ରାୟଗଡା

ଆଶାକର୍ମୀ ପରିଚୟ ଦେଇ ଡାକ୍ତରଖାନାରୁ ପିଲାଚୋରି

ବିଷମକଟକ,୨୦।୮(ଡି.ଏନ୍‌.ଏ.): ଆଶାକର୍ମୀର ପରିଚୟ ଦେଇ ଡାକ୍ତରଖାନାରେ ଦୁଇଦିନ ଧରି ପ୍ରସୂତି ଏବଂ ନବଜାତ ଶିଶୁର ଯତ୍ନନେଲେ। ଶେଷରେ କୌଶଳରେ ମା’ ନିକଟରୁ ଶିଶୁପୁତ୍ରକୁ ଚୋରିକରି ଚମ୍ପଟ ମାରିଲେ। ରାୟଗଡ଼ା ଜିଲା ବିଷମକଟକ ଖ୍ରୀଷ୍ଟିଆନ ହସ୍ପିଟାଲରେ ଚିକିତ୍ସାଧୀନ ଜଣେ ପ୍ରସୂତିଙ୍କଠାରୁ ଶୁକ୍ରବାର ଏଭଳି…

କୃଷକଙ୍କ ଆୟ ବଢ଼ାଇବ ୟୁଏଆଇଏଲ୍‌ର ‘ଓ୍ବାଡି’ ପ୍ରକଳ୍ପ

ରାୟଗଡ଼ା ଅଫିସ,୧୯ା୮: କୃଷକଙ୍କ ଆୟକୁ ଦ୍ୱିଗୁଣିତ କରିବା ଲକ୍ଷ୍ୟ ନେଇ ରାୟଗଡ଼ା ଜିଲା ଟିକିରି ସ୍ଥିତ ଉତ୍କଳ ଆଲୁମିନା ଇଣ୍ଟରନ୍ୟାଶନାଲ ଲିମିଟେଡ (ୟୁଏଆଇଏଲ୍‌)ପକ୍ଷରୁ ସିଏସ୍‌ଆର୍‌ କାର୍ଯ୍ୟକ୍ରମ ମାଧ୍ୟମରେ କାର୍ଯ୍ୟକାରୀ ହୋଇଛି ଓ୍ବାଡି ପ୍ରକଳ୍ପ। ୨୦୧୮ରୁ ନାବାର୍ଡ ସହଭାଗିତାରେ କାଶୀପୁର ବ୍ଲକର ୧୭ଟି…

ରାୟଗଡ଼ାରେ ପତ୍ତାକା ଉତ୍ତୋଳନ କଲେ ଜିଲାପାଳ

ରାୟଗଡ଼ା ଅଫିସ,୧୫ା୮: ୭୬ତମ ସ୍ବାଧୀନତା ଦିବସ ସୋମବାର ସ୍ଥାନୀୟ ଗୋବିନ୍ଦ ଚନ୍ଦ୍ର ଦେବ ଉଚ୍ଚ ବିଦ୍ୟାଳୟ ଖେଳପଡ଼ିଆଠାରେ ଆୟୋଜିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରାୟଗଡ଼ା ଜିଲାପାଳ ସଦାଦେବ ସିଂ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା…

ଜଳବନ୍ଦୀ ଜୀବନ ବିତାଉଛନ୍ତି ଗ୍ରାମବାସୀ

ଦଶମନ୍ତପୁର,୧୫ା୮ ( ଡି.ଏନ.ଏ.):୫ବର୍ଷର ଅବଧି ଶେଷ ହୋଇ ଯାଇଥିଲେ ହେଁ ନିର୍ମାଣ ସରୁନି ଚବେରି ନଦୀ ପୋଲ ନିର୍ମାଣ। ଜିଲା ଏବଂ ବ୍ଲକ ପ୍ରଶାସନର ଖାମଖିଆଲ ମନୋଭାବ ଯୋଗୁ ମଧୁବିଶାଳୀ ଗ୍ରାମବାସୀ ଜଳବନ୍ଦୀ ଜୀବନ ବିତାଉଛନ୍ତି । କୋରାପୁଟ ଜିଲା ଦଶମନ୍ତପୁର…

