୍ରାମର ମାୟାଦେବୀ ପାଣିଗ୍ରାହୀ(୫୧)। କୌଣସି ବ୍ୟକ୍ତିଙ୍କ ଠାରୁ…
ଲିମାମେଡା ନିକଟରେ ହାତୀପଲ
ଗୁଣପୁର,୧୫।୧୧(ଡି.ଏନ୍.ଏ): ରାୟଗଡା ଜିଲା ଗୁଣପୁର ସହର ନିକଟ ଲିମାମେଡା ଅଞ୍ଚଳରେ ଗତ ସପ୍ତାହ ହେବ ୬ ଟିକିଆ ହାତୀ ପଲ ଚଳପ୍ରଚଳ କରୁଥିବାବେଳେ ସେମାନଙ୍କୁ ଦେଖିବା ପାଇଁ ପ୍ରତିଦିନ ସହରବାସୀଙ୍କ ସମେତ ଆଖାପାଖ ଗ୍ରାମର ଲୋକଙ୍କ ଭିଡ଼ ଜମୁଛି। ଲୋକେ ଅମାନିଆ…
ପାଣି ଅଭାବରୁ ଅମଳ ହୋଇପାରୁନି ଖରିଫ ଧାନ
ରାୟଗଡ଼ା ଅଫିସ,୧୪ା୧୧: ଉଠା ଜଳସେଚନ ବିଭାଗର ବୋରଓ୍ବେଲ୍ ଖନନ ବିଜ୍ଞାପନକୁ ନେଇ ରାୟଗଡ଼ା ଜିଲା ସଦର ବ୍ଲକ ପେଣ୍ଟା ଗ୍ରାମର ଚାଷୀ ଟଙ୍କା ଜମା କରିଥିଲେ। ହେଲେ ବର୍ଷ ବର୍ଷ ବିତିଯାଇଥିଲେ ମଧ୍ୟ ପ୍ରକଳ୍ପ କାର୍ଯ୍ୟକାରୀ ହେଉନାହିଁ। ଫଳରେ ଚାଷ ଜମିକୁ…
ଅଚଳ ଟ୍ରାଫିକ୍ ସିଗ୍ନାଲ, ସିସିଟିଭି
ରାୟଗଡ଼ା ଅଫିସ,୯।୧୧: ରାୟଗଡ଼ା ସହର ଏକ ବ୍ୟବସାୟିକ ପେଣ୍ଠସ୍ଥଳୀ ରୂପେ ପରିଚିତ। ଦିନକୁ ଦିନ ଜନସଂଖ୍ୟା ବଢ଼ୁଛି। ହେଲେ ଏହାକୁ ଦୃଷ୍ଟିରେ ରଖି ଟ୍ରାଫିକ ବ୍ୟବସ୍ଥାରେ ସୁଧାର ଆସୁନାହିଁ। ସହରରେ ଟ୍ରାଫିକ ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। ନାଁକୁ ମାତ୍ର ଲାଗିଛି ଟ୍ରାଫିକ୍…
Archives


