ରାୟଗଡା

ପାହାଡ଼ିଆ ରାସ୍ତାରେ ଅଟକିଲା ଆମ୍ବୁଲାନ୍ସ, ରାସ୍ତାକଡ଼ରେ ଜନ୍ମହେଲା ଶିଶୁକନ୍ୟା

ରାୟଗଡ଼ା ଅଫିସ,୨ା୭: ସରକାରଙ୍କ ଏତେ ବ୍ୟବସ୍ଥା ପରେ ପୁଣି ଦେଖିବାକୁ ମିଳିଛି ଜନନୀ ଯନ୍ତ୍ରଣା। ରାସ୍ତାକଡ଼ରେ ଏକ କନ୍ୟା ସନ୍ତାନଙ୍କୁ ଜନ୍ମ ଦେଇଛନ୍ତି ମହିଳା। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ପାର୍ଶ୍ୱାଲି ପଞ୍ଚାୟତର ଦୁର୍ଗମ…

ବିଷାକ୍ତ ଛତୁ ଖାଇ ପରିବାରର ୮ ଅସୁସ୍ଥ

ଟିକିରି/ରାୟଗଡ଼ା ଅଫିସ,୩୦।୬(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକ ପାଇକସୁପେଲ ଗ୍ରାମରେ ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୮ ସଦସ୍ୟ ଅସୁସ୍ଥ ହୋଇଛନ୍ତି। ସେମାନେ ହେଲେ ଗାଁର ଜଗବନ୍ଧୁ ନାୟକ ତନଖ ନାୟକ, ହୃଷି ନାୟକ, ପାର୍ବତୀ ନାୟକ, ନୀଳାଦ୍ରି ନାୟକ,…

ରେଲ୍‌ଓ୍ବେ ଜମି ଜବରଦଖଲ ମୁକ୍ତ କରି ଉନ୍ନୟନ କାର୍ଯ୍ୟ ହେଉ

ଗୁଣପୁର,୩୦।୬(ଡି.ଏନ୍‌.ଏ.): ପୂର୍ବତଟ ରେଳପଥ ଅର୍ନ୍‌ଗତ ବିଶାଖାପାଟଣା ଡିଭିଜନର ଡିଆର୍‌ଏମ୍‌ ଅନୁପ କୁମାର ଶତପଥୀ ବୁଧବାର ସ୍ବତନ୍ତ୍ର ଟ୍ରେନ୍‌ ଯୋଗେ ଗୁଣପୁର ଗସ୍ତକରି ଏଠାରେ ଚାଲିଥିବା ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ତଦାରଖ କରିଥିଲେ। ପାଣି ଟାଙ୍କି ନିର୍ମାଣ, ରନିଂ ରୁମ୍‌, ଷ୍ଟେଶନ…

ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୮ ଅସୁସ୍ଥ

ଟିକିରି,୨୯।୬(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକ ପାଇକ ସୁପେଲ ଗ୍ରାମର ଗୋଟିଏ ପରିବାରର ୮ ଜଣ ଅସୁସ୍ଥ ହୋଇପଡ଼ିଛନ୍ତି। ସେମାନେ ବିଷାକ୍ତ ଛତୁ ଖାଇ ଅସୁସ୍ଥ ହୋଇଥିବା ଜଣାପଡ଼ିଛି। ମଙ୍ଗଳବାର ବିଳମ୍ବିତ ରାତିରେ ସେମାନଙ୍କ ପେଟ ବ୍ୟଥା ହେବା ସହ ଯାଡାବାନ୍ତି…

ଛେଳି ପାଇଁ ଡାଳ ସଂଗ୍ରହ କରୁଥିଲେ, ଚାଲିଗଲା ଜୀବନ

ଟିକିରି,୨୮ା୬(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଟିକିରି ଥାନା ଅଧୀନ ସୋରିଷପଦର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଉଚ୍ଚଶକ୍ତି ସମ୍ପନ୍ନ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବ୍ଲକ ଅନ୍ତର୍ଗତ ସେମିଳିଗୁଡ଼ା ଗ୍ରାମର…

୫ ଦିନ ହେଲା ମାଣ୍ଡିବିଶି ୟୁପି ସ୍କୁଲରେ ଝୁଲୁଛି ତାଲା

ଟିକିରି,୨୬।୬(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକ ମାଣ୍ଡିବିଶି ୟୁପି ସ୍କୁଲ ଫାଟକରେ ୫ ଦିନ ହେଲା ତାଲା ଝୁଲୁଛି। ଶିକ୍ଷକ ଅଭାବ ପ୍ରତିବାଦରେ ଅଭିଭାବକ ଏବଂ ଗ୍ରାମବାସୀ ମଙ୍ଗଳବାରଠାରୁ ସ୍କୁଲ ବନ୍ଦ କରିଛନ୍ତି। ସମସ୍ୟାର ସମାଧାନ ନେଇ ଶିକ୍ଷା ବିଭାଗ କିମ୍ବା…

ଓଡ଼ିଶା ଟିମ୍‌ରେ ମୁମ୍ବାଇ ଯିବେ ରାୟଗଡ଼ାର ଛାତ୍ର ଅଂଶୁମାନ

ରାୟଗଡ଼ା ଅଫିସ,୨୬।୬: ଆଜାଦୀ କା ଅମୃତ ମହୋତ୍ସବ ପାଳନ ଉପଲକ୍ଷେ ଦେଶରେ ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଇ ଭାଷା ଓ ସଂସ୍କୃତିର ଆଦାନ ପ୍ରଦାନ ନିମନ୍ତେ କେନ୍ଦ୍ର ସରକାରଙ୍କ ପକ୍ଷରୁ ‘ଏକ ଭାରତ ଶ୍ରେଷ୍ଠ ଭାରତ’ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଏଥିପାଇଁ ଓଡ଼ିଶାରୁ…

୩ମାସ ହେବ ଭତ୍ତା ପାଇନାହାନ୍ତି ଇନ୍ତାଲିଗୁଡ଼ାବାସୀ

ରାୟଗଡ଼ା ଅଫିସ, ୨୩ା୬: ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ପଞ୍ଚାୟତର ଇନ୍ତାଲିଗୁଡ଼ା ଗ୍ରାମବାସୀ ୩ମାସ ହେଲା ଭତ୍ତା ପାଇ ନ ଥିବା ଅଭିଯୋଗ କରିଛନ୍ତି। ପ୍ରତ୍ୟେକ ମାସରେ ଆସି ନିଜର ଭତ୍ତା ଟଙ୍କା ମାଗୁଥିଲେ ସୁଦ୍ଧା ତାହା ମିଳୁ ନ…

ରାୟଗଡ଼ାରେ ନୂତନ ଜିଲାପାଳଙ୍କ ଦାୟିତ୍ୱ ଗ୍ରହଣ

ରାୟଗଡ଼ା ଅଫିସ,୨୩ା୬: ରାୟଗଡ଼ାର ନୂତନ ଜିଲାପାଳ ରୂପେ ସ୍ବଧା ଦେବସିଂହ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ବିଦାୟୀ ଜିଲାପାଳ ସରୋଜ କୁମାର ମିଶ୍ରଙ୍କଠାରୁ ସେ କାର୍ଯ୍ୟଭାର ଗ୍ରହଣ କରିଥିଲେ। ଏଥିପୂର୍ବରୁ ସେ ନୂଆପଡ଼ା ଜିଲାରେ ନିଜ କାର୍ଯ୍ୟ ସୁଚାରୁ ରୂପେ ସମ୍ପାଦନ…

ବଜ୍ରପାତରେ ୩ ଗୋରୁ ମୃତ

ଚନ୍ଦ୍ରପୁର,୨୦ା୬(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ଚନ୍ଦ୍ରପୁର ବ୍ଲକ ବୁଡ଼ିବାଲି ପଞ୍ଚାୟତ ପୁକେରା ଗ୍ରାମରେ ସୋମବାର ବଜ୍ରପାତରେ ୩ ଗୋରୁଙ୍କ ମୃତ୍ୟୁ ଘଟିଛି। ଗାଁର ପେଦାର ଗୁଲୁଡୁକା, ସୁନାଧର ଗୁଲୁଡୁକା, ରମେଶ ଗୁଲୁଡୁକାଙ୍କ ଗୋରୁ ନିକଟସ୍ଥ ଜଙ୍ଗଲକୁ ଚରିବାକୁ ଯାଇଥିବାବେଳେ ବଜ୍ରପାତରେ ମୃତ୍ୟୁ ଘଟିଥିବା…

ଡ୍ରାଇଭରମାନେ ବଞ୍ଚାଇଲେ ପୋଲିସ ଅଧିକାରୀଙ୍କ ଜୀବନ

ପଦ୍ମପୁର,୨୦।୬(ଡି.ଏନ୍‌.ଏ.): ଧୀରେ ଧୀରେ ଲୋକଙ୍କ ମଧ୍ୟରେ ମାନବିକତା ମରିଯାଉଛି। ତେବେ କେତେକଙ୍କ ମଧ୍ୟରେ ମଣିଷପଣିଆ ଏବେ ମଧ୍ୟ ବଞ୍ଚିରହିଛି। ରାୟଗଡ଼ା ଜିଲା ପଦ୍ମପୁର ଅଞ୍ଚଳରେ ଶନିବାର ରାତିରେ ଏଭଳି କିଛି ଦେଖିବାକୁ ମିଳିଥିଲା। ସୁନାରିଘାଇ ଛକ ନିକଟରେ ଜଣେ ପୋଲିସ ଅଧିକାରୀ…

ରାୟଗଡ଼ା ପୌରାଞ୍ଚଳରେ ଡ୍ରେନେଜ୍‌ ବ୍ୟବସ୍ଥାରେ ସୁଧାର ଆସୁନାହିଁ

ରାୟଗଡ଼ା ଅଫିସ,୨୦।୬: ରାୟଗଡ଼ା ସହରକୁ ସ୍ବଚ୍ଛ ଏବଂ ସୁନ୍ଦର କରିବାକୁ ପୌର ପରିଷଦ ଜରିଆରେ ଅର୍ଥ ଖର୍ଚ୍ଚ ହେଉଛି। ତଥାପି ଡ୍ରେନେଜ୍‌ ବ୍ୟବସ୍ଥାରେ ସୁଧାର ଆସିପାରୁନାହିଁ। ସାମାନ୍ୟ ବର୍ଷା ହେଲେ ପୌରାଞ୍ଚଳର ବିଭିନ୍ନ ସାହିରେ ଆଣ୍ଠୁଏ ଉଚ୍ଚତାରେ ପାଣି ଜମିରହୁଛି। ବର୍ଷାଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?