ବିପଦ ସଙ୍କେତ ଡେଇଁଲା ବଂଶଧାରା

ଗୁଣପୁର,୧୪ା୮(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ଗୁଣପୁରଠାରେ ବଂଶଧାରା ନଦୀ ଜଳସ୍ତର ବିପଦ ସଙ୍କେତ ଡେଇଁଛି। ବିପଦ ସଙ୍କେତ ୮୪ ମିଟର ରହିଥିବା ବେଳେ ଏବେ ନଦୀଜଳ ୮୩.୯୭ ମିଟରରେ ପ୍ରବାହିତ ହେଉଛି। ଉପରମୁଣ୍ଡରେ ବର୍ଷା ଲାଗି ରହିଥିବାରୁ ହରଭାଙ୍ଗି ସହ କେନ୍ଦୁଗୁଡ଼ା ବ୍ୟାରେଜରୁ…

ପଥର, ମାଟି ଅତଡ଼ା ଧସିଲା: ୨ ଟ୍ରେନ୍‌ ଅଧାରୁ ବାତିଲ

ରାୟଗଡ଼ା ଅଫିସ,୧୪ା୮: ପ୍ରବଳ ବର୍ଷା ଯୋଗୁ ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଶିକରପାଇ ରେଳଷ୍ଟେଶନ ନିକଟ ୩୪ ନଂ. ଟନେଲ ପାଖରେ ରବିବାର ପଥର ଓ ମାଟି ଅତଡ଼ା ଧସି ରାୟଗଡ଼ା-କୋରାପୁଟ ରେଲ୍‌ଓ୍ବେ ଲାଇନ୍‌ରେ ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। କେଉଟଗୁଡ଼ା…

ଲଗାଣ ବର୍ଷାରେ ରେଳ ଲାଇନ୍‌ରେ ଖସିଲା ମାଟି ଅତଡ଼ା

ରାୟଗଡା ଅଫିସ,୧୪।୮: ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷାରେ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡ଼ୁଛି । ତେବେ ରାୟଗଡ଼ା ଜିଲାରେ ଲଗାଣ ବର୍ଷା ପ୍ରଭାବରେ କେଆର୍‌ ରେଳ ଲାଇନ୍‌ ଉପରେ ମାଟି ଅତଡ଼ା ଖସି…

କାଶୀପୁରର ଝାଡ଼ାବାନ୍ତି ପ୍ରସଙ୍ଗ: ପାର୍ଲାମେଣ୍ଟରେ ଉଠାଇଲେ ସପ୍ତଗିରି

ରାୟଗଡ଼ା ଅଫିସ, ୧୩ା୮: ରାୟଗଡ଼ା ଜିଲା କାଶୀପୁର ବ୍ଲକରେ ବ୍ୟାପିଥିବା ଝାଡ଼ାବାନ୍ତି ପ୍ରସଙ୍ଗକୁ କୋରାପୁଟ ଏମ୍‌ପି ସପ୍ତଗିରି ଉଲାକା ପାର୍ଲାମେଣ୍ଟରେ ଉଠାଇଛନ୍ତି। ଜଳବାହିତ ରୋଗ ଏବଂ ଏଥିରେ ଅନେକ ଲୋକଙ୍କ ମୃତ୍ୟୁ ଘଟିଥିବା ବିଷୟରେ ସରକାର ଅବଗତ ଅଛନ୍ତି କି ବୋଲି…

ପୁଣି ୩ କି.ମି. ବୁହାହେଲେ ଗର୍ଭବତୀ

ଟିକିରି,୧୨ା୮(ଡି.ଏନ୍‌.ଏ.):ରାୟଗଡ଼ା ଜିଲା କାଶୀପୁର ବ୍ଲକର ଅନେକ ଗାଁକୁ ପକ୍କାରାସ୍ତା ନ ଥିବାରୁ ବାରମ୍ବାର ଗର୍ଭବତୀ ବୁହା ହେଉଥିବା ଚିତ୍ର ସାମ୍ନାକୁ ଆସୁଛି। ଗୋଡ଼ିବାଲି ପଞ୍ଚାୟତର ଦୁରୂପାଇ ଗ୍ରାମରେ ଗୁରୁବାର ଏଭଳି ଘଟଣାର ପୁନରାବୃତ୍ତି ଘଟିଛି। ଗାଁର ରାମଚନ୍ଦ୍ର ମାଝିଙ୍କ ସ୍ତ୍ରୀ ସୁଧା…

ଅଣଦେଖା କଲା ପୂର୍ତ୍ତ ବିଭାଗ, ରାସ୍ତା ସମତୁଲ କଲେ ଅଞ୍ଚଳବାସୀ

ଉମରକୋଟ/ଧୋଡ୍ରା, ୧୨/୮(ସ୍ବ.ପ୍ର./ଡି.ଏନ୍‌.ଏ.):ରାସ୍ତା ମରାମତି ପାଇଁ ବାରମ୍ବାର ଜଣାଇବା ପରେ ମଧ୍ୟ କାମ ନ ହେବାରୁ ଅଞ୍ଚଳବାସୀ ଏବଂ ସ୍ଥାନୀୟ ବ୍ୟବସାୟୀ ନିଜେ ରାସ୍ତା ସମତୁଲ କରିବାକୁ ବାଧ୍ୟ ହୋଇଛନ୍ତି। କୋଡ଼ି, ଜମେଲା ଧରି ସେମାନେ ରସ୍ତା ମରାମତି କରିଛନ୍ତି। ଉମରକୋଟ ଥାନା…

କାମରେ ଲାଗୁନି କାଶୀପୁର ପୋଷ୍ଟମର୍ଟମ ଗୃହ, ଶ୍ମଶାନ

ଟିକିରି,୮ା୮(ଡି.ଏନ୍‌.ଏ.):ରାୟଗଡ଼ା ଜିଲା କାଶୀପୁର ବ୍ଲକରେ ଥିବା ପୋଷ୍ଟ ମଟମ ଗୃହ ଥାଇ ଲୋକେ ଉପକୃତ ହେଉନାହାନ୍ତି। ଆବଶ୍ୟକ ସମୟରେ ପୋଷ୍ଟମଟମ୍‌ ପାଇଁ କାଶୀପୁର ଯିବାକୁପଡୁଛି। ଏହି ପୋଷ୍ଟମଟମ୍‌ ଘରର କବାଟ ନାହିଁ କି ଝରକା ନାହିଁ। ଏଠାରେ ହେଉଥିବା ପୋଷ୍ଟମଟମ୍‌କୁ ସାଧାରଣ…

ଗୁଣପୁର କୋର୍ଟରେ ସବ୍ୟସାଚୀ ପଣ୍ଡାଙ୍କ ବୟାନ ରେକର୍ଡ

ଗୁଣପୁର,୭।୮(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ଗୁଣପୁର ଏଡିଜେ କୋର୍ଟରେ ଶନିବାର ମାଓବାଦୀ ନେତା ସବ୍ୟସାଚୀ ପଣ୍ଡା ହାଜର ହୋଇଥିଲେ। ବିଜେଡି ନେତା ଯଯାତି କେଶରୀ ସାହୁ ହତ୍ୟାକାଣ୍ଡ ମାମଲାରେ ସବ୍ୟସାଚୀଙ୍କ ବୟାନ ରେକର୍ଡ କରାଯାଇଛି। ସମସ୍ତ ସାକ୍ଷୀଙ୍କ ବିଚାରଣା ପରେ ଏହି ପ୍ରକ୍ରିୟା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri