ରାୟଗଡା

ଢେମ୍‌ସା, ଡଙ୍ଗରିଆ ନାଚର ମଜା ନେଲେ ଦର୍ଶକ

ରାୟଗଡ଼ା,୭।୧(ସ୍ବ.ପ୍ର.): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକରେ ଶୁକ୍ରବାର ଲୋକ ମହୋତ୍ସବ ଚଇତି ଉଦ୍‌ଘାଟନ ହୋଇଯାଇଛି। ଏଥିରେ ବ୍ଲକ ଅଧ୍ୟକ୍ଷା ଅମ୍ବ୍ରିତା କାଡ୍ରାକା ମୁଖ୍ୟ ଅତିଥି ଏବଂ ବି. ସୂର୍ଯ୍ୟ ପ୍ରକାଶ ରାଓ ମୁଖ୍ୟ ବକ୍ତାଭାବେ ଯୋଗଦେଇଥିଲେ। ସମ୍ମାନିତ ଅତିଥି ଭାବେ ବ୍ଲକ…

ପରୀକ୍ଷା ପାଇଁ ଭୁବନେଶ୍ୱର ପଠାଗଲା ବିଦାନୋଭଙ୍କ ଭିସେରା

ରାୟଗଡ଼ା, ୭।୧(ସ୍ବ.ପ୍ର.): ରାୟଗଡ଼ା ସହରର ହୋଟେଲ ସାଇ ଇଣ୍ଟରନ୍ୟାଶନାଲରେ ରୁଷୀୟ ପର୍ଯ୍ୟଟକ ଭ୍ଲାଡିମିର ବିଦାନୋଭ ଓ ଆଣ୍ଟୋଭ ପାଭେଲଙ୍କ ମୃତ୍ୟୁ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ଶୁକ୍ରବାର ଅଷ୍ଟମ ଦିନରେ ପହଞ୍ଚତ୍ଛି। କ୍ରାଇମବ୍ରାଞ୍ଚ ଅଧିକାରୀମାନେ ଜିଲା ମୁଖ୍ୟ ଚିକିତ୍ସାଳୟରୁ ପ୍ରଥମ ମୃତକ ଭ୍ଲାଡିମିର…

୪ ପୋଲିସ ଅଧିକାରୀଙ୍କ ନାଁରେ ହତ୍ୟା ଅଭିଯୋଗ

ଚଣ୍ଡିଖୋଲ,୬ା୧(ଡି.ଏନ.ଏ.): ଯାଜପୁର ଜିଲା ବଡ଼ଚଣା ଥାନା ଅନ୍ତର୍ଗତ ଧାନମଣ୍ଡଳ ଫାଣ୍ଡି ହାଜତରେ ଅଟକ ଥିବା ଯୁବକ କଟକ ଜିଲା ମାହଙ୍ଗା ଥାନା ପୋଡ଼ାମରେଇ ପଞ୍ଚାୟତ ଅଧୀନ ସିନ୍ଧୁପୁର ଗ୍ରାମର ଈଶ୍ୱର ସେଠୀଙ୍କ ମୃତ୍ୟୁକୁ ନେଇ ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଛନ୍ତି।…

ପୁଣି ଆମ୍ବୁଲାନ୍ସ, ହୋଟେଲ କର୍ମଚାରୀଙ୍କୁ ଜେରା

ରାୟଗଡ଼ା,୪।୧(ସ୍ବ.ପ୍ର.): ଓଡ଼ିଶା ଭ୍ରମଣରେ ଆସିଥିବା ରୁଷୀୟ ପର୍ଯ୍ୟଟକ ତଥା ସେଠାକାର ଏମ୍‌ପି ପାଭେଲ ଆଣ୍ଟୋଭ ଓ ତାଙ୍କ ବନ୍ଧୁ ଭ୍ଲାଡିମିର ବିଦାନୋଭଙ୍କ ମୃତ୍ୟୁ ଘଟଣାର କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ୫ମ ଦିନରେ ପହଞ୍ଚତ୍ଛି। ତଦନ୍ତ ଜୋର୍‌ଦାର କରିଛି କ୍ରାଇମବ୍ରାଞ୍ଚ ଟିମ୍‌। ବାଇକରେ ବୁଲି…

୪ର୍ଥ ଦିନରେ ଆମ୍ବୁଲାନ୍ସ, ହୋଟେଲ କର୍ମଚାରୀଙ୍କୁ ଜେରା

ରାୟଗଡ଼ା,୩ା୧(ସ୍ବ.ପ୍ର.):ରାୟଗଡ଼ାଠାରେ ରୁଷୀୟ ପର୍ଯ୍ୟଟକ ତଥା ସେଠାକାର ଏମ୍‌ପି ପାଭେଲ ଆଣ୍ଟୋଭ ଏବଂ ତାଙ୍କ ବନ୍ଧୁ ଭ୍ଲାଡିମିର ବିଦାନୋଭଙ୍କ ରହସ୍ୟଜନକ ମୃତ୍ୟୁ ଘଟଣାରେ କ୍ରାଇମବ୍ରାଞ୍ଚ ତଦନ୍ତ ଜାରି ରଖିଛି। ଚତୁର୍ଥ ଦିନ ସୋମବାର ଡିଏସ୍‌ପି ସରୋଜକାନ୍ତ ମହାନ୍ତଙ୍କ ନେତୃତ୍ୱରେ ୪ ଅଧିକାରୀ ପୁଣି…

୨ ରୁଷୀୟ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟଣା: ୪ର୍ଥ ଦିନରେ ଆମ୍ବୁଲାନ୍ସ, ହୋଟେଲ କର୍ମଚାରୀଙ୍କୁ ଜେରା

ରାୟଗଡ଼ା,୨ା୧(ସ୍ବ.ପ୍ର.): ରାୟଗଡ଼ାଠାରେ ରୁଷୀୟ ପର୍ଯ୍ୟଟକ ତଥା ସେଠାକାର ଏମ୍‌ପି ପାଭେଲ ଆଣ୍ଟୋଭ ଏବଂ ତାଙ୍କ ବନ୍ଧୁ ଭ୍ଲାଡିମିର ବିଦାନୋଭଙ୍କ ରହସ୍ୟଜନକ ମୃତ୍ୟୁ ଘଟଣାରେ କ୍ରାଇମବ୍ରାଞ୍ଚ ତଦନ୍ତ ଜାରି ରଖିଛି। ଚତୁର୍ଥ ଦିନ ସୋମବାର ଡିଏସ୍‌ପି ସରୋଜକାନ୍ତ ମହାନ୍ତଙ୍କ ନେତୃତ୍ୱରେ ୪ ଅଧିକାରୀ…

ଆଜି ମିନାଝୋଲାରୁ ଶୁଭାରମ୍ଭ ହେବ ‘ଚଇତି’

ଚନ୍ଦ୍ରପୁର,୨ା୧(ଡି.ଏନ୍‌.ଏ.):ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୁର ରାୟଗଡ଼ା ଜିଲାର ଚନ୍ଦ୍ରପୁର ବ୍ଲକ। ସେହିପରି ହନୁମନ୍ତପୁର ପଞ୍ଚାୟତ ଟାପୁରୁକୁପୁଡ଼ା ଠାରେ ରହିଥିବା ପର୍ଯ୍ୟଟନସ୍ଥଳୀ ମିନାଝୋଲା ପାଇଁ ଅଞ୍ଚଳ ପ୍ରସିଦ୍ଧ। ଚିରସ୍ରୋତା ବଂଶଧାରା, ଫଳଫଳିଆ, ଚାଉଳଧୂଆ ନଦୀର ଏହା ମିଳନସ୍ଥଳ। ଏଥିପାଇଁ ଏହି ସ୍ଥାନ ତ୍ରିବେଣୀ ସଙ୍ଗମ…

ବିଦେଶୀ ନାଗରିକଙ୍କୁ ଗଞ୍ଜେଇ ଦେଲା କିଏ

ରାୟଗଡ଼ା,୨ା୧(ସ୍ବ.ପ୍ର.):ରାୟଗଡ଼ାରେ ରୁଷୀୟ ପର୍ଯ୍ୟଟକ ତଥା ସେଠାକାର ଏମ୍‌ପି ଆଣ୍ଟୋଭ ପାଭେଲ ଏବଂ ତାଙ୍କ ବନ୍ଧୁ ଭ୍ଲାଡିମିର ବିଦାନୋଭଙ୍କ ରହସ୍ୟଜନକ ମୃତ୍ୟୁ ଘଟଣାରେ କ୍ରାଇମବ୍ରାଞ୍ଚ ତଦନ୍ତ ବେଳେ ଗୋଟିଏ ପରେ ଗୋଟିଏ କଥା ଜଣାପଡ଼ୁଛି। ରବିବାର କ୍ରାଇମବ୍ରାଞ୍ଚ ପକ୍ଷରୁ ଡିଏସ୍‌ପି ସରୋଜକାନ୍ତ ମହାନ୍ତ…

ବିଦେଶୀ ନାଗରିକଙ୍କୁ ଗଞ୍ଜେଇ ଦେଲା କିଏ?

ରାୟଗଡ଼ା,୧ା୧(ସ୍ବ.ପ୍ର.): ରୁଷିଆ ନାଗରିକ ବିଦାନୋଭ ଏବଂ ପାଭେଲଙ୍କ ମୃତ୍ୟୁର ରହସ୍ୟ ଉନ୍ମୋଚନର ତୃତୀୟ ଦିନରେ ହୋଟେଲ ମାଲିକ ଏବଂ କର୍ମଚାରୀଙ୍କୁ ପଚରାଉଚରା ଚାଲିଛି। ପାଭେଲଙ୍କ ମୃତ୍ୟୁକୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ବର୍ତ୍ତମାନ ବିଦାନୋଭଙ୍କ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ସାମ୍ନାକୁ ଆସିବା…

ପାଭେଲଙ୍କ ମୃତ୍ୟୁ ମାମଲା: ୩ୟ ଦିନରେ କ୍ରାଇମବ୍ରାଞ୍ଚର ତଦନ୍ତ

ରାୟଗଡ଼ା,୧ା୧(ସ୍ବ.ପ୍ର.): ରୁଷିଆ ପର୍ଯ୍ୟଟକ ପାଭେଲଙ୍କ ମୃତ୍ୟୁ ମାମଲାରେ ନୂତନ ବର୍ଷର ପ୍ରଥମ ଦିନରେ ହୋଟେଲ କର୍ମଚାରୀଙ୍କୁ କ୍ରାଇମବ୍ରାଞ୍ଚ ଜେରା କରିଛି। ଡିଏସ୍‌ପି ସରୋଜକାନ୍ତ ମହାନ୍ତ ଏବଂ ଇନ୍ସପେକ୍ଟର ମମତା ରାଣୀ ପଣ୍ଡାଙ୍କ ସହିତ ୫ ଜଣ ରବିବାର ହୋଟେଲ ସାଇ ଇଣ୍ଟରନ୍ୟାଶନାଲରେ…

ପାଉଁଶ ତଳରୁ ଖିଅ ଖୋଜୁଛି କ୍ରାଇମ୍‌ବ୍ରାଞ୍ଚ

ରାୟଗଡ଼ା,୩୧।୧୨(ସ୍ବ.ପ୍ର.): ରାୟଗଡ଼ାରେ ରୁଷିଆ ନାଗରିକଙ୍କ ମୃତ୍ୟୁକୁ ନେଇ କ୍ରାଇମବ୍ରାଞ୍ଚ ଦ୍ୱିତୀୟ ଦିନରେ ତଦନ୍ତ ଜୋରଦାର କରି ଖୋଳତାଡ଼ ଆରମ୍ଭ କରିଛି। ଶନିବାର ଶିରିକଣାସ୍ଥିତ ଶ୍ମଶାନକୁ ଯାଇ କ୍ରାଇମ୍‌ବ୍ରାଞ୍ଚ ପ୍ରମାଣ ସଂଗ୍ରହ କରିଛି। କ୍ରାଇମବ୍ରାଞ୍ଚ ଡିଏସ୍‌ପି ସରୋଜକାନ୍ତ ମହାନ୍ତଙ୍କ ନେତୃତ୍ୱରେ ଆସିଥିବା ୧୨…

ଏକଲବ୍ୟ ଆଦର୍ଶ ବିଦ୍ୟାଳୟ ସ୍ଥାନାନ୍ତରକୁ ବିରୋଧ

ଟିକିରି, ୩୦।୧୨(ଡି.ଏନ୍‌.ଏ.): ଅନେକ ଦିନର ଦାବି ପରେ ରାୟଗଡ଼ା ଜିଲା କାଶୀପୁରରେ ଖୋଲାଯାଇଥିବା ଏକଲବ୍ୟ ବିଦ୍ୟାଳୟକୁ ଏବେ ୫୦ କି.ମି. ଦୂରକୁ ସ୍ଥାନାନ୍ତର କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ଏହା ବିରୋଧରେ ଶୁକ୍ରବାର କାଶୀପୁର ବ୍ଲକର ଶତାଧିକ ଲୋକ, ରାଜନେତାଙ୍କ ସମେତ ବୁଦ୍ଧିଜୀବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?