ରାୟଗଡା

ଭାଇଚାରା ସୃଷ୍ଟି କରେ ଝୋଡ଼ିଆ ପରଜାଙ୍କ ପୁଷ୍‌ ପରବ

ଟିକିରି,୨୪ ।୧(ଡି.ଏନ୍‌.ଏ.) ରାୟଗଡା ଜିଲା କାଶୀପୁର ବ୍ଲକ ଝୋଡ଼ିଆ ପରଜାଙ୍କ ନିଆରା ପରବ ପୁଷ୍‌ ପରବ ଶେଷ ହୋଇଛି। ଏହା ସେମାନେ ପରମ୍ପରା ଅନୁଯାୟୀ ବିଶ୍ୱାସର ସହ ପାଳନ କରିଥାନ୍ତି। ଏହି କାଶୀପୁର ବ୍ଲକର ସମସ୍ତ ଝୋଡ଼ିଆ ପରଜା ଗ୍ରାମ...

ଗ୍ୟାସ୍‌ ଚୁଲାରୁ ନିଆଁ ଲାଗି ମହିଳା ଗୁରୁତର

ରାୟଗଡ଼ା ଅଫିସ,୨୩।୧: ରାୟଗଡ଼ା ଥେରୁବାଲି ଝୁପୁଡ଼ି ସାହିର ପରଦେଶୀ ନନ୍ଦଙ୍କ ସ୍ତ୍ରୀ ଲଳିତା ଲଳିତା ଗୁରୁବାର ସକାଳେ ରୋଷେଇ କରିବା ସମୟରେ ଗ୍ୟାସ ଚୁଲାର ପାଇପ ଅଲଗା ହୋଇଯାଇଥିଲା। ସେଥିରୁ ନିଆଁ ବାହାରି ଲଳିତାଙ୍କ ଶରୀରର ଅର୍ଦ୍ଧାଧିକ ଅଂଶ ପୋଡ଼ିଯାଇଛି।...

ଇଞ୍ଜିନ୍‌ ବଦଳାଇବା ବେଳେ ଦୁର୍ଘଟଣା; ଟ୍ରେନ ଚଳାଚଳ ବାଧାପ୍ରାପ୍ତ

ଗୁଣପୁର,୨୩ା୧(ଡି.ଏନ୍‌.ଏ.) ରାୟଗଡ଼ା ଜିଲା ଗୁଣପୁର ରେଳ ଷ୍ଟେଶନ୍‌ରେ ବୁଧବାର ରାତିରେ ଏକ ଇଞ୍ଜିନ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଇଞ୍ଜିନ୍‌ ସାମାନ୍ୟ ଲାଇନ୍‌ଚ୍ୟୁତ ହୋଇଥିବାବେଳେ ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଘଟଣାରୁ ପ୍ରକାଶ ଯେ, ପୁରୀ-ଗୁଣପୁର ପାସେଞ୍ଜର ଟ୍ରେନ୍‌ ରାତି ୯ଟା...

ପୌରପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କୁ ଦାବିପତ୍ର

ରାୟଗଡ଼ା ଅଫିସ,୨୨।୧: ରାୟଗଡ଼ା ଯୁବ ବିକାଶ ପରିଷଦ ପକ୍ଷରୁ ଏକ ଦାବିପତ୍ର ବୁଧବାର ପୌରପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ସହରର କସ୍ତୁରୀ ନଗରସ୍ଥିତ ନାଗାବଳି ଶ୍ମଶାନ ଘାଟର ଉନ୍ନତୀକରଣ ପାଇଁ ରାୟଗଡ଼ା ପୌରପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ସଚିଦା...

ମାଓବାଦୀଙ୍କ ହିଂସାକାଣ୍ଡ: ୨ ଶ୍ରମିକଙ୍କୁ ନିସ୍ତୁକ ମାଡ

ରାୟଗଡ଼ା ଅଫିସ,୨୨।୧: କିଛି ଦିନର ନୀରବତା ପରେ ପୁଣି ଲାଲବାହିନୀର ବର୍ବରକାଣ୍ଡ। ଠିକା କ୍ୟାମ୍ପରେ ଲଙ୍କାକଣ୍ଡ ଘଟାଇ ରାୟଗଡ଼ା ଜିଲାରେ ପୁଣିଥରେ ନିଜର ଉପସ୍ଥିତିକୁ ଜାହିର କରିଛି ଲାଲ ବାହିନୀ। ମଙ୍ଗଳବାର ବିଳମ୍ବିତ ରାତିରେ ପ୍ରାୟ ୫୦ରୁ ୬୦ ଜଣ...

ବିଭିନ୍ନ ଦାବି ନେଇ ଏଲଆଇସିର ଏଜେଣ୍ଟଙ୍କ ଧାରଣା

ରାୟଗଡ଼ା ଅଫିସ,୨୧।୧: ରାୟଗଡ଼ାର କସ୍ତୁରୀନଗରଠାରେ ଥିବା ଏଲଆଇସିର ମୁଖ୍ୟଶାଖାରେ ଏଲଆଇସିର ଏଜେଣ୍ଟଙ୍କ ପକ୍ଷରୁ ଲାଇଫ ଇନସ୍ୟୁରାନ୍ସ ଅଫ ଫେଡ଼େରେଶନ ଅଫ ଇଣ୍ଡିଆର ନିର୍ଦ୍ଦେଶ କ୍ରମେ ଏଲଆଇସିର ଏଜେଣ୍ଟମାନେ ରାୟଗଡ଼ା ଶାଖା ବିଭାଗ ପକ୍ଷରୁ କାର୍ଯ୍ୟାଳୟ ସମ୍ମୁଖରେ ମଙ୍ଗଳବାର ଧାରଣା ଦେଇଛନ୍ତି।...

ଔଷଧ ଦୋକାନ ଉପରେ ଚଢ଼ାଉ

ରାୟଗଡ଼ା ଅଫିସ,୨୧।୧-ରାୟଗଡ଼ା ଜିଲାପାଳ ପ୍ରମୋଦ କୁମାର ବେହେରାଙ୍କ ନିର୍ଦ୍ଦେଶକ୍ରମେ ମଙ୍ଗଳବାର ସହରର ସମସ୍ତ ଔଷଧ ଦୋକାନ ଉପରେ ଚଢ଼ାଉ କରାଯାଇଛି। ଡ୍ରଗ୍ସ ଇନ୍‌ସପେକ୍ଟର ପ୍ରିୟରଞ୍ଜନ ନାୟକଙ୍କ ନେତୃତ୍ୱରେ ଏବଂ ସ୍ଥାନୀୟ ପୋଲିସର ମିଳିତ ଉଦ୍ୟମରେ ଏହି ଚଢ଼ାଉ କରାଯାଇଥିଲା। ସହରରେ...

ରାୟଗଡ଼ାରେ ରାଜସ୍ଥାନ କୁମ୍ଭାରଙ୍କ ବେଶ୍‌ ଚାହିଦା

ରାୟଗଡ଼ା ଅଫିସ ,୨୧।୧ ରାଜ୍ୟ ବାହାର କୁମ୍ଭାରଙ୍କ ରାୟଗଡ଼ାରେ ବେଶ୍‌ ଚାହିଦା ା ରାୟଗଡ଼ାରେ ପ୍ରତି ବର୍ଷ ପୂଜା ପାର୍ବଣ ସମୟରେ ସେମାନଙ୍କୁ ଦେଖିବାକୁ ମିଳିଥାଏ ା ସେମାନେ ପୂଜାର କିଛି ମାସ ପୂର୍ବରୁ ଆସି ଏଠାରେ ବ୍ୟବସାୟ କରି...

ସମସ୍ୟାରେ ଅଟକିଛି ବାରିଝୋଲା ବିକାଶ

ରାୟଗଡ଼ା ଅଫିସ, ୨୦ା୧- ରାୟଗଡ଼ା ଜିଲା ସଦର ବ୍ଲକ୍‌ ହାଲୁଆ ପଞ୍ଚାୟତ ବାରିଝୋଲା ଗାଁରେ ଅନେକ ସମସ୍ୟା ଲାଗି ରହିଛି। ଦୀର୍ଘ ଦିନ ହେଲା ଶିକ୍ଷା, ସ୍ବାସ୍ଥ୍ୟ ଓ ପାନୀୟ ଜଳର ସମସ୍ୟା ରହିଥିଲେ ମଧ୍ୟ ତାହାର ସମାଧାନ ପାଇଁ...

ଇଟାଭାଟି ଭିତରେ ଅଙ୍ଗନୱାଡ଼ି କେନ୍ଦ୍ର

ଜୟପୁର,୧୯ା୧(ଡି.ଏନ୍‌.ଏ.):ଜୟପୁର ବ୍ଲକ ସଦର ଉପକଣ୍ଠ ବାରିଣିପୁଟ ପଞ୍ଚାୟତ ପରଜା ସାହିରେ ଏକ ନିର୍ଜନ ଚାଷଜମିରେ ବେଆଇନ ଇଟାଭାଟି ଗଢ଼ି ଉଠିଛି। ତାରି ଭିତରେ ରହିଛି ଅଙ୍ଗନୱାଡ଼ି କେନ୍ଦ୍ର ା ସରକାର ଅଙ୍ଗନୱାଡ଼ି କେନ୍ଦ୍ର ସ୍ଥାପନ ପାଇଁ ଲକ୍ଷାଧିକ ଟଙ୍କା ଖର୍ଚ୍ଚ...

ଟ୍ରେନ୍‌ରେ ଛାଡ଼ିଥିବା ୪ ଲକ୍ଷ ୫୦ ହଜାର ଟଙ୍କା ଫେରିପାଇଲେ ବ୍ୟକ୍ତି

ରାୟଗଡ଼ା ଅଫିସ,୧୯।୧: ବିଶାଖାପାଟନମ୍‌ରୁ ରାୟଗଡ଼ା ଅଭିମୁଖେ ଶେଖ୍‌ ୟାସୋଦିନ୍‌ ନାମକ ଜଣେ ବ୍ୟକ୍ତି ରବିବାର ସକାଳେ ସମତା ଏକ୍ସପ୍ରେସରେ ତାଙ୍କର ଜଣେ ବନ୍ଧୁଙ୍କ ବିବାହ ଉତ୍ସବରେ ଯୋଗ ଦେବା ପାଇଁ ଆସୁଥିଲେ। ତାଙ୍କ ବନ୍ଧୁ ତାଙ୍କୁ କିଛି ଟଙ୍କା ଧାରସୂତ୍ରରେ...

ସ୍ତ୍ରୀଙ୍କ ଓଢ଼ଣୀରେ ଶିକ୍ଷକଙ୍କ ଅତ୍ମହତ୍ୟା

ରାୟଗଡ଼ା ଅଫିସ,୧୬।୧: ଟିକିରିରେ ଜଣେ ଶିକ୍ଷକ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ବୁଧବାର ରାତିରେ ଶିକ୍ଷକ ପ୍ରଶାନ୍ତ ପଣ୍ଡା(୩୦)ଘରେ ଶୋଇଥିଲେ। ମାତ୍ର ଗୁରୁବାର ସକାଳୁ ସ୍ତ୍ରୀଙ୍କ ଓଢ଼ଣୀରେ ଘର ଛାତରେ ଥିବା ଏକ ରଡ୍‌ରେ ଆତ୍ମହତ୍ୟା କରିଥିବା ଦେଖିବାକୁ ମିଳିଥିଲା। ମୃତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri