ରାୟଗଡା

ସୂଚନା ଅଧିକାର ସଂଶୋଧନ ବିଲ୍‌ ପ୍ରତ୍ୟାହାର ଦାବି: ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ

ରାୟଗଡ଼ା ଅଫିସ,୧ା୮- ରାୟଗଡ଼ା ଜିଲା ସୂଚନା ଅଧିକାର ଅଭିଯାନ ତରଫରୁ ସୂଚନା ଅଧିକାର ସଂଶୋଧନ ବିଲ ପ୍ରତ୍ୟାହାର ଦାବିରେ ଏକ ସ୍ମାରକପତ୍ର ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଜିଲାପାଳ ପ୍ରମୋଦ କୁମାର ବେହେରାଙ୍କୁ ପ୍ରଦାନ କରାଯାଇଛି। ସମଗ୍ର ଦେଶରେ କୌଣସି ବିତର୍କ ନ...

କୋଇଲା ବୋଝେଇ ଟ୍ରେନ୍‌ରେ ନିଆଁ

ରାୟଗଡ଼ା ଅଫିସ, ୩୧।୭ (ଡି.ଏନ୍‌.ଏ.): ରାୟଗଡ଼ା ରେଳ ଷ୍ଟେଶନର ୭ ନଂ. ପ୍ଲାଟଫର୍ମରେ ଠିଆ ହୋଇଥିବା ଏକ କୋଇଲା ବୋଝେଇ ଟ୍ରେନ୍‌ରେ ବୁଧବାର ଘଟିଛି ଅଗ୍ନିକାଣ୍ଡ। ନିଆଁ ଲାଗିବା ଦେଖି ରେଳ ବିଭାଗ ତୁରନ୍ତ ଦମକଳ ବାହିନୀକୁ ଖବର ଦେଇଥିଲେ।...

ବାଙ୍କ ସର୍ଗି ବିଦ୍ୟାଳୟ: ବର୍ଷା ହେଲେ ପଢା ବନ୍ଦ

ପାପଡାହାଣ୍ଡି,୨୮।୭(ଡି.ଏନ.ଏ)-ଛାତ୍ରୀଛାତ୍ରଙ୍କୁ ବିଦ୍ୟାଳୟ ମୁହାଁ କରିବା ଲାଗି ହୋଇଛି ବ୍ୟାପକ ଯୋଜନା । ଖର୍ଚ୍ଚ ହେଉଛି କୋଟି କୋଟି ଟଙ୍କା । କିନ୍ତୁ ବିଦ୍ୟାଳୟ ଭିତ୍ତିଭୂମିକୁ ଦୃଷ୍ଟି ଦିଆଯାଉ ନାହିଁ। କେଉଁଠି ଭଙ୍ଗା ଆଜବେଷ୍ଟସ ତଳେ ତ ଆଉ କେଉଁଠି ଖୋଳା...

ଲାଞ୍ଚ ନେଇ ଜେଲ୍‌ ଗଲେ ମାଲକାନଗିରି ସଦର ଥାନାର ୩ ପୋଲିସ ଅଧିକାରୀ

ମାଲକାନଗିରି,୨୬।୭(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସଦର ଥାନାର ୩ ଜଣ ପୋଲିସ ଅଧିକାରୀଙ୍କୁ ଗୁରୁବାର ବିଳମ୍ବିତ ରାତିରେ କଟକ ଦୁର୍ନୀତି ନିବାରଣ ନିର୍ଦ୍ଦେଶକ କାର୍ଯ୍ୟାଳୟର ପଦାଧିକାରୀମାନେ ଲାଞ୍ଚ ନେବା ମାମଲାରେ ଗିରଫ କରିଛନ୍ତି। ସେମାନେ ହେଲେ ସବ୍‌ ଇନ୍ସସ୍ପେକ୍ଟର କୁନାଲ କୁମାର,...

ପୁରୀରୁ ଧରାପଡିଲେ ସାଇବର ଲୁଟେରା: ଆକାଉଣ୍ଟ, ଏଟିଏମ୍‌ ପିନ୍‌ ହାତେଇ ଲୁଟୁଥିଲେ ଅଭିଯୁକ୍ତ

ମାଲକାନଗିରି, ୨୫।୭(ଡି.ଏନ୍‌.ଏ/ସ୍ବ.ପ୍ର.) ମାଲକାନଗିରି ପୋଲିସ ସାଇବର ଠକେଇରେ ଜଡିତ ଥିବା ଜଣେ ଆନ୍ତଃରାଜ୍ୟ ଅଭିଯୁକ୍ତଙ୍କୁ ପୁରୀରୁ ବୁଧବାର ଗିରଫ କରିଛି। ରାଜ୍ୟର ବିଭିନ୍ନ ବ୍ୟକ୍ତିଙ୍କୁ ପ୍ରଲୋଭନ ଦେଖାଇ ଚତୁରତାର ସହ ସେ ଏଟିଏମ୍‌ ପିନ ଓ ଆକାଉଣ୍ଟ ନମ୍ବର ନେଇ...

୫ ବର୍ଷ ହେଲାଣି ବାରଣ୍ଡାରେ ଚାଲିଛି ପାଠପଢ଼ା : ବିଭାଗୀୟ ଅଧିକାରୀଙ୍କ ଆନ୍ତରିକତା ଅଭାବ

ଝରିଗାଁ,୨୫।୭(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ପାଲିଆ ପଞ୍ଚାୟତ ବେଲଝରୀ ପ୍ରାଥମିକ ବିଦ୍ୟାଳୟରେ ବିଭାଗୀୟ ଅଧିକାରୀଙ୍କ ଆନ୍ତରିକତା ଅଭାବ ରହିଥିବା ଅଭିଯୋଗ ହେଉଛି। ଗ୍ରାମାଞ୍ଚଳରେ ଶିକ୍ଷାର ବିକାଶ ନେଇ ରାଜ୍ୟ ସରକାର ୧୯୭୨ ମସିହାରେ ବେଲଝରୀ ଗ୍ରାମଠାରେ ଉକ୍ତ ବିଦ୍ୟାଳୟ...

ସାପକାମୁଡ଼ାରେ ମହିଳାଙ୍କ ଜୀବନଗଲା

କୋରୁକୋଣ୍ଡା,୨୫।୭(ଡି.ଏନ୍‌.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ନାକାମାମୁ ପଞ୍ଚାୟତ ଅନ୍ତର୍ଗତ ବାମରାଇ ଗ୍ରାମର ବାଲିଆ ମୁଦୁଲିଙ୍କ ସ୍ତ୍ରୀ ସୁମି(୩୦)ଙ୍କ ବୁଧବାର ସନ୍ଧ୍ୟାରେ ସାପକାମୁଡ଼ାରେ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପ୍ରତିଦିନ ପରି ସୁମି ଗ୍ରାମର କିଛି ମହିଳାଙ୍କ...

ପୁରୀରୁ ସାଇବର ଅପରାଧୀ ଗିରଫ : ୨ ଲକ୍ଷ ଟଙ୍କା ଜବତ

ମାଲକାନଗିରି,୨୫।୭(ଡି.ଏନ୍‌.ଏ.): ମାଲକାନଗିରି ଜିଲା ପୋଲିସ ସାଇବର ଅପରାଧରେ ଜଡ଼ିତ ଜଣେ ଅଭିଯୁକ୍ତଙ୍କୁ ପୁରୀରୁ ଗିରଫ କରିଛି। ଏହି ଅଭିଯୁକ୍ତ ଜଣଙ୍କ ରାଜ୍ୟର ବିଭିନ୍ନ ବ୍ୟକ୍ତିଙ୍କୁ ପ୍ରଲୋଭନ ଦେଖାଇ ଚତୁରତାର ସହ ଏଟିଏମ୍‌ ପିନ୍‌ ଓ ଆକାଉଣ୍ଟ ନମ୍ବର ନେଇ ଟଙ୍କା...

ବିଶ୍ୱସ୍ତରୀୟ ହେବ ରାୟଗଡ଼ା ଷ୍ଟେଶନ

ରାୟଗଡ଼ା ଅଫିସ, ୨୫ା୭: ରାୟଗଡ଼ା ରେଳଷ୍ଟେଶନ ହେବ ବିଶ୍ୱସ୍ତରୀୟ। ଆସନ୍ତା ସେପ୍ଟେମ୍ବରରେ ଏଥିନିମନ୍ତେ କାର୍ଯ୍ୟ ଆରମ୍ଭ ହେବ। ସେପ୍ଟେମ୍ବର ଶେଷ ସୁଦ୍ଧା ଆଇଏସ୍‌ଓ-୧୪୦୦୧ ସାର୍ଟିଫିକେଟ ହସ୍ତଗତ ହେବା ପରେ ଏହା ଆଗକୁ ଗଡ଼ିବ। ତେବେ ସାର୍ଟିଫିକେଟ ପ୍ରଦାନ ପାଇଁ ବୁଧବାର ରେଳ...

ଦୁର୍ନୀତି ପ୍ରତିବାଦରେ ୪୧ନଂ. ରାଜ୍ୟ ରାଜପଥ ଅବରୋଧ କଲେ ଲୋକେ

ମାଲକାନଗିରି,୨୪।୭(ଡି.ଏନ୍‌.ଏ.): ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକର ଖୁଣ୍ଟିଗୋରା ପଞ୍ଚାୟତ ଛକ ୪୧ନଂ. ରାଜ୍ୟ ରାଜପଥକୁ ଦୁର୍ନୀତିର ପ୍ରତିବାଦ ନେଇ ଶତାଧିକ ମହିଳା ଓ ପୁରୁଷ ରାସ୍ତା ଅବରୋଧ କରିଛନ୍ତି । ସୂଚନା ଅନୁଯାୟୀ, ଗତ ୧ ବର୍ଷ ହେଲା ସେମାନେ...

କଂଗ୍ରେସ ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

କୋରାପୁଟ,୨୪।୭(ସ୍ବ.ପ୍ର.): ରାଜ୍ୟରେ କ୍ରମାଗତ ଭାବେ ବୃଦ୍ଧି ପାଇଥିବା ନାବାଳିକା, ନାରୀ ନିର୍ଯାତନା, ବଳାତ୍କାର, ଅପହରଣ ଓ ନିଖୋଜ ସହ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ପ୍ରତିବାଦରେ ବୁଧବାର କୋରାପୁଟ ଜିଲା କଂଗ୍ରେସ ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଓ ବିକ୍ଷୋଭ ପ୍ରଦର୍ଶନ...

ଅସ୍ବାସ୍ଥ୍ୟକର ପରିବେଶ ମଧ୍ୟରେ ପ୍ରସ୍ତୁତ ହେଉଛି ଖାଦ୍ୟ: ଅଧିକାଂଶ ଉଦ୍ୟୋଗର ଲାଇସେନ୍ସ ନାହିଁ

ନବରଙ୍ଗପୁର,୨୪।୭(ବି.ପ୍ର.)-ନବରଙ୍ଗପୁର ଜିଲାର ବିଭିନ୍ନ ବ୍ଲକରେ ଉଦ୍ୟୋଗମାନଙ୍କ ଦ୍ୱାରା ନିମ୍ନମାନର ଖାଦ୍ୟ ପ୍ରସ୍ତୁତ କରାଯାଇ ପ୍ୟାକେଟ ଜରିଆରେ ବଜାରରେ ବିକ୍ରି ହେଉଛି। ବିନା ସରକାରୀ ନିୟମରେ ସାରା ଜିଲାରେ ଏହି ଭଳି କ୍ଷୁଦ୍ର ଉଦ୍ୟୋଗ ଗଢି ଉଠିଛି । ଏଗୁଡିକରେ ଅସ୍ବାସ୍ଥ୍ୟକର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri