ରାୟଗଡା

ବିଡିଓଙ୍କ ନାଁରେ କୋର୍ଟରେ ମାମଲା ଦାଏର କଲେ ବ୍ଲକ ଅଧ୍ୟକ୍ଷା

ଗୁଣପୁର,୩ା୧୧(ଡି.ଏନ୍‌.ଏ.): ଗୁଣପୁର ବିଡିଓ ଶାନ୍ତିପ୍ରଭା ପ୍ରଧାନଙ୍କ ନାମରେ ବ୍ଲକ ଅଧ୍ୟକ୍ଷା ଝିଲି ଶବର କୋର୍ଟରେ ଶୁକ୍ରବାର ମାମଲା ଦାୟର କରିଛନ୍ତି। ଏ ନେଇ ଗୁଣପୁର ଏସଡିଜେଏମ୍‌ଙ୍କ କୋର୍ଟରେ ୱାନ୍‌ ସିସି ୨୮/୨୨, ଦଫା ୫୦୦, ୫୦୩, ୫୦୬ରେ ମାମଲା ରୁଜୁ ହୋଇଛି।…

ଡିସେମ୍ବର ୨ରୁ ୮ ପିଏଲ୍‌ଜିଏ ସପ୍ତାହ ପାଳିବେ ମାଓବାଦୀ

ରାୟଗଡ଼ା,୨।୧୨(ସ୍ବ.ପ୍ର.): ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭକୁ ମାଓବାଦୀମାନେ ଶୁକ୍ରବାର ବିରୋଧ କରିଛନ୍ତି। ଏନେଇ ସିପିଆଇ(ମାଓବାଦୀ) ସଂଗଠନର ବାସଧାରା-ଘୁମୁସୁର-ନାଗାବଳୀ(ବାଘୁନା) ଡିଭିଜନାଲ କମିଟି ପକ୍ଷରୁ ଏକ ପ୍ରେସ ବିବୃତି ଏବଂ ଲିଫ୍‌ଲେଟ୍‌ ଜାରି କରାଯାଇଛି। ରାୟଗଡ଼ାର ଖବରଦାତାଙ୍କୁ ଏକ ପ୍ରେସ ବିବୃତି ସହ ଲିଫ୍‌ଲେଟ୍‌…

ବ୍ଲକ ଅଫିସରୁ କେସ୍‌ ରେକର୍ଡ ନିଖୋଜ, ଏତଲା ଦେଲେ ବିଡିଓ

ଗୁଣପୁର,୨ା୧୨(ଡି.ଏନ୍‌.ଏ.):ଗୁଣପୁର ବ୍ଲକ କାର୍ଯ୍ୟାଳୟରୁ କେସ୍‌ ରେକର୍ଡ ନିଖୋଜ ଥିବା ନେଇ ବିଡିଓ ଆଦର୍ଶ ଥାନାରେ ଏତଲା ଦେଇଛନ୍ତି। ବିଡିଓଙ୍କ ଅଭିଯୋଗ କ୍ରମେ ପୋଲିସ ଏକ ମାମଲା ରୁଜୁ କରିଥିବା ଜଣାପଡ଼ିଛି। ବୁଧବାର ଉକ୍ତ ଘଟଣାରେ ଅଧ୍ୟକ୍ଷାଙ୍କ କାର୍ଯ୍ୟାଳୟକୁ ମାଜିଷ୍ଟ୍ରେଟ ଭାବେ ଗୁଣପୁର…

ମିଥ୍ୟା ତଥ୍ୟରେ ଚାଷୀଙ୍କ ନାମ ପଞ୍ଜୀକରଣ

ରାୟଗଡ଼ା ଅଫିସ,୧ା୧୨: ରାଜ୍ୟରେ ଖରିଫ୍‌ ଋତୁ ପାଇଁ ଚାଷୀ ପଞ୍ଜୀକରଣ କରାଯାଇଥିଲା। ହେଲେ ଏଥିରେ ବେଆଇନ୍‌ ତଥା ମିଥ୍ୟା ପଞ୍ଜୀକରଣ କରାଯାଇଥିବା ସ୍ପଷ୍ଟ ହୋଇଛି। ମିଥ୍ୟା ତଥ୍ୟଦେଇ ଚାଷୀଙ୍କ ନାମ ପଞ୍ଜୀକରଣ କରାଯାଇଥିବା ନେଇ ଅଭିଯୋଗ ହେବାପରେ ଧାନଚାଷ କରାଯାଇଥିବା ଜମିକୁ…

ରାମନାଗୁଡ଼ା ବିଡିଓଙ୍କ ବିରୋଧରେ ଅଭିଯୋଗ ଭିତ୍ତିହୀନ

ରାମନାଗୁଡ଼ା,୨୮।୧୧(ଡି.ଏନ୍‌.ଏ.): ରାମନାଗୁଡ଼ା ବ୍ଲକରେ ପଞ୍ଚାୟତ ନିର୍ବାଚନରେ ୧୨ ପଞ୍ଚାୟତ ନିମନ୍ତେ ସରପଞ୍ଚ, ସମିତିସଭ୍ୟ ପଦବୀ ପାଇଁ ନିର୍ବାଚନ ହୋଇଥିବା ବେଳେ ସବୁଠୁ ଚର୍ଚ୍ଚାରେ ଥିବା ଅଧ୍ୟକ୍ଷ ପଦ ପାଇଁ ବିଜେଡି ଓ କଂଗ୍ରେସ ଦଳ ମଧ୍ୟରେ ଟଣାଓଟରା ଚାଲିଥିଲା। ଶେଷ ପର୍ଯ୍ୟାୟରେ…

୪ ବିଇଓଙ୍କ ହାତରେ ୧୧ ବ୍ଲକର ଶିକ୍ଷା ବ୍ୟବସ୍ଥା

ରାୟଗଡ଼ା ଅଫିସ,୨୮ା୧୧: ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଏବଂ ପିଲାଙ୍କୁ ସ୍କୁଲ ମୁହାଁ କରିବା ପାଇଁ ସରକାର ବିଭିନ୍ନ ଯୋଜନା ପ୍ରସ୍ତୁତ କରୁଛନ୍ତି। ହେଲେ ଆଦିବାସୀ ଅଧ୍ୟୁଷିତ ରାୟଗଡ଼ା ଜିଲାରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। ଜିଲାରେ ୧୧ ବ୍ଲକ ମଧ୍ୟରୁ…

ବିଜେଡି ପକ୍ଷରୁ ପୌର କାର୍ଯ୍ୟାଳୟ ଘେରାଉ

ଗୁଣପୁର,୨୬୧୧(ଡି.ଏନ୍‌.ଏ.):  ନିର୍ବାଚନ ନ ଥିଲେ ମଧ୍ୟ ଗୁଣପୁର ରାଜନୀତି ପାଣିପାଗରେ ଏବେ ଉଷ୍ମତା ଦେଖାଦେଇଛି। ପୌର ପରିଷଦ ଉପାଧ୍ୟକ୍ଷ ଶିବ ପ୍ରସାଦ ଗୌଡ଼ଙ୍କ ଗୋଷ୍ଠୀ ତଥା ବ୍ଲକ ଅଧ୍ୟକ୍ଷା ଏବଂ ଉପାଧ୍ୟକ୍ଷଙ୍କ ପକ୍ଷରୁ ମଙ୍ଗଳବାର ବ୍ଲକ ଘେରାଉ କରାଯାଇଥିବାବେଳେ ଶୁକ୍ରବାର ବିଜେଡି…

ସବୁ ଯୋଜନାରୁ ବଞ୍ଚତ୍ତ ହେଉଛନ୍ତି ଡମେ

ମାଥିଲି,୨୬।୧୧(ଡି.ଏନ.ଏ.): ରାଜ୍ୟ ସରକାର ବହୁ ବିକାଶମୂଳକ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ମାତ୍ର ଏହକୁ କାର୍ଯ୍ୟକାରିତାରେ ଅବହେଳା ଯୋଗୁ ହିତାଧିକାରୀମାନେ ସେଥିରୁ ସୁଫଳ ପାଇବାରୁ ବଞ୍ଚତ୍ତ ହେଉଛନ୍ତି। ତୃଣମୂଳ ସ୍ତରରେ ଯୋଜନାଗୁଡ଼ିକ ପହଞ୍ଚୁ ନ ଥିବାରୁ ସେଥିରୁ ସୁଫଳ ମିଳୁ ନ ଥିବା ଅଭିଯୋଗ…

ପୋଷ୍ଟରରେ ଜିତୁ ଜାକାସିକାଙ୍କୁ ଟାର୍ଗେଟ: ପ୍ରଜାକୋର୍ଟରେ ବିଚାର କରାଯିବ ବୋଲି ଚେତାବନୀ

ବିଷମକଟକ/ମୁନିଗୁଡ଼ା,୨୬।୧୧(ଡି.ଏନ୍‌.ଏ.): ଭାରତୀୟ ସମାଜବାଦୀ ପାର୍ଟି(ବିଏସ୍‌ପି) ରାୟଗଡ଼ା ଜିଲା ସଭାପତି ତଥା ଆଦିବାସୀ ନେତା ଜିତୁ ଜାକାସିକାଙ୍କୁ ଟାର୍ଗେଟକରି ବିଷମକଟକ, ମୁନିଗୁଡ଼ା ଏବଂ ଅମ୍ବାଦଳା ଥାନା ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ପୋଷ୍ଟର ଲଗାଯାଇଛି। ବିଷମକଟକ ବ୍ଲକ କାର୍ଯ୍ୟାଳୟ କାନ୍ଥ, ମୁନିଗୁଡ଼ା ଥାନା ଅଧୀନ…

ଶିକ୍ଷା ବିଭାଗରେ ଡେପୁଟେଶନ ଦୁର୍ନୀତି

ରାୟଗଡ଼ା ଅଫିସ,୨୫ା୧୧: ରାୟଗଡ଼ା ଜିଲା ଶିକ୍ଷା ବିଭାଗକୁ ପିଛା ଛାଡ଼ୁନି ଦୁର୍ନୀତି। କେତେବେଳେ ନକଲି ଶିକ୍ଷକ ଆଉ କେତେବେଳେ ଡେପୁଟେଶନ୍‌ ପାଇଁ ପ୍ରତିଯୋଗିତା। ଏବେ ଡେପୁଟେସନ ନାଁରେ ଜିଲାରେ ଲାଞ୍ଚ କାରବାର ଚାଲିଥିବା ଅଭିଯୋଗ ହୋଇଛି। ଜିଲାରେ ବର୍ଷତମାମ ଡେପୁଟେସନ ଏବଂ…

ବିଷମକଟକରେ ଚାଷୀଙ୍କ ପାଇଁ ଶୀତଳଭଣ୍ଡାର ନିର୍ମାଣ

ବିଷମକଟକ,୨୫ା୧୧(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଚାଟିକଣା ସ୍ଥିତ ଦକ୍ଷତା ତାଲିମ କେନ୍ଦ୍ରଠାରେ ଡଙ୍ଗରିଆ କନ୍ଧ ଉନ୍ନୟନ ସଂସ୍ଥା(ଡିକେଡିଏ) ଏବଂ ଉଦ୍ୟାନ ବିଭାଗର ମିଳିତ ସହଯୋଗରେ ୧୫ ଲକ୍ଷ ଟଙ୍କା ବ୍ୟୟରେ ଏକ ଶୀତଳ ଭଣ୍ଡାର ନିର୍ମାଣ କରାଯାଇଛି। ଏହି ଶୀତଳ…

ତ୍ୱରାନ୍ବିତ ହେବ ରାୟଗଡ଼ା ରେଳ ଡିଭିଜନ୍‌ ନିର୍ମାଣ

ରାୟଗଡ଼ା ଅଫିସ,୨୨ା୧୧: ରେଳ ଡିଭିଜନ୍‌ ନିର୍ମାଣ ପାଇଁ ରାୟଗଡ଼ା ଜିଲା ବାସିନ୍ଦା ସ୍ବପ୍ନ ଦେଖୁଥିବା ବେଳେ ବିଳମ୍ବରେ ହେଲେ ମଧ୍ୟ ଏବେ ରେଲ୍‌ଓ୍ବେ ପକ୍ଷରୁ ନିର୍ମାଣ ପ୍ରକ୍ରିୟା ଜାରି ରହିଛି। ରେଳ ଡିଭିଜନ୍‌ ପାଇଁ ବିଭାଗର ମୁଖ୍ୟ ସମସ୍ୟା ହେଲା ରେଲ୍‌ଓ୍ବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri