ରାୟଗଡା

ବିସ୍ମୟ ବାଳକ: ରାୟଗଡ଼ାର ବିଭୁନନ୍ଦନଙ୍କ ମୁହଁରେ ମହାକାଶ

ରାୟଗଡ଼ା ଅଫିସ,୨୮ା୬: ବୟସ ମାତ୍ର ୭ ବର୍ଷ। ହେଲେ ମହାକାଶ, ସୌରମଣ୍ଡଳ ବିଷୟରେ ରହିଛି ଗଭୀର ଜ୍ଞାନ। ମହାକାଶର ସୃଷ୍ଟି, ଏହାର ସ୍ଥିତି ଏବଂ ପୃଥିବୀ ଧ୍ୱଂସ ଆଦି ବିଷୟରେ ଏହି ବାଳକଙ୍କ ଜ୍ଞାନ ଅବିଶ୍ୱସନୀୟ। ଉକ୍ତ ବିସ୍ମୟ ବାଳକ ହେଲେ…

ରାସ୍ତାରେ କଲେ ପ୍ରସବ: ୩ କି.ମି. ଚାଲି ଚାଲି ଗଲେ

ଟିକିରି,୨୭ା୬: ପୁଣି ଜନନୀ ଯନ୍ତ୍ରଣା। ଗର୍ଭବତୀଙ୍କୁ ଚଲାଇ ଚଲାଇ ନେବା ସମୟରେ ରାସ୍ତାରେ ପ୍ରସବ କରିଛନ୍ତି। ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ କୋଡ଼ିପାରି ପଞ୍ଚାୟତ ଅନ୍ତର୍ଗତ ଭେଜାପଦର ଗ୍ରାମରୁ ଆସିଛି ଏପରି ଖବର। ଗାଁକୁ ଭଲ ରାସ୍ତାଟିଏ ନ ଥିବାରୁ ଆମ୍ବୁଲାନ୍ସ…

ପୂର୍ବତନ ମନ୍ତ୍ରୀ ଲାଲ୍‌ବିହାରୀ ହିମିରିକା ଅସୁସ୍ଥ

ରାୟଗଡ଼ା ଅଫିସ,୨୭ା୬: ପୂର୍ବତନ ମନ୍ତ୍ରୀ ତଥା ପୂର୍ବତନ ଉପବାଚସ୍ପତି ଲାଲ୍‌ବିହାରୀ ହିମିରିକା ଶୁକ୍ରବାର ରାତିରେ ହଠାତ୍‌ ଅସୁସ୍ଥ ଅନୁଭବ କରିବାରୁ ପରିବାର ଲୋକେ ତାଙ୍କୁ ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି। ଝାଡ଼ା, ପରିସ୍ରା ହେବାରେ ସମସ୍ୟା ରହଛି। ତେବେ…

ରାୟଗଡ଼ାରେ ୧୬ କରୋନା ପଜିଟିଭ୍‌: ଆକ୍ରାନ୍ତଙ୍କ ସଂଖ୍ୟା ୩୮ରେ ପହଞ୍ଚିଲା

ରାୟଗଡ଼ା ଅଫିସ,୨୭ା୬: ରାୟଗଡ଼ା ଜିଲାରୁ ଶନିବାର ସର୍ବାଧିକ ୧୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଜଣେ ମହାରାଷ୍ଟ୍ରରୁ ଫେରି ରାୟଗଡ଼ା ରାଣୀଗୁଡ଼ା ଫାର୍ମରେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିବା ବେଳେ ଅନ୍ୟ ଜଣେ ଯୁବକ ତାମିଲନାଡୁରୁ ଫେରି ବାରିଝୋଲାରେ ହୋମ୍‌…

ଲୁଗା ସୁଖାଇବା ହେଲା କାଳ: ବିଦ୍ୟୁତ ସଂସ୍ପର୍ଶରେ ଆସି ଜେଜେ ମା ଓ ନାତୁଣୀ ମୃତ

ରାୟଗଡା ଅଫିସ,୨୫।୬-ରାୟଗଡ଼ା ସହରସ୍ଥିତ ତୁମ୍ବିଗୁଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଗୁରୁବାର ଜେଜେମା ଓ ନାତୁଣୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବାଙ୍ଗାରାମା ମାଣ୍ଡାଙ୍ଗୀ (୭୦) ଓ ତପସ୍ବିନୀ ମାଣ୍ଡାଙ୍ଗୀ। ଘଟଣାରୁ ଜଣାପଡ଼ିଛି, ବାଙ୍ଗାରାମା  ଘରେ…

ଭୂମିକମ୍ପରେ ଥରିଲା ରାୟଗଡା

ଭୁବନେଶ୍ୱର,୨୨।୬(ବ୍ୟୁରୋ)-ରାୟଗଡା ଜିଲାର କାଶୀପୁର ଅଞ୍ଚଳରେ ସୋମବାର ଭମିକମ୍ପ ଅନୁଭୂତ ହୋଇଛି। ଭୂମିକମ୍ପର ତୀବ୍ରତା ରିକ୍ଟରସ୍କେଲରେ ୩.୬ ଥିବା ଆକଳନ କରାଯାଇଛି। An earthquake of magnitude 3.6 on the Richter scale, occurred in Kasipur area of Rayagada…

କାନ୍ଥ ଭୁଶୁଡ଼ି ମହିଳା ଶ୍ରମିକଙ୍କ ଜୀବନ ଗଲା

ରାୟଗଡା ଅଫିସ, ୨୨।୬: ରାୟଗଡ଼ା ସହର ଗାନ୍ଧୀନଗରରେ ସୋମବାର ସକାଳେ ମାଟି କାନ୍ଥ ଭୁଶୁଡ଼ି ପଡିବାରୁ ଜଣେ ମହିଳା ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ କାଶୀପୁର ବ୍ଲକ ଡଙ୍ଗାସିଲ ପଞ୍ଚାୟତ ପାଟିଆ ସିଲକୁଣ୍ଡା ଗ୍ରାମର ମହେଶ୍ୱର ନାୟକଙ୍କ ସ୍ତ୍ରୀ ମିତେଲା…

ରାୟଗଡ଼ାରେ ୫ କରୋନା ପଜିଟିଭ୍‌ ଚିହ୍ନଟ: ରହିଛନ୍ତି ଗୋଟିଏ ପରିବାରର ମା’, ବାପା ୪ ବର୍ଷର ଶିଶୁକନ୍ୟା

ରାୟଗଡ଼ା ଅଫିସ,୨୦।୬: ରାୟଗଡ଼ା ଜିଲାରେ ଶନିବାର ୫ କରୋନା ଆକ୍ରନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଗୁଣୁପୁର ବ୍ଲକର ୪ ଜଣ। ଅନ୍ୟ ଜଣେ ରାମନାଗୁଡ଼ା ବ୍ଲକର ବୋଲି ଜଣାପଡ଼ିଛି l ଆକ୍ରାନ୍ତଙ୍କ ମଧ୍ୟରୁ ୩ ମହିଳା, ଜଣେ ପୁରୁଷ ହୋଇଥିବା ବେଳେ…

ମୋବାଇଲ ହେଲା କାଳ: ବଡ଼ ଭାଇର ଠେଙ୍ଗା ମାଡ଼ରେ ଚାଲିଗଲା ସାନ ଭାଇର ଜୀବନ

ରାୟଗଡ଼ା ଅଫିସ,୧୮।୬-ବଡ଼ ଭାଇର ଠେଙ୍ଗା ମାଡ଼ରେ ସାନ ଭାଇର ମୃତ ହୋଇଛି। ଏଭଳି ଘଟଣା ରାୟଗଡ଼ା ଜିଲା କାଶୀପୁର ଥାନା ପଣସଗୁଡ଼ା ଗ୍ରାମରେ ଗୁରୁବାର ଦେଖିବାକୁ ମିଳିଛି। ସାମାନ୍ୟ ମୋବାଇଲ ବ୍ୟବହାରକୁ ନେଇ ଦୁଇ ଭାଇଙ୍କ ମଧ୍ୟରେ କଥା କଟାକଟି ହେବା…

ଚଳିତ ବର୍ଷ ରାୟଗଡାରେ ହେବ ନାହିଁ ରଥଯାତ୍ରା

ରାୟଗଡ଼ା ଅଫିସ,୧୭।୬-କରୋନା ମହାମାରୀକୁ ଦୃଷ୍ଟିରେ ରଖି ରାୟଗଡ଼ା ଜଗନ୍ନାଥ ମନ୍ଦିର ଶ୍ରଦ୍ଧା ଶ୍ରୀକ୍ଷେତ୍ରରେ ଚଳିତ ବର୍ଷ ରଥଯାତ୍ରା ହେବ ନାହିଁ। ଜଗନ୍ନାଥ ମନ୍ଦିର ଭିତରେ କେବଳ ଅସ୍ଥାୟୀ ମାଉସୀ ମା ମନ୍ଦିର କରାଯାଇ ନୀତିକାନ୍ତି କାର୍ଯ୍ୟ ସମାପନା ହେବ। ସେହିପରି ସାମାଜିକ…

ରାୟଗଡ଼ାରେ ହେବ କୋଭିଡ୍‌-୧୯ ନମୁନା ପରୀକ୍ଷା

ରାୟଗଡ଼ା ଅଫିସ,୧୭ା୬: ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ କୋଭିଡ୍‌-୧୯ ନମୁନା ପରୀକ୍ଷା କରାଯିବ। ଏହି ପରିପ୍ରେକ୍ଷୀରେ ବି.ଏସ୍‌-୨ ପରୀକ୍ଷାଗାରକୁ ରାୟଗଡ଼ା ଜିଲାପାଳ ପ୍ରମୋଦ କୁମାର ବେହେରା ବୁଧବାର ଉଦ୍‌ଘାଟନ କରିଛନ୍ତି। ଏହି ପରୀକ୍ଷାଗାରରେ ଜିଲାରୁ ନମୁନା ସଂଗ୍ରହ କରାଯାଇ ପରୀକ୍ଷା କରାଯିବ।…

ରୋଗୀ ମୃତ୍ୟୁକୁ ନେଇ ରାୟଗଡ଼ା ମେଡିକାଲ ପରିସରରେ ଉତ୍ତେଜନା

ରାୟଗଡ଼ା ଅଫିସ,୧୫ା୬: ଚିକିତ୍ସା ଅବହେଳାରୁ ଜଣେ ରୋଗୀଙ୍କ ମୃତ୍ୟୁକୁ ନେଇ ସୋମବାର ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଉତ୍ତେଜନା ପ୍ରକାଶ ପାଇଛି। ଘଟଣାରୁ ପ୍ରକାଶ ଯେ, ରାୟଗଡ଼ା ଜିଲା ଚାନ୍ଦିଲି ଥାନା ଅଧୀନ ନାୟଡ଼ୁପେଟା ଅଞ୍ଚଳର ସୀମାଞ୍ଚଳ ସଗଡ଼ିଆ କୌଣସି କାରଣରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri