ରାୟଗଡା

ରାୟଗଡ଼ା ଗସ୍ତରେ ରାଜ୍ୟ ଖାଦ୍ୟ କମିଶନ

ରାୟଗଡ଼ା ଅଫିସ,୨୯ା୪: ରାୟଗଡ଼ାକୁ ଦିନିକିଆ ଗସ୍ତ କରି ରାଜ୍ୟ ଖାଦ୍ୟ କମିଶନ ପି.କେ.ମେରକାପ ଖାଦ୍ୟ ଯୋଜନାର ସମୀକ୍ଷା କରିଛନ୍ତି। ରାୟଗଡ଼ା ବ୍ଲକରେ ଆଇଓ୍ବାଇସିଏଫ୍‌ କାର୍ଯ୍ୟକ୍ରମ, ସୁଲଭ ମୂଲ୍ୟ ଦୋକାନ,ଅଙ୍ଗନଓ୍ବାଡି କେନ୍ଦ୍ର, ପୁଷ୍ଟି ବଗିଚା,ରୋଷେଇ ବଗିଚା ଓ ଶିଶୁଯତ୍ନ ଗୋଷ୍ଠୀଗୁଡ଼ିକ ପରିଦର୍ଶନ କରିଛନ୍ତି।

ପ୍ରଧାନ ଶିକ୍ଷକଙ୍କ ଭରସାରେ ବୁଡ଼ିବାଲି ସେବାଶ୍ରମ ବିଦ୍ୟାଳୟ

ଚନ୍ଦ୍ରପୁର,୨୫।୪(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ଚନ୍ଦ୍ରପୁର ବ୍ଲକ ବୁଡ଼ିବାଲି ପଞ୍ଚାୟତ ସଦରସ୍ଥିତ ମଙ୍ଗଳ ବିଭାଗ ସେବାଶ୍ରମ ବିଦ୍ୟାଳୟ ପରିସରରେ ନବ ନିର୍ମିତ ବହୁଭାଷୀ ଶିକ୍ଷଣ ପ୍ରକୋଷ୍ଠ ଶୁକ୍ରବାର ଉଦ୍‌ଘାଟିତ ହୋଇଯାଇଛି। ଜିଲା ମଙ୍ଗଳ ଅଧିକାରୀ ଅଶୋକ କୁମାର ଶତପଥୀ ଯୋଗଦେଇ ଏହାର ଶୁଭାରମ୍ଭ କରିଥିଲେ।…

ବୁଡ଼ିଗଲେ ୨ ସାଙ୍ଗ

ରାୟଗଡ଼ା ଅଫିସ,୨୪ା୪: ପ୍ରବଳ ଗରମରୁ ସାମାନ୍ୟ ନିସ୍ତାର ପାଇବା ପାଇଁ ସାଙ୍ଗମାନଙ୍କ ସହ ସନ୍ଧ୍ୟାରେ ନାଗାବଳୀ ନଦୀକୁ ଗାଧୋଇବାକୁ ଯାଇଥିଲେ। ହେଲେ ଗଭୀର ଜଳରେ ବୁଡ଼ିଯାଇ ୨ ନାବାଳକଙ୍କ ଜୀବନ ଚାଲିଯାଇଛି। ରାୟଗଡ଼ା ଜିଲା ତୁମ୍ବିଗୁଡ଼ାରେ ଏଭଳି ଘଟଣା ଘଟିଛି। ଦୁଇ…

ଚଳନ୍ତା ଟ୍ରେନ୍‌ରେ ଚଢ଼ି ଜଳିଗଲେ ଯୁବକ

ରାୟଗଡ଼ା ଅଫିସ,୨୪ା୪: ଚଳନ୍ତା ଟ୍ରେନ୍‌ରେ ହଠାତ ଚଢ଼ିଗଲେ ଯୁବକ। ଏହା ଦେଖି ତାଙ୍କୁ ବଞ୍ଚାଇବାକୁ ଉଦ୍ୟମ କରିବାରୁ ଟ୍ରେନ୍‌ ଉପର ଦେଇ ଯାଇଥିବା ଉଚ୍ଚ କ୍ଷମତା ସମ୍ପନ୍ନ ବିଦ୍ୟୁତ୍‌ ତାରକୁ ଧରି ଜଳିଗଲେ ଯୁବକ। ରାୟଗଡ଼ା ଜିଲା ଜେମାଦେଇପେଣ୍ଠ ଷ୍ଟେଶନ ନିକଟରେ…

