ରାୟଗଡା

ସବ୍ୟସାଚୀ ନିର୍ଦ୍ଦୋଷ

ଗୁଣପୁର,୯ା୨(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ଗୁଡ଼ାରି ଥାନା ଅଧୀନ କଚାଗୁଡ଼ା ଅଞ୍ଚଳରେ ୨୦୦୮ରେ ମାଓବାଦୀ ଏବଂ ପୋଲିସ ମଧ୍ୟରେ ଗୁଳି ବିନିମୟ ଘଟିଥିଲା। ଏଥିରେ ମାଓବାଦୀ ନେତା ସବ୍ୟସାଚୀ ପଣ୍ଡାଙ୍କ ସମେତ ୬ ଜଣ ଗିରଫ ହୋଇଥିଲେ। ସେମାନଙ୍କ ନିକଟରୁ ବିପୁଳ...

ଥାଇଲାଣ୍ଡ ପ୍ରିମିୟର ଲିଗ୍‌ରେ ଯୁବ କ୍ରିକେଟର ସୁରେଶ ନାଗ

ଗୁଣପୁର,୬ା୨(ଡି.ଏନ୍‌.ଏ.) ଗୁଲୁମୁଣ୍ଡା ଯୁବ କ୍ରିକେଟର ସୁରେଶ ନାଗ ଥାଇଲାଣ୍ଡ ପ୍ରିମିୟର ଲିଗ୍‌ରେ ଖେଳିବାକୁ ମନୋନୀତ ହୋଇଛନ୍ତି। ୨୦ ତାରିଖରେ ସେ ଥାଇଲାଣ୍ଡ ଗସ୍ତ କରିବେ। ଏହା ପୂର୍ବରୁ ଜିଆଇଇଟି ବିଶ୍ୱବିଦ୍ୟାଳୟ ଗୁଣପୁର ପକ୍ଷରୁ ସୁରେଶ ନାଗଙ୍କୁ ସହାୟତା ପ୍ରଦାନ କରାଯାଇଛି। ବିଶ୍ୱବିଦ୍ୟାଳୟ...

ନୌପଡ଼ା-ଗୁଣପୁର-ଥେରୁବାଲି ରେଳପଥ ପାଇଁ ୧୦ କୋଟି

ଗୁଣପୁର,୩ା୨(ଡି.ଏନ୍‌.ଏ.) ବହୁ ଦାବି ପରେ ୨୦୧୭-୧୮ ସାଧାରଣ ବଜେଟରେ ଗୁଣପୁର-ଥେରୁବାଲି ରେଳପଥ ସ୍ଥାନ ପାଇଥିଲା। ଦୀର୍ଘ ୪୭ ବର୍ଷ ପରେ ଏହି ଦାବି ପୂରଣ ହୋଇଥିବାରୁୁ ଗୁଣପୁର ଅଞ୍ଚଳରେ ଖୁସିର ଲହରି ଖେଳିଯାଇଥିଲା। କିନ୍ତୁ ମଙ୍ଗଳବାର ଉପସ୍ଥାପିତ ରେଳ ବଜେଟରେ...

ପୂର୍ବ ସ୍ଥିତିକୁ ଫେରିବାକୁ ଲାଗିପଡ଼ିଛି କଂଗ୍ରେସ

ବିଷମକଟକ/ରାୟଗଡ଼ା ଅଫିସ, ୩ା୨(ଡି.ଏନ୍‌.ଏ.) ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ରାୟଗଡ଼ା ଜିଲାରେ ଜିଲା ପରିଷଦ ଅଧ୍ୟକ୍ଷ ଆସନ ହାତେଇବାକୁ ଏବେ ସବୁ ଦଳରେ ଚାଲିଛି ଅଙ୍କକଷା। ରାୟଗଡ଼ା ଜିଲା ୨୨ ଜିଲା ପରିଷଦ ଆସନକୁ ନେଇ ଗଠିତ। ପୂର୍ବରୁ ଏଠାରେ ବିଜେଡି,...

ହ୍ୟାଟ୍ରିକ୍‌ କରିବାକୁ ବିଜେଡିର ଉଦ୍ୟମ

ଗୁଣପୁର,୩ା୨(ଡି.ଏନ୍‌.ଏ.) ରାୟଗଡ଼ା ଜିଲା ଗୁଣପୁର ‘ଖ’ ଜୋନ୍‌ ଜିଲା ପରିଷଦ ପାଇଁ ୧୮ ରେ ନିର୍ବାଚନ ଅନୁଷ୍ଠିତ ହେବ। ଏଥିଲାଗି ୩ ପ୍ରମୁଖ ଦଳ ବିଜେଡି, କଂଗ୍ରେସ ଏବଂ ଭାଜପା ପକ୍ଷରୁ ପ୍ରଚାର ଜୋରାଦାର କରାଯାଇଛି। ପ୍ରାର୍ଥୀମାନେ ସେମାନଙ୍କ ସମର୍ଥକଙ୍କୁ...

ଅଦିନିଆ ବର୍ଷାରେ ଗଜା ହେଲା ଧାନ

ମୁନିଗୁଡ଼ା,୩୧।୧(ଡି.ଏନ୍‌.ଏ.) ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକରେ ଅଦିନିଆ ବର୍ଷାରେ ଚାଷୀଙ୍କ ଧାନ ଗଜା ହୋଇଛି। ଅଞ୍ଚଳର ଚାଷୀ ଧାନ, କପା ଓ ପରିବା ଚାଷ କରିଥିଲେ। କିନ୍ତୁ ଅଦିନିଆ ବର୍ଷା ଫସଲକୁ ନଷ୍ଟ କରିଛି। ଏହାକୁ ନେଇ ଚାଷୀ ଏବେ ଚିନ୍ତାରେ...

ପ୍ରସ୍ତାବିତ ସ୍ଥାନରେ ମିନି ଷ୍ଟାଡିୟମକୁ କ୍ରୀଡ଼ାବିତ୍‌ଙ୍କ ବିରୋଧ

ରାୟଗଡ଼ା ଅଫିସ,୩୦ା୧- ରାୟଗଡ଼ା ସହରରେ ମିନି ଷ୍ଟାଡିୟମ ନିର୍ମାଣକୁ ନେଇ ବିବାଦ ଲାଗିରହିଛି। ଆମ୍ବଗୁଡାଠାରେ ପ୍ରସ୍ତାବିତ ମିନି ଷ୍ଟାଡିୟମ ସ୍ଥାନ ନିରୁପଣକୁ ନେଇ ବିବାଦ ସୃଷ୍ଟି ହୋଇଛି। ଏହାକୁ ନେଇ କ୍ରୀଡାବିତଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ପ୍ରସ୍ତାବିତ ସ୍ଥାନରେ...

ବିଷମକଟକରେ ସୁଧୀର, ସାରକାଙ୍କ ପାଇଁ ସମ୍ମାନର ପ୍ରଶ୍ନ

ବିଷମକଟକ,୩୦ା୧(ଡି.ଏନ୍‌.ଏ.) ଚଳିତ ପଞ୍ଚାୟତ ନିର୍ବାଚନ ପାଇଁ ସମସ୍ତ ସ୍ଥାନରେ ପ୍ରାର୍ଥୀଙ୍କ ନାମାଙ୍କନ ପ୍ରକ୍ରିୟା ସରିବା ପରେ ପ୍ରାର୍ଥୀଙ୍କୁ ଚିହ୍ନ ମିଳିଛି। ଏବେ ନେତାମାନେ ନିଜ ନିଜ ପ୍ରାର୍ଥୀଙ୍କୁ ବିଜୟୀ କରାଇବା ପାଇଁ ରଣନୀତି ତଥା ଅଙ୍କକଷା ଆରମ୍ଭ କରିଦେଲେଣି। ରାୟଗଡ଼ା ଜିଲା...

ଗୁଣପୁରରେ ପ୍ରଥମଥର ପାଇଁ ଓଏସ୍‌ଏସ୍‌ଏସ୍‌ସି ପରୀକ୍ଷା

ଗୁଣପୁର,୩୦ା୧(ଡି.ଏନ୍‌.ଏ.) ରାୟଗଡ଼ା ଜିଲାର ଗୁଣପୁରଠରେ ପ୍ରଥମ ଥର ପାଇଁ ଓଏସ୍‌ଏସ୍‌ଏସ୍‌ସି ପରୀକ୍ଷା ଅନୁଷ୍ଠିତ ହେବାକୁ ଯାଉଛି। ରବିବାର ଏଠାରେ ୩୬୩୬ ପରିକ୍ଷାର୍ଥୀ ପରୀକ୍ଷା ଦେବେ। ଏଥିଲାଗି ରାୟଗଡ଼ା ଜିଲା ଗୁଣପୁରଠାରେ ପରୀକ୍ଷା କେନ୍ଦ୍ର କରାଯାଇଛି। ପୂର୍ବରୁ ଅଞ୍ଚଳର ପିଲାମାନେ ରାୟଗଡ଼ା...

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ, ଭିଜିଲାନ୍ସ ଜାଲରେ କୋଟିପତି ଶିକ୍ଷକ

ରାୟଗଡ଼ା ଅଫିସ,୨୯ା୧: ରାୟଗଡ଼ା ବିଇଓ ଅଫିସରେ କାର୍ଯ୍ୟରତ ଶିକ୍ଷକ ଶିଶିର ସେମେଳି ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ତାଙ୍କଠାରୁ ସାଢ଼େ ୪ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ଠାବ କରିଛି ଭିଜିଲାନ୍ସ ବିଭାଗ। ଶିକ୍ଷକ ଚାକିରିରେ ରେଗୁଲାର୍‌ ହେବାକୁ ୬ ବର୍ଷ...

‘ରାୟଗଡ଼ାକୁ ଏକ ଉନ୍ନତ ଜିଲାରେ ପରିଣତ କରିବା ସମସ୍ତଙ୍କ ଲକ୍ଷ୍ୟ ହେଉ’

ରାୟଗଡ଼ା ଅଫିସ,୨୬ା୧: ଜିଲାସ୍ତରୀୟ ୭୩ତମ ସାଧାରଣତନ୍ତ୍ର ଦିବସ ରାୟଗଡ଼ା ଜିଲା ସଦରମହକୁମାର ସ୍ଥାନୀୟ ଜି.ସି.ଡି ଉଚ୍ଚ ବିଦ୍ୟାଳୟ ପଡ଼ିଆଠାରେ ପାଳିତ ହୋଇଯାଇଛି। ଏହି ଉତ୍ସବରେ ଶକ୍ତି ଓ ଶିଳ୍ପ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ...

କଲ୍ୟାଣସିଂହପୁର ଅଞ୍ଚଳରେ ମାଓବାଦୀ ବ୍ୟାନର

ରାୟଗଡା ଅଫିସ, ୨୩|୧: ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକରେ ପୁଣି ମାତିଲେ ମାଓବାଦୀ। କଲ୍ୟାଣସିଂହପୁର ବ୍ଲକ ବୁଡ଼ାଗୁଡ଼ା ଗାଁରେ ଏସ୍‌ଭିଏସ୍‌ଏମ୍‌ସି ଠିକା କମ୍ପାନୀର କ୍ୟାମ୍ପରେ ଥିବା ଟ୍ରକ୍‌ ସେମାନେ ଜାଳିଦେଇଛନ୍ତି। କଲ୍ୟାଣସିଂହପୁର ଅଞ୍ଚଳର ବିଭିନ୍ନ ସ୍ଥାନରେ ମାଓବାଦୀ ପୋଷ୍ଟର ମିଳିଛି। ସୂଚନାନୁସାରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri