ପରକୀୟା ପ୍ରୀତି ପାଇଁ ଯୁବକଙ୍କୁ ପିଟିପିଟି ହତ୍ୟା
ରାୟଗଡ଼ା ଅଫିସ,୧ା୯: ରାୟଗଡ଼ା କପିଳାସ ରୋଡ୍ରେ ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରାଯାଇଛି। ବୁଧବାର ସକାଳେ ଯୁବକଙ୍କ ମୃତଦେହ କପିଳାସ ରୋଡସ୍ଥିତ ଏକ ଘରୁ ଜବତ ହୋଇଛି। ମୃତକ ଜଣଙ୍କ ହେଉଛନ୍ତି ୨୫ ବର୍ଷୀୟ ବି.…
ଦିନିକିଆ ରାୟଗଡ଼ା ଗସ୍ତରେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ
ରାୟଗଡା ଅଫିସ,୨୦।୮: କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଶୁକ୍ରବାର ଦିନିକିଆ ରାୟଗଡ଼ା ଗସ୍ତ କରିଛନ୍ତି। ମନ୍ତ୍ରୀ ହୀରାଖଣ୍ଡ ଏକ୍ସପ୍ରେସରେ ଯାଇ ସକାଳେ ରାୟଗଡ଼ାରେ ପହଞ୍ଚିଛିଥିଲେ। ସେ ଭାଜପା ପକ୍ଷରୁ ଆୟୋଜନ ହୋଇଥିବା ଜନ ଆଶୀର୍ବାଦ ଯାତ୍ରାରେ ସାମିଲ ହୋଇଛନ୍ତି। ପରେ ରାୟଗଡ଼ାର…
ପାହାଡ଼ ଉପରୁ ଅନ୍ଲାଇନ୍ କ୍ଲାସ ସାରି ଫେରୁଥିଲେ ତଳକୁ: ହେଲେ ବିଧାତାର ଥିଲା ଆଉ କିଛି ଇଚ୍ଛା…
ରାୟଗଡା ଅଫିସ, ୧୮।୮: ମନରେ ପାଠ ପଢ଼ା ନିଶା ଏତେ ଥିଲା ଯେ, ସବୁ ବାଧା ବିଘ୍ନକୁ ଏଡ଼ାଇ ସାମାନ୍ୟ ନେଟନ୍ଓ୍ବାର୍କ ପାଇଁ ପାହାଡ ଉପରକୁ ଚଢ଼ିଯାଇଥିଲେ ନାବାଳକ। ଅନ୍ଲାଇନ୍ କ୍ଲାସ ସାରି ପୁଣି ପାହାଡ଼ରୁ ତଳକୁ ଫେରି ଆସିଥାନ୍ତେ ଘରକୁ।…
ରାୟଗଡ଼ାରେ ଉଡ଼ିଲା ତ୍ରିରଙ୍ଗା
ରାୟଗଡ଼ା ଅଫିସ,୧୫।୮ ରାୟଗଡ଼ାର ସ୍ଥାନୀୟ ଗୋବିନ୍ଦ ଚନ୍ଦ୍ର ଦେବ ପଡ଼ିଆଠାରେ ନିରାଡମ୍ବର ଭାବେ ଆଜି ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଜିଲାପାଳ ସରୋଜ କୁମାର ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ…
ମୃତଦେହ ନେଇ ଆମ୍ବୁଲାନ୍ସ ଫେରିବା ବେଳେ ଦୁର୍ଘଟଣା, ଚାଲିଗଲା ୪ ଜୀବନ
ରାୟଗଡା ଅଫିସ,୧୩।୮: ରାୟଗଡ଼ା ଜିଲା ଅମ୍ବାଦଳା ଥାନା ମଞ୍ଜୁରୁକୁପା ନିକଟରେ ଆମ୍ବୁଲାନ୍ସ ଓ ଟ୍ୟାଙ୍କର ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୪ ଜଣଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣାସ୍ଥଳରେ ଆମ୍ବୁଲାନ୍ସରେ ଥିବା ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର…
ଘରେ ତାଲା ପକାଇ ଯାଇଥିଲେ , ଫେରିଲା ବେଳକୁ
ରାୟଗଡା ଅଫିସ,୩୧।୭: ରାୟଗଡ଼ାରେ ବଡ ଧରଣର ଚୋରି ହୋଇଛି। ରାୟଗଡା ରୟତ କଲୋନୀ ୬ ସାହିରେ ଏକ ଘରୁ ୩୦ଲକ୍ଷ ଟଙ୍କା ସହ ୧୦ ଭରି ସୁନା ଅଳଙ୍କାର ଓ ରୁପା ଅଳଙ୍କାର ଚୋରି ହୋଇଛି। ଘର ମାଲିକ ଗତ ସାଇ…
ଆନ୍ଧ୍ରରେ ୬ ଓଡ଼ିଆ ଶ୍ରମିକ ଜୀବନ୍ତ ଦଗ୍ଧ: ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା
ରାୟଗଡ଼ା ଅଫିସ/ଗୁଣପୁର,୩୦ା୭(ଡି.ଏନ୍.ଏ.): ଆନ୍ଧ୍ରପ୍ରଦେଶ ଗୁଣ୍ଟୁର ଜିଲା ଅନ୍ତର୍ଗତ ଲଙ୍କାଭାନିଦିବା ଗ୍ରାମର ଏକ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ ଶୁକ୍ରବାର ସକାଳେ ଏକ ବଡ଼ ଦୁର୍ଘଟଣା ଘଟିଛି। ମଶା କଏଲ୍ରୁ ଅଗ୍ନିକାଣ୍ଡ ଘଟି ସେଠାରେ କାମ କରୁଥିବା ଓଡ଼ିଶାର ୬ ଦାଦନ ଶ୍ରମିକ ଜୀବନ୍ତ ଦଗ୍ଧ…
ଆନ୍ଧ୍ରରେ ୬ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ
ଗୁଣପୁର,୩୦।୭(ଡି.ଏନ୍.ଏ.): ଆନ୍ଧ୍ରପ୍ରଦେଶ ଗୁଣ୍ଟୁରୁ ଜିଲାର ଲାଙ୍କାଭାନିଦାବା ଗ୍ରାମରେ ଚିଙ୍ଗୁଡି ପ୍ୟାକ୍ଟ୍ରିିରେ କାମ କରୁଥିବା ବେଳେ ଶର୍ଟ୍କିଟରେ ଆସି ୬ ଜଣ ଓଡ଼ିଆଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଗୁଣପୁର ପୌରପରିଷଦ ମୋତିଲାଲ ନଗରର ନବୀନ ଶବର, ଭୀମପୁର ପଞ୍ଚାୟତ ଅନ୍ତର୍ଗତ…
୫ ରୁଟ୍ରେ ସରକାରୀ ବସ୍ ବନ୍ଦ
ରାୟଗଡ଼ା ଅଫିସ,୨୮ା୭: ମାଓବାଦୀଙ୍କ ପିଏଲ୍ଜିଏ(ପିପୁଲ୍ସ ଲିବରେଶନ ଗେରିଲା ଆର୍ମି) ସପ୍ତାହ ବୁଧବାରଠାରୁ ଆରମ୍ଭ ହୋଇଛି। ଏହାକୁ ଦୃଷ୍ଟିରେ ରଖି ରାୟଗଡ଼ା ଜିଲା ପୋଲିସ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଇଛି। ଯାଞ୍ଚକୁ କଡ଼ାକଡ଼ି କରାଯିବା ସହ ଅପ୍ରୀତିକର ପରିସ୍ଥିତିକୁ ଏଡ଼ାଇବା ପାଇଁ ୫ଟି…
୧୦୧୯୦ ଡଙ୍ଗରିଆଙ୍କୁ ମିଳିବ ମାଗଣା ଚକ୍ଷୁ ଚିକିତ୍ସା
ରାୟଗଡ଼ା ଅଫିସ/ବିଷମକଟକ, ୧୭ା୭(ଡି.ଏନ୍.ଏ.): ରାୟଗଡ଼ା ଜିଲା ବିଷମକଟକ ବ୍ଲକ କୁର୍ଲି ପଞ୍ଚାୟତର ଖଜୁରି ଏବଂ କାଡ୍ରାଗୁମ୍ମା ଗ୍ରାମରେ ଓଡ଼ିଶା ଆଦିବାସୀ ଚକ୍ଷୁରୋଗ ଗବେଷଣା ପ୍ରକଳ୍ପ(ଟ୍ରାଇବାଲ ଓଡ଼ିଶା ଆଇ ଡିଜିଜ୍ ଷ୍ଟଡି)ଡାଇଗ୍ନୋଷ୍ଟିକ ଆକ୍ସନ ରିସର୍ଚ୍ଚ ପ୍ରୋଜେକ୍ଟ ଉଦ୍ଘାଟିତ ହୋଇଯାଇଛି। ଜିଲାପାଳ ସରୋଜ କୁମାର…
ଚାଲିଥିଲା ଚିକିତ୍ସା, ହସ୍ପିଟାଲ ଛାତରୁ ଡେଇଁ ପଡ଼ିଲେ ଯୁବତୀ
ରାୟଗଡ଼ା ଅଫିସ,୭।୧୦: ହସ୍ପିଟାଲ ଛାତରୁ ଡେଇଁ ଯୁବତୀଙ୍କ ଆତ୍ମହତ୍ୟା। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ରାୟଗଡା ହସ୍ପିଟାଲରେ। ଚିକିତ୍ସାଧୀନ ଅବସ୍ଥାରେ ଯୁବତୀଙ୍କ ଜଣକ ମେଡିଶିନ ୱାର୍ଡର ୩ ମହଲା ଛାତରୁ ଡେଇଁ ପଡ଼ିଥିଲେ। ସୂଚନାଯୋଗ୍ୟ, ଗତ ୭ ତାରିଖରେ…
ମାଲ ବୋଝେଇ ଟ୍ରକ୍ରୁ ୭.୮କୁଇଣ୍ଟାଲ ଗଞ୍ଜେଇ ଜବତ
ମୁନିଗୁଡ଼ା/ରାୟଗଡ଼ା ଅଫିସ,୪।୭: ଏକ ମାଲ୍ ବୋଝେଇ ଟ୍ରକ୍ରୁ ରାୟଗଡ଼ା ଜିଲା ମୁନିଗୁଡ଼ା ପୋଲିସ ଶନିବାର ୭୦ଲକ୍ଷ ଟଙ୍କାର ଗଞ୍ଜେଇ ଜବତ କରିଛି। ଏହି ମାମଲାରେ ସମ୍ପୃକ୍ତ ମୁଖ୍ୟ ଅଭିଯୁକ୍ତ ସମେତ ୬ ଜଣଙ୍କୁ ଗିରଫ କରାଯିବା ସହ ଏକ ଟ୍ରକ୍, ଟ୍ରାକ୍ଟର…
Archives


