ରାୟଗଡା

ଅଣ୍ଡର ପାସ୍‌ ରାସ୍ତା ବନ୍ଦ: ବଢିଲା ଜନ ଅସନ୍ତୋଷ 

ରାୟଗଡା,୭।୧୦(ଭାଗ୍ୟଶ୍ରୀ ମିଶ୍ର): ରାୟଗଡାରେ ରେଳ ବିଭଗ ପକ୍ଷରୁ ବିଭିନ୍ନ ଉନ୍ନୟନ କାର୍ଯ୍ୟ ହାତକୁ ନିଆଯାଇଛି। ଏହି କ୍ରମରେ ରାୟଗଡାରେ ତୃତୀୟ ରେଳ ଲାଇନ୍‌ କାର୍ଯ୍ୟ ଚାଲଛି। ଏ ନେଇ ଜିଲା ପ୍ରଶାସନ ରାୟଗଡା ସହରର ଅଣ୍ଡର ଗ୍ରାଉଣ୍ଡ ରାସ୍ତା ବନ୍ଦ...

ନାଗାବଳୀରୁ ଆନ୍ଧ୍ରକୁ ବେଆଇନ ବାଲି ଚାଲାଣ

ରାୟଗଡ଼ା,୬।୧୦ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାରେ ପ୍ରବାହିତ ଚିରସ୍ରୋତା ନାଗାବଳୀ ନଦୀରୁ ବେଆଇନ ଭାବେ ବାଲି ଖନନ କରାଯାଇ ପ୍ରତିଦିନ ୫୦ରୁ ୬୦ ଟ୍ରକ୍‌ ଆନ୍ଧ୍ରପ୍ରଦେଶ ଚାଲାଣ ହେଉଛି। ନଦୀ ଗର୍ଭରେ ବଡ଼ ବଡ଼ ମେଶିନ ଲଗାଇ ବାଲି...

କଂସାରିଗୁଡ଼ାରେ ହେବ ଆଲୁମିନା ରିଫାଇନେରି

ଭୁବନେଶ୍ୱର,(ଅନିଲ ଦାସ)/ରାୟଗଡ଼ା,(ଆଶିଷ ରଞ୍ଜନ ପଣ୍ଡା), ୬।୧୦:ରାୟଗଡ଼ା ଜିଲା କାଶୀପୁର ବ୍ଲକ କଂସାରିଗୁଡ଼ାଠାରେ ଏକ ଆଲୁମିନା ରିଫାଇନେରି ସ୍ଥାପନ ପାଇଁ ଓଡ଼ିଶା ଖଣି ନିଗମ(ଓଏମ୍‌ସି) ଏବଂ ହିଣ୍ଡାଲ୍‌କୋ ମଧ୍ୟରେ ଗୁରୁବାର ଏକ ବୁଝାମଣାପତ୍ର(ଏମ୍‌ଓୟୁ) ସ୍ବାକ୍ଷରିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ...

ଆର୍‌ଟିଓ ବିଭାଗ ପକ୍ଷରୁ ଚାଲିଛି ସ୍କୁଲ ବସ୍‌ ଯାଞ୍ଚ, ୬୫୦୦୦ ଟଙ୍କା ଫାଇନ୍‌ ଆଦାୟ

ରାୟଗଡ଼ା,୫ା୧୦(ଭାଗ୍ୟଶ୍ରୀ ମିଶ୍ର): ଓଡ଼ିଶା ଟ୍ରାନ୍ସ ପୋର୍ଟ କମିଶନରଙ୍କ ନିର୍ଦ୍ଦେଶ କ୍ରମେ ଗୁରୁବାର ଦିନିକିଆ ସ୍କୁଲ ବସ୍‌ ଯାଞ୍ଚ କରାଯାଉଛି। ରାୟଗଡ଼ା ସହରର କପିଳାସ ଛକରେ ଆଜି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଏହି ଯାଞ୍ଚ କରାଯାଇଛି। ଇନ୍ସପେକ୍ଟର ଜେ.ଭରା ସଗରିଆଙ୍କ...

ବାଘଛାଲ,୨ ଦେଶୀ ବନ୍ଧୁକ ଜବତ: ଜଣେ ଗିରଫ

ମୁନିଗୁଡ଼ା, ୩।୧୦(ରାଧେଶ୍ୟାମ ଅଗ୍ରଓ୍ବାଲ): ରାୟଗଡ଼ା ଜିଲା ମୁନିଗୁଡ଼ା ରେଞ୍ଜ ଅନ୍ତର୍ଗତ ଜଗଦଳପୁର ଫରେଷ୍ଟ ବିଟ୍‌ ତଥା ଅମ୍ବାଦଳା ଥାନା ଅନ୍ତର୍ଗତ କନ୍ଧମାଳ ସୀମାରେ ଥିବା ବଡ଼ କାନ୍ଦୁଲପଡା ଗ୍ରାମରୁ ପୋଲିସ ଗୋଟିଏ କଲରାପତରିଆ ବାଘଛାଲ, ୨ଦେଶୀ ବନ୍ଧୁକ ଓ କିଛି...

‘ସୁରକ୍ଷିତ ଓଡ଼ିଶା ଗଠନ ଆମର ମୂଳ ଲକ୍ଷ୍ୟ’

ରାୟଗଡ଼ା,୨ା୧୦(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ାସ୍ଥିତ ବିଜୁ ପଟ୍ଟନାୟକ ଅଡିଟୋରିୟମରେ ଏସ୍‌ପି ବିବେକାନନ୍ଦ ଶର୍ମାଙ୍କ ଅଧ୍ୟକ୍ଷତାରେ ସାଇବର ସୁରକ୍ଷା ଅଭିଯାନ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। କାର୍ଯ୍ୟକ୍ରମ ପ୍ରାରମ୍ଭରେ ଅତିରିକ୍ତ ଏସପି ବିଷ୍ଣୁ ପ୍ରସାଦ ପାତ୍ର ଅତିଥିଙ୍କୁ ମଞ୍ଚକୁ ନିମନ୍ତ୍ରିତ କରିଥିଲେ। ଏହି...

ଡଙ୍ଗରିଆ ସମ୍ପ୍ରଦାୟର ଭୋଟ ବର୍ଜନ ନିଷ୍ପତ୍ତି

ରାୟଗଡ଼ା,୨।୧୦ (ଆଶିଷ ରଞ୍ଜନ ପଣ୍ଡା):ରାୟଗଡ଼ା ଜିଲାର ନିୟମଗିରି, ସିଜିମାଳି, କୁଟ୍ରୁମାଳି, ମାଜିଙ୍ଗମାଳି, ମାଳି ପର୍ବତ, କୋଡ଼ିଙ୍ଗମାଳି ଆଦି ଅଞ୍ଚଳର ଖଣିକୁ ଘରୋଇ କମ୍ପାନୀକୁ ଲିଜ୍‌ରେ ଦିଆଯାଇଛି। ଅଞ୍ଚଳର ସୁରକ୍ଷା ପାଇଁ ମୂଳନିବାସୀ ବିରୋଧ କଲେ ସେମାନଙ୍କ ଉପରେ ପୋଲିସ ଜୁଲମ...

ତୋଟାରୁ ମିଳିଲା ନରକଙ୍କାଳ

ବିଷମକଟକ,୩୦ା୯(ବିଭୂତି ନାୟକ): ରାୟଗଡ଼ା ଜିଲା ବିଷମକଟକ ଥାନା ନିର୍ଗୁଣ୍ଡି ଗ୍ରାମ ୧୨ ବଖରା ଅଞ୍ଚଳର ନୀଳଗିରି ତୋଟାରେ ଏକ ନର କଙ୍କାଳ ଠାବ କରିଛି ପୋଲିସ। ଏହି ନରକଙ୍କାଳ ନିର୍ଗୁଣ୍ଡି ଗ୍ରାମର ସ୍ବାମ ମାଣ୍ଡିକାର ବୋଲି ପରିବାର ପକ୍ଷରୁ ଜଣାପଡ଼ିଛି।...

ଲାଞ୍ଚ ନେଇ ଧରାପଡ଼ିଲେ ଯନ୍ତ୍ରୀ

ରାୟଗଡ଼ା,୨୯ା୯(ଆଶିଷ ରଞ୍ଜନ ପଣ୍ଡା): ୭ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଯନ୍ତ୍ରୀ। ଜନସ୍ବାସ୍ଥ୍ୟ ବିଭାଗ (ପିଏଚ୍‌ଡ଼ି) କାର୍ଯ୍ୟାଳୟ ଏଷ୍ଟିମେଟର ଯନ୍ତ୍ରୀ ରମାକାନ୍ତ ଠିକାଦାର ସୁମନ୍ତ ପରିଡ଼ାଙ୍କଠାରୁ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି।...

ସେପ୍ଟେମ୍ବର ୩୦ରୁ ଅକ୍ଟୋବର ୧୫ ପର୍ଯ୍ୟନ୍ତ ସାଇବର କ୍ୟାମ୍ପେନ୍‌

ରାୟଗଡ଼ା,୨୮ା୯(ଭାଗ୍ୟଶ୍ରୀ ମିଶ୍ର): ସାଇବର ନିରାପତ୍ତା କ୍ୟାମ୍ପେନ ଆଗାମୀ ୩୦ରୁ ଆରମ୍ଭ ହୋଇ ଅକ୍ଟୋବର ୧୫ରେ ସରିବ। ଏନେଇ ଗୁରୁବାର ସ୍ଥାନୀୟ ଜିଲା ପରିଷଦ ସଭାଗୃହରେ ଆରକ୍ଷୀ ଅଧୀକ୍ଷକ ବିବେକାନନ୍ଦ ଶର୍ମା ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ଏହି ସମ୍ମିଳନୀରେ...

ଘରୋଇ ଫାଇନାନ୍ସ କମ୍ପାନୀର ମୋଟରସାଇକେଲ ପୋଡ଼ିଦେଲେ ଦୁର୍ବୃତ୍ତ

ଟିକିରି,୨୮ା୯(ପ୍ରଫୁଲ୍ଲ କୁମାର ବେହେରା): ରାୟଗଡ଼ା ଜିଲା ଟିକିରି ଥାନା ଅନ୍ତର୍ଗତ ସ୍ପନ୍ଦନା ଫାଇନାନ୍ସ ଓ ଫ୍ୟୁଜନ ଫାଇନାନ୍ସ କମ୍ପାନୀର ଅଫିସ ସାମ୍ନାରେ ଥିବା କର୍ମଚାରୀଙ୍କ ୧୨ଟି ମୋଟରସାଇକଲକୁ ରାତିରେ ଦୁର୍ବୃତ୍ତମାନେ ପୋଡ଼ି ଦେଇଛନ୍ତି। ରାତିରେ କର୍ମଚାରୀମାନେ ଶୋଇଥିବା ବେଳେ ଗେଟ୍‌...

ଆଦିବାସୀଙ୍କ ନିଆରା ପର୍ବ ଜନା ସାରଣୀ

ଟିକିରି,୨୮ା୯(ପ୍ରଫୁଲ କୁମାର ବେହେରା ): ରାୟଗଡା ଜିଲା କାଶୀପୁର ବ୍ଲକର ଆଦିବାସୀଙ୍କ ନିଆରା ପର୍ବ ଜନା ସାରଣୀ ପାଳିତ ହୋଇଯାଇଛି। ବିଶେଷକରି ମକା ଚାଷ ଭଲ ଅମଳ ପାଇଁ ଆଦିବାସୀମାନେ ଏହି ନିଆରା ପର୍ବ ପାଳନ କରିଥାନ୍ତି। ଜନା ସାରଣୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri