ରାୟଗଡା

ଦୁର୍ନୀତି ପ୍ରତିବାଦରେ ୪୧ନଂ. ରାଜ୍ୟ ରାଜପଥ ଅବରୋଧ କଲେ ଲୋକେ

ମାଲକାନଗିରି,୨୪।୭(ଡି.ଏନ୍‌.ଏ.): ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକର ଖୁଣ୍ଟିଗୋରା ପଞ୍ଚାୟତ ଛକ ୪୧ନଂ. ରାଜ୍ୟ ରାଜପଥକୁ ଦୁର୍ନୀତିର ପ୍ରତିବାଦ ନେଇ ଶତାଧିକ ମହିଳା ଓ ପୁରୁଷ ରାସ୍ତା ଅବରୋଧ କରିଛନ୍ତି । ସୂଚନା ଅନୁଯାୟୀ, ଗତ ୧ ବର୍ଷ ହେଲା ସେମାନେ...

କଂଗ୍ରେସ ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

କୋରାପୁଟ,୨୪।୭(ସ୍ବ.ପ୍ର.): ରାଜ୍ୟରେ କ୍ରମାଗତ ଭାବେ ବୃଦ୍ଧି ପାଇଥିବା ନାବାଳିକା, ନାରୀ ନିର୍ଯାତନା, ବଳାତ୍କାର, ଅପହରଣ ଓ ନିଖୋଜ ସହ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ପ୍ରତିବାଦରେ ବୁଧବାର କୋରାପୁଟ ଜିଲା କଂଗ୍ରେସ ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଓ ବିକ୍ଷୋଭ ପ୍ରଦର୍ଶନ...

ଅସ୍ବାସ୍ଥ୍ୟକର ପରିବେଶ ମଧ୍ୟରେ ପ୍ରସ୍ତୁତ ହେଉଛି ଖାଦ୍ୟ: ଅଧିକାଂଶ ଉଦ୍ୟୋଗର ଲାଇସେନ୍ସ ନାହିଁ

ନବରଙ୍ଗପୁର,୨୪।୭(ବି.ପ୍ର.)-ନବରଙ୍ଗପୁର ଜିଲାର ବିଭିନ୍ନ ବ୍ଲକରେ ଉଦ୍ୟୋଗମାନଙ୍କ ଦ୍ୱାରା ନିମ୍ନମାନର ଖାଦ୍ୟ ପ୍ରସ୍ତୁତ କରାଯାଇ ପ୍ୟାକେଟ ଜରିଆରେ ବଜାରରେ ବିକ୍ରି ହେଉଛି। ବିନା ସରକାରୀ ନିୟମରେ ସାରା ଜିଲାରେ ଏହି ଭଳି କ୍ଷୁଦ୍ର ଉଦ୍ୟୋଗ ଗଢି ଉଠିଛି । ଏଗୁଡିକରେ ଅସ୍ବାସ୍ଥ୍ୟକର...

ବିଏସଏନଏଲ ସେବାରେ ଅବ୍ୟବସ୍ଥା ନେଇ ୧୨ ଘଣ୍ଟା ଚିତ୍ରକୋଣ୍ଡା ବନ୍ଦ, କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ

ଚିତ୍ରକୋଣ୍ଡା,୨୩ା୭(ଡି.ଏନ.ଏ.)- ବିଏସଏନଏଲ ସେବା ପ୍ରଦାନରେ ଅବ୍ୟବସ୍ଥା ପ୍ରତିବାଦରେ ଆହୂତ ଚିତ୍ରକୋଣ୍ଡା ବନ୍ଦ ଡାକରା ସଫଳ ହୋଇଛି। ଏହାକୁ ସ୍ଥାନୀୟ ଅଞ୍ଚଳର ସମସ୍ତ ଜନସାଧାରଣ ସମର୍ଥନ କରିଛନ୍ତି। ସେମାନେ ବିଏସଏନଏଲ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରି ଏହାର ପ୍ରତିବାଦ କରିଛନ୍ତି।...

ଗଞ୍ଜେଇ ଚେରାଚାଲାଣ ଧରପଗଡ ବେଳେ ଗୁଳିଚାଳନା: ୧୧୨୩ କିଲୋ ଗଞ୍ଜେଇ ଜବତ,୨ ଗିରଫ

କୋରୁକୋଣ୍ଡା, ୨୩ା୭(ଡି.ଏନ.ଏ)- ମାଲକାନଗିରି ଜିଲାରେ ଦିନକୁ ଦିନ ଗଞ୍ଜେଇ ଚୋରା ଚାଲାଣ ବଢ଼ିବାରେ ଲାଗିଛି। ମାଲକାନଗିରି ପୋଲିସ ପକ୍ଷରୁ ଏହାକୁ ରୋକିବା ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଉଥିଲେ ମଧ୍ୟ ସମ୍ପୂର୍ଣ୍ଣ ରୂପେ ବନ୍ଦ କରାଯାଇପାରୁ ନାହିଁ। ଗତ ରବିବାର ରାତିରେ...

ଘର ପାଇଁ ୭ ବର୍ଷ ହେଲା ପ୍ରଶାସନ ନିକଟକୁ ଦୌଡୁଛନ୍ତି ବୃଦ୍ଧ

ନବରଙ୍ଗପୁର,୨୩।୭(ବି.ପ୍ର.)- ୭ ବର୍ଷ ତଳେ ନିଆଁ ଲାଗି ଘର ଜଳିଗଲା। ଯେଉଁ ଭଙ୍ଗା ଦଦରା ଘର ଖଣ୍ଡେ ଥିଲା ତାହା ବର୍ଷାରେ ଭାଙ୍ଗିଗଲା। ଘର ଖଣ୍ଡିଏ ପାଇଁ ତତ୍କାଳୀନ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଥିଲେ ନବରଙ୍ଗପୁର ଜିଲା ନନ୍ଦାହାଣ୍ଡି ବ୍ଲକ ଏକମ୍ବା...

ସୀମାନ୍ତରୁ ୩ ଲ୍ୟାଣ୍ଡମାଇନ ଉଦ୍ଧାର

ମାଲକାନଗିରି,୨୨ା୭ (ସ୍ବ.ପ୍ର.): ପ୍ରତିବର୍ଷ ମାଓବାଦୀ ସଙ୍ଗଠନ ପକ୍ଷରୁ ଜୁଲାଇ ୨୮ରୁ ଅଗଷ୍ଟ ୩ ପର୍ଯ୍ୟନ୍ତ ଶହୀଦ ସପ୍ତାହ ପାଳନ କରାଯାଉଛି। ଏହି ସପ୍ତାହ ପାଳନ ବେଳେ ମାଓବାଦୀମାନେ ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼, ଆନ୍ଧ୍ର ଓ ତେଲେଙ୍ଗାନା ରାଜ୍ୟରେ ବଡଧରଣର...

ଡମି ମାଓବାଦୀ ନିକଟରୁ ୨ ବୋମା ଉଦ୍ଧାର

ମାଲକାନଗିରି,୨୨ା୭ (ସ୍ବ.ପ୍ର.): ମାଓବାଦୀମାନେ ଯବାନମାନଙ୍କୁ ଚକମା ଦେବା ପାଇଁ ବିଭିନ୍ନ ସମୟରେ ଭିନ୍ନଭିନ୍ନ ପନ୍ଥା ଅବଲମ୍ବନ କରିଥାନ୍ତି। ଗତ କିଛିଦିନ ତଳେ ଛତିଶଗଡ଼ର ସୁକୁମା ଜିଲାରେ ସେମାନେ ଡମି ମାଓବାଦୀ ପୁତୁଳା କରି ହାତରେ ନକଲି ବନ୍ଧୁକ ଧରାଇ ଗଛ...

ଶ୍ରାବଣ ପ୍ରଥମ ସୋମବାରରେ ଜଳଲାଗି କଲେ ହଜାର ହଜାର କାଉଡ଼ିଆ

କୋରାପୁଟ,୨୨।୭(ସ୍ବ.ପ୍ର.) : ଶ୍ରାବଣ ମାସର ପ୍ରଥମ ସୋମବାରରେ ଜଳଲାଗି କରିବା ପାଇଁ ଦୂରଦୂରାନ୍ତରୁ ହଜାର ହଜାର କାଉଡ଼ିଆ କୋରାପୁଟ ଆଗମନ କରିଥିବା ଦେଖାଯାଇଛି। କଟକ, ଜଗତିସଂହପୁର, କେନ୍ଦ୍ରାପଡ଼ା, ଅନୁଗୋଳ, ଢେଙ୍କାନାଳ, କଳାହାଣ୍ଡି, ବଲାଙ୍ଗୀର, ରାୟଗଡ଼ା, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, ସୋନପୁର...

ଦକ୍ଷିଣ-ପଞ୍ଚିମାଞ୍ଚଳ ଡିଆଇଜି ରେଞ୍ଜ ପୋଲିସରେ ଅଦଳବଦଳ : ୮ ଇନ୍ସପେକ୍ଟର, ୩ ସବ୍‌ଇନ୍ସପେକ୍ଟର, ୪ ଏଏସ୍‌ଆଇଙ୍କ ବଦଳି

କୋରାପୁଟ,୨୨।୭(ସ୍ବ.ପ୍ର.): କୋରାପୁଟ ଦକ୍ଷିଣ-ପଶ୍ଚିମାଞ୍ଚଳ ଡିଆଇଜି ରେଞ୍ଜ ଅଧୀନରେ ପୋଲିସସ୍ତରରେ ଅଦଳବଦଳ ହୋଇଥିବା ରେଞ୍ଜ କାର୍ଯ୍ୟାଳୟର ବିଜ୍ଞପ୍ତିରୁ ଜଣାଯାଇଛି ା ଏଥିରେ ୮ ଜଣ ଇନ୍ସପେକ୍ଟର, ୩ ଜଣ ସବ୍‌ଇନ୍ସପେକ୍ଟର ଓ ୪ ଜଣ ଏଏସ୍‌ଆଇଙ୍କୁ ରେଞ୍ଜ ମଧ୍ୟରେ ବଦଳି କରାଯାଇଛି...

ବଣ୍ଡାଘାଟିରେ ଜଳକଷ୍ଟ: ବର୍ଷାଦିନେ ବି ଚୁଆପାଣି ଭରସା

ଗୋବିନ୍ଦପାଲି,୨୨ା୭(ଡି.ଏନ.ଏ.)- ମାଲକାନଗିରି ଜିଲା ଖଇରପୁଟ ବ୍ଲକ ବଣ୍ଡାଘାଟି ଅଞ୍ଚଳରେ ପାନୀୟ ଜଳ ସମସ୍ୟା ଦେଖିବାକୁ ମିଳିଛି। ବର୍ଷାଦିନେ ମଧ୍ୟ ଲୋକେ ଚୁଆପାଣି ଉପରେ ନିର୍ଭର କରୁଛନ୍ତି। ପାନୀୟ ଜଳ ପାଇଁ ରାଜ୍ୟ ସରକାର ଅନେକ ଯୋଜନା କାର୍ଯ୍ୟକାରୀ କରୁଥିଲେ ମଧ୍ୟ...

ବାଲିମେଳାରେ କାର୍‌ଗିଲ ବିଜୟ ଦିବସ: ଚିତାପରି ଗ୍ରାମଠାରୁ ବାଲିମେଳା ମିନି ଷ୍ଟାଡିୟମ ପର୍ଯ୍ୟନ୍ତ ମିନି ମାରାଥନ

କୋରୁକୋଣ୍ଡା,୨୧।୭(ଡି.ଏନ୍‌.ଏ.): ମାଲକାନଗିରି ଜିଲା ବାଲିମେଳାରେ ସୀମା ସୁରକ୍ଷା ବାହିନୀ ୧୪୪ ବାଟାଲିୟନ ପକ୍ଷରୁ ରବିବାର ସକାଳେ କାର୍‌ଗିଲ ବିଜୟ ଦିବସ ପାଳନ କରାଯାଇଛି। ଚିତାପରି-୩ ଗ୍ରାମ ନିକଟରୁ ସୁରକ୍ଷା ବାହିନୀର ସମସ୍ତ ଯବାନଙ୍କ ସହ ବାଲିମେଳା ବିଭିନ୍ନ ବିଦ୍ୟାଳୟର ଛାତ୍ରୀଛାତ୍ର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri