ରାୟଗଡା

ବାଡ଼ିରୁ ୧୮ ନାଗଛୁଆ ଉଦ୍ଧାର

ରାୟଗଡ଼ା,୨୬।୬(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ପୁରୁଣା ଏଲ୍‌ଆଇସି କଲୋନୀର ଭରତ ବେନିଆ ନାମକ ଜଣେ ବ୍ୟକ୍ତିଙ୍କ ଘର ପଛ ବାଡ଼ିରୁ ୧୮ଟି ନାଗ ଛୁଆ ଉଦ୍ଧାର ହୋଇଛି । ପରିବାର ଲୋକେ ବାଡିକୁ ଯାଇଥିବାବେଳେ ନାଗ ଛୁଆଙ୍କୁ ଦେଖି ରାୟଗଡ଼ା…

ପର୍ଯ୍ୟଟନସ୍ଥଳୀ ମାନ୍ୟତା ଅପେକ୍ଷାରେ ଶ୍ରୀ ମୀନାଝୋଲା

ଚନ୍ଦ୍ରପୁର,୨୬।୬ (ବିଜୟ ପ୍ରସାଦ ଉଲାକା): ରାୟଗଡ଼ା ଜିଲା ଚନ୍ଦ୍ରପୁର ବ୍ଲକ୍‌ର ହନୁମନ୍ତପୁର ପଞ୍ଚାୟତରେ ରହିଛି ବହୁ ପୁରାତନ ଶୈବପୀଠ ଶ୍ରୀ ମୀନାଝୋଲା। ୩ଟି ନଦୀର ସଙ୍ଗମସ୍ଥଳ ହୋଇଥିବାରୁ ଏହାକୁ ଓଡ଼ିଶାର ତ୍ରିବେଣୀ ସଙ୍ଗମ ମଧ୍ୟ କୁହାଯାଏ। ଏହାର ପ୍ରାକୃତିକ ସୌନ୍ଦର୍ଯ୍ୟ, ୩…

୪୮ ହଜାର ହେକ୍ଟରରେ କପାଚାଷ ଲକ୍ଷ୍ୟ

ରାୟଗଡ଼ା,୨୫।୬(ଆଶିଷ ରଞ୍ଜନ ପଣ୍ଡା)ଆସିଲା ମୌସୁମୀ ା ଆରମ୍ଭ ହେଲା ଚାଷକାମ ା ତେବେ ଆଷାଢ଼ ମାସ ଆରମ୍ଭ ହୋଇ ୨୨ଦିନ ବିତିଯାଇଥିଲେ ମଧ୍ୟ ଜିଲାରେ ଆବଶ୍ୟକ ପରିମାଣର ବର୍ଷା ହୋଇ ନ ଥିବାରୁ ଚାଷକାର୍ଯ୍ୟରେ ବିଳମ୍ବ ଦେଖାଦେଇଛି। ଜିଲାରେ ୨୦୦ ମି.ଲି.…

ପାର୍ସାଲିରେ ଲାଗିଲା ମାଓବାଦୀ ପୋଷ୍ଟର

ରାୟଗଡ଼ା,୨୩।୬(ଆଶିଷ ରଞ୍ଜନ ପଣ୍ଡା): ନିୟମଗିରି ଅଞ୍ଚଳରେ ପୁଣି ଲାଗିଲା ମାଓବାଦୀ ପୋଷ୍ଟର । କଲ୍ୟାଣସିଂହପୁର ବ୍ଲକ ପାର୍ସାଲିଠାରେ ୪ଟି ମାଓବାଦୀ ପୋଷ୍ଟର ଲାଗିଥିବା ଦେଖିବାକୁ ମିଳିଛି। ଏହାକୁ ବାସଧାରା-ନାଗାବଳୀ-ଘୁମୁସୁର(ବାଘୁନା) ମାଓ କମିଟି ଲଗେଇଥିବା ପୋଷ୍ଟରେ ଉଲ୍ଲେଖ ରହିଛି। ଉକ୍ତ ପୋଷ୍ଟରରେ ବେଦାନ୍ତ…

କମୁଛି ନାଗାବଳୀ ଜଳସ୍ତର, ଜଳ ଯୋଗାଣ ପ୍ରଭାବିତ ଆଶଙ୍କା

ରାୟଗଡ଼ା,୨୨ା୬(ଆଶିଷ ରଞ୍ଜନ ପଣ୍ଡା)ଚଳିତ ବର୍ଷ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ରାୟଗଡ଼ା ଜିଲାରେ ପ୍ରବାହିତ ହେଉଥିବା ୩ଟି ନଦୀ ପ୍ରାୟତଃ ଶୁଖିଲା ପଡ଼ିଛି ା ଜିଲାରେ ଜଳ ଯୋଗାଇ ଲୋକଙ୍କୁ ଜୀବନ ପ୍ରଦାନ କରୁଥିବା ୩ଟି ନଦୀ ନାଗାବଳୀ, ଝଞ୍ଜାବତୀ ଓ ବଂଶଧାରାରେ…

ରଥଯାତ୍ରା ଦେଖିବାକୁ ଆସୁଥିବା ବେଳେ ଅଘଟଣ: ଓଲଟିଲା ପିକ୍‌ଅପ, ୧୫ରୁ ଊର୍ଦ୍ଧ୍ୱ ଆହତ

ରାୟଗଡ଼ା ଅଫିସ,୨୦।୬: ରାୟଗଡା ଶ୍ରଦ୍ଧାଶ୍ରୀକ୍ଷେତ୍ରକୁ ରଥଯାତ୍ରା ଦେଖିବାକୁ ଆସୁଥିବା ବେଳେ ଅଘଟଣ ଘଟିଛି। ୩୨୬ ନମ୍ବର ଜାତୀୟ ରାଜପଥରେ ପିକଅପ୍‌ ଭ୍ୟାନ ଓଲଟି ୧୫ରୁ ଊର୍ଦ୍ଧ୍ୱ ଆହତ ହୋଇଥିବା ବେଳେ ଜଣେ ଗୁରୁତରହୋଇଛନ୍ତି। ଆହତମାନଙ୍କ ମଧ୍ୟରେ ଅନେକ ମହିଳା ଓ ଛୋଟ…

ଅମ୍ବାଦଳା ନିକଟରେ ମାଲ୍‌ବାହୀ ଟ୍ରେନ୍‌ ଲାଇନଚ୍ୟୁତ

ଅମ୍ବାଦଳା, ୧୮ା୬ (ରବୀନ୍ଦ୍ର ପଣ୍ଡା) ବାଲେଶ୍ୱର ଜିଲା ବାହାନଗାଠାରେ ୩ ଟ୍ରେନ୍‌ ଦୁର୍ଘଟଣା ସାରା ଦେଶରେ ଚହଳ ପକାଇ ଦେଇଥିବାବେଳେ ଏବେ ବାରମ୍ବାର ରେଳ ଦୁର୍ଘଟଣା ଯାତ୍ରୀଙ୍କୁ ଭୟଭୀତ କରିଛି। ଶନିବାର ରାୟଗଡ଼ା ଜିଲା ଅମ୍ବାଦଳା ରେଳ ଷ୍ଟେଶନ ନିକଟରେ ଆଉ…

ବାଇକ୍‌କୁ ଧକ୍କା ଦେଇ ଜଳିଗଲା ଟ୍ୟାଙ୍କର

ରାୟଗଡ଼ା,୧୭।୬(ଆଶିଷ ରଞ୍ଜନ ପଣ୍ଡା): ବାଇକ୍‌କୁ ଧକ୍କାଦେଇ ଜଳିଗଲା ଟ୍ୟାଙ୍କର। ଏହିଭଳି ଘଟଣା ଘଟିଛି ରାୟଗଡ଼ା ଜିଲା କାଶୀପୁର ବ୍ଲକ ଶଙ୍କରଡା ଗ୍ରାମ ନିକଟରେ। ଏହି ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତକ ହେଲେ ଟିକିରି…

ହୋଇପାରିଲାନି ଇନ୍ଦ୍ରାବତୀ ପ୍ରକଳ୍ପ ହାଇସ୍କୁଲ ହସ୍ତାନ୍ତର ପ୍ରକ୍ରିୟା

ତେନ୍ତୁଳିଖୁଣ୍ଟି,୧୭ା୬(ଚିଦାନନ୍ଦ ସାହୁ) ଇନ୍ଦ୍ରାବତୀ ପ୍ରକଳ୍ପ ଉଚ୍ଚ ବିଦ୍ୟାଳୟ ପରିଚାଳନା ଦାୟିତ୍ୱ ଶୁକ୍ରବାର ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗକୁ ହସ୍ତାନ୍ତର ହେବାକୁ ଧାର୍ଯ୍ୟ ହୋଇଥିଲା। କିନ୍ତୁ ତାହା ହୋଇପାରି ନ ଥିଲା। ଜିଲାପାଳଙ୍କ ନିର୍ଦ୍ଦେଶ ପରେ ହସ୍ତାନ୍ତର ତାରିଖ ଧାର୍ଯ୍ୟ ହେବାରୁ…

ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ହତ୍ୟା, ସାନଭାଇ ଗୁରୁତର

ଗୁଣପୁର,୧୭ା୬(ପ୍ରଦୀପ କୁମାର ପାଢ଼ୀ) ରାୟଗଡ଼ା ଜିଲା ପଦ୍ମପୁର ବ୍ଲକ ନନ୍ଦରାମପୁର ଅଞ୍ଚଳର ୨ ଭାଇ ଦାଦନ ଖଟିବାକୁ ବେଙ୍ଗାଲୁରୁ ଯାଇଥିବାବେଳେ ସେଠାରେ କେତେଜଣ ଅଟୋ ଚାଳକ ତାଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଗତ ୧୧ ତାରିଖରେ ଅଟୋ ଚାଳକଙ୍କ ଆକ୍ରମଣରେ…

ମଞ୍ଜୁରି ଅପେକ୍ଷାରେ ନୌପଡା-ଗୁଣପୁର ରେଳପଥ

ଗୁଣପୁର,୧୬ା୬(ପ୍ରଦୀପ କୁମାର ପାଢୀ): ନୌପଡା-ଗୁଣପୁର ରେଳପଥ ଭିତ୍ତିଭୂମି ବିକାଶ ହେବା ନେଇ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆନ୍ଧ୍ର ଓଡିଶା ରେଳ ବ୍ୟବହାରିକ ସଂଘ ଆବାହକ ଡ.ସତ୍ୟ ପ୍ରକାଶ ପଣ୍ଡାଙ୍କ ପତ୍ରର ଉତ୍ତର ଦେଇ ଏହାର ବିକାଶ ନେଇ ବିଭାଗ ପକ୍ଷରୁ…

୬ ଭରି ଓଜନର ମଙ୍ଗଳସୂତ୍ର ଝାମ୍ପିନେଲେ ଦୁର୍ବୃତ୍ତ

ରାୟଗଡ଼ା,୧୫।୬(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଲୁଟେରାଙ୍କ ପ୍ରାଦୁର୍ଭାବ ବଢ଼ିବାରେ ଲାଗିଛି। ପ୍ରତିଦିନ କେଉଁଠି ନା କେଉଁ ଚୋରି, ରାହାଜାନି ହେଉଥିବା ଖବର ମିଳୁଥିଲେ ମଧ୍ୟ ପୋଲିସ ପକ୍ଷରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନ ଥିବା ଅଭିଯୋଗ ହେଉଛି। ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?