ଅବ୍ୟବସ୍ଥାରେ ଗୁଡ଼ାରି ଶିଶୁ ଉଦ୍ୟାନ
ଗୁଡ଼ାରି,୨ା୯(ଡି.ଏନ୍.ଏ.):ରାୟଗଡ଼ା ଜିଲା ଗୁଡାରି ସହରର ପିଲାଙ୍କ ଆମୋଦ ପ୍ରମୋଦ ନିମନ୍ତେ ଏନ୍ଏସି ପକ୍ଷରୁ ୨୦୨୧ ଅଗଷ୍ଟରେ ଲକ୍ଷାଧିକ ଟଙ୍କା ଖର୍ଚ୍ଚରେ ଏକ ଶିଶୁ ଉଦ୍ୟାନ ସ୍ଥାପିତ ହୋଇଥିଲା। ଏବେ ଏହି ଏକମାତ୍ର ଶିଶୁ ଉଦ୍ୟାନ ସମସ୍ୟା ମଧ୍ୟରେ ରହିଛି। ଉଦ୍ୟାନ ସ୍ଥାପନ…
ବିନା ଅନୁମତିରେ ଚାଲିଛି ନବମ, ଦଶମ ଶ୍ରେଣୀ ପାଠପଢ଼ା
ମୁନିଗୁଡ଼ା(ଡି.ଏନ୍.ଏ.)/ରାୟଗଡ଼ା ଅଫିସ,୨ା୯:ରାୟଗଡ଼ା ଜିଲା ମୁନିଗୁଡ଼ା ସ୍ଥିତ ଏକ ବେସରକାରୀ ଶିକ୍ଷାନୁଷ୍ଠାନରେ ପାଠ ପଢ଼ି ସିବିଏସ୍ଇ ବୋର୍ଡ ପରୀକ୍ଷା ପାସ୍ କରିବା ପରେ ଏବେ ଛାତ୍ରୀଛାତ୍ର ଅସୁବିଧା ଭୋଗୁଛନ୍ତି। ସ୍ଥାନୀୟ ରୟାଲ ଏକାଡେମୀ ନାମକ ଅନୁଷ୍ଠାନରେ ୮ମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ପାଠ…
ବିଜେଡି ନେତା ଯଯାତି ହତ୍ୟା ମାମଲାରେ ସବ୍ୟସାଚୀ ନିର୍ଦ୍ଦୋଷ
ଗୁଣପୁର,୩୦ା୮(ଡି.ଏନ୍.ଏ.):ରାୟଗଡ଼ା ଜିଲା ଗୁଣପୁର ଏଡିଜେ କୋର୍ଟରେ ବିଜେଡି ନେତା ଯଯାତି କେଶରୀ ସାହୁଙ୍କ ହତ୍ୟା ମାମଲାର ରାୟ ସୋମବାର ପ୍ରକାଶ ପାଇଛି। ସାକ୍ଷ୍ୟ ଓ ପ୍ରମାଣ ଅଭାବରୁ ମାଓବାଦୀ ନେତା ସବ୍ୟସାଚୀ ପଣ୍ଡା ଏହି ମାମଲାରୁ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି। ଏଡିଜେ…
କଳିଙ୍ଗ ମଡେଲ ସ୍କୁଲ ପରିସରରେ ନିମ୍ନମାନର ସିସି ରୋଡ୍
ବିଷମକଟକ,୨୯ା୮(ଡି.ଏନ୍.ଏ.): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ସଦର ସ୍ଥିତ କଳିଙ୍ଗ ମଡେଲ ରେସିଡେନ୍ସିଆଲ ସ୍କୁଲ ପରିସରରେ ସିସି(ସିମେଣ୍ଟ କଂକ୍ରିଟ)ରୋଡ୍ କାମ ଅତି ନିମ୍ନମାନର କରାଯାଉଥିବା ଅଭିଯୋଗ ହୋଇଛି। ପୋଲିସ ହାଉସିଂ ବୋର୍ଡ ପକ୍ଷରୁ ୨୦୨୨ ରେ ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କା…
ମୁନିଗୁଡ଼ା ସ୍ବାସ୍ଥ୍ୟକେନ୍ଦ୍ରରେ ଏଚ୍ଏଚ୍ଏମ୍ର ଉଚ୍ଚସ୍ତରୀୟ ଟିମ୍
ମୁନିଗୁଡ଼ା,୨୭।୮(ଡି.ଏନ୍.ଏ.): କେନ୍ଦ୍ର ସରକାରଙ୍କ ନୀତି ଆୟୋଗ ପକ୍ଷରୁ ବେଙ୍ଗାଲୁରୁ ସ୍ଥିତ ଜାତୀୟ ସ୍ବାସ୍ଥ୍ୟ ମିଶନ(ଏନ୍ଏଚ୍ଏମ୍)ର ଏକ ଉଚ୍ଚ ସ୍ତରୀୟ ଟିମ୍ ଶୁକ୍ରବାର ରାୟଗଡ଼ା ଜିଲା ମୁନିଗୁଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ଏହି ଟିମ୍ ମୁନିଗୁଡ଼ା ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ବାସ୍ଥ୍ୟସେବା, ସ୍ବଚ୍ଛତା ଆଦି…
ଉମରକୋଟରେ ସୁପ୍ରିମ୍ର ଏକ୍ସକ୍ଲୁସିଭ ଶୋ’ରୁମ୍
ଉମରକୋଟ,୨୬ା୮(ସ୍ବ.ପ୍ର.): ଦେଶର ପ୍ରମୁଖ ପ୍ଲାଷ୍ଟକ ସାମଗ୍ରୀ ଉତ୍ପାଦକ ‘ସୁପ୍ରିମ୍ ଇଣ୍ଡଷ୍ଟ୍ରି ଲିମିଟେଡ୍ (ଏସ୍ଆଇଏଲ୍) ଫର୍ନଚର ଡିଭିଜନ ପକ୍ଷରୁ ଆଉ ଏକ ଏକ୍ସକ୍ଲୁସିଭ ଷ୍ଟୋରର ଶୁଭାରମ୍ଭ କରାଯାଇଛି। ଗୁରୁବାର ନବରଙ୍ଗପୁର ଜିଲାର ଉମରକୋଟ, ପୋଲିସ ଉପଖଣ୍ଡ ଅଧିକାରୀଙ୍କ କାର୍ଯ୍ୟାଳୟ ନିକଟସ୍ଥ ବିଏନ୍ଏମ୍ ଫର୍ନିଚର…
ପ୍ରଖର ସ୍ରୋତରୁ ୨ ପୁଅଙ୍କୁ ବଞ୍ଚାଇଲେ ବାପା: ସାନପୁଅ ଏବେବି ନିଖୋଜ
ରାୟଗଡ଼ା ଅଫିସ,୨୫ା୮: ରାୟଗଡ଼ା ଜିଲା ଚେକାଗୁଡ଼ାଠାରେ ରହିଥିବା ଓଡ଼ିଶାର ଦ୍ୱିତୀୟ ଝୁଲାପୋଲ ନିକଟ ନାଗାବଳୀ ନଦୀରେ ଗୁରୁବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଆନ୍ଧ୍ରପ୍ରଦେଶରୁ ଆସିଥିବା ଏକ ପରିବାର ଝୁଲାପୋଲରେ ବୁଲିବା ସହ ନାଗାବଳୀ ନଦୀ ନିକଟକୁ ଯାଇଥିବାବେଳେ ପ୍ରଖର ସ୍ରୋତରେ…
ଲୋକଙ୍କ ବିଦ୍ୟୁତ୍ ସମସ୍ୟା ବୁଝିଲେ ବିଧାୟକ
କୋରୁକୋଣ୍ଡା ୨୩ା୮(ଡି.ଏନ.ଏ):ମାଲକାନଗିରି ଜିଲା ବାଲିମେଳା ଏନଏସିକୁ ସୋମବାର ଚିତ୍ରକୋଣ୍ଡା ବିଧାୟକ ପୂର୍ଣ୍ଣଚନ୍ଦ୍ର ବାକା ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସମେତ ଲୋକଙ୍କ ସମସ୍ୟା ସମ୍ପର୍କରେ ସେମାନଙ୍କ ସହ ଆଲୋଚନା କରିଥିଲେ। ନୀଳାକାମ୍ବେରୁ ପଞ୍ଚାୟତର କେତେକ କଲୋନୀ ବାସିନ୍ଦା ବିଧାୟକଙ୍କୁ ଭେଟି…
ଘର ଛାଡ଼ି ଅନ୍ୟ ଛାତଘରେ ଆଶ୍ରୟ ନେଇଛନ୍ତି ଗ୍ରାମବାସୀ
ରାୟଗଡ଼ା ଅଫିସ,୨୩ା୮:ଲଗାଣ ବର୍ଷା ଯୋଗୁ ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ କରପା ପଞ୍ଚାୟତର ରାଣୀପଦର ଗ୍ରାମବାସୀ ବିଭିନ୍ନ ସମସ୍ୟାରେ ରହିଛନ୍ତି। ଗାଁର ୨୮ ଘର ମଧ୍ୟରୁ ୧୬ ଘରେ ବର୍ଷାପାଣି ସହ ଝର ସୃଷ୍ଟିହୋଇ କାନ୍ଥ ଓଦା ହୋଇଛି। କେତେବେଳେ କାନ୍ଥ…
ଆଶାକର୍ମୀ ପରିଚୟ ଦେଇ ଡାକ୍ତରଖାନାରୁ ପିଲାଚୋରି
ବିଷମକଟକ,୨୦।୮(ଡି.ଏନ୍.ଏ.): ଆଶାକର୍ମୀର ପରିଚୟ ଦେଇ ଡାକ୍ତରଖାନାରେ ଦୁଇଦିନ ଧରି ପ୍ରସୂତି ଏବଂ ନବଜାତ ଶିଶୁର ଯତ୍ନନେଲେ। ଶେଷରେ କୌଶଳରେ ମା’ ନିକଟରୁ ଶିଶୁପୁତ୍ରକୁ ଚୋରିକରି ଚମ୍ପଟ ମାରିଲେ। ରାୟଗଡ଼ା ଜିଲା ବିଷମକଟକ ଖ୍ରୀଷ୍ଟିଆନ ହସ୍ପିଟାଲରେ ଚିକିତ୍ସାଧୀନ ଜଣେ ପ୍ରସୂତିଙ୍କଠାରୁ ଶୁକ୍ରବାର ଏଭଳି…
କୃଷକଙ୍କ ଆୟ ବଢ଼ାଇବ ୟୁଏଆଇଏଲ୍ର ‘ଓ୍ବାଡି’ ପ୍ରକଳ୍ପ
ରାୟଗଡ଼ା ଅଫିସ,୧୯ା୮: କୃଷକଙ୍କ ଆୟକୁ ଦ୍ୱିଗୁଣିତ କରିବା ଲକ୍ଷ୍ୟ ନେଇ ରାୟଗଡ଼ା ଜିଲା ଟିକିରି ସ୍ଥିତ ଉତ୍କଳ ଆଲୁମିନା ଇଣ୍ଟରନ୍ୟାଶନାଲ ଲିମିଟେଡ (ୟୁଏଆଇଏଲ୍)ପକ୍ଷରୁ ସିଏସ୍ଆର୍ କାର୍ଯ୍ୟକ୍ରମ ମାଧ୍ୟମରେ କାର୍ଯ୍ୟକାରୀ ହୋଇଛି ଓ୍ବାଡି ପ୍ରକଳ୍ପ। ୨୦୧୮ରୁ ନାବାର୍ଡ ସହଭାଗିତାରେ କାଶୀପୁର ବ୍ଲକର ୧୭ଟି…
ରାୟଗଡ଼ାରେ ପତ୍ତାକା ଉତ୍ତୋଳନ କଲେ ଜିଲାପାଳ
ରାୟଗଡ଼ା ଅଫିସ,୧୫ା୮: ୭୬ତମ ସ୍ବାଧୀନତା ଦିବସ ସୋମବାର ସ୍ଥାନୀୟ ଗୋବିନ୍ଦ ଚନ୍ଦ୍ର ଦେବ ଉଚ୍ଚ ବିଦ୍ୟାଳୟ ଖେଳପଡ଼ିଆଠାରେ ଆୟୋଜିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରାୟଗଡ଼ା ଜିଲାପାଳ ସଦାଦେବ ସିଂ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା…
Archives


