ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ୨୪ ଘଣ୍ଟିଆ ଅନଶନ
ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ଅଖିଳ ଭାରତୀୟ କୃଷି ଓ ଗ୍ରାମୀଣ ଶ୍ରମିକ ସଂଘ ତରଫରୁ ଦେଶ ବ୍ୟାପୀ ଅନଶନ ଓ ସତ୍ୟାଗ୍ରହ ଗୁରୁବାର କରାଯାଇଥିବାବେଳେ ଗୁଣପୁର ନୂଆ ବସ୍ଷ୍ଟାଣ୍ଡଠାରୁ ଏକ ଶୋଭାଯାତ୍ରା ବାହାରି ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚିଥିଲା। ସେଠାରେ ୨୪ ଘଣ୍ଟିଆ…
ଗୃହପାଳିତ ପଶୁଙ୍କୁ ଧକ୍କା ଦେଲା ଘରୋଇ ବସ୍, ଜବତ କରି ଥାନାକୁ ନେଲା ପୋଲିସ
କଲ୍ୟାଣସିଂହପୁର,୧୨ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ନାରାୟଣପୁର ପଞ୍ଚାୟତ ଖସିଗୁଡ଼ା ପୋଲ ଉପରେ ଏକ ଘରୋଇ ବସ ଧକ୍କାରେ ଦୁଇଟି ଛେଳିର ମୃତ୍ୟୁ ଘଟିଥିବା ବେଳେ ଦୁଇଟି ଗାଈ ଓ ଗୋଟିଏ ଛେଳି ଗୁରୁତର ହୋଇଛନ୍ତି । ମିଳିଥିବା…
ମୃତ୍ୟୁକୁ ଜୟ କରିପାରିଲେନି ମୃତ୍ୟୁଞ୍ଜୟ: ଶେଷରେ…
ଗୁଡାରି, ୧୧।୮ (ପ୍ରମୋଦ କୁମାର ପତି): ଗୁଡାରି ସହରର ଗୌଡ଼ ସାହି ବାସିନ୍ଦା ନରସିଂହ ପାଢ଼ୀଙ୍କ କଲେଜ ପଢୁଆ ପୁଅ ମୃତ୍ୟୁଞ୍ଜୟ ପାଢ଼ୀ କ୍ୟାନ୍ସର ସହ ଦୀର୍ଘଦିନ ଧରି ଯୁଦ୍ଧ କରି ଶେଷରେ ଜୀବନ ଯୁଦ୍ଧରେ ହାରିଯାଇଛନ୍ତି। ମଙ୍ଗଳବାର ପୂର୍ବାହ୍ନରେ ବିଶାଖାପାଟଣାସ୍ଥିତ…
ଓଲଟିଲା କୋଇଲା ବୋଝେଇ ଟ୍ରକ: ଓଡ଼ିଶା-ଆନ୍ଧ୍ର ଯାତାୟତ ଠପ୍
ରାୟଗଡ଼ା,୧୦।୮(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲା ପାର୍ବତୀପୁର ନିକଟରେ ସୋମବାର ଏକ କୋଇଲା ବୋଝେଇ ଏକ ଟ୍ରକ ରାସ୍ତା ଉପରେ ଓଲଟି ପଡ଼ିଥିଲା। ଫଳରେ ଓଡ଼ିଶା-ଆନ୍ଧ୍ରକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାରେ ଯାତାୟତ ଠପ୍ ହୋଇଯାଇଥିଲା। ରାସ୍ତାର ଉଭୟ ପାର୍ଶ୍ୱରେ ଶତାଧିକ…
ଓଲଟିଲା କୋଇଲା ବୋଝେଇ ଟ୍ରକ୍, ଓଡ଼ିଶା-ଆନ୍ଧ୍ର ରାସ୍ତା ଜାମ୍
ଗୁଣପୁର,୧୦ା୮(ସୁଜାତା ପାଢ଼ୀ): କୋଇଲା ବୋଝେଇ ଟ୍ରକ୍ ଓଲଟିଯିବା ଫଳରେ ଓଡ଼ିଶା ଆନ୍ଧ୍ର ରାସ୍ତା ଦୀର୍ଘ ୬ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ଜାମ ହୋଇ ରହିଛି। ରବିବାର ବିଳମ୍ବିତ ରାତ୍ରିରେ ପାର୍ତ୍ତାପୁର ଗ୍ରାମ ନିକଟରେ ବିଶାଖାପାଟଣାରୁ କୋଇଲା ବୋଝେଇ ହୋଇ ରାୟପୁର…
ସିଜିମାଳିରେ ମା’ ମାଟି ମାଳି ସୁରକ୍ଷା ମଞ୍ଚ ପକ୍ଷରୁ ବିଶ୍ୱ ଆଦିବାସୀ ଦିବସ ପାଳିତ, ଶକ୍ତି ପ୍ରଦର୍ଶନ….
କଲ୍ୟାଣସିଂହପୁର,୯।୮(ଦୀପକ କୁମାର ପରିଡ଼ା): ଚର୍ଚ୍ଚିତ ସିଜିମାଲି ଅଞ୍ଚଳରେ “ମା’ ମାଟି ମାଳି ସୁରକ୍ଷା ମଞ୍ଚ” ପକ୍ଷରୁ ବିଶ୍ୱ ଆଦିବାସୀ ଦିବସ ମହାସମାରୋହରେ ରବିବାର ପାଳିତ ହୋଇଯାଇଛି । ରାୟଗଡ଼ା-କଳାହାଣ୍ଡି ଜିଲା ସୀମାନ୍ତ କାଶୀପୁର ବ୍ଲକ ସୁଙ୍ଗେରୁ ପଞ୍ଚାୟତ ଅଞ୍ଚଳରେ ଆୟୋଜିତ ଏହି…
ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ
ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା ଦେଇ ହାତୀମାନେ ଯାଉଥିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି l ସ୍ଥାନୀୟ…
ଗାଁରେ ପସିଲେ ହାତୀ, ଦଳି ଚକଟି ନଷ୍ଟ କଲେ ଫସଲ
କଲ୍ୟାଣସିଂହପୁର, ୬।୮ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ପଞ୍ଚାୟତ ଅଧୀନ କେଶବ ନାୟକଗୁଡ଼ା ନୂଆ ସାହି ଏବଂ ଘାଗୁଡ଼ିମାଳ ଅଞ୍ଚଳରେ ହାତୀଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ୨ଟି ହାତୀ ଗାଁ ନିକଟକୁ ଚାଲିଆସି ବ୍ୟାପକ ଫସଲ…
‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’
କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ ଶ୍ରଦ୍ଧା ଓ ଭାବଗମ୍ଭୀର ପରିବେଶରେ ଅନୁଷ୍ଠିତ ହୋଇଯାଇଛି। ଏହି ଶ୍ରଦ୍ଧାଞ୍ଜଳି ସଭାରେ କଲ୍ୟାଣସିଂହପୁର…
ରାଜ୍ୟ ସରକାରଙ୍କ ଅନୁଦାନପ୍ରାପ୍ତ ଶିକ୍ଷକଙ୍କ ଦାବି ପୂରଣରେ ଟାଳଟୁଳ ନୀତି: ତେଜିଲା ଆନ୍ଦୋଳନ
ଗୁଣପୁର,୫ା୮(ସୁଜାତା ପାଢ଼ୀ): ରାଜ୍ୟ ସରକାର ଅନୁଦାନପ୍ରାପ୍ତ ଶିକ୍ଷକମାନଙ୍କ ମୌଳିକ ଦାବି ଯଥା ଚାକିରି ସର୍ତ୍ତାବଳୀ ଲାଗୁ, ପୁରୁଣା ପେନ୍ସନ୍ ପ୍ରଦାନ, ଅବସର ସୀମା ୬୨କୁ ବୃଦ୍ଧି, ଅନୁଦାନପ୍ରାପ୍ତ ସ୍କୁଲଗୁଡ଼ିକରେ ଖାଲି ପଡ଼ିଥିବା ପଦବୀ ପୂରଣ ଭଳି ଦାବିକୁ ଆଡ଼େଇ ଦେଇ କମିଟି…
ଆବାସିକ ବିଦ୍ୟାଳୟରେ ହିଂସାକାଣ୍ଡ: ୯ମ ଶ୍ରେଣୀ ପିଲାଙ୍କୁ ନିସ୍ତୁକ ପିଟିଲେ ୧୦ମ ଛାତ୍ର
କଲ୍ୟାଣସିଂହପୁର/ରାୟଗଡ଼ା, ୫।୮ (ଦୀପକ କୁମାର ପରିଡ଼ା/ କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ଥିବା ଆବାସିକ ବିଦ୍ୟାଳୟରେ ହିଂସାକାଣ୍ଡ ବଢ଼ିବାରେ ଲାଗିଛି। କୋଲନରା ବ୍ଲକ୍ ଅନ୍ତର୍ଗତ ରିଭଲକଣାସ୍ଥିତ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ବିଭାଗ ଦ୍ୱାରା ପରିଚାଳିତ ସରକାରୀ ଏସ୍ଏସ୍ଡି…
୬ଷ୍ଠ ନ୍ୟାସନାଲ ଆମେଚର କ୍ରୀଡା , ଓଡ଼ିଶାରୁ ମନୋନୀତ ହେଲେ ଦିଲ୍ଲୀପ
କଲ୍ୟାଣସିଂହପୁର,୪।୮(ଦୀପକ କୁମାର ପରିଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ପାର୍ସଲୀ ପଞ୍ଚାୟତର ନିୟମଗିରିର ଚାଟିକଣା ଗ୍ରାମରେ ଜନ୍ମ ହୋଇଥିବା ପ୍ରତିଭାବାନ୍ କବାଡି ଖେଳାଳି ଦିଲ୍ଲୀପ କୁମାର ପରିଡ଼ା ପୁଣି ଏକ ବଡ଼ ସଫଳତା ହାସଲ କରିଛନ୍ତି। ସ୍ୱର୍ଗତ କୁଳମଣି ପରିଡ଼ାଙ୍କ…

