ରାୟଗଡା

କଲ୍ୟାଣସିଂହପୁରରେ ଲୋକଙ୍କୁ ସଚେତନ କଲେ ମନ୍ତ୍ରୀ

ରାୟଗଡ଼ା ଅଫିସ,୬।୮: ରାୟଗଡ଼ା ଜିଲା କାଶୀପୁର ବ୍ଲକ ପରେ ପଡ଼ୋଶୀ କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସିକରପାଇ ଓ ବୁଡ଼ାଗୁଡ଼ା ପଞ୍ଚାୟତରେ ଝାଡ଼ାବାନ୍ତି ବ୍ୟାପିଛି। ଆଦିବାସୀ କଲ୍ୟାଣ ମନ୍ତ୍ରୀ ଜଗନ୍ନାଥ ସାରକା ଶୁକ୍ରବାର ବ୍ଲକ ଗସ୍ତକରି ଆକ୍ରାନ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିଛନ୍ତି।…

ସ୍କୁଲ ହଷ୍ଟେଲରୁ ୪୧ ଛାତ୍ରୀ କରୋନା ପଜିଟିଭ

ଚନ୍ଦ୍ରପୁର,୫ା୮(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ଚନ୍ଦ୍ରପୁର ବ୍ଲକ ସଦର ସ୍ଥିତ ସରକାରୀ ଏଏସ୍‌ଡି ବାଳିକା ଉଚ୍ଚ ବିଦ୍ୟାଳୟର ହଷ୍ଟେଲରୁ ୪୧ ଛାତ୍ରୀ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ବୁଧବାର ୧୨ ଛାତ୍ରୀ ଏବଂ ଗୁରୁବାର ୨୯ ଛାତ୍ରୀଙ୍କ ଆଣ୍ଟିଜେନ୍‌ ରିପୋର୍ଟ ପଜିଟିଭ୍‌ ଆସିଛି।…

ଡାକ୍ତର ଅଭାବରୁ ଚନ୍ଦାହାଣ୍ଡିରେ ଭୁଶୁଡ଼ିପଡିଛି ସ୍ବାସ୍ଥ୍ୟସେବା

ଚନ୍ଦାହାଣ୍ଡି, ୫।୮(ଡି.ଏନ୍‌.ଏ.):ନବରଙ୍ଗପୁର ଜିଲାର ଶେଷମୁଣ୍ଡରେ ତଥା ଜିଲା ମୁଖ୍ୟାଳୟରୁ ୧୨୨ କିମି ଦୂରରେ ଅବସ୍ଥିତ ଚନ୍ଦାହାଣ୍ଡି ବ୍ଲକ ପ୍ରତି ଜିଲା ସ୍ବାସ୍ଥ୍ୟ ବିଭାଗର ଅବହେଳା ଚରମ ସୀମାରେ ପହଞ୍ଚତ୍ଛି। ଏଠାରେ ଥିବା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ୪ଟି ପିଏଚ୍‌ସିରେ ଆବଶ୍ୟକ ସଂଖ୍ୟକ…

ଗୁଣି ସନ୍ଦେହରେ ବାପାଙ୍କୁ ହତ୍ୟା, ଜୀବନ ବଞ୍ଚାଇ ଥାନାକୁ ଦୌଡ଼ିଲେ ପୁଅ

ରାୟଗଡ଼ା ଅଫିସ/ଟିକିରି,୪ା୮(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକର ବିଭିନ୍ନ ପଞ୍ଚାୟତରେ ଲୋକେ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ମୃତ୍ୟୁ ଘଟିବା ଚିନ୍ତାଜନକ ପରିସ୍ଥିତି ସୃଷ୍ଟି କରିଛି। ଏଭଳି ସ୍ଥିତିରେ ଝାଡ଼ାବାନ୍ତିକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଗମ୍ଭୀର ରୂପ ନେଇଛି। ବୁଧବାର ରାତିରେ…

ଘରକୁ ଘର ବୁଲି ଭୋଟର କାର୍ଡ ସହ ଆଧାର ଲିଙ୍କ୍‌ କରିବେ ବିଏଲ୍‌ଓ

ଗୁଣପୁର,୩।୮(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳଙ୍କ ସଦ୍‌ଭାବନା ଗୃହରେ ଭୋଟର ପରିଚୟ ପତ୍ର ସହ ଆଧାର ଲିଙ୍କ୍‌କୁ ନେଇ ଏକ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭାରପ୍ରାପ୍ତ ଉପଜିଲାପାଳ ତଥା ଆଇଟିଡିଏର ପ୍ରକଳ୍ପ ପ୍ରଶାସକ ଲୋକନାଥ ଦଳବେହେରାଙ୍କ ଅଧ୍ୟକ୍ଷତାରେ ହୋଇଥିବା ବୈଠକରେ…

ଝାଡ଼ାବାନ୍ତି ବ୍ୟାପିବାବେଳେ ନଈ ନାଳ ପାଣି ପିଉଛନ୍ତି ଲୋକେ

ରାୟଗଡା ଅଫିସ, ୩।୮: ଏବେ ରାୟଗଡ଼ାରେ ବ୍ୟାପୁଛି ଝାଡ଼ାବାନ୍ତି। ଅସ୍ବାସ୍ଥ୍ୟକର ପରିବେଶ ଓ ଅପରିସ୍କାର ପାଣି ପିଇବା ଦ୍ୱାରା ଏହା ବ୍ୟାପୁଛି। ଏହା ମଧ୍ୟରେ ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦରରେ ସପ୍ତାହେ ହେବ ଲୋକଙ୍କୁ ପାଇପ୍‌ ପାଣି ମିଳୁନି। ଫଳରେ…

କାଶୀପୁର ଝାଡ଼ାବାନ୍ତି ମୃତକଙ୍କ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି

ଟିକିରି,୧ା୮(ଡି.ଏନ୍‌.ଏ.): ଓଡ଼ିଶା ଜନଜାଗରଣ ଅଭିଯାନର ରାଜ୍ୟ ସଭାପତି ମଧୁସୁଦନଙ୍କ ନେତୃତ୍ୱରେ ଏକ ଟିମ୍‌ କାଶୀପୁର ବ୍ଲକର ଝାଡ଼ାବାନ୍ତି ପ୍ରଭାବିତ ଅଞ୍ଚଳ ଗସ୍ତ କରି ମୃତକମାନଙ୍କ ପରିବାରକୁ ସାକ୍ଷାତ କରିଛନ୍ତି। ମୃତକଙ୍କ ପରିବାର ଲୋକେ ଶ୍ରମିକ ଶ୍ରେଣୀର ହୋଇଥିବାରୁ ପ୍ରତ୍ୟେକ ପରିବାରକୁ ୨୦…

‘ମୁଖ୍ୟମନ୍ତ୍ରୀ କାଶୀପୁର ଗସ୍ତ ନ କରିବା ଦୁର୍ଭାଗ୍ୟଜନକ’

ଟିକିରି/ରାୟଗଡ଼ା ଅଫିସ,୧ା୮(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକର ବିଭିନ୍ନ ଗ୍ରାମରେ ଝାଡ଼ାବାନ୍ତି ଭୟାନକ ପରିସ୍ଥିତି ସୃଷ୍ଟି କରିଛି। ମୃତ୍ୟୁସଂଖ୍ୟା ୧୨ ରେ ପହଞ୍ଚିଲାଣି। ତଥାପି ମୁଖ୍ୟମନ୍ତ୍ରୀ ଅଞ୍ଚଳକୁ ଆସି ସମସ୍ୟା ନ ବୁଝିବା ଦୁର୍ଭାଗ୍ୟଜନକ। ପରିସ୍ଥିତି ପାଇଁ ଅଞ୍ଚଳବାସୀ ନୁହଁ ସରକାରଙ୍କ…

କାଶୀପୁର ପରେ ଅନ୍ୟ ବ୍ଲକକୁ ବ୍ୟାପୁଛି: କଲ୍ୟାଣସିଂହପୁରରେ ୮ ଝାଡ଼ାବାନ୍ତିରେ ଆକ୍ରାନ୍ତ

ରାୟଗଡ଼ା ଅଫିସ,୨୯ା୭: ରାୟଗଡ଼ା ଜିଲା କାଶୀପୁର ବ୍ଲକରେ କଲେରା ନିୟନ୍ତ୍ରଣକୁ ଆସି ନ ଥିବାବେଳେ ନିକଟସ୍ଥ କଲ୍ୟାଣସିଂହପୁର ବ୍ଲକରେ ଝାଡ଼ାବାନ୍ତି ବ୍ୟାପିଲାଣି। ବୁଡ଼ାଗୁଡ଼ା ପଞ୍ଚାୟତରୁ ୮ ଜଣ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ସୁସ୍ଥ ହୋଇଛନ୍ତି। ସେହିପରି ରାୟଗଡ଼ା ଜିଲା…

ଭୟାନକ ରୂପ ନେଉଛି କଲେରା: କାଶୀପୁରରେ ୫ ଶିଶୁ ଆକ୍ରାନ୍ତ

ରାୟଗଡ଼ା ଅଫିସ/ଟିକିରି,୨୪ା୭: ରାୟଗଡ଼ା ଜିଲା କାଶୀପୁର ବ୍ଲକରେ କଲେରା ଭୟାନକ ପରିସ୍ଥିତି ସୃଷ୍ଟି କରିଛି। ଏବେ ଛୋଟ ପିଲା ମଧ୍ୟ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ୩ରୁ ୧୨ ବର୍ଷ ବୟସର ୫ ଶିଶୁ କଲେରାରେ ଆକ୍ରାନ୍ତ ହୋଇ ଟିକିରି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ…

କାଶୀପୁରରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଘେରିଲେ

ରାୟଗଡ଼ା ଅଫିସ/ଟିକିରି,୨୪।୭(ଡି.ଏନ୍‌.ଏ.): ରାୟଗଡ଼ା, କୋରାପୁଟ ଏବଂ ନବରଙ୍ଗପୁର ଜିଲାରେ ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ରାୟଗଡ଼ା ଜିଲା କାଶୀପୁର ବ୍ଲକରେ ଶନିବାର ଆଉ ଜଣେ କଲେରା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଡୁଡୁକାବାହାଲ ପଞ୍ଚାୟତ ଡେଘାଗୁଡ଼ା ଗ୍ରାମର ଅର୍ଜୁନ ଜାନି(୫୫)। ଏହାକୁ…

ଡାଇରିଆ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ସ୍ବାସ୍ଥ୍ୟମନ୍ତ୍ରୀ, ଅନୁସୂଚିତ ଜାତି ଓ ଜନଜାତି ବିକାଶ ମନ୍ତ୍ରୀ

ରାୟଗଡ଼ା ଅଫିସ,୨୩ା୭ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ,ଅନୁସୂଚିତ ଜାତି ଓ ଜନଜାତି ବିକାଶ ମନ୍ତ୍ରୀ ଜଗନ୍ନାଥ ସାରକା, ସ୍ଥାନୀୟ ବିଧାୟକ ମକରନ୍ଦ ମୁଦୁଲି ଶନିବାର କାଶୀପୁର ବ୍ଲକର ଡାଇରିଆ ପ୍ରଭାବିତ ଗ୍ରାମଗୁଡ଼ିକ ଗସ୍ତ କରିଛନ୍ତି । ପ୍ରଥମେ ଟିକିରି ଉଷାପଡ଼ା ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?