ରାୟଗଡା

ଗ୍ରାମାଞ୍ଚଳ ଉଦ୍ୟୋଗୀଙ୍କୁ ପ୍ରେରଣା ଯୋଗାଉଛି ‘ଉଦ୍ୟମୀ’

ଟିକିରି, ୭ା୧୧(ଡି.ଏନ୍‌.ଏ.):ରାୟଗଡ଼ା ଜିଲା କଶୀପୁର ବ୍ଲକ ଟିକିରିସ୍ଥିତ ଉତ୍କଳ ଆଲୁମିନା ଇଣ୍ଟରନ୍ୟାଶନାଲ ଲିମିଟେଡ(ୟୁଏଆଇଏଲ)ର ଉଦ୍ୟମୀ ପ୍ରକଳ୍ପ ଗ୍ରାମାଞ୍ଚଳର ଉଦ୍ୟୋଗୀଙ୍କ ପାଇଁ ପ୍ରେରଣା ସାଜିଛି। ଏହି ପ୍ରକଳ୍ପ ଅନେକଙ୍କ ଜୀବନରେ ପରିବର୍ତ୍ତନ ଆଣିଛି। ଜିଲାର ସୁରୁଗଞ୍ଜ ଗ୍ରାମର ସୁରେଶ ନାଏକ ପରିବାର ଚଳାଇବା…

ଜଣେ ଝାଡାବାନ୍ତି ଆଉ ଜଣେ କିଡନୀ ରୋଗରେ ମୃତ

ରାୟଗଡା ଅଫିସ, ୭।୧୧: ରାୟଗଡା ବ୍ଲକ ପିତା ମହଲ ପଞ୍ଚାୟତ କନ୍ଧ ଖିଲମ ଗ୍ରାମରେ ୨ ଜଣ ମୃତ୍ୟୁ ଘଟିଛି। ଜଣେ ଝାଡ଼ାବାନ୍ତିରେ ଅନ୍ୟ ଜଣେ କିଡନୀ ଜନିତ ରୋଗରେ ମୃତବରଣ କରିଛନ୍ତି। ରାୟଗଡ଼ା ବିଧାୟକ ମକରନ୍ଦ ମୁଦୁଲି, ଗୋଷ୍ଟୀଉନୟନ ଅଧିକାରୀ…

କୋଇଲା ବୋଝେଇ ଟ୍ରେନ୍‌ରେ ଅଗ୍ନିକାଣ୍ଡ

ରାୟଗଡ଼ା ଅଫିସ,୬।୧୧: ରାୟଗଡ଼ା ରେଳଷ୍ଟେଶନଠାରେ ରବିବାର ଏକ କୋଇଲା ବୋଝେଇ ଟ୍ରେନ୍‌ରେ ଅଗ୍ନିକାଣ୍ଡ ଘଟିଛି। ବିଶାଖାପାଟଣାରୁ ରାୟଗଡ଼ା ଆସି ଷ୍ଟେଶନରେ ଛିଡା ହୋଇଥିବା ବେଳେ ହଠାତ୍‌ ବଗିରେ ନିଆଁ ଲାଗିଯାଇଥିଲା। ଏନେଇ ଷ୍ଟେଶନ କର୍ତ୍ତୃପକ୍ଷ ଦମକଳ ବାହିନୀକୁ ଖବର ଦେଇଥିଲେ। ଖବରପାଇ…

ଡୋକ୍ରା ହସ୍ତଶିଳ୍ପରେ ଜନଜାତି ସଂସ୍କୃତିର କଥା

ରାୟଗଡ଼ା(ଭାଗ୍ୟଶ୍ରୀ ମିଶ୍ର): ରାୟଗଡ଼ା ଜିଲା ନିୟମଗିରି ପାଦଦେଶରେ ବସବାସ କରୁଥିବା ଆଦିମ ଜନଜାତି ଡଙ୍ଗରିଆଙ୍କ କଳା, ସଂସ୍କୃତି, ପରମ୍ପରା ଏବଂ ଜୀବନଶୈଳୀ ନିଆରା। ସ୍ବତନ୍ତ୍ର ବେଶଭୂଷା ଏବଂ ଅଳଙ୍କାର ପାଇଁ ଡଙ୍ଗରିଆମାନେ ରାଜ୍ୟ, ଦେଶ ଏବଂ ବିଦେଶରେ ପରିଚିତ। ଉକ୍ତ ଅଳଙ୍କାର…

ଡୋକ୍ରା ହସ୍ତଶିଳ୍ପରେ ଜନଜାତି ସଂସ୍କୃତିର କଥା

ଭାଗ୍ୟଶ୍ରୀ ମିଶ୍ର ରାୟଗଡ଼ା: ରାୟଗଡ଼ା ଜିଲା ନିୟମଗିରି ପାଦଦେଶରେ ବସବାସ କରୁଥିବା ଆଦିମ ଜନଜାତି ଡଙ୍ଗରିଆଙ୍କ କଳା, ସଂସ୍କୃତି, ପରମ୍ପରା ଏବଂ ଜୀବନଶୈଳୀ ନିଆରା। ସ୍ବତନ୍ତ୍ର ବେଶଭୂଷା ଏବଂ ଅଳଙ୍କାର ପାଇଁ ଡଙ୍ଗରିଆମାନେ ରାଜ୍ୟ, ଦେଶ ଏବଂ ବିଦେଶରେ ପରିଚିତ। ଉକ୍ତ…

ରାୟଗଡ଼ା ଓଭରବ୍ରିଜ୍‌ର ସ୍ଥିତି ଯାଞ୍ଚ କଲା ସ୍ବତନ୍ତ୍ର ଟିମ୍‌

ରାୟଗଡ଼ା ଅଫିସ,୪ା୧୧: ଗୁଜରାଟ ଝୁଲାପୋଲ ଭୁଶୁଡ଼ିବା ପରେ ଜାତୀୟ ରାଜପଥ ବିଭାଗର ଚେତା ପଶିଛି। ଦୀର୍ଘଦିନ ଧରି ଅବହେଳିତ ଏବଂ ବିପଜ୍ଜନକ ଅବସ୍ଥାରେ ରହିଥିବା ରାୟଗଡ଼ା ଓଭରବ୍ରିଜ୍‌ର ମରାମତି ପାଇଁ ବିଭାଗୀୟ ଅଧିକାରୀ ତପତ୍ରତା ପ୍ରକାଶ କରିଛନ୍ତି। ବୁଧବାର ଭୁବନେଶ୍ୱରରୁ ଟେଷ୍ଟିଂ…

ରାୟଗଡ଼ାରେ ପ୍ରାଚୀନ ଗୁମ୍ଫା, ପଥରର ସନ୍ଧାନ

ରାୟଗଡ଼ା ଅଫିସ,୪ା୧୧: ରାୟଗଡ଼ା ସହର ନିକଟବର୍ତ୍ତୀ ଅଞ୍ଚଳରେ ପ୍ରାଚୀନ ସଭ୍ୟତାର ସନ୍ଧାନ ମିଳିଛି। ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଇତିହାସ ବିଭାଗର ପିଏଚ୍‌.ଡି. ଛାତ୍ର ଲୋକେଶ ଦୁର୍ଗା ଏବଂ ସ୍ବାଧୀନ ଭାବେ ଗବେଷଣା କରୁଥିବା ତାଙ୍କର ୨ ସହଯୋଗୀ ଦମୟନ୍ତୀ ବାଗ ଏବଂ ପ୍ରତାପ…

ମେଡିକାଲ ବାରଣ୍ଡାରେ ପ୍ରସବ କଲେ ମହିଳା

ଟିକିରି,୩ା୧୧(ଡି.ଏନ୍‌.ଏ.): ଗର୍ଭବତୀ ମହିଳାଙ୍କ ପାଇଁ ସରକାର ବିଭିନ୍ନ ପ୍ରକାର ଯୋଜନା କରୁଛନ୍ତି। ସେହି ଯୋଜନାରୁ ମଧ୍ୟ କିଛି ଗର୍ଭବତୀ ବଞ୍ଚିତ ହେଉଥିବା ବେଳେ ଆଉ କିଛି ଗର୍ଭବତୀ ଖଟିଆରେ ବୁହା ହେଉଛନ୍ତି ତ ଆଉ କେଉଁଠି ଚଉକିରେ। ଏମିତି ଏକ ଅଭାବନୀୟ…

ମାନ୍ଦାରେ ଚାଲିଛି ଶୀତବସ୍ତ୍ର ବ୍ୟବସାୟ

ରାୟଗଡା ଅଫିସ, ୨।୧୧: ସବୁବର୍ଷ ଭଳି ଚଳିତ ବର୍ଷ ଶୀତ ଆରମ୍ଭରୁ ହିଁ ରାୟଗଡ଼ାରେ ଶୀତବଦ୍‌ତ୍ର ପେବାରୀଙ୍କ ଭିଡ଼ ଜମିଲାଣି। କିନ୍ତୁ ଏ ବର୍ଷ ବେପାର ମାନ୍ଦା। ଆଗୁକୁ ଶୀତ ବଢ଼ିବ ସହ ବେପାର ଭଲ ହେବା ଆଶାରେ ଅଛନ୍ତି ବ୍ୟବସାୟୀ।…

କ୍ଷତି ସହୁଛନ୍ତି ରାୟଗଡ଼ାର ସୀତାଫଳ ଚାଷୀ

ରାୟଗଡ଼ା ଅଫିସ,୧ା୧୧:ଋତୁକାଳୀନ ଉପତ୍ାଦିତ ସ୍ବାଦିଷ୍ଟ ଫଳ ମଧ୍ୟରେ ସୀତାଫଳ(ଆତ)ର ବେଶ୍‌ ଚାହିଦା। ଉପାନ୍ତ ରାୟଗଡ଼ା ଜିଲାରେ ଏହାର ଉତ୍ପାଦନ ଅଧିକ ହୋଇଥାଏ। ହେଲେ ପ୍ରଶାସନିକ ଇଚ୍ଛାଶକ୍ତିର ଅଭାବ ଯୋଗୁ ଜିଲାର ସୀତାଫଳ ଚାଷୀ କ୍ଷତି ସହୁଛନ୍ତି। ସୀତାଫଳକୁ ସୁରକ୍ଷିତ ଭାବେ ସଂରକ୍ଷିତ…

ରାୟଗଡ଼ା ଝୁଲାପୋଲ ବିପଜ୍ଜନକ

ରାୟଗଡ଼ା ଅଫିସ,୧ା୧୧:କଟକର ଧବଳେଶ୍ୱର ପରେ ରାୟଗଡ଼ାର ଚେକାଗୁଡ଼ା ନିକଟରେ ରହିଥିବା ଝୁଲାପୋଲ ରାଜ୍ୟରେ ଦ୍ୱିତୀୟ। ୨୦୧୧ରେ ୧ କୋଟି ୨୦ ଲକ୍ଷ ଟଙ୍କା ଖର୍ଚ୍ଚରେ ନାଗାବଳୀ ନଦୀ ଉପରେ ଏହି ପୋଲ ନିର୍ମାଣ କରାଯାଇଥିଲା। ତେବେ ପ୍ରଶାସନ ପକ୍ଷରୁ ଆବଶ୍ୟକ ସୁରକ୍ଷା…

ହାର୍ଡୱେର ଦୋକାନରେ ଅଗ୍ନିକାଣ୍ଡ: ୨ କୋଟିରୁ ଊର୍ଦ୍ଧ୍ବ ସମ୍ପତ୍ତି ନଷ୍ଟ

ରାୟଗଡ଼ା ଅଫିସ,୨୯।୧୦: ରାୟଗଡ଼ା ସହରର କପିଳାସ ରୋଡ଼ରେ ଥିବା ଏକ ହାର୍ଡୱେର ଦୋକାନରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ପ୍ରାୟ ୨ କୋଟିରୁ ଊର୍ଦ୍ଧ୍ବ ଟଙ୍କାର ସାମଗ୍ରୀ ପୋଡ଼ି ନଷ୍ଟ ହୋଇଯାଇଛି। ଶୁକ୍ରବାର ରାତିରେ ଏହି ଅଗ୍ନିକାଣ୍ଡ ଘଟିଥିଲା। ବିଳମ୍ବିତ ରାତିରେ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?