ରାୟଗଡା

ଘରୁ ଚୋରି କରି ସ୍ତ୍ରୀଙ୍କୁ ହତ୍ୟା କରିଥିଲେ ସ୍ବାମୀ

ରାୟଗଡ଼ା ଅଫିସ,୩୦ା୧: ରାୟଗଡ଼ା ଜିଲା କୁମ୍ବିକଟା ପଞ୍ଚାୟତ ହୁଲୁକାତୁଣ୍ଡା ଗ୍ରାମରେ ଗତ ୨୨ ତାରିଖରେ ମହିଳାଙ୍କୁ ଗଳାକାଟି ହତ୍ୟା ଏବଂ ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଛି। ସ୍ବାମୀ ହିଁ ଏହି ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ବୋଲି ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ପୋଲିସ…

ଓଲଟିଲା ଯାତ୍ରୀବାହୀ ବସ୍‌: ୧ ମୃତ, ୪ ଗୁରୁତର

ରାୟଗଡା ଅଫିସ, ୩୦।୧: ରାୟଗଡ଼ା ଜିଲା ବିଷମ କଟକ ଥାନା ଅଧୀନ ବେଠିଆପଡା ନିକଟରେ ଶନିବାର ଭାରସାମ୍ୟ ହରାଇ ‘ରଘୁନାଥ’ ନାମକ ଏକ ଯାତ୍ରୀବାହୀ ବସ୍‌ ଓଲଟିପଡିଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୪ ଗୁରୁତର ହୋଇଛନ୍ତି। ମୃତକ ଜଣଙ୍କ…

ଗାଁକୁ ନାହିଁ ରାସ୍ତା: ଖଟିଆରେ ବୁହା ହେଲେ ଗର୍ଭବତୀ

ରାୟଗଡା ଅଫିସ,୨୯।୧: ଗାଁକୁ ରାସ୍ତା ନ ଥିବାରୁ ୩ କିମି ଖଟିଆରେ ବୁହା ହେଲେ ଗର୍ଭବତୀ। ଏଭଳି ଘଟଣା ଘଟିଛି ରାୟଗଡ଼ା ଜିଲା କାଶୀପୁର ବ୍ଲକ ଡଙ୍ଗାସିଲ ପଞ୍ଚାୟତ ବଣ୍ଡାଦୋରା ଗାଁରେ। ସୂଚନାଯୋଗ୍ୟ, ଗାଁର ଲକ୍ଷ୍ମୀ ମାଝିଙ୍କ ଗର୍ଭଯନ୍ତ୍ରଣା ହେବାରୁ ଆମ୍ବୁଲାନ୍ସକୁ…

ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ୍‌

ମୁନିଗୁଡ଼ା,୨୮ା୧: ରାୟଗଡ଼ା ଜିଲା ମୁନିଗୁଡ଼ା ରେଳ ଷ୍ଟେଶନ ନିକଟବର୍ତ୍ତୀ ମୁନିଖୋଲ ସନ୍ନିକଟ ମଶାଣି ନାଳ ନିକଟରେ ଗୁରୁବାର ଏକ ମାଲବାହୀ ଟ୍ରେନ୍‌(ତୈଳ ଟ୍ୟାଙ୍କର) ଲାଇନଚ୍ୟୁତ ହୋଇଛି। ଏହାଦ୍ୱାରା ଡାଉନ୍‌ଲାଇନରେ ରେଳ ଚଳାଚଳ ବ୍ୟାହତ ହୋଇଥିଲା। ସୌଭାଗ୍ୟବଶତଃ ଏକ ବଡ଼ ଦୁର୍ଘଟଣା ଟଳିଯାଇଛି।…

ପିଲାଚୋର ସନ୍ଦେହରେ ଯୁବକଙ୍କୁ ନିସ୍ତୁକ ପିଟିଲେ ଗ୍ରାମବାସୀ

ରାୟଗଡ଼ା ଅଫିସ,୨୮।୧: ରାୟଗଡ଼ା ଜିଲା ବିଷମକଟକରେ ପିଲାଚୋର ସନ୍ଦେହରେ ଜଣେ ଯୁବକଙ୍କୁ ନିସ୍ତୁକ ମାଡ଼ ମାରି ଅଟକ ରଖିଥିଲେ ଗ୍ରାମବାସୀ। ତେବେ ଅଟକ ଥିବା ଯୁବକଙ୍କୁ ବିଷମକଟକ ପୋଲିସ ଉଦ୍ଧାର କରିଛି। ବିଷମକଟକ ଥାନା ଅନ୍ତର୍ଗତ ମିନାହଲାରେ ଏହି ଘଟଣା ଘଟିଛି।…

କୋଇଲା ବୋଝେଇ ଟ୍ରକ୍‌ରେ ଲାଗିଲା ନିଆଁ, ତା ପରେ..

ରାୟଗଡ଼ା ଅଫିସ,୨୭।୧: ରାୟଗଡ଼ା ବ୍ଲକ୍‌ ଲାଡା ଗ୍ରାମ ନିକଟରେ ବୁଧବାର ସକାଳେ ଶର୍ଟ ସର୍କିଟ ଯୋଗୁ ଏକ କୋଇଲା ବୋଝେଇ ଟ୍ରକ୍‌ରେ ନିଅଁା ଲାଗିଯାଇଥିଲା। ତେବେ ଚାଳକଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ଏକ ବଡ଼ ଧରଣର ଦୁର୍ଘଟଣା ଏଡ଼ାଇ ଯାଇପାରିଛି। ସୂଚନା…

କୋଇଲା ବୋଝେଇ ଟ୍ରକରେ ଲାଗିଲା ନିଆଁ

ରାୟଗଡ଼ା ଅଫିସ,୨୭।୧: ରାୟଗଡ଼ା ବ୍ଲକ ଲାଡ଼ା ଗ୍ରାମ ନିକଟରେ ସର୍ଟସର୍କିଟ ଘଟି ଏକ କୋଇଲା ବୋଝେଇ ଟ୍ରକରେ ବୁଧବାର ସକାଳେ ନିଆଁ ଲାଗି ଯାଇଛି। ଗାଡ଼ି ନମ୍ବର ସିଜି ୦୪ ଏମ୍‌ଏମ୍‌ ୪୩୦୮ଇିନ ଓ୍ବାଇରେ ସର୍ଟସର୍କିଟ ହେବାରୁ ଏହାର କ୍ୟାବିନରେ ନିଆଁ…

ରାୟଗଡ଼ାରେ ମନ୍ତ୍ରୀ ଅରୁଣ ସାହୁଙ୍କୁ ଭାଜପାର ବିରୋଧ: କର୍ମୀଙ୍କୁ ଉଠାଇ ନେଲା ପୋଲିସ

ରାୟଗଡ଼ା ଅଫିସ,୨୬ା୧: ମନ୍ତ୍ରୀ ଅରୁଣ ସାହୁଙ୍କ ରାୟଗଡ଼ା ଜିଲା ଗସ୍ତକୁ ନେଇ ଭାଜପା ପକ୍ଷରୁ ବିରୋଧ କରାଯାଇଥିଲା। ସାଧାରଣତନ୍ତ୍ର ଦିବସରେ ତାଙ୍କୁ ମୁଖ୍ୟ ଅତିଥି କରାଯାଇଥିବାରୁ ଦଳ ପକ୍ଷରୁ ପରୀ ପ୍ରସଙ୍ଗ ଉଠାଇ ପ୍ରତିବାଦ କରାଯାଇଥିଲା। ତେଣୁ ସାଧାରଣତନ୍ତ୍ର ଦିବସରେ ଅପ୍ରୀତିକର…

ରାୟଗଡ଼ାରେ ପତାକା ଉତ୍ତୋଳନ କଲେ କୃଷି ମନ୍ତ୍ରୀ

ରାୟଗଡ଼ା ଅଫିସ,୨୬ା୧: ରାୟଗଡ଼ା ସଦରସ୍ଥିତ ଜିସିଡି ହାଇସ୍କୁଲ ପଡ଼ିଆରେ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ କରାଯାଇଛି। କୃଷି ଓ କୃଷକ ସଶକ୍ତୀକରଣ, ମତ୍ସ୍ୟ ଏବଂ ପ୍ରାଣୀ ସମ୍ପଦ ବିକାଶ ଓ ଉଚ୍ଚ ଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ମୁଖ୍ୟ ଅତିଥିଭାବେ…

ପିକ୍‌ନିକ୍‌ ସ୍ପଟ୍‌: ଓ୍ବାଇଲ୍ଡଲାଇଫ୍‌ ୱାଚ୍‌ ଟାୱାର

ରାୟଗଡ଼ା ଜିଲାର ଅନେକ ସ୍ଥାନ ପର୍ଯ୍ୟଟକଙ୍କୁ ଆକର୍ଷିତ କରିଥାଏ। ଏଥିପାଇଁ ବର୍ଷ ତମାମ ଭିଡ଼ ଜମିଥାଏ। ହେଲେ ଜିଲାର ଚନ୍ଦ୍ରପୁର ବ୍ଲକ୍‌ର ଅନ୍ୟତମ ଆକର୍ଷଣ ‘ଓ୍ବାଇଲ୍ଡଲାଇଫ୍‌ ଓ୍ବାଚ୍‌ ଟାଓ୍ବାର’ ଅନେକଙ୍କ ପାଇଁ ଏବେ ବି ଅଜଣା। ଡାଙ୍ଗସୋରଡ଼ା ପଞ୍ଚାୟତଠାରୁ ୫ କି.ମି.…

ଗଦ୍‌ଗଦା ଜଳପ୍ରପାତ

ପାହାଡ଼ ପର୍ବତ ଘେରା ରାୟଗଡ଼ା ଜିଲାରେ ପ୍ରାକୃତିକ ସୌନ୍ଦର୍ଯ୍ୟ ତଥା ଝରଣା ଓ ଜଳପ୍ରପାତର ଅଭାବ ନାହିଁ। ହେଲେ ଏଥିମଧ୍ୟରୁ କେତୋଟି ଜିଲା ତଥା ରାଜ୍ୟ ପର୍ଯ୍ୟଟନ ମାନଚିତ୍ରରେ ସ୍ଥାନ ପାଇଥିବାବେଳେ ଆଉ କେତେକ ଦୃଷ୍ଟି ଆଢ଼ୁଆଳରେ ରହିଛି। ଜିଲାର ପ୍ରମୁଖ…

ପିକ୍‌ନିକ୍‌ ସ୍ପଟ୍‌: ଦୁର୍ଗାପାଡ଼ୁ ଜଳପ୍ରପାତ

ପ୍ରକୃତିର କୋଳରେ ରହିଛି ରାୟଗଡ଼ା ଜିଲା। ନିଆରା କଳା, ସଂସ୍କୃତି, ଆଦିବାସୀ ପରମ୍ପରା ସହ ଏଠାରେ ରହିଛି ଅନେକ ଆକର୍ଷଣୀୟ ପର୍ଯ୍ୟଟନସ୍ଥଳୀ ତଥା ପିକ୍‌ନିକ୍‌ ସ୍ପଟ୍‌। ଏହା ମଧ୍ୟରେ ଅନ୍ୟତମ ଦୁର୍ଗାପାଡ଼ୁ ଜଳପ୍ରପାତ। ରାୟଗଡ଼ା ଜିଲା ସଦରଠାରୁ ମାତ୍ର ୩୭ କି.ମି.…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri