ରାୟଗଡା

ବୁଥ୍‌ ପରିବର୍ତ୍ତନ ଯୋଗୁ ଭୋଟ ଦେଲେନି ୨ ଗ୍ରାମର ଭୋଟର

ଟିକିରି,୨୧।୨(ଡି.ଏନ୍‌.ଏ.)- ରାୟଗଡ଼ା ଜିଲା କାଶୀପୁର ବ୍ଲକରେ ରବିବାର ଭୋଟ ଗ୍ରହଣ ହୋଇଥିଲା। ଏଥିରେ ଡଙ୍ଗାସିଲ ପଞ୍ଚାୟତର ବେଲଗଛ ତୁଣ୍ଡା ପୋଲିଂ ବୁ୍‌ଥ୍‌ ପରିବର୍ତ୍ତନ ନେଇ ଦୁଇ ଗ୍ରାମର ୨ ଶହରୁ ଊର୍ଦ୍ଧ୍ୱ ଭୋଟର ଭୋଟ ବର୍ଜନ କରିଛନ୍ତି। ବଲଗଛତୁଣ୍ଡା ଏବଂ ପଣ୍ଡକାମାରି...

ଭୋଟବାକ୍ସ ଟେକିନେଲେ ଡଙ୍ଗରିଆ

ରାୟଗଡ଼ା ଅଫିସ/ବିଷମକଟକ,୨୦ା୨(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ବିଷମକଟକ ନିର୍ବାଚନ ମଣ୍ଡଳୀ ଅଧୀନ କଲ୍ୟାଣସିଂହପୁର ବ୍ଲକରେ ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ଭୋଟ ଗ୍ରହଣ ବେଳେ ରବିବାର ବିଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହୋଇଛି। ସୁନାଖଣ୍ଡି ପଞ୍ଚୟତ ନିୟମଗିରି ପାହାଡ଼ ଅଞ୍ଚଳର ରାଇଲିମା ଗ୍ରାମର ୧୪...

ମାଓବାଦୀଙ୍କ ଦ୍ୱାରା ଖଞ୍ଜା ଯାଇଥିବା ବୋମା ଉଦ୍ଧାର

ରାୟଗଡ଼ା ଅଫିସ,୨୦ା୨: ରାୟଗଡ଼ା ଜିଲା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ମାଓବାଦୀ ପ୍ରବଣ କଲ୍ୟାଣସିଂହପୁର ବ୍ଲକର ପାର୍ସାଲି ପଞ୍ଚାୟତକୁ ଯିବା ରାସ୍ତାକଡ଼ରେ ମାଓବାଦୀମାନେ ଖଞ୍ଜିଥିବା ଏକ ଟିଫିନ୍‌ ବୋମାକୁ ରବିବାର ଉଦ୍ଧାର କରିଛି ଡିଭିଏଫ୍‌ ପୋଲିସ। ନିର୍ବାଚନକୁ ଦୃଷ୍ଟିରେ...

ନିର୍ବାଚନ ପୂର୍ବରୁ ରାତି ଅଧିଆ ଚାଲିଥିଲା ଟଙ୍କା ବଣ୍ଟା

ଟିକିରି,୧୯ା୨(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ରବିବାର ରାୟଗଡ଼ା ଜିଲାର କାଶୀପୁର ଓ କଲ୍ୟାଣସିଂହପୁର ବ୍ଲକରେ ଭୋଟ ଗ୍ରହଣ ହେବ। ଏଥିପାଇଁ ଶୁକ୍ରବାର ପ୍ରଚାର ସରିଛି। ଏଭଳି ସ୍ଥିତିରେ ଗାଁରେ ଭୋଟରଙ୍କୁ ଟଙ୍କା ବାଣ୍ଟୁଥିବା ସମୟର ଏକ ଭିଡିଓ...

ଦୁଇ ମୋବାଇଲ ଦୋକାନରୁ ଲକ୍ଷାଧିକ ଟଙ୍କାର ମୋବାଇଲ ଚୋରି

ରାୟଗଡ଼ା ଅଫିସ,୧୭ା୨: ରାୟଗଡ଼ା ସହରର ଶାରଳା ଛକସ୍ଥିତ ଜୟ ମା’ ଶାରଳା ଓ କ୍ରିଷ୍ଣା ମୋବାଇଲ ଦୋକାନରୁ ଲକ୍ଷାଧିକ ଟଙ୍କାର ମୋବାଇଲ ଚୋରି ହୋଇଛି। ଦୋକାନ ସଟର ତାଡ଼ି କାନ୍ଥ ଭାଙ୍ଗି ଲକ୍ଷାଧିକ ଟଙ୍କାର ମୋବାଇଲ ଚୋରି କରି ନେଇଛନ୍ତି...

ଭୋଟ ପ୍ରକ୍ରିୟାରେ ସାମିଲ ହେଲେ ଡଙ୍ଗରିଆ

ବିଷମକଟକ/ଦୁର୍ଗୀ/ମୁନିଗୁଡ଼ା, ୧୭।୨(ଡି.ଏନ୍‌.ଏ.)  ବିଷମକଟକ ବ୍ଲକର ୨୧ ପଞ୍ଚାୟତର ୨୪୬ ୱାର୍ଡରେ ୬୪ ହଜାର ୮୯୪ ଭୋଟର ସେମାନଙ୍କ ମତ ସାବ୍ୟସ୍ତ କରିଛନ୍ତି। ବ୍ଲକରେ ୭୦ ପ୍ରତିଶତ ମତଦାନ ହୋଇଛି। ନିୟମଗିରିର ଡଙ୍ଗରିଆ ଜନଜାତି ଭୋଟର ମଧ୍ୟ ନିଜର ମତ ସାବ୍ୟସ୍ତ କରିଛନ୍ତି।...

ଦିନକ ବ୍ୟବଧାନରେ ମା’, ଝିଅଙ୍କ ମୃତ୍ୟୁ

ଗୁଡାରି,୧୬।୨(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ଗୁଡାରି ବ୍ଲକ ଚିଟିସେର୍ମା ଗାଁର ହଳଧର ନିମାଲଙ୍କ ପୁଅ ପବିତ୍ର, ବୋହୂ ମଞ୍ଜୁଳା ଏବଂ ନାତୁଣୀ ପିଙ୍କି ହାଇଦ୍ରାବାଦରେ ରନ୍ଧନ ଗ୍ୟାସ୍‌ ଲିକ୍‌ ଯୋଗୁ ନିଆଁ ଲାଗିି ଗୁରୁତର ହୋଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ହାଇଦ୍ରାବାଦରେ ସୋମବାର...

ପଞ୍ଚାୟତ ନିର୍ବାଚନ: ହେବିୱେଟ୍‌ଙ୍କ ପାଇଁ ସମ୍ମାନର ପ୍ରଶ୍ନ

ଗୁଣପୁର,୧୪ା୨(ଡି.ଏନ୍‌.ଏ.)  ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ୧୬ରୁ ଆରମ୍ଭ ହେବ। ଏହି କ୍ରମରେ ରାୟଗଡ଼ା ଜିଲା ଗୁଣପୁର ନିର୍ବାଚନ ମଣ୍ଡଳୀ ଅଧୀନ ଚନ୍ଦ୍ରପୁରରେ ୧୬ ତାରିଖରେ ଭୋଟ ଗ୍ରହଣ ହେବ। ସେହିପରି ରାମନାଗୁଡ଼ା ଓ ଗୁଣପୁରରେ ୧୮...

ଭୋଟ ବର୍ଜନ ନିଷ୍ପତ୍ତି ପରେ ବଦଳିଲା ଗାଁ ଚିତ୍ର: ମିଳିଲା ରାସ୍ତା, ବିଜୁଳି, ପାନୀୟ ଜଳ

ରାୟଗଡ଼ା ଅଫିସ,୧୩।୨: ଭୋଟ ବର୍ଜନ ନିଷ୍ପତ୍ତି ପରେ ଗାଁ ଚିତ୍ର ବଦଳିଯାଇଛି। ରାୟଗଡ଼ା ଜିଲା ସଦରଠାରୁ ମାତ୍ର ୧୫ କି.ମି. ଦୂର ଗୁମ୍ମା ପଞ୍ଚାୟତର କଟାଗଣ୍ଡା ଗାଁକୁ ବିଦ୍ୟୁତ୍‌ ସଂଯୋଗ ସହ ପାନୀୟ ଜଳ ଯୋଗାଣ ହୋଇଛି। ସେହିପରି ରାସ୍ତା...

ବିଜେଡିର ସୋସିଆଲ ମିଡିଆ ବନାମ କଂଗ୍ରେସର ପୋଷ୍ଟର

ବିଷମକଟକ,୧୩।୨(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଚାର ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ରାୟଗଡ଼ା ଜିଲାରେ ବିଭିନ୍ନ ଦଳ ପକ୍ଷରୁ ନିଜ ଢଙ୍ଗରେ ପ୍ରଚାର ଚାଲିଛି। ହେଭିଓ୍ବେଟ୍‌ ନେତାଙ୍କ ପ୍ରଚାର ମଧ୍ୟ ସରିଲାଣି। ହେଲେ ପ୍ରମୁଖ ରାଜନୈତିକ ଦଳଗୁଡ଼ିକର ଡିଜିଟାଲ ଏବଂ ପୋଷ୍ଟର...

ମାଓବାଦୀ ବ୍ୟାନର, ଠିକାସଂସ୍ଥା ଗାଡ଼ି ପୋଡ଼ି ମାମଲା: ୫ କୋର୍ଟ ଚାଲାଣ

ରାୟଗଡ଼ା ଅଫିସ,୧୩ା୨: ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକର ସଦର ତହସିଲ ଅଫିସ ଫାଟକ, ବୁଡ଼ାଗୁଡ଼ାଠାରେ ଥିବା ରାସ୍ତା ନିର୍ମାଣ କରିଥିବା ସଂସ୍ଥା ଏସ୍‌ଭିଏମ ମୁଖ୍ୟ ଗେଟ୍‌ରେ ବ୍ୟାନର ମାରି ଗୋଟିଏ ଟ୍ରକ ପୋଡ଼ି ଦେବା ଘଟଣାର ରବିବାର ପୋଲିସ ୫ଜଣଙ୍କୁ...

ରାୟଗଡ଼ା ଜିଲାରେ ଛତିଶଗଡ଼ ମନ୍ତ୍ରୀଙ୍କ ମାରାଥନ ପ୍ରଚାର

ବିଷମକଟକ/ମୁନିଗୁଡ଼ା/କୋଲନରା,୧୨ା୨(ଡି.ଏନ୍‌.ଏ.): ପଞ୍ଚାୟତ ନିର୍ବାଚନକୁ ଆଉ ମାତ୍ର ୩ ଦିନ ରହିଲା। ରାଜ୍ୟ ସରକାର ପ୍ରଚାର କଟକଣା କୋହଳ କରିବା ପରେ ଏବେ ପ୍ରାର୍ଥୀଙ୍କ ପକ୍ଷରୁ ପ୍ରଚାର ଜୋର୍‌ଦାର ଚାଲିଛି। ପ୍ରମୁଖ ରାଜନୈତିକ ଦଳର ପ୍ରାର୍ଥୀଙ୍କ ପାଇଁ ହେଭିଓ୍ବେଟ୍‌ ନେତା ପ୍ରଚାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri