ପଞ୍ଚାୟତ ନିର୍ବାଚନ: ହେବିୱେଟ୍ଙ୍କ ପାଇଁ ସମ୍ମାନର ପ୍ରଶ୍ନ
ଗୁଣପୁର,୧୪ା୨(ଡି.ଏନ୍.ଏ.) ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ୧୬ରୁ ଆରମ୍ଭ ହେବ। ଏହି କ୍ରମରେ ରାୟଗଡ଼ା ଜିଲା ଗୁଣପୁର ନିର୍ବାଚନ ମଣ୍ଡଳୀ ଅଧୀନ ଚନ୍ଦ୍ରପୁରରେ ୧୬ ତାରିଖରେ ଭୋଟ ଗ୍ରହଣ ହେବ। ସେହିପରି ରାମନାଗୁଡ଼ା ଓ ଗୁଣପୁରରେ ୧୮ ଏବଂ…
ଭୋଟ ବର୍ଜନ ନିଷ୍ପତ୍ତି ପରେ ବଦଳିଲା ଗାଁ ଚିତ୍ର: ମିଳିଲା ରାସ୍ତା, ବିଜୁଳି, ପାନୀୟ ଜଳ
ରାୟଗଡ଼ା ଅଫିସ,୧୩।୨: ଭୋଟ ବର୍ଜନ ନିଷ୍ପତ୍ତି ପରେ ଗାଁ ଚିତ୍ର ବଦଳିଯାଇଛି। ରାୟଗଡ଼ା ଜିଲା ସଦରଠାରୁ ମାତ୍ର ୧୫ କି.ମି. ଦୂର ଗୁମ୍ମା ପଞ୍ଚାୟତର କଟାଗଣ୍ଡା ଗାଁକୁ ବିଦ୍ୟୁତ୍ ସଂଯୋଗ ସହ ପାନୀୟ ଜଳ ଯୋଗାଣ ହୋଇଛି। ସେହିପରି ରାସ୍ତା କାମ…
ବିଜେଡିର ସୋସିଆଲ ମିଡିଆ ବନାମ କଂଗ୍ରେସର ପୋଷ୍ଟର
ବିଷମକଟକ,୧୩।୨(ଡି.ଏନ୍.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଚାର ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ରାୟଗଡ଼ା ଜିଲାରେ ବିଭିନ୍ନ ଦଳ ପକ୍ଷରୁ ନିଜ ଢଙ୍ଗରେ ପ୍ରଚାର ଚାଲିଛି। ହେଭିଓ୍ବେଟ୍ ନେତାଙ୍କ ପ୍ରଚାର ମଧ୍ୟ ସରିଲାଣି। ହେଲେ ପ୍ରମୁଖ ରାଜନୈତିକ ଦଳଗୁଡ଼ିକର ଡିଜିଟାଲ ଏବଂ ପୋଷ୍ଟର ପ୍ରଚାର…
ମାଓବାଦୀ ବ୍ୟାନର, ଠିକାସଂସ୍ଥା ଗାଡ଼ି ପୋଡ଼ି ମାମଲା: ୫ କୋର୍ଟ ଚାଲାଣ
ରାୟଗଡ଼ା ଅଫିସ,୧୩ା୨: ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକର ସଦର ତହସିଲ ଅଫିସ ଫାଟକ, ବୁଡ଼ାଗୁଡ଼ାଠାରେ ଥିବା ରାସ୍ତା ନିର୍ମାଣ କରିଥିବା ସଂସ୍ଥା ଏସ୍ଭିଏମ ମୁଖ୍ୟ ଗେଟ୍ରେ ବ୍ୟାନର ମାରି ଗୋଟିଏ ଟ୍ରକ ପୋଡ଼ି ଦେବା ଘଟଣାର ରବିବାର ପୋଲିସ ୫ଜଣଙ୍କୁ ଗିରଫକରି…
ରାୟଗଡ଼ା ଜିଲାରେ ଛତିଶଗଡ଼ ମନ୍ତ୍ରୀଙ୍କ ମାରାଥନ ପ୍ରଚାର
ବିଷମକଟକ/ମୁନିଗୁଡ଼ା/କୋଲନରା,୧୨ା୨(ଡି.ଏନ୍.ଏ.): ପଞ୍ଚାୟତ ନିର୍ବାଚନକୁ ଆଉ ମାତ୍ର ୩ ଦିନ ରହିଲା। ରାଜ୍ୟ ସରକାର ପ୍ରଚାର କଟକଣା କୋହଳ କରିବା ପରେ ଏବେ ପ୍ରାର୍ଥୀଙ୍କ ପକ୍ଷରୁ ପ୍ରଚାର ଜୋର୍ଦାର ଚାଲିଛି। ପ୍ରମୁଖ ରାଜନୈତିକ ଦଳର ପ୍ରାର୍ଥୀଙ୍କ ପାଇଁ ହେଭିଓ୍ବେଟ୍ ନେତା ପ୍ରଚାର ମଙ୍ଗ…
ସବ୍ୟସାଚୀ ନିର୍ଦ୍ଦୋଷ
ଗୁଣପୁର,୯ା୨(ଡି.ଏନ୍.ଏ.): ରାୟଗଡ଼ା ଜିଲା ଗୁଡ଼ାରି ଥାନା ଅଧୀନ କଚାଗୁଡ଼ା ଅଞ୍ଚଳରେ ୨୦୦୮ରେ ମାଓବାଦୀ ଏବଂ ପୋଲିସ ମଧ୍ୟରେ ଗୁଳି ବିନିମୟ ଘଟିଥିଲା। ଏଥିରେ ମାଓବାଦୀ ନେତା ସବ୍ୟସାଚୀ ପଣ୍ଡାଙ୍କ ସମେତ ୬ ଜଣ ଗିରଫ ହୋଇଥିଲେ। ସେମାନଙ୍କ ନିକଟରୁ ବିପୁଳ ପରିମାଣରେ…
ଥାଇଲାଣ୍ଡ ପ୍ରିମିୟର ଲିଗ୍ରେ ଯୁବ କ୍ରିକେଟର ସୁରେଶ ନାଗ
ଗୁଣପୁର,୬ା୨(ଡି.ଏନ୍.ଏ.) ଗୁଲୁମୁଣ୍ଡା ଯୁବ କ୍ରିକେଟର ସୁରେଶ ନାଗ ଥାଇଲାଣ୍ଡ ପ୍ରିମିୟର ଲିଗ୍ରେ ଖେଳିବାକୁ ମନୋନୀତ ହୋଇଛନ୍ତି। ୨୦ ତାରିଖରେ ସେ ଥାଇଲାଣ୍ଡ ଗସ୍ତ କରିବେ। ଏହା ପୂର୍ବରୁ ଜିଆଇଇଟି ବିଶ୍ୱବିଦ୍ୟାଳୟ ଗୁଣପୁର ପକ୍ଷରୁ ସୁରେଶ ନାଗଙ୍କୁ ସହାୟତା ପ୍ରଦାନ କରାଯାଇଛି। ବିଶ୍ୱବିଦ୍ୟାଳୟ ଉପସଭାପତି…
ନୌପଡ଼ା-ଗୁଣପୁର-ଥେରୁବାଲି ରେଳପଥ ପାଇଁ ୧୦ କୋଟି
ଗୁଣପୁର,୩ା୨(ଡି.ଏନ୍.ଏ.) ବହୁ ଦାବି ପରେ ୨୦୧୭-୧୮ ସାଧାରଣ ବଜେଟରେ ଗୁଣପୁର-ଥେରୁବାଲି ରେଳପଥ ସ୍ଥାନ ପାଇଥିଲା। ଦୀର୍ଘ ୪୭ ବର୍ଷ ପରେ ଏହି ଦାବି ପୂରଣ ହୋଇଥିବାରୁୁ ଗୁଣପୁର ଅଞ୍ଚଳରେ ଖୁସିର ଲହରି ଖେଳିଯାଇଥିଲା। କିନ୍ତୁ ମଙ୍ଗଳବାର ଉପସ୍ଥାପିତ ରେଳ ବଜେଟରେ ନୌପଡ଼ା-ଗୁଣପୁର-ଥେରୁବାଲି…
ପୂର୍ବ ସ୍ଥିତିକୁ ଫେରିବାକୁ ଲାଗିପଡ଼ିଛି କଂଗ୍ରେସ
ବିଷମକଟକ/ରାୟଗଡ଼ା ଅଫିସ, ୩ା୨(ଡି.ଏନ୍.ଏ.) ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ରାୟଗଡ଼ା ଜିଲାରେ ଜିଲା ପରିଷଦ ଅଧ୍ୟକ୍ଷ ଆସନ ହାତେଇବାକୁ ଏବେ ସବୁ ଦଳରେ ଚାଲିଛି ଅଙ୍କକଷା। ରାୟଗଡ଼ା ଜିଲା ୨୨ ଜିଲା ପରିଷଦ ଆସନକୁ ନେଇ ଗଠିତ। ପୂର୍ବରୁ ଏଠାରେ ବିଜେଡି, ଭାଜପା…
ହ୍ୟାଟ୍ରିକ୍ କରିବାକୁ ବିଜେଡିର ଉଦ୍ୟମ
ଗୁଣପୁର,୩ା୨(ଡି.ଏନ୍.ଏ.) ରାୟଗଡ଼ା ଜିଲା ଗୁଣପୁର ‘ଖ’ ଜୋନ୍ ଜିଲା ପରିଷଦ ପାଇଁ ୧୮ ରେ ନିର୍ବାଚନ ଅନୁଷ୍ଠିତ ହେବ। ଏଥିଲାଗି ୩ ପ୍ରମୁଖ ଦଳ ବିଜେଡି, କଂଗ୍ରେସ ଏବଂ ଭାଜପା ପକ୍ଷରୁ ପ୍ରଚାର ଜୋରାଦାର କରାଯାଇଛି। ପ୍ରାର୍ଥୀମାନେ ସେମାନଙ୍କ ସମର୍ଥକଙ୍କୁ ନେଇ…
ଅଦିନିଆ ବର୍ଷାରେ ଗଜା ହେଲା ଧାନ
ମୁନିଗୁଡ଼ା,୩୧।୧(ଡି.ଏନ୍.ଏ.) ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକରେ ଅଦିନିଆ ବର୍ଷାରେ ଚାଷୀଙ୍କ ଧାନ ଗଜା ହୋଇଛି। ଅଞ୍ଚଳର ଚାଷୀ ଧାନ, କପା ଓ ପରିବା ଚାଷ କରିଥିଲେ। କିନ୍ତୁ ଅଦିନିଆ ବର୍ଷା ଫସଲକୁ ନଷ୍ଟ କରିଛି। ଏହାକୁ ନେଇ ଚାଷୀ ଏବେ ଚିନ୍ତାରେ ପଡ଼ିଛନ୍ତି।…
ପ୍ରସ୍ତାବିତ ସ୍ଥାନରେ ମିନି ଷ୍ଟାଡିୟମକୁ କ୍ରୀଡ଼ାବିତ୍ଙ୍କ ବିରୋଧ
ରାୟଗଡ଼ା ଅଫିସ,୩୦ା୧- ରାୟଗଡ଼ା ସହରରେ ମିନି ଷ୍ଟାଡିୟମ ନିର୍ମାଣକୁ ନେଇ ବିବାଦ ଲାଗିରହିଛି। ଆମ୍ବଗୁଡାଠାରେ ପ୍ରସ୍ତାବିତ ମିନି ଷ୍ଟାଡିୟମ ସ୍ଥାନ ନିରୁପଣକୁ ନେଇ ବିବାଦ ସୃଷ୍ଟି ହୋଇଛି। ଏହାକୁ ନେଇ କ୍ରୀଡାବିତଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ପ୍ରସ୍ତାବିତ ସ୍ଥାନରେ ଶନିବାର…
Archives


