ରାୟଗଡା

ଭାରତୀୟ ଟିମ୍‌ରେ ଗୁଣପୁରର ଦୁଇ ଖେଳାଳି

ଗୁଣପୁର,୩୦ା୫(ଡି.ଏନ୍‌.ଏ.): ନେପାଳର ପୋଖରାଠାରେ ମେ ୨୯ରୁ ୩୧ ପର୍ଯ୍ୟନ୍ତ ଅନୁଷ୍ଠିତ ହେଉଥିବା ଅନ୍ତର୍ଜାତୀୟ ଫୁଟସାଲ ଚମ୍ପିୟନଶିପ୍‌ ପାଇଁ ରାୟଗଡ଼ା ଜିଲା ଗୁଣପୁରର ୨ ଖେଳାଳି ଚୟନ ହୋଇଛନ୍ତି। ଦୁହେଁ ହେଲେ ଜିଆଇଇଟି ବିଶ୍ୱବିଦ୍ୟାଳୟର ବି.ଟେକ୍‌(କୃଷି ବୈଷୟିକ ବିଭାଗ) ତୃତୀୟ ବର୍ଷର ଛାତ୍ର…

ପେସାରେ ଅଟୋଚାଳକ ନିଶା ସାପ ଧରିବା

ରାୟଗଡ଼ା ଅଫିସ,୨୯।୫: ପ୍ରତ୍ୟେକ ମଣିଷର ଭିନ୍ନ ଏକ ନିଶା ତଥା ରୁଚି ରହିଥାଏ। ସାପ ଧରିବା ମଧ୍ୟ ଅନେକଙ୍କ ନିଶା। ଏମିତି ଜଣେ ବ୍ୟକ୍ତି ହେଲେ ରାୟଗଡ଼ା ରାଣୀଗୁଡ଼ା ଫାର୍ମ ଅଞ୍ଚଳର ପ୍ରଦୀପ ଶତପଥୀ(୫୦)। ପେସାରେ ଜଣେ ଅଟୋ ଚାଳକ ହେଲେ…

ଘରୁ ମିଳିଲା ବିପୁଳ ପରିମାଣର ସାଇଜ କାଠ, ପଟ୍ଟା

କାଶୀପୁର,୨୮।୫(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଟିକିରି ବନାଞ୍ଚଳ ପକ୍ଷରୁ ଚଢାଉ କରି ବିପୁଳ ପରିମାଣର ସାଇଜ କାଠ ଏବଂ ପଟ୍ଟା ଜବତ କରାଯାଇଛି। ଟିକିରି ବନାଞ୍ଚଳ ଅଧିକାରୀ ଦିବ୍ୟ ମାଧୁରୀ ସେଠୀଙ୍କ ନେତୃତ୍ୱରେ ବନ ବିଭାଗ କର୍ମଚାରୀ ସ୍ଥାନୀୟ ଏକ…

ରାତିରେ ଯାଇଥିଲେ ଯାତ୍ରା ଦେଖିବାକୁ, ସକାଳୁ ମିଳିଲା ଯୁବତୀଙ୍କ ମୃତଦେହ

ଚନ୍ଦ୍ରପୁର,୨୬।୫(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ଚନ୍ଦ୍ରପୁର ବ୍ଲକ ସଦର ପଞ୍ଚାୟତ ଅଧୀନ ଚିଚିପଙ୍ଗା ନିକଟ ମୁଖ୍ୟ ପୂର୍ତ୍ତ ବିଭାଗ ରାସ୍ତାପାର୍ଶ୍ୱରୁ ଗୁରୁବାର ଜଣେ ଯୁବତୀଙ୍କ ମୃତଦେହ ସନ୍ଦେହଜନକ ଅବସ୍ଥାରେ ଜବତ କରାଯାଇଛି। ସେ ହେଲେ ଚନ୍ଦ୍ରପୁର ପଞ୍ଚାୟତ ଅନ୍ତର୍ଗତ ଲତେଗୁଡ଼ା ଗ୍ରାମର ମିଟିକା…

ଅଭିଯୁକ୍ତ ଗିରଫ, ସୁନା ଅଳଙ୍କାର ଜବତ

ଟିକିରି,୨୬।୫(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁର ଥାନା ସିରିପାଇ ପଞ୍ଚାୟତ ଅନ୍ତର୍ଗତ ବାହାରଦୁଲକି ଗ୍ରାମରେ ଧାରୁଆ ଅସ୍ତ୍ରରେ ବୃଦ୍ଧାଙ୍କ ତଣ୍ଟି କାଟି ସୁନାଚେନ୍‌ ଲୁଟ ଘଟଣାର ପର୍ଦ୍ଦାଫାସ ହୋଇଛି। କାଶୀପୁର ପୋଲିସ ମଙ୍ଗଳବାର ଅଭିଯୁକ୍ତଙ୍କୁ ଗିରଫ କରି ଲୁଟ୍‌ ହୋଇଥିବା ଚେନ୍‌ ଏବଂ…

ଉପୁଡ଼ିଲା ଗଛ, ଭାଙ୍ଗିଲା ବିଦ୍ୟୁତ୍‌ ଖୁଣ୍ଟ

ଗୁଣପୁର,୨୩।୫(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ଗୁଣପୁର ଅଞ୍ଚଳରେ ରବିବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବଲୀଳା ରଚିଛି। ଅନେକ ସ୍ଥାନରେ ଗଛ ପଡ଼ି ରାସ୍ତା ଅବରୋଧ ହୋଇଛି। ସେହିପରି ଏକାଧିକ ସ୍ଥାନରେ ବିଦ୍ୟୁତ୍‌ ଖୁଣ୍ଟ ଭାଙ୍ଗି ପଡ଼ିଯିବାରୁ ଅପରାହ୍ନ ୩ ଟାରୁ ବିଦ୍ୟୁତ୍‌ ସରବରାହ ବନ୍ଦ…

୪ମାସରେ ୧୦୬ ଦୁର୍ଘଟଣାରେ ୪୭ ମୃତ

ରାୟଗଡ଼ା ଅଫିସ, ୨୩।୫: ରାୟଗଡ଼ା ଜିଲା ସଡ଼କ ସୁରକ୍ଷା କମିଟି ବୈଠକ ଜିଲାପାଳ ସରୋଜ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି। ଜିଲାପାଳଙ୍କ କାର୍ଯ୍ୟଳୟର ଚିନ୍ତନ କକ୍ଷରେ ଅନୁଷ୍ଠିତ ବୈଠକରେ ଏସ୍‌ପି ବିବେକାନନ୍ଦ ଶର୍ମା, ସିଡିଏମ୍‌ଓ ଡ଼ାକ୍ତର ଲାଲମୋହନ ରାଉତରାୟ ଉପସ୍ଥିତ…

ସବ୍‌ଷ୍ଟେଶନ ଲୋକାର୍ପିତ, ବିଦ୍ୟୁତ୍‌ ସମସ୍ୟା ସୁଧୁରିବା ଆଶା

ଗୁଣପୁର/ନବରଙ୍ଗପୁର, ୨୨।୫(ଡି.ଏନ୍‌.ଏ./ବି.ପ୍ର.): ଲୋକମାନଙ୍କୁ ବିଦ୍ୟୁତ୍‌ ସୁବିଧା ଯୋଗାଇ ଦେବାକୁ ଶନିବାର ରାୟଗଡ଼ା ଓ ନବରଙ୍ଗପୁରରେ ବିଦ୍ୟୁତ୍‌ ସବ୍‌ଷ୍ଟେଶନ ଉଦ୍‌ଘାଟିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଭର୍ଚୁଆଲ ମୋଡ୍‌ରେ ଉଦ୍‌ଘାଟନ କରିଛନ୍ତି। ରାୟଗଡ଼ା ଜିଲା ଗୁଣପୁର ଓକିଲଗୁଡ଼ାରେ ୮୨ କୋଟି ଟଙ୍କା…

ପଞ୍ଚାୟତ ଅଫିସରେ ତାଲା ପକାଇଲେ ହିତାଧିକାରୀ

ଟିକିରି,୧୯।୫(ଡି.ଏନ୍‌.ଏ.): ଟାଇଁ ଟାଇଁ ଖରାରେ ଭତ୍ତା ଟଙ୍କା ପାଇଁ ବୟସ୍କ ଲୋକେ ପଞ୍ଚାୟତ କାର୍ଯ୍ୟାଳୟକୁ ଆସୁଛନ୍ତି। ହେଲେ ପଞ୍ଚାୟତ ଅଧିକାରୀ ସେମାନଙ୍କୁ ଭତ୍ତା ଦେବା ବଦଳରେ ବିଭିନ୍ନ ଆଳ ଦେଖାଇ ହଇରାଣ କରୁଛନ୍ତି। ରାୟଗଡ଼ା ଜିଲା କାଶୀପୁର ପଞ୍ଚାୟତ କାର୍ଯ୍ୟାଳୟ ପରିସରରୁ…

ରାମନାଗୁଡ଼ା ତହସିଲଦାରଙ୍କ ବିରୋଧରେ ମାମଲା

ଗୁଣପୁର,୧୬ା୫(ଡି.ଏନ.ଏ.): ରାୟଗଡ଼ା ଜିଲା ରାମନାଗୁଡ଼ା ତହସିଲଦାର ପ୍ରଭାତି ଝୋଡ଼ିଆଙ୍କ ବିରୋଧରେ ଗୁଣପୁର ଏସ୍‌ଡିଜେଏମ୍‌ଙ୍କ କୋର୍ଟରେ ମାମଲା ରୁଜୁ ହୋଇଛି। ମାଡ଼ ମାରିବାକୁ ଉଦ୍ୟମ ଏବଂ ହତ୍ୟା ଧମକ ନେଇ ବାଲି ଠିକାଦାର ତଥା ବ୍ୟବସାୟୀ ଜାମି ଭେଙ୍କଟ ଅଭିଯୋଗ କରିଛନ୍ତି। ସୋମବାର…

ଲୁଟେରାଙ୍କ ଗୁଳିମାଡ଼ରେ ଟ୍ରକ୍‌ ଚାଳକ ଗୁରୁତର

ଟିକିରି/ରାୟଗଡ଼ା ଅଫିସ, ୧୬।୫(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଦୁଡ଼ୁକାବାଲ ପଞ୍ଚାୟତ ଅନ୍ତର୍ଗତ କାଳିଆପଡ଼ା ଘାଟିରେ ଶନିବାର ରାତିରେ ବନ୍ଧୁକ ମୁନରେ ଜଣେ ଟ୍ରକ୍‌ ଚାଳକଙ୍କଠାରୁ ଲୁଟ୍‌ ହୋଇଛି। ଗୁଳିମାଡ଼ରେ ଚାଳକ ଗୁରୁତର ହୋଇଛନ୍ତି। ସେ ହେଲେ ନୟାଗଡ଼ ଜିଲାର ରମେଶ…

ଡ୍ରାଇଭରଙ୍କ ଉପରକୁ ଗୁଳି ଚଳାଇ ଲୁଟ୍‌ ଉଦ୍ୟମ

ଟିକିରି,୧୫ା୫(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଦୁଡୁକାବାଲ ପଞ୍ଚାୟତ ଅନ୍ତର୍ଗତ କାଳିଆପଡ଼ା ଘାଟିରେ ରବିବାର ଭୋର୍‌ରୁ ଲୁଟ୍‌ ଉଦ୍ୟମ ହୋଇଛି। ଉତ୍କଳ ଆଲୁମିନା କମ୍ପାନୀରୁ ଆଲୁମିନା ପାଉଡର ବୋଝେଇ କରି ବିଶାଖାପାଟଣା ନେଇ ଯାଉଥିବା ବେଳେ କାଳିଆପଡ଼ା ଘାଟି ନିକଟରେ ପୂର୍ବରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?