ରାୟଗଡା

ବନ୍ଦ କୋଠରିରୁ ବିବାହିତ ଯୁବକ, ନାବାଳିକାଙ୍କ ମୃତଦେହ ଜବତ

ରାୟଗଡ଼ା ଅଫିସ,୨୯।୧୨: ଗୋଟିଏ ବନ୍ଦ କୋଠରିରୁ ଜଣେ ବିବାହିତ ଯୁବକ ଓ ଜଣେ ନାବାଳିକାଙ୍କ ଝୁଲନ୍ତା ମୃତଦେହ ରାୟଗଡ଼ା ପୋଲିସ ଜବତ କରିଛି। ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ଥିବାବେଳେ ପ୍ରେମ ବ୍ୟାପାରରୁ ଉଭୟେ ଆତ୍ମହତ୍ୟା କରିଥିବା ପ୍ରାଥମିକ ତଦନ୍ତ ପରେ…

ଘରୁ ମିଳିଲା ବିବାହିତ ଯୁବକ, ନାବାଳିକାଙ୍କ ମୃତଦେହ

ରାୟଗଡ଼ା ଅଫିସ,୨୮।୧୨: ବନ୍ଦ କୋଠରିରୁ ଜଣେ ବିବାହିତ ଯୁବକ ଓ ଜଣେ ନାବାଳିକାଙ୍କ ଝୁଲନ୍ତା ମୃତଦେହ ରାୟଗଡ଼ା ପୋଲିସ ଜବତ କରିଛି। ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ଥିବାବେଳେ ପ୍ରେମ ବ୍ୟାପାରରୁ ଉଭୟେ ଆତ୍ମହତ୍ୟା କରିଥିବା ପ୍ରାଥମିକ ତଦନ୍ତ ପରେ ପୋଲିସ…

ଶିକ୍ଷକଙ୍କୁ ଧାରୁଆ ଅସ୍ତ୍ରରେ ମାରିଲେ ମାନସିକ ବିକୃତ ବ୍ୟକ୍ତି

ରାୟଗଡ଼ା ଅଫିସ,୨୪।୧୨: ରାୟଗଡା ଜିଲା କାଶୀପୁର ବ୍ଲକ ଦୋରାଗୁଡ଼ା ଥାନା ଅନ୍ତର୍ଗତ ତୁରେଇଘାଟି ଗ୍ରାମରେ ଜଣେ ମାନସିକ ବିକୃତ ବ୍ୟକ୍ତିଙ୍କ ଆକ୍ରମଣରେ ଶିକ୍ଷକଙ୍କ ମୃତ୍ୟୁ ଘଟିଛି। ମୃତ ଶିକ୍ଷକ ହେଲେ ମୁକୁନ୍ଦ ପ୍ରସାଦ ନାଥଶର୍ମା । ତାଙ୍କ ଘର ଡଙ୍ଗାସିଲ ଗ୍ରାମରେ…

ବାଇକ୍‌-ସ୍କୁଟି ମୁହାଁମୁହିଁ, ଗଲା ୨ ଜୀବନ

ରାୟଗଡ଼ା ଅଫିସ,୧୨ା୧୨: ରାୟଗଡ଼ା ସହର ୩୨୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ବାଇକ୍‌ ଏବଂ ସ୍କୁଟି ମଧ୍ୟରେ ଦୁର୍ଘଟଣା ଘଟି ୨ ଜଣଙ୍କ ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ଦୁଇ ମୃତକ ହେଲେ ବାଇକ୍‌ ଚାଳକ ଜି.…

କ୍ଷେତରୁ ମିଳିଲା ନବଜାତ ଶିଶୁର ମୃତଦେହ

ଟିକିରି,୯।୧୨(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକ ସଦରସ୍ଥିତ ନୂଆସାହି ନିକଟ ଜମିରୁ ଏକ ନବଜାତ ଶିଶୁର ମୃତଦେହ ଜବତ କରାଯାଇଛି। ଏ ନେଇ କାଶୀପୁର ଥାନାରେ ଏକ ମାମଲା ରୁଜୁ କରାଯାଇ ଘଟଣାର ତଦନ୍ତ ଚାଲିଛି। ସୂଚନା ଅନୁଯାୟୀ, ଜମିରେ ନବଜାତ…

ଜିଲାପାଳଙ୍କୁ ଅଭିଯୋଗ ଜଣାଇବା ପାଇଁ ୫ କି.ମି. ଚାଲିଲେ ଛାତ୍ରୀଛାତ୍ର

ରାୟଗଡ଼ା ଅଫିସ, ୮।୧୨: ଓଡ଼ିଶା ଆଦିବାସୀ କଲ୍ୟାଣ ବିଭାଗ ଦ୍ୱାରା ପରିଚାଳିତ ଏକଲବ୍ୟ ଆବାସିକ ବିଦ୍ୟାଳୟର ପ୍ରାୟ ୩ଶହ ଛାତ୍ରୀଛାତ୍ର ୫ କି.ମି.ଚାଲି ଚାଲି ରାୟଗଡ଼ା ଜିଲାପାଳ ସରୋଜ କୁମାର ମିଶ୍ରଙ୍କୁ ଭେଟିଛନ୍ତି। ସ୍କୁଲରେ ଥିବା ବିଭିନ୍ନ ଅବ୍ୟବସ୍ଥା ସମ୍ପର୍କରେ ସେମାନେ…

ବେକାରୀ ଯୁବତୀ, ଯୁବକଙ୍କୁ ଆହ୍ବାନ ଦେଲେ ମାଓବାଦୀ

ରାୟଗଡ଼ା ଅଫିସ,୨୯ା୧୧: ରାୟଗଡ଼ା ଜିଲା ନିୟମଗିରି ପାଦଦେଶ ତଥା କଲ୍ୟାଣସିଂହପୁର ବ୍ଲକ ପାର୍ସାଲି ପଞ୍ଚାୟତର ବିଭିନ୍ନ ସ୍ଥାନରେ ମାଓବାଦୀମାନେ ବ୍ୟାନର ଓ ପୋଷ୍ଟର ଲଗାଇଛନ୍ତି। ଡିସେମ୍ବର ୨ରୁ ୮ ପର୍ଯ୍ୟନ୍ତ ପିଏଲ୍‌ଜିଏ(ପିପୁଲ୍‌ସ ଲିବରେସନ ଗରିଲା ଆର୍ମୀ) ସପ୍ତାହ ପାଳନ କରାଯିବ ବୋଲି…

ପ୍ରତିଟି ଜୀବନ ମୂଲ୍ୟବାନ୍‌: ମୁଖ୍ୟମନ୍ତ୍ରୀ

ରାୟଗଡ଼ା ଅଫିସ,୨୪।୧୧: ରାୟଗଡ଼ାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ଲୋକଙ୍କୁ ସ୍ମାର୍ଟ ସ୍ବାସ୍ଥ୍ୟ କାର୍ଡ ଦିଆଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ କନ୍‌ଫରେନ୍ସରେ ଏହାକୁ ଉଦ୍‌ଘାଟନ କରିଛନ୍ତି। ଜିଲାର ୨,୫୨,୧୯୧ ପରିବାରର ୮,୩୪,୫୭୦ ଜଣ ଏଥିରୁ ଉପକୃତ ହେବେ।…

ଆଜିଠୁ ଖୋଲିବ ଆଦର୍ଶ ବିଦ୍ୟାଳୟ, ଯିବାକୁ ରାସ୍ତା ନାହିଁ

ବିଞ୍ଝାରପୁର,୧୫ା୧୧(ଡି.ଏନ.ଏ.): ବିଞ୍ଝାରପୁର ବ୍ଲକ ଉତ୍ତରକୁଳ ପଞ୍ଚାୟତ ଆଦର୍ଶ ବିଦ୍ୟାଳୟକୁ ରାସ୍ତା ନିର୍ମାଣ ହୋଇନି। ଫଳରେ ରବିବାର ଅଭିଭାବକ-ଶିକ୍ଷକଙ୍କ ମଧ୍ୟରେ ଅନୁଷ୍ଠିତ ବୈଠକରେ ଅଭିଭାବକ କ୍ଷୋଭ ପ୍ରକାଶ କରିଛନ୍ତି। ପୂର୍ବରୁ ବିଦ୍ୟାଳୟ ଦାୟିତ୍ୱରେ ଥିବା ଶିକ୍ଷକ କ୍ଷୀରୋଦ ଚନ୍ଦ୍ର ମଲ୍ଲିକ ଅଭିଭାବକଙ୍କୁ ବୁଝାଶୁଝା…

ଧାର, କରଜର ଫସଲ ଧୋଇଗଲା

ରାୟଗଡ଼ା ଅଫିସ/ବିଞ୍ଝାରପୁର/ କବିସୂର୍ଯ୍ୟନଗର/ ପଦ୍ମପୁର/ତେଲକୋଇ/ ବାଙ୍ଗିରିପୋଷି(ଡି.ଏନ.ଏ.)/ ନାଉଗଁା(ସ୍ବ.ପ୍ର.),୧୫।୧୧: ଚଳିତବର୍ଷର ଅସ୍ବାଭାବିକ ବର୍ଷାରେ କ୍ଷତିଗ୍ରସ୍ତ ହୋଇ ଯାହା ବି ଧାନ ଓ ଅଣଧାନ ଫସଲ ବଞ୍ଚତ୍ଥିଲା ତାହା ଗତ ୩ ଦିନ ଧରି ଲଗାଣ ବର୍ଷାରେ ପ୍ରାୟ ଉଜୁଡ଼ିଯାଇଛି। ଏହାଦ୍ୱାରା ଋଣ ଶୁଝିବା…

ଔଷଧ ଦୋକାନରେ ଗ୍ରାହକଙ୍କ ପାଟିତୁଣ୍ଡରୁ ହତ୍ୟାକାଣ୍ଡ

ଗୁଣପୁର,୧୨।୧୧(ଡି.ଏନ୍‌.ଏ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ପୁଟାସିଂରେ ଜଣେ ଯୁବକଙ୍କ ଆକ୍ରମଣରେ ରୁଟି ବ୍ୟବସାୟୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୨ ଜଣ ଗୁରୁତର ଅଛନ୍ତି। ମୃତକ ହେଲେ ଲବା ଅଞ୍ଚଳର ମନୋଜ କୁମାର ସେନାପତି। ସେ ଗୁଣପୁର ସହର ଶବରୀବିହାରରେ…

ଘାଟିରେ ଓଲଟିଲା ଟ୍ରାକ୍ଟର: ୧୮ ଶ୍ରମିକ…

ରାୟଗଡ଼ା ଅଫିସ,୧୩।୧୧: ରାୟଗଡ଼ା ଜିଲା ଗୁଣୁପୁର ବ୍ଲକ ଟଲଣା ଘାଟିରେ ଅଘଟଣ ଘଟିଛି। ଭାରସାମ୍ୟ ହରାଇ ଟ୍ରାକ୍ଟର ଓଲଟି ୧୮ ଜଣ ଆହତ ହୋଇଛନ୍ତି। ସମସ୍ତଙ୍କୁ ଉଦ୍ଧାର କରି ଗୁଣୁପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ତେବେ ଶ୍ରମିକମାନଙ୍କ ପରିଚୟ ମିଳି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri