ରାୟଗଡା

ରାୟଗଡ଼ାରେ ନିର୍ମାଣ ହେବ ନୂତନ ଜିଲା ଅଦାଲତ କୋଠା

ରାୟଗଡ଼ା ଅଫିସ,୨୧।୩: ରାୟଗଡ଼ା ଜିଲା ଓ ଦୌରାଜଜ୍‌ଙ୍କ ଅଦାଲତ ପରିସରରେ ନୂତନ ଜିଲା ଅଦାଲତ କୋଠା ନିର୍ମାଣ ନିମନ୍ତେ ରବିବାର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି। ହାଇକୋର୍ଟର ମୁଖ୍ୟ ବିଚାରପତି ଏସ୍‌.ମୁରଲିଧର ମୁଖ୍ୟ ଅତିଥି ଏବଂ ହାଇକୋର୍ଟ ବିଚାରପତି ବି. ଆର୍‌. ଷଡଙ୍ଗୀ...

ପୁଅର ମୃତଦେହ ବୋହିନେଲେ ବାପା

ରାୟଗଡ଼ା ଅଫିସ,୨୧ା୩: ମୃତଦେହକୁ ମିଳିଲାନି ମହାପ୍ରୟାଣ ଗାଡ଼ି। ରାୟଗଡ଼ା ସହରରେ ୯ବର୍ଷର ପୁଅ ଆକାଶର ମୃତଦେହକୁ ବାପା ସୁରଧର ବେନିଆ କାନ୍ଧରେ ଦେଢ଼ କ.ମି. ବୋହି ନେଉଥିବାର ଦୃଶ୍ୟ ରବିବାର ଦେଖିବାକୁ ମିଳିଛି। ପରିବାର ଓ ସମ୍ପର୍କୀୟମାନେ କାନ୍ଦି କାନ୍ଦି...

ଛୁରାମାଡ଼ରେ ଯୁବକ ଗୁରୁତର

ରାୟଗଡା ଅଫିସ,୨୦।୩: ରାୟଗଡ଼ା ଜିଲା କାଶୀପୁରରେ ଛୁରାମାଡ଼ରେ ଯୁବକ ଗୁରୁତର ହୋଇଛନ୍ତି। ସେ ହେଲେ ରାଜ୍‌ କୁମାର ହାଲବା। କାଶୀପୁର ବ୍ଲକ ସଙ୍କରଡ଼ା ଗ୍ରାମ ହରିଜନ ସାହିରେ ଶନିବାର ହୋଲି ଖେଳ ଚାଲିଥିବା ବେଳେ ରାଜଙ୍କୁ ଏକ ଧାରୁଆ ଛୁରିରେ...

ନିଆଁରେ ପୋଡ଼ି ୨ ମୃତ, ୩ ଗୁରୁତର

ରାୟଗଡ଼ା ଅଫିସ,୧୮ା୩: ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଶିକରପାଇ ପଞ୍ଚାୟତ ସଦର ଅଞ୍ଚଳରେ ଗୁରୁବାର ଘରେ ନିଆଁ ଲାଗି ଗୋଟିଏ ପରିବାରର ୫ ଜଣ ପୋଡ଼ିହୋଇ ଗୁରୁତର ହୋଇଥିଲେ। ସେମାନଙ୍କ ମଧ୍ୟରୁ ଆଜି ପରିବାରର ମୁଖ୍ୟ ଦୟାନିଧି ବେହେରା ଏବଂ...

ଘରେ ନିଆଁ ଲାଗି ଗୋଟିଏ ପରିବାରର ୪ ଗୁରୁତର

ରାୟଗଡ଼ା ଅଫିସ,୧୭ା୩: ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଶିକରପାଇ ପଞ୍ଚାୟତ ସଦର ଅଞ୍ଚଳରେ ଗୁରୁବାର ଘରେ ନିଆଁ ଲାଗି ଗୋଟିଏ ପରିବାରର ୪ଜଣ ପୋଡ଼ି ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ ଦୟାନିଧି ବେହେରା, ସ୍ତ୍ରୀ ଲକ୍ଷ୍ମୀ, ବଡ଼ ବୋହୂ...

ଗୁଣପୁର ପୌରାଧ୍ୟକ୍ଷ ଆସନ ହାତେଇବା ବିଜେଡି ପାଇଁ ଚ୍ୟାଲେଞ୍ଜ

ଗୁଣପୁର,୧୪ା୩(ଡି.ଏନ.ଏ): ରାୟଗଡ଼ା ଜିଲାର ଗୁଣପୁର ଏବଂ ରାମନାଗୁଡ଼ା ବ୍ଲକ ବିଜେଡି ହାତରୁ ଖସିଛିା ଦୁଇଟି ସ୍ଥାନରେ ବିଜେଡିକୁ ଅଧ୍ୟକ୍ଷ ଆସନ ହରାଇବାକୁ ପଡ଼ିଛି। ଗୁଣପୁର ବ୍ଲକ ଅଧ୍ୟକ୍ଷାଭାବେ ଝିଲି ଶବର ଏବଂ ରାମନାଗୁଡ଼ା ବ୍ଲକ ଅଧ୍ୟକ୍ଷଭାବେ ରବି ଶଙ୍କର ଗମାଙ୍ଗ ବିଜୟୀ...

ରାୟଗଡ଼ାର ସରସ୍ବତୀ ସର୍ବକନିଷ୍ଠା ଜିଲା ପରିଷଦ ସଭାପତି

ରାୟଗଡ଼ା ଅଫିସ,୧୪ା୩: ରାୟଗଡ଼ା ଜିଲା ପରିଷଦ ସଭାପତି ରୂପେ କାଶୀପୁର ବ୍ଲକ ‘ଗ’ ଜୋନ୍‌ର ଜିଲା ପରିଷଦ ସଭ୍ୟା ସରସ୍ବତୀ ମାଝି ନିର୍ବାଚିତ ହୋଇଛନ୍ତି। ବିଜେଡିରୁ ସେ ଅପ୍ରତିଦ୍ୱନ୍ଦ୍ୱୀ ଭାବେ ଏହି ଆସନ ହାତେଇବାରେ ସଫଳ ହୋଇଛନ୍ତି। ଗୁରୁତ୍ୱପୂର୍ଣ୍ଣ ବିଷୟ...

ହାଇ ଭୋଲ୍‌ଟେଜ ଡ୍ରାମାରେ ରାମନାଗୁଡ଼ା ବ୍ଲକ ଅଧ୍ୟକ୍ଷ ନିର୍ବାଚନ

ଗୁଣପୁର,୧୩।୩(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ ଅଧ୍ୟକ୍ଷ ନିର୍ବାଚନ ହାଇ ଭୋଲ୍‌ଟେଜ ଡ୍ରାମାରେ ଶେଷ ହୋଇଛି। ରବିଶଙ୍କର ଗମାଙ୍ଗ କଂଗ୍ରେସ ସମର୍ଥନରେ ବ୍ଲକ ଅଧ୍ୟକ୍ଷ ହେବାରେ ସଫଳ ହୋଇଛନ୍ତି। ଗତ ନିର୍ବାଚନରେ ରାମନାଗୁଡ଼ା ବ୍ଲକ ଅଧ୍ୟକ୍ଷ ଆସନ ବିଜେଡି ଦଖଲରେ...

ଗୁଳି, ବୋମାବର୍ଷଣର ଶବ୍ଦ ଛାତି ଥରାଇ ଦେଉଛି

ରାୟଗଡ଼ା ଅଫିସ,୯।୩: ଦିନ ରାତି ବୋମା ଓ ଗୁଳିବର୍ଷଣର ଭୟଙ୍କର ଶବ୍ଦ ମନେ ପଡ଼ିଲେ ଏବେବି ଛାତି ଥରୁଛି। ଘରକୁ ଫେରିବା ଆଶା ନ ଥିଲା। କେବଳ ଜୀବନ ବଞ୍ଚାଇବା ପାଇଁ ସଂଘର୍ଷ କରୁଥିଲୁ। ୟୁକ୍ରେନ୍‌ରେ ଯୁଦ୍ଧକୁ ଅତି ନିକଟରୁ ଦେଖି...

ୟୁକ୍ରେନ୍‌ ବର୍ଡର ପାର ହେବା ସହଜ ନ ଥିଲା

ଗୁଣପୁର,୬।୩(ଡି.ଏନ୍‌.ଏ.)- ରାୟଗଡ଼ା ଜିଲା ଗୁଣପୁର ସହରର ୩ ଡାକ୍ତରୀ ଛାତ୍ରୀଛାତ୍ର ୟୁକ୍ରେନ୍‌ରେ ଯୁଦ୍ଧ ଯୋଗୁ ଫସି ରହିଥିଲେ। ସେମାନଙ୍କ ମଧ୍ୟରୁ ୨ଜଣ ଶନିବାର ସୁରକ୍ଷିତଭାବେ ଘରକୁ ଫେରିଛନ୍ତି। ଗୁଣପୁର ସହର ନିବାସୀ ଜି. ମାଣିକେଶ୍ୱରଙ୍କ ଝିଅ ଜି. ସନ୍ତୋଷୀ ଏବଂ ଚିନାରା...

ବାରମ୍ବାର ଦାବି ପରେ ବି ଗୁଡ଼ାରିରୁ ରାଜଧାନୀକୁ ଗଡ଼ୁନି ବସ୍‌

ଗୁଡାରି,୪।୩(ଡି.ଏନ୍‌.ଏ.) – ରାୟଗଡ଼ା ଜିଲାର ଗୁଡାରି ସହର ୧୯୭୨ରେ ଏନ୍‌ଏସି ମାନ୍ୟତା ପାଇଛି। ଆଦିବାସୀ ଅଧ୍ୟୁଷିତ ଏହି ଅଞ୍ଚଳରେ ଅନେକ ଶିକ୍ଷିତ ଯୁବତୀଯୁବକ ଅଛନ୍ତି। ଗୁଡ଼ାରି ଏନ୍‌ଏସି ଏବଂ ବ୍ଲକର ୯ ପଞ୍ଚାୟତକୁ ନେଇ ଏହି ଅଞ୍ଚଳ। ଉଚ୍ଚଶିକ୍ଷା, ନିଯୁକ୍ତି...

ବିକାଶ ପାଇଁ ମଝିଘରିଆଣୀଙ୍କ ନାଁରେ ଶପଥ

ରାୟଗଡ଼ା ଅଫିସ,୪ା୩: ରାୟଗଡ଼ା ମୋର ମାତୃଭୂମି। ନିଜ ମାଟି ପାଇଁ କାମ କରିପାରିଲେ ନିଜକୁ ଧନ୍ୟ ମନେ କରିବି। ମାଁ ମଝିଘରିଆଣୀଙ୍କ ନାଁରେ ଶପଥ କରି କହୁଛି, ଜିତିଲେ ସହରର ସର୍ବାଙ୍ଗୀନ ବିକାଶ କରିବି। ରାୟଗଡ଼ା ପୌରାଧ୍ୟକ୍ଷ ପଦ ପାଇଁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri