ରାୟଗଡା

ବସ୍ ଓଲଟି ୨ ମୃତ:ଚାପିହୋଇ ରହିଛନ୍ତି ଅନେକ ଯାତ୍ରୀ

ବିଷମକଟକ,୧୬ା୧୧: କୋରାପୁଟ ଜିଲା ଲକ୍ଷ୍ମୀପୁରରୁ କଟକ ଯାଉଥତ୍ବା ଫର୍ଚୁନର ବସ୍ ସୋମବାର ରାତି ପ୍ରାୟ ୧୦.୩୦ରେ ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍ ହଜାରିଡାଙ୍ଗ ବୁଲାଣିରେ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟିପଡ଼ିଛି ବସ୍ତଳେ ଚାପିହୋଇ ଡ୍ରାଇଭରଙ୍କ ସମେତ ୨ଜଣଙ୍କ ମୃତୁ୍ୟ ହୋଇଛି ଅନେକ…

ପାନୀୟ ଜଳ ସମସ୍ୟା ନେଇ ପଞ୍ଚାୟତ କାର୍ଯ୍ୟାଳୟ ଘେରିଲେ ସାହିବାସିନ୍ଦା

ମୁନିଗୁଡ଼ା,୯ା୧୧(ଡି.ଏନ୍‌.ଏ.): ଲୋକଙ୍କ ପାଖରେ ପାନୀୟଜଳ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ ହେଉଛି କିନ୍ତୁ ପ୍ରଶାସନିକ ଅବହେଳା ଯୋଗୁ ଏହା ଏବେବି ଅନେକ ଲୋକଙ୍କ ପାଖରେ ପହଞ୍ଚି ପାରୁନାହିଁ l ଯାହାକୁ ନେଇ ଲୋକଙ୍କ ମନରେ ଅସନ୍ତୋଷ ବୃଦ୍ଧି ପାଇବାରେ…

ଇୟରଫୋନ୍‌ରେ ଗୀତ ଶୁଣିବା ହେଲା କାଳ: ଟ୍ରେନ୍‌ ଧକ୍କାରେ ଯୁବତୀଙ୍କ ମୃତ୍ୟୁ

ବିଷମକଟକ,୮ା୧୧: ଇୟରଫୋନ୍‌ରେ ଗୀତ ଶୁଣିବା ହେଲା କାଳ। କାନରେ ଇୟରଫୋନ୍‌ ଲଗାଇ ରେଳ ଧାରଣାରେ ଚାଲି ଚାଲି ଯାଉଥିବା ଜଣେ ଯୁବତୀଙ୍କ ଟ୍ରେନ୍‌ ଧକ୍କାରେ ମୃତ୍ୟୁ ଘଟିଛି। ଏଭଳି ଅଭାବନୀୟ ଘଟଣା ଘଟିଛି ରାୟଗଡ଼ା ଜିଲା ବିଷମକଟକ ଥାନା ଅଧୀନ ସାନ…

୬ ଜୁଆଡ଼ି ଗିରଫ

ଗୁଣପୁର,୨୬ା୧୦(ଡି.ଏନ୍‌.ଏ.)- ରାୟଗଡ଼ା ଜିଲା ଗୁଣପୁର ପୋଲିସ ସୋମବାର ଏକ ଜୁଆଆଡ୍ଡାରେ ଚଢ଼ାଉ କରି ୬ଜଣଙ୍କୁ ଗିରଫ କରିଛି। ସେମାନଙ୍କ ନିକଟରୁ ୧୬ହଜାର ଟଙ୍କା ସହ ୪ ବାଇକ୍‌ ଏବଂ ୫ ମୋବାଇଲ୍‌ ଜବତ କରାଯାଇଥିବା ଗୁଣପୁର ଥାନାଧିକାରୀ ରଶ୍ମିରଞ୍ଜନ ପ୍ରଧାନ ସୂଚନା…

ରେଳ ଧାରଣାରୁ ମିଳିଲା ପରିବାରର ୩ ଜଣଙ୍କ ମୃତଦେହ

ଟିକିରି/ଦଶମନ୍ତପୁର,୨୬ା୧୦(ଡି.ଏନ୍‌.ଏ.)-କୋରାପୁଟ ଜିଲା ଲକ୍ଷ୍ମୀପୁର ଥାନା ଅନ୍ତର୍ଗତ ସିଙ୍ଗାରାମ ରେଳ ଷ୍ଟେଶନ ନିକଟରୁ ସୋମବାର ଗୋଟିଏ ପରିବାରର ୩ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ସେମାନେ ହେଲେ କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ୍‌ ଚିକାମ୍ବ ଗ୍ରାମର କେଶବ ସୁବୁଦ୍ଧି(୩୮), ଝିଅ ଶ୍ରେୟା(୧୨) ଏବଂ ପୁଅ…

ଅଟୋ-ବାଇକ୍‌ ମୁହାଁମୁହିଁ ଧକ୍କା

ଗୁଣୁପୁର, ୨୬।୧୦(ଡି.ଏନ୍‌.ଏ.): ରାୟଗଡ଼ା-ଗଜପତି ଜିଲା ସୀମାନ୍ତ କତାଗୁଡା ଘାଟିରେ ସୋମବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୩ ଜଣ ଗୁରୁତର ହୋଇଥିବା ବେଳେ ୫ ଜଣ ଆହତ ହୋଇଛନ୍ତି l ପ୍ରକାଶ ଯେ, ଶିରିଝୋଲୀ ଗ୍ରାମରୁ ଏକ ବାଇକ ଯୋଗ…

୮ ମାସର ଗର୍ଭବତୀ ବୋହୂଙ୍କୁ ବଞ୍ଚାଇବାକୁ ଯାଇ ଶ୍ୱଶୁରଙ୍କ ଜୀବନ ଗଲା

ରାୟଗଡା ଅଫିସ,୧୦।୧୦: ରାୟଗଡ଼ା ଜିଲା ବିଷମ କଟକ ଥାନା ଅନ୍ତର୍ଗତ ଡଙ୍ଗପଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଶ୍ୱଶୁର ବୋହୂଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ବୋହୂ ସୁମିତ୍ରା ମାଣ୍ଡାଙ୍ଗି (୨୪) ରୋଷଇ…

୩ ମହଲା ଛାତରୁ ପଡି କନଷ୍ଟେବଳ ମୃତ

ରାୟଗଡା ଅଫିସ୍‌,୬।୧୦: ଓଏସ୍‌ଏପି କନଷ୍ଟେବଳ ଯୋଗେଶ୍ୱର ଦାଶ (୨୭) ୩ ମହଲା ଛାତରୁ ପଡି ମୃତ୍ୟୁବରଣ କରିଛନ୍ତି। ସେ ଚାନ୍ଦିଲି ନିୟୁ ଆରୋ ବିଲ୍ଡିଂ ଫୋର୍ସ ବ୍ୟାରେକରେ ରହୁଥିଲେ। ସୋମବାର ରାତି ୯ଟା ସମୟରେ ସେ ଛାତ ଉପରେ ବସି ଆଇପିଏଲ୍‌…

୧୯ କୋଟି ଖର୍ଚ୍ଚ ହୋଇ ମଧ୍ୟ ଉପଭୋକ୍ତାଙ୍କ କାର୍ଯ୍ୟରେ ଆସୁନି ସବ୍‌ଷ୍ଟେଶନ

ମୁନିଗୁଡ଼ା,୬ା୯(ଡି.ଏନ୍‌.ଏ.): ଉପଭୋକ୍ତାଙ୍କୁ ୨୪ ଘଣ୍ଟା ବିଦ୍ୟୁତ୍‌ ଯୋଗାଇ ଦେବା ପାଇଁ ସରକାର ପାଣି ଭଳି ଟଙ୍କା ଖର୍ଚ୍ଚ କରୁଛନ୍ତି, କିନ୍ତୁ ଏବେବି ଏହାର ଲାଭ ଭଠାଇ ପାରୁ ନାହାନ୍ତି ଉପଭୋକ୍ତା।ରାୟଗଡ଼ା ଜିଲା ହାଟମୁନିଗୁଡା ଛକଠାରେ ତିଆରି ହୋଇଛି ସବ୍‌ଷ୍ଟେଶନ ହେଲା, ଏଯାଏ…

ରାୟଗଡ଼ା ଜିଲାର ୨ ଜେଲରୁ ୨୧୮ କରୋନା ପଜିଟିଭ

ରାୟଗଡ଼ା ଅଫିସ/ ଗୁଣପୁର,୨୯ା୮(ଡି.ଏନ୍‌.ଏ.): ରାୟଗଡ଼ା ସମଗ୍ର ରାଜ୍ୟରେ ଶେଷ ଜିଲାଭାବେ ଜୁନ୍‌ ୩ରେ କରୋନା ତାଲିକାରେ ସାମିଲ ହୋଇଥିଲା। ପ୍ରଥମେ ଜଣେ ଦିଲ୍ଲୀ ଫେରନ୍ତା ଯୁବତୀ ସଂକ୍ରମିତ ହୋଇଥିଲେ। ତେବେ ତିନି ମାସ ମଧ୍ୟରେ ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ୪୨୧୫ରେ ପହଞ୍ଚିଛି।…

ରାୟଗଡ଼ା ଡେପୁଟି କଲେକ୍ଟର ନିଲମ୍ବିତ

ରାୟଗଡ଼ା ଅଫିସ,୧୯ା୮: କାର୍ଯ୍ୟରେ ଅବହେଳା ପାଇଁ ରାୟଗଡ଼ା ଡେପୁଟି କଲେକ୍ଟର ପୂର୍ଣ୍ଣ ଚନ୍ଦ୍ର ଜେନାଙ୍କୁ ରାଜ୍ୟ ସରକାର ନିଲମ୍ବିତ କରିଛନ୍ତି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ସମୟରେ ସେ ରାୟଗଡ଼ା…

୮ କରୋନା ଯୋଦ୍ଧା ସମ୍ବର୍ଦ୍ଧିତ

ରାୟଗଡ଼ା ଅଫିସ,୧୫ା୮: ରାୟଗଡ଼ାରେ ଜିଲାସ୍ତରୀୟ ୭୪ ତମ ସ୍ବାଧୀନତା ଦିବସ ସ୍ଥାନୀୟ ଜିିସିଡି ପଡ଼ିଆଠାରେ ଶନିବାର ନିରାଡମ୍ବର ଭାବେ ପାଳିତ ହୋଇଯାଇଛି। ଏଥିରେ ଦକ୍ଷତା ବିକାଶ ବୈଷୟିକ ମନ୍ତ୍ରୀ ପ୍ରେମାନନ୍ଦ ନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା ଉତ୍ତୋଳନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri