୨୭ ଜଣଙ୍କୁ ପ୍ରଜାକୋର୍ଟରେ ହାଜର ହେବାକୁ ନିର୍ଦ୍ଦେଶ ଦେଲେ ମାଓବାଦୀ
ଗୁଡ଼ାରି/ରାୟଗଡ଼ା ଅଫିସ,୧୯ା୩: ରାୟଗଡ଼ା ଜିଲା ଗୁଡ଼ାରିରେ ଶୁକ୍ରବାର ମାଓବାଦୀ ନାମରେ ୨ଟି ପୋଷ୍ଟର ଦେଖିବାକୁ ମିଳିଛି। ପୋଷ୍ଟରଟି ସ୍ଥାନୀୟ ବଂଶଧାରା ନଦୀ ବ୍ରିଜ୍(ବାଇନାଗୁଡ଼ା ଛକ) ନିକଟରେ ଲଗାଯାଇଛି। ଏଥିରେ ଅଞ୍ଚଳର ୨୭ ଜଣ ରାଜନେତା, ସରକାରୀ କର୍ମଚାରୀ, ପୂର୍ବତନ ସରପଞ୍ଚଙ୍କ...
ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ରାୟଗଡ଼ା ଅଫିସ,୧୮।୩: ରାୟଗଡ଼ା ପୂର୍ତ୍ତ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଗୁରୁବାର ଭିଜିଲାନ୍ସ ଚଢ଼ାଉ ହୋଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ କରିଛି ଭିଜିଲାନ୍ସ ବିଭାଗ l ରାୟଗଡ଼ା କସ୍ତୁରୀନଗର ବାଲାଜୀ ଟାଓ୍ବାରସ୍ଥିତ ସହକାରୀ...
ଶ୍ୱଶୁର ଘରେ ଚାଲିଗଲା ଜ୍ୱାଇଁଙ୍କ ଜୀବନ
ରାୟଗଡ଼ା ଅଫିସ/ଗୁଣପୁର,୧୪ା୩: ରାୟଗଡ଼ା ଜିଲା ଗୁଡାରି ଥାନା ପଦ୍ମପୁର ବ୍ଲକ ଅଧୀନ ନାଇରା ଗ୍ରାମରେ ଶନିବାର ରାତିରେ ଜଣେ ଯୁବକଙ୍କୁ ଶୋଇଥିବା ବେଳେ ଗୁଳିକରି ହତ୍ୟା କରାଯାଇଛି। ମୃତ ବ୍ୟକ୍ତି ହେଲେ ଗାଁର କିରଣ ଟାକ୍ରି ଓରଫ ଗାଣ୍ଟା(୩୦)। ସୂଚନା...
ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର
ବିଷମକଟକ,୧୩ା୩: ରାୟଗଡ଼ା ଜିଲା ବିଷମକଟକ ଥାନା ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ସମ୍ପର୍କିୟ ଜଣେ ନାବାଳିକାଙ୍କୁ ଅପହରଣ କରି ବଳାତ୍କାର କରିଥିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ସୂଚନା ଅନୁଯାୟୀ, ଯୁବକ ଜଣକ ମାର୍ଚ୍ଚ ୧ତାରିଖରେ...
ଗ୍ରାମର ୨୮ ଧନୀ ବ୍ୟକ୍ତିଙ୍କୁ ହତ୍ୟା ଧମକ
ଗୁଣପୁର, ୮ା୩: ରାୟଗଡ଼ା ଜିଲା ଗୁଣପୁର ପୌର ପରିଷଦ ଅଧୀନ କତୁରୁ ଗ୍ରାମରେ ଦେଖିବାକୁ ମିଳିଛି ଧମକପୂର୍ଣ୍ଣ ପୋଷ୍ଟର। ୧୭ ନମ୍ବର ଓ୍ବାର୍ଡ କତୁରୁଠାରେ ତେଲୁଗୁ ଭାଷାରେ ୪ଟି ପୋଷ୍ଟର ଲାଗିଛି। ଏଥିରେ ଗାଁର ୨୮ଜଣଙ୍କ ନାମ ଲେଖାଯାଇ ସେମାନଙ୍କୁ...
୧୦ କିମି ଷ୍ଟ୍ରେଚରରେ ବୁହାହେଲେ ରୋଗୀ
ରାୟଗଡ଼ା ଅଫିସ, ୨।୩: ଖରାପ ରାସ୍ତା ଯୋଗୁ ୧୦ କି.ମି ଷ୍ଟ୍ରେଚରରେ ବୁହା ହୋଇ ଆମ୍ବୁଲାନ୍ସ ପର୍ଯ୍ୟନ୍ତ ଆସି ମେଡିକାଲରେ ଭର୍ତ୍ତି ହେଲେ ରୋଗୀ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ରାୟଗଡା ଜିଲା ମୁନିଗୁଡା ବ୍ଲକ ଡିମିରିଗୁଡା ପଞ୍ଚାୟତରେ।...
ଗୁଣିଗାରେଡ଼ି ସନ୍ଦେହରେ ହତ୍ୟାକରି ପୋଡ଼ିଦେଲେ
ପଦ୍ମପୁର,୨୭ା୨: ଗୁଣିଗାରେଡ଼ି ସନ୍ଦେହରେ ଜଣେ ବ୍ୟକ୍ତିଙ୍କୁ ନିର୍ମମ ଭାବେ ହତ୍ୟା ପରେ ପୋଡ଼ି ଦିଆଯାଇଛି। ରାୟଗଡ଼ା ଜିଲା ପଦ୍ମପୁର ବ୍ଲକ୍ ନୂଆଗଡ଼ ପଞ୍ଚାୟତ ପାଜିଲିବନ୍ଧ ଗାଁ ନୂଆସାହିରେ ଏଭଳି ଏକ ଅମାନବୀୟ ଘଟଣା ଘଟିଛି। ମୃତ ବ୍ୟକ୍ତି ହେଲେ ସାହିର...
ରାଜ୍ୟ ସରକାରଙ୍କ ଅପାରଗତା: ଗିରିଧର ଗମାଙ୍ଗ
ଗୁଣପୁର,୨୫ା୨(ଡି.ଏନ.ଏ)-ରାୟଗଡ଼ା ଜିଲା ଗୁଣପୁର, ରାମନାଗୁଡ଼ା ବ୍ଲକ୍ ସୀମାନ୍ତ ସଂରକ୍ଷିତ ଜଙ୍ଗଲ ଇରିଡ଼ି ଘାଟିରେ ଆନ୍ଧ୍ର ପକ୍ଷରୁ ରାସ୍ତା କାମ ଚାଲିଥିଲା। ଏଭଳି ଏକ ସମ୍ବେଦନଶୀଳ ଖବର ପଦାକୁ ଆସିବା ପରେ ବୁଧବାର ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧର ଗମାଙ୍ଗଙ୍କ ନେତୃତ୍ବରେ ଭାଜପାର...
ବର୍ଷେ ହେଲା ଓଡ଼ିଶା ସୀମାରେ ଆନ୍ଧ୍ର କରୁଛି ରାସ୍ତା
ଗୁଣପୁର,୨୩ା୨: ଓଡ଼ିଶାର ସୀମା ଅସୁରକ୍ଷିତ ହୋଇପଡ଼ିଛି। ଆନ୍ଧ୍ର ଚଞ୍ଚକତା କରି ଗୋଟିଏ ପରେ ଗୋଟିଏ ଅଞ୍ଚଳକୁ ମାଡ଼ିଚାଲିଛି। ଓଡ଼ିଶା ସୀମାବର୍ତ୍ତୀ ଗ୍ରାମ ଉପରେ ଆନ୍ଧ୍ରର ଦାଦାଗିରି ବଢ଼ିବାରେ ଲାଗିଛି। ଏହି କ୍ରମରେ ଯୋଡ଼ିହୋଇଛି ଆଉ ଏକ ଗ୍ରାମ। ରାୟଗଡ଼ା ଜିଲା...
ପୁଅକୁ ଝୁଲାଇ ମା’ଙ୍କ ଆତ୍ମହତ୍ୟା
ରାୟଗଡ଼ା ଅଫିସ,୨୧ା୨: ରାୟଗଡ଼ା ଜିଲା ଚାନ୍ଦିଲି ଥାନା ଅଧୀନ ଜେକେପୁର ଏସ୍ପିଟି କଲୋନିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଜଣେ ମହିଳା ଏବଂ ତାଙ୍କର ୪ ବର୍ଷର ପୁଅର ଝୁଲନ୍ତା ମୃତଦେହ ଘରୁ ସନ୍ଦେହଜନକ ଅବସ୍ଥାରେ ଜବତ କରାଯାଇଛି। ସୂଚନା...
ରାସ୍ତା ମାଡ଼ି ବସୁଥିଲା ଆନ୍ଧ୍ର
ରାୟଗଡ଼ା ଅଫିସ,୧୯ା୨:ସୀମାନ୍ତରେ ଥିବା ଓଡ଼ିଶାର ଗୋଟିଏ ପରେ ଗୋଟିଏ ଗଁାକୁ ମାଡ଼ିବସୁଛି ଆନ୍ଧ୍ର। କୋରାପୁଟର କୋଟିଆ ପରେ ଏବେ ଏପରି ଘଟଣା ଦେଖିବାକୁ ମିଳିଛି ରାୟଗଡ଼ା ବ୍ଲକ ବୈରାଗିହାଲୁଆ ପଞ୍ଚାୟତର ବଡ଼ଲୁକୁଟି ଗ୍ରାମରେ। ଅଞ୍ଚଳର ଏକ ରାସ୍ତାକୁ ଅତି ଚତୁରତାର...
ପଟାଙ୍ଗୀ ପରେ ରାୟଗଡ଼ା ଉପରେ ଆନ୍ଧ୍ରର ନଜର
ରାୟଗଡ଼ା ଅଫିସ,୧୮ା୨: ଓଡ଼ିଶା-ଆନ୍ଧ୍ର ସୀମା ବିବାଦ ଲାଗିରହିଛି। ଓଡ଼ିଶାର କୋରାପୁଟ ଜିଲାର ପଟ୍ଟାଙ୍ଗୀ ସମେତ ଗଞ୍ଜାମ ଓ ଗଜପତି ଜିଲାର ସୀମାନ୍ତ ଗ୍ରାମଗୁଡ଼ିକରେ ଆନ୍ଧ୍ର ପକ୍ଷରୁ ବେଆଇନ ନିର୍ମାଣ କାର୍ଯ୍ୟ ଏବଂ ନିର୍ବାଚନ ପ୍ରସଙ୍ଗ ରାଜ୍ୟବାସୀ ଏବଂ ସରକାରଙ୍କୁ ଚିନ୍ତାରେ...
Archives