ଚଢ଼ା ଦର ସାଙ୍ଗକୁ ନିମ୍ନମାନର ଖାଦ୍ୟ ସାମଗ୍ରୀ ବିକ୍ରି ବଢ଼ୁଛି

ଟିକିରି,୨୪।୪(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକରେ ଅତ୍ୟାବଶ୍ୟକ ସାମଗ୍ରୀ ଚଢ଼ାଦରରେ ବିକ୍ରି ହେଉଛି। ଏମିତିକି ବଜାରରେ ନିମ୍ନମାନର ଖାଦ୍ୟ ସାମଗ୍ରୀ ବିକ୍ରିକରି ଖାଉଟିଙ୍କ ଜୀବନ ସହ ଖେଳୁଥିବା ଅଭିଯୋଗ ହେଉଛି। ଯୁଦ୍ଧ ଯୋଗୁ ଖାଇବା ତେଲ ସମେତ ବିଭିନ୍ନ ସାମଗ୍ରୀର ଦର ବଢ଼ିଛି।…

ମଇଁଷିପଲକୁ ଚାପିଦେଲା ଟ୍ରେନ, ୨୭ ମୃତ

ରାୟଗଡ଼ା ଅଫିସ,୨୩ା୪: ରାୟଗଡ଼ାରେ ଆଜି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି। ରାୟଗଡ଼ା ଜିଲା ପିତାମହଲ ନିକଟରେ ଏକ ଟ୍ରେନ୍‌ ଦୁର୍ଘଟଣାରେ ୨୭ଟି ମଇଁଷିଙ୍କର ମୃତ୍ୟୁ ଘଟିଛି। ଟ୍ରେନ୍‌ ଲାଇନ୍‌ ପାର ହେବା ସମୟରେ ଏହି ମଇଁଷିପଲକୁ ଆଲଫୁଜା-ଧାନବାଦ ଏକ୍ସପ୍ରେସ…

ବାସଭବନରୁ ମିଳିଲା ଡେପୁଟି ରେଞ୍ଜରଙ୍କ ମୃତଦେହ

ରାୟଗଡ଼ା ଅଫିସ,୨୦ା୪: ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବନାଞ୍ଚଳରେ କାର୍ଯ୍ୟରତ ଡେପୁଟି ରେଞ୍ଜର ବ୍ରଜ ମୋହନ ଭୋଇଙ୍କ ମୃତ୍ୟୁ ହୋଇଛ। ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ସୂଚନାନୁଯାୟୀ, ବୁଧବାର ଡେପୁଟି ରେଞ୍ଜର ବ୍ରଜ ମୋହନ ଭୋଇଙ୍କ ବାସଭବନରେ ତାଙ୍କର ମୃତ୍ୟୁ ଘଟିଛି।…

ସ୍କୁଲ ରୂପାନ୍ତରୀକରଣ କାର୍ଯ୍ୟର ଅନୁଧ୍ୟାନ କଲେ ଜିଲାପାଳ

ରାୟଗଡ଼ା ଅଫିସ/ଗୁଡାରି (ଡି.ଏନ୍‌.ଏ.)୧୭।୪:  ରାୟଗଡ଼ା ଜିଲାପାଳ ସରୋଜ କୁମାର ମିଶ୍ର ଶନିବାର ଗୁଡାରି ବ୍ଲକ ଗସ୍ତରେ ଯାଇ ବିଭିନ୍ନ ଉନ୍ନୟନ କାର୍ଯ୍ୟର ଅନୁଧ୍ୟାନ କରିଛନ୍ତି। ସେହିପରି ୫-ଟି ଅଧୀନରେ ଚାଲିଥିବା ସ୍କୁଲ ରୂପାନ୍ତରୀକରଣ କାର୍ଯ୍ୟର ଅଗ୍ରଗତି ନେଇ ସମୀକ୍ଷା କରିଛନ୍ତି। ଗୁଡ଼ାରି…

ସ୍ତ୍ରୀ ଅଧ୍ୟକ୍ଷା, ସ୍ବାମୀ ଉପାଧ୍ୟକ୍ଷ

ଗୁଣପୁର,୭ା୪(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ଗୁଣପୁର ପୌର ପରିଷଦକୁ ଦଖଲ କରିଛନ୍ତି ସ୍ତ୍ରୀ ଏବଂ ସ୍ବାମୀ। ସ୍ବାଧୀନ ପ୍ରାର୍ଥତ୍ନୀ ମମତା ଗୌଡ଼ ପୌରାଧ୍ୟକ୍ଷ ହୋଇଥିବା ବେଳେ ସ୍ବାମୀ ଶିବ ପ୍ରସାଦ ଗୌଡ଼ ଉପାଧ୍ୟକ୍ଷ ହୋଇ ଗୁଣପୁର ରାଜନୀତିରେ ଏକ ନୂତନ ଅଧ୍ୟାୟ ସୃଷ୍ଟି…

ହାତ ଗୋଡ଼ ବାନ୍ଧି ଲୁଟିନେଲେ ୧ କୋଟି ଟଙ୍କାର ଅଳଙ୍କାର

ରାୟଗଡ଼ା ଅଫିସ,୨।୪: ରାୟଗଡ଼ା ସହରର ସାଇପ୍ରିୟା ନଗର ତୃତୀୟ ଲାଇନରେ ଶୁକ୍ରବାର ବିଳମ୍ବିତ ରାତିରେ ବଡ଼ ଧରଣର ଡକାୟତି ହୋଇଛି। ରେଳବାଇରେ ଗୁଡ୍‌ସ ଟ୍ରେନ ଗାର୍ଡ ଭାବେ କାର୍ଯ୍ୟରତ ଏମ୍‌. ଭେଙ୍କେଟରାଓଙ୍କ ଘରେ ୮ ଜଣିଆ ଏକ ଡକାୟତି ଗ୍ୟାଙ୍ଗ ପଶି…

ଆଓ୍ବାର୍ଡ ନେବାକୁ ଆସି ଚାଲିଗଲା ଏସ୍‌ଆଇଙ୍କ ଜୀବନ

ପଦ୍ମପୁର,୧।୪(ଡି.ଏନ୍‌.ଏ.): ଉତ୍କଳ ଦିବସ ଅବସରରେ ରାଜ୍ୟସ୍ତରୀୟ ପୁରସ୍କାର ପାଇବା ପାଇଁ ଭୁବନେଶ୍ୱର ଆସିଥିବା ରାୟଗଡ଼ା ଜିଲା ପଦ୍ମପୁର ଥାନା ଅଧୀନ କେନ୍ଦୁଗୁଡା ଫାଣ୍ଡି ଏସ୍‌ଆଇ କିଶୋର ବେହେରାଙ୍କ ଶୁକ୍ରବାର ପରଲୋକ ହୋଇଯାଇଛି। କିଶୋରଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ଶୋକର…

‘ଦେଶ ସ୍ବାଧୀନତା ପାଇଁ ବଳିଦାନ ଦେଇଛନ୍ତି ଲକ୍ଷ୍ମଣ ନାୟକ’

ରାୟଗଡ ଅଫିସ/ନବରଙ୍ଗପୁର (ବି.ପ୍ର.), ୩୦।୩ – ରାୟଗଡ଼ା ଓ ନବରଙ୍ଗପୁରର ବିଭିନ୍ନ ସ୍ଥାନରେ ଶହୀଦ ଲକ୍ଷ୍ମଣ ନାୟକଙ୍କ ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଛି। ସଯରର ମାନ୍ୟଗଣ୍ୟ ଲୋକମାନେ ଶହୀଦଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ର୍ଅଣ କରି ତାଙ୍କ ବଳିଦାନ କଥା ମନେ ପକାଇଥିଲେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri