ରାଜ୍ୟ ସରକାରଙ୍କ ଅପାରଗତା: ଗିରିଧର ଗମାଙ୍ଗ
ଗୁଣପୁର,୨୫ା୨(ଡି.ଏନ.ଏ)-ରାୟଗଡ଼ା ଜିଲା ଗୁଣପୁର, ରାମନାଗୁଡ଼ା ବ୍ଲକ୍ ସୀମାନ୍ତ ସଂରକ୍ଷିତ ଜଙ୍ଗଲ ଇରିଡ଼ି ଘାଟିରେ ଆନ୍ଧ୍ର ପକ୍ଷରୁ ରାସ୍ତା କାମ ଚାଲିଥିଲା। ଏଭଳି ଏକ ସମ୍ବେଦନଶୀଳ ଖବର ପଦାକୁ ଆସିବା ପରେ ବୁଧବାର ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧର ଗମାଙ୍ଗଙ୍କ ନେତୃତ୍ବରେ ଭାଜପାର ଏକ…
ବର୍ଷେ ହେଲା ଓଡ଼ିଶା ସୀମାରେ ଆନ୍ଧ୍ର କରୁଛି ରାସ୍ତା
ଗୁଣପୁର,୨୩ା୨: ଓଡ଼ିଶାର ସୀମା ଅସୁରକ୍ଷିତ ହୋଇପଡ଼ିଛି। ଆନ୍ଧ୍ର ଚଞ୍ଚକତା କରି ଗୋଟିଏ ପରେ ଗୋଟିଏ ଅଞ୍ଚଳକୁ ମାଡ଼ିଚାଲିଛି। ଓଡ଼ିଶା ସୀମାବର୍ତ୍ତୀ ଗ୍ରାମ ଉପରେ ଆନ୍ଧ୍ରର ଦାଦାଗିରି ବଢ଼ିବାରେ ଲାଗିଛି। ଏହି କ୍ରମରେ ଯୋଡ଼ିହୋଇଛି ଆଉ ଏକ ଗ୍ରାମ। ରାୟଗଡ଼ା ଜିଲା ଗୁଣପୁର…
ପୁଅକୁ ଝୁଲାଇ ମା’ଙ୍କ ଆତ୍ମହତ୍ୟା
ରାୟଗଡ଼ା ଅଫିସ,୨୧ା୨: ରାୟଗଡ଼ା ଜିଲା ଚାନ୍ଦିଲି ଥାନା ଅଧୀନ ଜେକେପୁର ଏସ୍ପିଟି କଲୋନିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଜଣେ ମହିଳା ଏବଂ ତାଙ୍କର ୪ ବର୍ଷର ପୁଅର ଝୁଲନ୍ତା ମୃତଦେହ ଘରୁ ସନ୍ଦେହଜନକ ଅବସ୍ଥାରେ ଜବତ କରାଯାଇଛି। ସୂଚନା ଅନୁଯାୟୀ,…
ରାସ୍ତା ମାଡ଼ି ବସୁଥିଲା ଆନ୍ଧ୍ର
ରାୟଗଡ଼ା ଅଫିସ,୧୯ା୨:ସୀମାନ୍ତରେ ଥିବା ଓଡ଼ିଶାର ଗୋଟିଏ ପରେ ଗୋଟିଏ ଗଁାକୁ ମାଡ଼ିବସୁଛି ଆନ୍ଧ୍ର। କୋରାପୁଟର କୋଟିଆ ପରେ ଏବେ ଏପରି ଘଟଣା ଦେଖିବାକୁ ମିଳିଛି ରାୟଗଡ଼ା ବ୍ଲକ ବୈରାଗିହାଲୁଆ ପଞ୍ଚାୟତର ବଡ଼ଲୁକୁଟି ଗ୍ରାମରେ। ଅଞ୍ଚଳର ଏକ ରାସ୍ତାକୁ ଅତି ଚତୁରତାର ସହ…
ପଟାଙ୍ଗୀ ପରେ ରାୟଗଡ଼ା ଉପରେ ଆନ୍ଧ୍ରର ନଜର
ରାୟଗଡ଼ା ଅଫିସ,୧୮ା୨: ଓଡ଼ିଶା-ଆନ୍ଧ୍ର ସୀମା ବିବାଦ ଲାଗିରହିଛି। ଓଡ଼ିଶାର କୋରାପୁଟ ଜିଲାର ପଟ୍ଟାଙ୍ଗୀ ସମେତ ଗଞ୍ଜାମ ଓ ଗଜପତି ଜିଲାର ସୀମାନ୍ତ ଗ୍ରାମଗୁଡ଼ିକରେ ଆନ୍ଧ୍ର ପକ୍ଷରୁ ବେଆଇନ ନିର୍ମାଣ କାର୍ଯ୍ୟ ଏବଂ ନିର୍ବାଚନ ପ୍ରସଙ୍ଗ ରାଜ୍ୟବାସୀ ଏବଂ ସରକାରଙ୍କୁ ଚିନ୍ତାରେ ପକାଇଛି।…
ରାଜ୍ୟ ଉପରେ ଦୋଷ ଲଦିଲା ରେଲଓ୍ବେ ବୋର୍ଡ
ଗୁଣପୁର,୧୭ା୨(ଡି.ଏନ୍.ଏ.):ଫେବୃୟାରୀ ୧ରେ ଉପସ୍ଥାପିତ ସାଧାରଣ ବଜେଟରେ ରାୟଗଡ଼ା ଜିଲା ଗୁଣପୁର-ଥେରୁବାଲି ରେଳପଥ ପାଇଁ ୧ହଜାର ଟଙ୍କା ମଞ୍ଜୁର ନେଇ ଘୋଷଣା କରିଥିଲେ। ଏହାକୁ ନେଇ ଅଞ୍ଚଳରେ ଅସନ୍ତୋଷ ବଢ଼ିବାରେ ଲାଗିଛି। ତେବେ ଏହି ଘଟଣା ଏବେ ନୂଆ ମୋଡ଼ ନେଇଛି। ପ୍ରକଳ୍ପ…
ରାୟଗଡ଼ାରେ ବନ୍ଦ ପ୍ରଭାବ: ଅଟକାଇଲେ ଯାନବାହନ
ରାୟଗଡ଼ା ଅଫିସ,୧୫।୨ କେନ୍ଦ୍ର ସରକାରଙ୍କ ପେଟ୍ରୋଲ, ଡିଜେଲ ଓ ଇନ୍ଧନ ଗ୍ୟାସ ଦରଦାମ ବୃଦ୍ଧି ବିରୋଧରେ ସୋମବାର କଂଗ୍ରେସ ପକ୍ଷରୁ ୬ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ଏନେଇ ରାୟଗଡ଼ା-କପିଳାଶ ଛକଠାରେ ଯାନବାହନ ଅଟକାଇ କଂଗ୍ରେସ କର୍ମୀମାନେ ବନ୍ଦ ପାଳନ କରିଛନ୍ତି…
ବର୍ଷାରାଣୀରେ ଲାଗିଲା ନିଆଁ
ରାୟଗଡ଼ା ଅଫିସ,୧୩।୨: ରାୟଗଡ଼ା-କୋରାପୁଟ ରାସ୍ତା ସିରିକଣା ତାରିଣୀ ମନ୍ଦିର ନିକଟରେ ଶୁକ୍ରବାର ବିଳମ୍ବତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଯାତ୍ରୀବାହୀ ବସ୍ ବର୍ଷାରାଣୀରେ ଅଗ୍ନିକାଣ୍ଡ ଘଟି ବସ୍ଟି ସମ୍ପୂର୍ଣ୍ଣ ଜଳିଯାଇଛି। ଏଥିରେ କେହି ମୃତାହତ ହୋଇ ନ ଥିବା ବେଳେ…
ଫୋନ୍ କଲ୍ରେ ବିଡିଓଙ୍କ ପରିଚୟ ଦେଇ ଲୁଟିନେଲେ ୩୭ହଜାର
ଗୁଡାରି,୬ା୨: ମୁଁ ଗୁଡାରି ବିଡିଓ କହୁଛି। ଆପଣଙ୍କ ବ୍ୟାଙ୍କ ଖାତାକୁ କରୋନାର ମାସ୍କ କିଣା ଏବଂ ସାନିଟାଇଜର ବାବଦକୁ ଟଙ୍କା ଯିବ। ଶୀଘ୍ର ଏଟିଏମ୍ କାର୍ଡ ନମ୍ବର, ସିଭିଭି ନମ୍ବର ଏବଂ ଏକ୍ସପାଏରି ଡେଟ୍ କୁହନ୍ତୁ। ରାୟଗଡ଼ା ଜିଲା ଗୁଡାରି ବ୍ଲକ୍…
ନିଆଁ ପୁଇଁବା ହେଲା କାଳ:ଜଳିଗଲେ ୨ ଭଉଣୀ
ଟିକିରି/ରାୟଗଡ଼ା ଅଫିସ,୫ା୨(ଡି.ଏନ୍.ଏ.):ରାୟଗଡ଼ା ଜିଲା କାଶୀପୁର ବ୍ଲକ୍ ଲାକରସି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ଥଣ୍ଡାରେ ନିଆଁ ପୁଇଁବାବେଳେ ଜଳିଯାଇଛନ୍ତି ୨ ଭଉଣୀ। ଦୁହେଁ ହେଲେ ଗାଁର ଦୁର୍ଯ୍ୟୋଧନ ମାଝିଙ୍କ ଝିଅ କୁମାରୀ(୫) ଏବଂ ବିଦ୍ୟା(୩)। ସୂଚନା ଅନୁଯାୟୀ, ଦୁର୍ଯ୍ୟୋଧନ…
ପାଳଗଦା ନିଆଁରେ ଜଳିଗଲେ ୨ ଭଉଣୀ
ଟିକିର/ରାୟଗଡ଼ା ଅଫିସ,୪ା୨: ରାୟଗଡ଼ା ଜିଲା କାଶୀପୁର ବ୍ଲକ ଲାକରସି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଥଣ୍ଡାରେ ନିଆଁ ପୁଇଁବା ବେଳ ଜଳିଯାଇଛନ୍ତି ୨ ଭଉଣୀ। ସେମାନେ ହେଲେ ଦୁର୍ଯ୍ୟୋଧନ ମାଝିଙ୍କ ଝିଅ କୁମାରୀ(୫) ଏବଂ ବିଦ୍ୟା(୩)। ସୂଚନା ଅନୁଯାୟୀ,…
ନୃସଂଶ ପୁଅ: ଘରେ ବାପାଙ୍କୁ ହାଣି ହତ୍ୟା କଲେ
ବିଷମକଟକ, ୧।୨: ପାରିବାରିକ କଳହରୁ ଅତିଷ୍ଠ ହୋଇ ଜଣେ ନାବାଳକ ଟାଙ୍ଗିଆରେ ବାପାଙ୍କୁ ହାଣି ହତ୍ୟା କରିଛନ୍ତି। ଏହି ଘଟଣା ଘଟିଛି ରାୟଗଡ଼ା ଜିଲା ବିଷମକଟକ ଥାନା ଅଞ୍ଚଳରେ। ସୂଚନା ଯୋଗ୍ୟ, ରବିବାର ବିଳମ୍ବିତ ରାତିରେ ବାପ-ପୁଅଙ୍କ ମଧ୍ୟରେ କୌଣସି କଥାକୁ…
Archives


