ରାୟଗଡା

୨ଜଣଙ୍କୁ ଉଠାଇନେଲା ପୋଲିସ: ପ୍ରତିବାଦରେ ବଜାର ବନ୍ଦ

ଟିକିରି,୭ା୫(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଟିକିରି ରେଲଓ୍ବେ ଷ୍ଟେଶନରେ ସମଲେଶ୍ୱରୀ ଏକ୍ସପ୍ରେସ ଟ୍ରେନ୍‌ ରହଣୀ ଦାବି ନେଇ ଆନ୍ଦୋଳନ ତେଜୁଛି। ରବିବାରଠାରୁ ଟିକିରି ରେଲଓ୍ବେ ଷ୍ଟେଶନରେ ଅଞ୍ଚଳବାସୀ ଧାରଣା ଦେବାକୁ ନିଷ୍ପତ୍ତି ନେଇଥିଲେ। ତେବେ ଏହା ପୂର୍ବରୁ ଗୁରୁବାର ରାତିରେ…

ଶୁଖୁଛି ନାଗାବଳୀ, କମୁଛି ପାଣି

ରାୟଗଡ଼ା, ୭ା୫(ସ୍ବ.ପ୍ର.) ରାୟଗଡ଼ା ଜିଲାର ଜଳ ପାଇଁ ଜୀବନରେଖା ହେଉଛି ଚିରସ୍ରୋତା ନାଗାବଳୀ। ଏହାର ଉପତ୍ତ୍ତି ନିୟମଗିରି ପାହାଡ଼ରୁ ହୋଇଥିଲେ ହେଁ ଅନାଦି କାଳରୁ ଜିଲାବାସୀଙ୍କ ଜୀବନର ଆଧାର ପାଲଟିଛି। କୃଷି କ୍ଷେତ୍ରରୁ ଆରମ୍ଭ କରି ଜନସାଧାରଣଙ୍କ ଶୋଷ ମେଣ୍ଟାଇବାରେ ପ୍ରମୁଖ…

ମରାମତି ଅଭାବରୁ ନଷ୍ଟ ହେଲାଣି ୪ ସରକାରୀ ବସ୍‌

ରାୟଗଡ଼ା, ୬।୫ (ସ୍ବ.ପ୍ର.) ଓଡ଼ିଶା ରାଜ୍ୟ ପରିବହନ ନିଗମ (ଓଏସ୍‌ଆର୍‌ଟିସି)ର ରାୟଗଡ଼ା ଜୋନ୍‌ ବିଭାଗୀୟ କର୍ତ୍ତୃପକ୍ଷଙ୍କ ଦୂରଦୃଷ୍ଟି ଅଭାବ ଯୋଗୁ ପୁଣି ବନ୍ଦ ସ୍ଥିତିକୁ ଆସିଗଲାଣି। ଏହି ଜୋନ୍‌ରେ ଥିବା ୧୧ଟି ବସ୍‌ରୁ ବର୍ତ୍ତମାନ ମାତ୍ର ୭ଟି ଚାଲୁ ରହିଛି। ଅନ୍ୟ…

ପୋଲିସ ବାବୁଙ୍କ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ

ରାୟଗଡ଼ା ଅଫିସ,୫।୫: ପୋଲିିସ ଏଏସଆଇଙ୍କ ଘର ଚୋରି। ପ୍ରାୟ ୧୭ ଭରି ସୁନା, ଅଧା କେଜି ରୁପା ସହିତ ନଗଦ ୫୦ ହଜାର ଟଙ୍କା ଚୋରି ହୋଇଥିବା ଅଭିଯୋଗ ହୋଇଛି। ଏଭଳି ଘଟଣାଟି ଘଟିଛି ରାୟଗଡ଼ା ସହରରେ। ରାୟଗଡ଼ା ସହରର ସାଇପ୍ରିୟା…

ଡଙ୍ଗରିଆଙ୍କୁ ରୋଜଗାର ଦେଉଛି ସିଆଳି ପତ୍ର

ବିଷମ କଟକ,୫ା୫(ଡି.ଏନ୍‌.ଏ.): ନିୟମଗିରି ପାହାଡରେ ଆଦିମ ଜନଜାତି ସମ୍ପ୍ରଦାୟର ଲୋକେ ବସବାସ କରି ଆସୁଛନ୍ତି। ପାହାଡ଼ ଉପରେ ରାୟଗଡ଼ା ଜିଲା ଅଧୀନ ୩ଟି ବ୍ଲକ ଅନ୍ତର୍ଗତ ପ୍ରାୟ ୮ଟି ପଞ୍ଚାୟତର ୯୯ ଖଣ୍ଡ ଗାଁ ରହିଛି। ଏସବୁ ଗାଁରେ ୧୦ହଜାରରୁ ଉର୍ଦ୍ଧ…

ନିଶା ପାଇଁ ନେଉଛନ୍ତି ନିଷିଦ୍ଧ ଇଞ୍ଜେକ୍ସନ

ଆଶିଷ ରଞ୍ଜନ ପଣ୍ଡା ରାୟଗଡ଼ା, ୫।୫: ନିଦ୍ରାହୀନତା, ବାନ୍ତି, ମୁଣ୍ଡବ୍ୟଥା, ଶରୀରରେ ହେଉଥିବା ଅସହ୍ୟ ଯନ୍ତ୍ରଣା ଉପଶମ ପାଇଁ ବ୍ୟବହାର କରାଯାଏ ଫୋର୍ଟୱିନ ଏବଂ ଫେନରଗାନ୍‌ ଇଞ୍ଜେକ୍ସନ। ଅସ୍ତ୍ରୋପଚାର ପରବର୍ତ୍ତୀ ସମୟରେ ହେଉଥିବା ପୀଡ଼ା ଏବଂ ବାନ୍ତିକୁ ରୋକିବାରେ ଏହା ବିଶେଷ…

ଜିଲାର ପ୍ରଥମ ମିଶନ ଶକ୍ତି କାଫେ ଉଦ୍‌ଘାଟିତ

ବିଷମକଟକ,୩।୫(ଡି.ଏନ୍‌.ଏ.): ରାୟଗଡା ଜିଲା ବିଷମକଟକରେ ମଙ୍ଗଳବାର ଜିଲାର ପ୍ରଥମ ମିଶନ ଶକ୍ତି କାଫେ ଉଦ୍‌ଘାଟିତ ହୋଇଛି। ବିଷମକଟକ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମିତ ଏହି କାଫେକୁ ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ମନ୍ତ୍ରୀ ଜଗନ୍ନାଥ ସାରକା ମୁଖ୍ୟ ଅତିଥି ଭାବେ ଯୋଗଦେଇ…

ଶ୍ରମିକଙ୍କ ଦୁଃଖ ନେଇ ସରକାରଙ୍କ ଉପରେ ବର୍ଷିଲେ ବିଧାୟକ ମକରନ୍ଦ

ରାୟଗଡ଼ା,୧।୫(ସ୍ବ.ପ୍ର.): ରାୟଗଡ଼ା ବିଧାୟକ ମକରନ୍ଦ ମୁଦୁଲି ସୋମବାର ସରକାରଙ୍କ ଉପରେ ଖୋଲାଖୋଲି ବର୍ଷିଛନ୍ତି। ମଞ୍ଚ ଉପରେ ନିଜର ଅଭିଭାଷଣ ରଖି ରାଜ୍ୟ ଓ କେନ୍ଦ୍ର ସରକାର ସମେତ ଜିଲା ପ୍ରଶାସନ ଉପରେ ନିଜର ଅସନ୍ତୋଷ ପ୍ରକାଶ କରିଛନ୍ତି। ଅନ୍ତର୍ଜାତୀୟ ଶ୍ରମିକ ଦିବସ…

ବଜ୍ରପାତରେ ଶିଶୁଙ୍କ ସମେତ ୨ ନାବାଳକ ଗୁରୁତର

ଟିକିରି,୩୦ା୪(ଡି.ଏନ୍‌.ଏ.): କାଳବୈଶାଖୀ ପ୍ରଭାବରେ ରାୟଗଡ଼ା ଜିଲା କାଶୀପୁର ବ୍ଲକ ଟିକିରି ଝୋଡିଆ ସାହିରେ ରବିବାର ଝଡ଼ବର୍ଷା ହୋଇଥିଲେ। ସେତିକିବେଳେ ବଜ୍ରପାତ ଘଟି ଆଦିବାସୀ ସାହି ପଛପଟେ ଗଛମୂଳେ ଖେଳୁଥିବା ୩ ବର୍ଷିୟ ଶିଶୁ ଓ ୨ଜଣ ନାବାଳକ ଗୁରୁତର ହୋଇଛନ୍ତି। ସେମାନେ…

ସକାଳୁଆ ଅଫିସ: ମଧ୍ୟାହ୍ନ ଯାଏ କର୍ମଚାରୀଙ୍କ ଦେଖାମିଳୁନି

ରାୟଗଡ଼ା,୨୯ା୪(ସ୍ବ.ପ୍ର.): ଖରାତାତିକୁ ନଜରରେ ରଖି ରାଜ୍ୟ ସରକାର ଅଧିକାଂଶ ସରକାରୀ କାର୍ଯାଳୟ ସକାଳୁଆ ଖୋଲିବା ପାଇଁ ଘୋଷଣା କରିଛନ୍ତି । ହେଲେ ଅଧିକାରୀ ଓ କର୍ମଚାରୀମାନେ ଠିକ୍‌ ସମୟରେ କାର୍ଯାଳୟରେ ପହଞ୍ଚୁ ନ ଥିବା ଦେଖାଯାଉଛି। ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ସେମାନଙ୍କ…

ସ୍ବାସ୍ଥ୍ୟସେବା ଲାଗି କୋରାପୁଟ ସଂସଦୀୟ କ୍ଷେତ୍ରକୁ ୩୦୨ କୋଟି ମଞ୍ଜୁର

ରାୟଗଡା ଅଫିସ/ରାୟଗଡ଼ା(ସ୍ବ.ପ୍ର.),୨୯।୪: କୋରାପୁଟ ସଂସଦୀୟ କ୍ଷେତ୍ରରେ ଉନ୍ନତ ସ୍ବାସ୍ଥ୍ୟସେବା ଯୋଗାଇବା ଲାଗି କେନ୍ଦ୍ର ସରକାର ୩୦୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ମଞ୍ଜୁର କରିଥିବା ଏମ୍‌ପି ସପ୍ତଗିରି ଉଲାକାଙ୍କୁ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମନସୁଖ୍‌ ମାଣ୍ଡବ୍ୟ ଚିଠି…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ନାବାଳିକାଙ୍କ ଜୀବନ ଗଲା

ଗୁଣୁପୁର,୨୬ା୪(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଗଠଳପଦର ପଞ୍ଚାୟତ କୁକୁରଗୁଡ଼ା ଗାଁରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ନାବାକିକାଙ୍କ ଜୀବନ ଯାଇଛି। ସେ ହେଲେ ପ୍ରିୟାଞ୍ଜଳି ନିମାଲା। ବୁଧବାର ସକାଳେ ପ୍ରିୟାଞ୍ଜଳି ଗାଧୋଇ ସାରି ଡ୍ରେସ ଶୁଖାଇବା ପାଇଁ ନଳକୂଅ ପାଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?