ରାୟଗଡା

ଅବକାରୀ ବିଭାଗର ୨ ଦିନିଆ ଧରପଗଡ଼: ୨୨୭ ଲିଟର ଦେଶୀ ମଦ, ୨୯୦୦ ଲିଟର ମହୁଲ ପୋଚ ସହ…

ରାୟଗଡ଼ା, ୯।୧(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ଜିଲା ଅବକାରୀ ବିଭାଗ ପକ୍ଷରୁ ରାୟଗଡ଼ା ଉପଖଣ୍ଡର ବିଭିନ୍ନ ସ୍ଥାନରେ ରେଡ କରାଯାଇ ୯ଜଣ ପୁରୁଷ ଓ ଜଣେ ମହିଳାଙ୍କୁ ଗିରଫ କରାଯାଇଛି । ସେମାନଙ୍କ ଠାରୁ ୨୨୮ ଲିଟର ଦେଶୀ ମଦ, ୨୯୦୦…

ଜାମୁ ଗଛ ପାଇଁ ଭାଇକୁ ମାରିଲେ ଭାଇ: ଏପଟେ ସ୍ବାମୀଙ୍କ ବାଟକୁ ଚାହିଁ ରହିଥିଲେ ସ୍ତ୍ରୀ- ଝିଅ

ରାୟଗଡ଼ା/ଅମ୍ବାଦଳା,୯।୧(ଆଶିଷ ରଞ୍ଜନ ପଣ୍ଡା/ରବୀନ୍ଦ୍ର ପଣ୍ଡା): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବଡ଼ବାପାଙ୍କ ପୁଅ ଟାଙ୍ଗିଆ ଚୋଟରେ ସାନବାପାଙ୍କ ପୁଅର ମୃତ୍ୟୁ ଘଟିଛି। ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ ଅମ୍ବାଦଳା ଥାନା ଇଚ୍ଛାପୁର ପଞ୍ଚାୟତର ବଡ଼ନାଗଝରି ଗ୍ରାମରେ ଶୁକ୍ରବାର ଏଭଳି ହତ୍ୟାକାଣ୍ଡ ଘଟିଛି।…

ଚାଷ ଜମିକୁ ଯାଉଥିବାବେଳେ ଭାଇଙ୍କୁ ଟାଙ୍ଗିଆରେ ହାଣିଲେ ଭାଇ, ଘଟଣାସ୍ଥଳରେ…

ରାୟଗଡ଼ା,୯।୧(ଆଶିଷ ରଞ୍ଜନ ପଣ୍ଡା): ପୂର୍ବ ଶତ୍ରୁତାକୁ ନେଇ ହତ୍ୟାକାଣ୍ଡ ବଡ଼ ବାପା ପୁଅଙ୍କ ଟାଙ୍ଗିଆ ଚୋଟରେ ସାନବାପା ପୁଅଙ୍କ ମୃତ୍ୟୁ ଘଟିଛି। ଏହି ଘଟଣା ମୁନିଗୁଡ଼ା ବ୍ଲକ ଅମ୍ବାଦଳା ଥାନା ବଡନାଗଝରି ଗ୍ରାମରେ ଘଟିଛି। ଆଜି ଦିନ ୧୦ଟା ବେଳେ ବଡନୁନା…

ଦିବ୍ୟାଙ୍ଗ ଯୁବତୀଙ୍କୁ ଜଣଙ୍କ ପରେ ଜଣେ କରିଥିଲେ ବଳାତ୍କାର: ୩ ଜଣ ଜଣଙ୍କୁ ଅଟକ ରଖି…

ରାୟଗଡ଼ା/ଗୁଡ଼ାରି,୭।୧(ଆଶିଷ ରଞ୍ଜନ ପଣ୍ଡା/ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାରେ ଜଣେ ଦିବ୍ୟାଙ୍ଗ ଯୁବତୀଙ୍କୁ ଗଣବଳାତ୍କାର କରାଯାଇଛି। ଜଣେ ୧୮ବର୍ଷୀୟା ଦିବ୍ୟାଙ୍ଗ ଯୁବତୀ ମାନସିକ ଦୁରବସ୍ଥା ଥିବାରୁ ଏହାର ଫାଇଦା ଉଠାଇ ସୋମବାର ଅପରାହ୍ନ ପ୍ରାୟ ୪ଟାରେ ୩ ଜଣ ଯୁବକ ତାଙ୍କୁ…

ବିଦ୍ୟାଳୟରେ ପୋଡ଼ି ହୋଇଗଲେ ଛାତ୍ର: ପ୍ରଧାନଶିକ୍ଷକଙ୍କ ସମେତ ୪ ଶିକ୍ଷକଙ୍କ ଦରମା ବନ୍ଦ

ରାୟଗଡ଼ା,୬।୧: ରାୟଗଡ଼ା ଜିଲା ପାଇକଡାକୁଲୁଗୁଡ଼ା ସ୍ଥିତ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଘଟିଥିବା ଅଭାବନୀୟ ଅଗ୍ନିକାଣ୍ଡ ଘଟଣାରେ ରାଜ୍ୟ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ବିଦ୍ୟାଳୟର ୪ ଜଣ ଛାତ୍ର ଗୁରୁତର ଭାବେ ପୋଡ଼ି ହୋଇ ଆହତ ହେବା ପରେ ମଙ୍ଗଳବାର…

ମାନସିକ ବିକାରଗ୍ରସ୍ତ ଯୁବତୀଙ୍କୁ ଗଣବଳାତ୍କାର, କପା ବାଡ଼ରେ କାମ କରିବା ବେଳେ ୩ ଜଣ…

ରାୟଗଡ଼ା/ଗୁଡ଼ାରୀ,୬/୧(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ଜିଲା ଗୁଡ଼ାରୀ ଥାନା ଅନ୍ତର୍ଗତ ନାଇରା ଗାଁରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ସୋମବାର ଅପରାହ୍ନ ପ୍ରାୟ ୪ଟା ସମୟରେ ଜଣେ ୨୫ ବର୍ଷୀୟା ମାନସିକ ବିକାରଗ୍ରସ୍ତ ଯୁବତୀଙ୍କୁ ୩ ଜଣ ମିଶି ବଳାତ୍କାର ଭଳି…

ହଠାତ୍‌ ବିଦ୍ୟାଳୟ ପରିସରରେ ଲାଗିଲା ନିଆଁ: ୪ ଛାତ୍ର ଗୁରୁତର

ବିଷମକଟକ,୫।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକରୁ ଏକ ଅତ୍ୟନ୍ତ ଦୁଃଖଦ ଓ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ପାଇକଡାକୁଲୁଗୁଡା ସ୍ଥିତ ପ୍ରାଇମେରୀ ବିଦ୍ୟାଳୟରେ ହଠାତ୍‌ ଅଗ୍ନିକାଣ୍ଡ ଘଟିବାରୁ ୪ ଜଣ ଛାତ୍ର…

ଅଭିଯୋଗ ଶୁଣାଣିକୁ ବିଳମ୍ବରେ ଆସିଲେ ଅଧିକାରୀ, ବାହାର କରିଦେଲେ ଜିଲାପାଳ

ରାୟଗଡା,୫/୨(ଆଶିଷ ରଞ୍ଜନ ପଣ୍ଡା)- ଜିଲା ସ୍ତରୀୟ ଅଭିଯୋଗ ଶୁଣାଣି ପ୍ରକୋଷ୍ଠକୁ କିଛି ଜିଲାସ୍ତରୀୟ ଅଧିଳାରୀ ନିର୍ଦ୍ଧାରିତ ସମୟ ଠାରୁ ବିଳମ୍ବରେ ଆସିବାରୁ ଭିତରକୁ ପ୍ରବେଶ କରିବା ପାଇଁ ଜିଲାପାଳ ମନା କରିଦେଇଥିବା ଭଳି ଘଟଣା ଦେଖିବାକୁ ମିଳିଛି । ସୂଚନା ଅନୁସାରେ,…

ଅନିଶ୍ଚିତତାରେ ଆଦିତ୍ୟ ବିର୍ଲା ଗ୍ରୁପ୍‌ର ପୋଷାକ ତିଆରି ୟୁନିଟ୍‌: ନିଯୁକ୍ତି ଚିନ୍ତାରେ ଯୁବତୀଯୁବକ

ରାୟଗଡ଼ା,୫।୧(ଆଶିଷ ରଞ୍ଜନ ପଣ୍ଡା):ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ ଅନ୍ତର୍ଗତ କଂସାରିଗୁଡ଼ାଠାରେ ଉତ୍କଳ ଆଲୁମିନା ସୋସିଆଲ ଫାଉଣ୍ଡେଶନ ଦ୍ୱାରା ଆଦିତ୍ୟ ଆଲୁମିନା ବିଶୋଧନାଗାର (ରିଫାଇନେରି) ଏବଂ ପୋଷାକ ତିଆରି ୟୁନିଟ୍‌ ନିର୍ମାଣ ଏବେ ଅନିଶ୍ଚିତତା ଭିତରେ ରହିଛି। ଉକ୍ତ ୟୁନିଟ୍‌ ନିର୍ମାଣ ପାଇଁ…

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ତେବେ ମୃତଦେହକୁ କିଏ ଏବଂ କାହିଁକି ଫିଙ୍ଗି ଦେଇ ଚାଲିଯାଇଛି ତାହା…

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା ଜଣଙ୍କ ହେଲେ ଅମ୍ବାଦଳା ଥାନା ଅମ୍ଲାଭଟା ପଞ୍ଚାୟତ ଷ୍ଟେଶନ କୁମୁଡ଼ାବାଲି ଗ୍ରାମର ଚନ୍ଦନ ତୁଳା…

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ ଚକା ତଳେ ଗଲା ଜୀବନ 

ରାୟଗଡା,୨୦।୧୨(ଆଶିଷ ରଞ୍ଜନ ପଣ୍ଡା): ଭୟଙ୍କର ଦୁର୍ଘଟଣା। ଟ୍ରକ୍‌-ବାଇକ ମୁହାଁମୁହିଁ ଧକ୍କାରେ ଜଣଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ହୋଇଥିବା ସୂଚନା ମିଳିଛି । ସୂଚନା ମୁତାବକ କୋଲନରାଠାରୁ ରାୟଗଡା ଅଭିମୁଖେ ଅଜିତ ଜିଲାକାରା ଏବଂ ଜିତୁ ଜିଲାକାରା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri