ରାୟଗଡା

୨ ରାଜ୍ୟରୁ ଫେରିଲେ ୩ ୮୭ ପ୍ରବାସୀ

ରାୟଗଡା ଅଫିସ, ୩ା୬-କରୋନା ଲକ୍‌ ଡାଉନ ଯୋଗୁ ତେଲେଙ୍ଗନା ଓ ତାମିଲନାଡୁରେ ଅଟକି ଥିବା ଶ୍ରମିକ ରାୟଗଡା ଫେରିଛନ୍ତି। ମଙ୍ଗଳବାର ତାମିଳନାଡୁରୁ ୧୫୧ ଶ୍ରମିକ ଫେରିଥିବା ବେଳେ ବୁଧବାର ତେଲେଙ୍ଗନାରୁ ୨୩୬ ଶ୍ରମିକ ରାୟଗଡା ଫେରିଛନ୍ତି। ଏହି ୨ ଦିନରେ...

ରାୟଗଡ଼ାରେ ପ୍ରଥମ କରୋନା ପଜିଟିଭ୍‌ ଚିହ୍ନଟ: କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା

ରାୟଗଡ଼ା ଅଫିସ,୩।୬: ଓଡ଼ିଶାର ୨୯ଟି ଜିଲାରେ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଗ୍ରୀନ୍‌ ଜୋନ୍‌ରେ ରହିଥିଲା ରାୟଗଡ଼ା ଜିଲା ମାତ୍ର ବୁଧବାର ରାୟଗଡ଼ାରୁ ଜଣେ ପଜିଟିଭ୍‌ ଚିହ୍ନଟ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ...

ଶେଷରେ ରାୟଗଡ଼ା ଛୁଇଁଲା କରୋନା

ଭୁବନେଶ୍ୱର,୩।୬(ବ୍ୟୁରୋ): ରାଜ୍ୟର ୩୦ ତମ ଜିଲା ଭାବେ ରାୟଗଡ଼ା ଛୁଇଁଲା କରୋନା। ବୁଧବାର ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ରାୟଗଡ଼ାରୁ ଜଣେ ପଜିଟିଭ୍‌ ଅଛନ୍ତି। ଆକ୍ରାନ୍ତଜଣଙ୍କ ଦିଲ୍ଲୀରୁ ଫେରି କ୍ୱାରାଣ୍ଟାଇନ୍‌ରେ ରହିଥିବା ସୂଚନା ମିଳିଛି। ପ୍ରକାଶ ଯେ, ବୁଧବାର ୧୪୩...

ତାମିଲନାଡ଼ୁରୁ ଫେରିଲେ ଆଉ ୧୫୧ ପ୍ରବାସୀ

ରାୟଗଡ଼ା ଅଫିସ,୨ା୬: ତାମିଲନାଡ଼ୁର ତିରୁପୁରରୁ ପ୍ରବାସୀ ଓଡ଼ିଆଙ୍କୁ ନେଇ ଏକ ସ୍ବତନ୍ତ୍ର ଟ୍ରେନ୍‌ ମଙ୍ଗଳବାର ମଧ୍ୟାହ୍ନରେ ରାୟଗଡ଼ାରେ ପହଞ୍ଚିଛି। ଏଥିରୁ ୧୫୧ ଶ୍ରମିକ ରାୟଗଡ଼ା ଷ୍ଟେଶନରେ ଓହ୍ଲାଇଥିବା ଜଣାପଡ଼ିଛି। ସେମାନଙ୍କ ମଧ୍ୟରେ ରାୟଗଡ଼ା ଜିଲାର ୪୪ଜଣ, ଗଜପତି ୧୮, କୋରାପୁଟ...

ଟ୍ରେନ୍‌ରେ ତାମିଲନାଡୁରୁ ଫେରିଲେ ୧୭୩ ପ୍ରବାସୀ

ରାୟଗଡ଼ା ଅଫିସ,୩୧ା୫: ପ୍ରବାସୀ ଓଡ଼ିଆଙ୍କୁ ନେଇ ତାମିଲନାଡ଼ୁରୁ ବାହାରିଥିବା ଏକ ସ୍ବତନ୍ତ୍ର ଟ୍ରେନ୍‌ ରବିବାର ସନ୍ଧ୍ୟାରେ ରାୟଗଡ଼ା ଷ୍ଟେଶନରେ ପହଞ୍ଚିଥିଲା। ଏଥିରୁ ମାଲକାନଗିରି ଜିଲାର ୫ ଶ୍ରମିକ, ନବରଙ୍ଗପୁର ୨୧, କୋରାପୁଟ ୪, କନ୍ଧମାଳ ୭୬ ଏବଂ ରାୟଗଡ଼ା ଜିଲାର...

୧୩ ଲକ୍ଷ ଟଙ୍କାର ଗୁଟ୍‌ଖା ଜବତ: ୨ ଗିରଫ

ଗୁଣପୁର,୨୭ା୫(ଡି.ଏନ୍‌.ଏ.)-ରାୟଗଡ଼ା ଜିଲା ଗୁଣପୁର ଅଞ୍ଚଳରେ ଗୁଟ୍‌ଖା ଏବଂ ପଲିଥିନ କାରବାର ଥମିବା ନାଁ ଧରୁନି ା ଲକ୍ଷଲକ୍ଷ ଟଙ୍କାର ଗୁଟ୍‌ଖା କାରବାର ହେଉଥିବା ଜଣାପଡ଼ିଛି। ମଙ୍ଗଳବାର ପୋଲିସ ସହରର ଦୁଇଟି ସ୍ଥାନରେ ଚଢ଼ାଉକରି ବ୍ୟାପକ ପରିମାଣରେ ଗୁଟ୍‌ଖା ଜବତ କରିଛି।...

୧୩ ଲକ୍ଷ ଟଙ୍କାର ଗୁଟ୍‌ଖା ଜବତ: ୨ ଗିରଫ

ଗୁଣପୁର, ୨୭।୫(ଡି.ଏନ୍‌.ଏ.): ରାୟଗଡା ଜିଲା ଗୁଣପୁରରେ ପୋଲିସ ପକ୍ଷରୁ ଚଢ଼ାଉ କରାଯାଇ ମଙ୍ଗଳବାର ୧୩ ଲକ୍ଷ ଟଙ୍କାର ଗୁଟ୍‌ଖା ଜବତ କରାଯାଇଛି l ଏହି ଘଟଣାରେ ପୋଲିସ ୨ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ବି. ସନ୍ତୋଷ କୁମାର...

ସରପଞ୍ଚଙ୍କ ନିଷ୍ପତ୍ତିକୁ ମାନିଲାନି ପ୍ରଶାସନ: ଜିଲାପାଳ କ୍ଷମତା ଫେରାଇନେବାକୁ କହିଲେ ସରପଞ୍ଚ

ଟିକିରି,୨୨ା୫:ପ୍ରତ୍ୟେକ ପଞ୍ଚାୟତରେ କରୋନା ସଂକ୍ରମଣକୁ ରୋକିବା ଏବଂ ସରପଞ୍ଚମାନଙ୍କୁ ଉତ୍ସାହିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ରାଜ୍ୟର ସମସ୍ତ ସରପଞ୍ଚଙ୍କୁ ଜିଲାପାଳଙ୍କ କ୍ଷମତା ପ୍ରଦାନ କରିଛନ୍ତି। ଏହି କ୍ଷମତାର ଉପଯୋଗକରି ଅନେକ ସରପଞ୍ଚ ଚର୍ଚ୍ଚାର ପରିସରକୁ ମଧ୍ୟ ଆସିଛନ୍ତି। ତେବେ ରାୟଗଡ଼ା...

ସ୍ବତନ୍ତ୍ର ଟ୍ରେନ୍‌ ଯୋଗେ କେରଳରୁ ରାୟଗଡ଼ାରେ ପହଞ୍ଚିଲେ ୨୧୬ ପ୍ରବାସୀ

ରାୟଗଡ଼ା ଅଫିସ,୨୧ା୫: କେରଳକୁ ରୋଜଗାର କରିବା ପାଇଁ ଓଡ଼ିଶାର ଗଜପତି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର, କନ୍ଧମାଳ ଓ ମାଲକାନଗିରି ଜିଲାରୁ ବହୁ ଶ୍ରମିକ ଯାଇଥିଲେ। କରୋନା ଯୋଗୁ ଲକ୍‌ଡାଉନ୍‌ ହେବାରୁ ସେମାନେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହୋଇଥିଲେ। ଫଳରେ ଏକ...

ରାୟଗଡ଼ାର ୬୬୭ ସ୍ବାବ୍‌ ନମୁନା ନେଗେଟିଭ୍‌

ରାୟଗଡ଼ା ଅଫିସ,୨୦ା୫: ରାୟଗଡ଼ା ଜିଲାରୁ ଗତ ୧୫ ତାରିଖରେ ୧୩ତମ ପର୍ଯ୍ୟାୟରେ ୮୬ଜଣଙ୍କର ସ୍ବାବ୍‌ ନମୁନା ପରୀକ୍ଷା ନିମନ୍ତେ ଆର୍‌ଏମ୍‌ଆରସି ଭୁବନେଶ୍ୱର ପଠାଯାଇଥିଲା। ସେଥିରୁ ସମସ୍ତ ନମୁନା ନେଗେଟିଭ୍‌ ଆସିଛି। ଜିଲାରୁ ବର୍ତ୍ତମାନ ସୁଦ୍ଧା ୬୬୭ଜଣଙ୍କର ସ୍ବାବ୍‌ ନମୁନା ପରୀକ୍ଷା...

ତେଲଙ୍ଗାନାରୁ ଆସିଲେ ୧୬୦ ପ୍ରବାସୀ ଓଡ଼ିଆ

ରାୟଗଡ଼ା ଅଫିସ,୨୦ା୫: ତେଲଙ୍ଗାନା ରାଜ୍ୟକୁ ରୋଜଗାର କରିବା ପାଇଁ ଓଡ଼ିଶାର ଗଜପତି, ରାୟଗଡ଼ା,କୋରାପୁଟ, ନବରଙ୍ଗପୁର,କନ୍ଧମାଳ ଓ ମାଲକାନଗିରି ଜିଲାର କିଛି ଲୋକ ଯାଇଥିଲେ। କରୋନା ପାଇଁ ଲକ୍‌ଡାଉନ ହେବାରୁ ବିଭନ୍ନ ସମସ୍ୟାର ସମ୍ମୁଖୀନ ହୋଇଥିଲେ। ଫଳରେ ସେଠାରୁ ସତନ୍ତ୍ର ଟ୍ରେନ୍‌...

ରାୟଗଡ଼ାରେ ହେବ କୋଭିଡ୍‌ ପରୀକ୍ଷା: ମେ’ ଶେଷ ସୁଦ୍ଧା ହେବ କାର୍ଯ୍ୟକ୍ଷମ

ରାୟଗଡ଼ା ଅଫିସ,୧୮ା୫: ଏଣିକି ରାୟଗଡ଼ା ଜିଲାରେ ହେବ କୋଭିଡ୍‌ ପରୀକ୍ଷା। ଏଠାରେ ସନ୍ଦିଗ୍ଧଙ୍କ ସ୍ବାବ୍‌ ପରୀକ୍ଷା ଦ୍ୱାରା ରୋଗୀଙ୍କ ଶୀଘ୍ର ଚିକିତ୍ସା ହୋଇପାରିବ। ଏ ନେଇ ଜିଲା ମୁଖ୍ୟ ଚିକିତ୍ସାଳୟସ୍ଥିତ ଆର୍‌ଏମ୍‌ଆର୍‌ସି ଟ୍ରାଇବାଲ୍‌ ୟୁନିଟ ଉପକେନ୍ଦ୍ରରେ ପ୍ରସ୍ତୁତି ଚାଲିଛି। ଏଥିପାଇଁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri