ରାୟଗଡା

ଗୋଟିଏ ଦିନରେ ସିଲ୍‌ ହେଲା ୫ ସିନେମା ହଲ୍‌

ପାରଳାଖେମୁଣ୍ଡ/ରାୟଗଡ଼ା ଅଫିସି,୯।୪: ଓଡ଼ିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ବନ୍ଦ ହୋଇଛି ୫ଟି ସିନେମା ହଲ୍‌। କରୋନା ଗାଇଡ୍‌ଲାଇନ ଉଲ୍ଲଂଘନ ଅଭିଯୋଗରେ ପ୍ରଶାସନ ପକ୍ଷରୁ ପାରଳାଖେମୁଣ୍ଡି ସ୍ଥିତ ଲଷ୍ମୀ ହଲ, ଜୟା ହଲ, ଓ ଏସ୍‌.କେ ହଲକୁ ଶୁକ୍ରବାର ସିଲ...

ସିଲ୍‌ ହେଲା ୨ ସିନେମା ହଲ୍‌

ରାୟଗଡ଼ା ଅଫିସ,୯ା୪: କୋଭିଡ୍‌ ଗାଇଡ୍‌ଲାଇନ ଅନୁଯାୟୀ ସିନେମା ହଲ୍‌ ପରିସରରେ ଦର୍ଶକଙ୍କ ପ୍ରବଳ ଭିଡ଼ ଯୋଗୁ ରାୟଗଡ଼ାସ୍ଥିତ ଅଶୋକ ସିନେମା ହଲ୍‌ ଏବଂ ଉଦୟ ପ୍ଲାଜାକୁ ପ୍ରଶାସନ ପକ୍ଷରୁ ଶୁକ୍ରବାର ସିଲ୍‌ କରାଯାଇଛି। ଜିଲାରୁ ଲଗାତର ୧୦ରୁ ଊର୍ଦ୍ଧ୍ୱ କରୋନା...

କୋଭିଡ୍‌ କଟକଣା ଉଲ୍ଲଂଘନ: ରାୟଗଡ଼ାରେ ଫିଲ୍ମ ହଲ ସିଲ୍‌

ରାୟଗଡା ଅଫିସ, ୯।୪: ରାୟଗଡ଼ାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢ଼ିବାରେ ଲାଗିଛି। ଶୁକ୍ରବାର ଜିଲାରୁ ୧୫ ପଜିଟିଭ ଚିହ୍ନଟ ହୋଇଛନ୍ତି। ତେବେ ଏହାର ମଧ୍ୟରେ ଜିଲାର ଏକ ଫିଲ୍ମ ହଲକୁ ପ୍ରଶାସନ ପକ୍ଷରୁ ଶୁକ୍ରବାର ସିଲ୍‌ କରାଯାଇଛି।...

୩ ଦିନ ପାଇଁ ବନ୍ଦ ହେଲା ଜିଆଇଇଟି ବିଶ୍ୱବିଦ୍ୟାଳୟ

ଗୁଣପୁର,୮ା୪: ରାୟଗଡ଼ା ଜିଲା ଗୁଣପୁରସ୍ଥିତ ଜିଆଇଇଟି ବିଶ୍ୱବିଦ୍ୟାଳୟରୁ ୫ଜଣ କରୋନା ପଜିଟିଭ ଚିହ୍ନଟ ହେବା ପରେ ୩ ଦିନ ପାଇଁ ବନ୍ଦ ଘୋଷଣା କରାଯାଇଛି। ଗୁଣପୁର ଉପଜିଲାପାଳ ଜେ. ସୋନାଲଙ୍କ ନିର୍ଦ୍ଦେଶ କ୍ରମେ କର୍ତ୍ତୃପକ୍ଷ ବିଶ୍ୱବିଦ୍ୟାଳୟକୁ ବନ୍ଦ କରିଛନ୍ତି। ଏହା...

ମାନବିକତା ଦେଖାଇଲେ ଆମ୍ବୁଲାନ୍ସ କର୍ମଚାରୀ: ୬୧ ହଜାରୁ ଊର୍ଦ୍ଧ୍ୱ ଟଙ୍କା ଫେରାଇଦେଲେ

ରାୟଗଡା ଅଫିସ,୩୧।୩: ଜଣେ ଦୁର୍ଘଟଣା ଗ୍ରସ୍ତ ବାଇକ ଆରୋହୀଙ୍କୁ ୬୧ହଜାର ୧୬୦ ଫେରାଇ ନିଜର ମାନବିକତା ଦେଖାଇଛନ୍ତି ୧୦୮ ଆମ୍ବୁଲାନ୍ସ କର୍ମଚାରୀ। ଏଭଳି ଏକ ଘଟଣା ଘଟିଛି ରାୟଗଡ଼ା ଜିଲାରେ। ସୂଚନାଯୋଗ୍ୟ, ଗତ ଶନିବାର ଡମ୍ବୁରୁଧର କୁଟ୍ରୁକାଙ୍କ ବାଇକ୍‌ ଦୁର୍ଘଟଣା...

କରୋନା ପାଇଁ ଫିକା ପଡ଼ିଲା ରଙ୍ଗର ପର୍ବ ହୋଲି

ରାୟଗଡ଼ା ଅଫିସ, ୨୯।୩: କରୋନା ପାଇଁ ରାୟଗଡ଼ାରେ ଚଳିତ ବର୍ଷର ହୋଲି ସାମାନ୍ୟ ପିକା ପଡ଼ିଯାଇଛି। ଲୋକେ ବିଶେଷଭାବେ ରଙ୍ଗ ଖେଳି ନ ଥିବା ନଜରକୁ ଆସିଛି। ସୂଚନ ଅନୁଯାୟୀ, ରାୟଗଡ଼ା ଜିଲା ପ୍ରଶାସନ କୋଭିଡ୍‌କୁ ଦୃଷ୍ଟିରେ ରଖି ଚଳିତ...

କୋଭିଡ୍‌ ନିୟମ କଡ଼ାକଡ଼ି: ମଲ୍‌ ବୁଲି ଲୋକଙ୍କୁ ବୁଝାଇଲେ ତହସିଲ୍‌ଦାର

ରାୟଗଡ଼ା ଅଫିସ,୨୮।୩: ସାରା ଦେଶରେ ବର୍ତ୍ତମାନ କରୋନାର ଦ୍ୱିତୀୟ ଲହର ଦେଖାଦେଇଛି। ଏନେଇ କଟକଣା କଡ଼ାକଡ଼ି କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏ ନେଇ ରାୟଗଡା ଜିଲାରେ ମଧ୍ୟ ନିୟମ କଡ଼ାକଡ଼ି ହୋଇଛି। ଏହି ପରିପ୍ରେକ୍ଷୀରେ ରବିବାର ସକାଳୁ...

କମ୍ପ୍ୟୁଟର ସେଣ୍ଟରରେ ଲାଗିଲା ନିଆଁ : ୮୦ ହଜାରରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ନଷ୍ଟ

ରାୟଗଡା ଅଫିସ,୨୮।୩: ରାୟଗଡ଼ା ଜିଲା ଏଚ୍‌ପି ଗ୍ୟାସ ଅଫିସ ପୁରୁଣା ହାତୀ ପଥର ରୋଡ଼ ଲାଇନରେ ଥିବା ଏକ କମ୍ପ୍ୟୁଟର ସେଣ୍ଟରରେ ଶନିବାର ବିଳମ୍ବିିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଶର୍ଟସର୍କିଟ ଘଟି ନିଆଁ ଲାଗି କମ୍ପ୍ୟୁଟର ଜେରକ୍ସ ମେଶିନ ନଷ୍ଟ...

୨ ଦୁର୍ଦ୍ଦାନ୍ତ ମାଓବାଦୀଙ୍କ ଆତ୍ମସମର୍ପଣ

ରାୟଗଡ଼ା ଅଫିସ,୨୫ା୩:ରାୟଗଡ଼ା ପୋଲିସ ନିକଟରେ ୨ ଦୁର୍ଦ୍ଦାନ୍ତ ମାଓବାଦୀ ବୁଧବାର ଆତ୍ମସମର୍ପଣ କରିଛନ୍ତି। ଦୁହେଁ ହେଲେ ମଙ୍କୁ ଓୟାମ୍‌(ଜୟରାମ) ଏବଂ ଲାଛୁ ମାଡ଼କାମ(ବିଶ୍ୱନାଥ)। ମଙ୍କୁଙ୍କ ଘର ଛତିଶଗଡ଼ର ବିଜାପୁର ଜିଲା କାରେମାର୍କା ଗ୍ରାମରେ। ସେହିପରି ଲାଛୁଙ୍କ ଘର ଆଡ଼ିସମେଟ ଗ୍ରାମରେ।...

୧୩ ହିଂସାକାଣ୍ଡରେ ଓ୍ବାଣ୍ଟେଡ୍‌ ଥିବା ୨ ଦୁର୍ଦ୍ଦାନ୍ତ ମାଓବାଦୀଙ୍କ ଆତ୍ମସମର୍ପଣ

ରାୟଗଡ଼ା ଅଫିସ,୨୪ା୩: ରାୟଗଡ଼ା ପୋଲିସ ନିକଟରେ ୨ ଦୁର୍ଦ୍ଦାନ୍ତ ମାଓବାଦୀ ବୁଧବାର ଆତ୍ମସମର୍ପଣ କରିଛନ୍ତି। ସେମାନେ ହେଲେ ମଙ୍କୁ ଓୟାମ୍‌ ଓରଫ ଜୟରାମ ଏବଂ ଲାଛୁ ମାଡ଼କାମ ଓରଫ ବିଶ୍ୱନାଥ। ମଙ୍କୁଙ୍କ ଘର ଛତିଶଗଡ଼ର ବିଜାପୁର ଜିଲା କାରେମାର୍କା ଗ୍ରାମରେ।...

ଆତ୍ମସମର୍ପଣ କଲେ ୨ ମାଓବାଦୀ

ରାୟଗଡ଼ା ଅଫିସ,୨୪।୩:  ରାୟଗଡ଼ା ପୋଲିସ ନିକଟରେ ବୁଧବାର ୨ ହାର୍ଡ କୋର ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ମାଓବାଦୀ ସଂଗଠନରେ ନିର୍ଯାତନା, ଯୌନ ଶୋଷଣ ଅତ୍ୟାଚାର ବଢ଼ୁଥିବାରୁ ଏହି ଦୁଇ ମାଓବାଦୀ ସଂଗଠନ ଛାଡ଼ି ସମାଜରେ ମୁଖ୍ୟସ୍ରୋତରେ ସାମିଲ ହେବା ପାଇଁ...

ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଯବାନଙ୍କ ଶେଷକୃତ୍ୟ

ଟିକିରି,୨୦ା୩: ଦିଲ୍ଲୀରେ ସିଆରପିଏଫ୍‌ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ଭାବେ କାର୍ଯ୍ୟ କରୁଥିବା ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ କୋଡ଼ିପାରି ଗ୍ରାମର ଜେମ୍‌ସ ଦାସ ନାୟକଙ୍କର ଗୁରୁବାର ରାତିରେ ପରଲୋକ ଘଟିଥିଲା। ଶନିବାର ସନ୍ଧ୍ୟାରେ ତାଙ୍କ ମରଶରୀର କୋଡ଼ିପାରିରେ ପହଞ୍ଚିବା ପରେ ରାଷ୍ଟ୍ରୀୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri