ରାୟଗଡା

ସବୁଠି ସାମାଜିକ ଦୂରତାକୁ ବେଖାତିର

  ଟିକିରି,୪ା୫: ସରକାର ଓ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଯେତେ ସଚେତନ କରାଗଲେ ମଧ୍ୟ ଲୋକେ ବୁଝିବାକୁ ନାରାଜ। ରାଜ୍ୟରେ ଗୋଟିଏ ପରେ ଗୋଟିଏ ଜିଲାକୁ ମାଡ଼ି ଚାଲିଛି କରୋନା। ତଥାପି ଲୋକେ ସାମାଜିକ ଦୂରତାକୁ ବେଖାତିର କରୁଛନ୍ତି। ରାୟଗଡ଼ା ଜିଲା…

ସେଲୁନ, ପାର୍ଲର୍‌ ଖୋଲିବାକୁ ଅନୁମତି ମାଗିଲା ବାରିକ ସଂଘ

  ରାୟଗଡ଼ା ଅଫିସ,୩ା୫: ଦୀର୍ଘ ଦିନ ଧରି ଲକ୍‌ଡାଉନ ଯୋଗୁ ଜୀବନ ଜୀବିକା ପ୍ରଭାବିତ ହୋଇଛି। ସେଲୁନ ଓ ପାର୍ଲର୍‌ଗୁଡ଼ିକ ବନ୍ଦ ଯୋଗୁ ବାରିକମାନେ ମଧ୍ୟ ବେଶ୍‌ ପ୍ରଭାବିତ ହୋଇଛନ୍ତି। କଟକଣା କୋହଳ ପରେ ଅନେକ ବ୍ୟବସାୟିକ ପ୍ରତିଷ୍ଠାନ ଖୋଲିବାକୁ ଅନୁମତି…

ସଙ୍ଗରୋଧ କେନ୍ଦ୍ରରୁ ଫେରିଲେ ବାହାର ରାଜ୍ୟର ୪୭ ଅଟକ ବ୍ୟକ୍ତି

  ରାୟଗଡ଼ା ଅଫିସ,୩ା୫: ରାୟଗଡ଼ା ବ୍ଲକ୍‌ ଅଧୀନ ଆନ୍ଧ୍ର-ଓଡ଼ିଶା ସୀମାନ୍ତ କେରେଡ଼ା ଗାଁ ସଙ୍ଗରୋଧ କେନ୍ଦ୍ରରେ ଥିବା ୪୭ ଅଟକ ବ୍ୟକ୍ତିଙ୍କୁ ରବିବାର ନିଜ ଅଞ୍ଚଳଙ୍କୁ ପଠାଇ ଦିଆଯାଇଛି। ଏମାନଙ୍କ ମଧ୍ୟରୁ ୩୭ ଜଣଙ୍କ ଘର ରାଜସ୍ଥାନ ଏବଂ ଅନ୍ୟ ୧୦…

ରାୟଗଡ଼ାରେ ଅଟକିଲା ସୁରତ-ବ୍ରହ୍ମପୁର ସ୍ବତନ୍ତ୍ର ଟ୍ରେନ୍‌: ଶ୍ରମିକଙ୍କୁ ଖାଦ୍ୟ ଦେଲା ରେଳ ବିଭାଗ

ରାୟଗଡା ଅଫିସ,୩ା୫: ସୁରଟରୁ ଶ୍ରମିକଙ୍କୁ ନେଇ ରବିବାର ବ୍ରହ୍ମପୁର ଆସିଥିବା ସ୍ବତନ୍ତ୍ର ଟ୍ରେନ୍‌ ରବିବାର କିଛି ସମୟ ପାଇଁ ରାୟଗଡ଼ା ଷ୍ଟେଶନରେ ଅଟକିଥିଲା। ସେଠାରେ ରେଳ କର୍ତ୍ତୃପକ୍ଷଙ୍କ ଦ୍ୱାରା ଆର୍‌ପିଏଫ ଯବାନଙ୍କ ସହାୟତାରେ ଟ୍ରେନ୍‌ରେ ଥିବା ୧୨୦୦ ଶ୍ରମିକଙ୍କୁ ଖାଦ୍ୟ ଓ…

କରୋନା ସ୍ଥିତି ସମୀକ୍ଷା କଲେ ନୋଡାଲ୍‌ ଅଧିକାରୀ

  ରାୟଗଡ଼ା ଅଫିସ,୩ା୫: ରାଜ୍ୟ ସରକାରଙ୍କ ପକ୍ଷରୁ ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲା ନୋଡାଲ୍‌ ଅଧିକାରୀଭାବେ ନିଯୁକ୍ତ ଭି. ଭି ଯାଦବ ରବିବାର ରାୟଗଡ଼ା ଜିଲା ଗସ୍ତରେ ଆସି କରୋନା ମୁକାବିଲା ପାଇଁ ଜିଲାରେ ହୋଇଥିବା ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା…

ଗୁଣପୁରରେ ପହଞ୍ଚିଲେ ୩୨ କେରଳଫେରନ୍ତା: ୨ ଜଣଙ୍କୁ ଜ୍ୱର

  ଗୁଣପୁର,୩ା୫(ଡି.ଏନ୍‌.ଏ.): କେରଳରୁ ୩୨ ଜଣ ଶ୍ରମିକ ରବିବାର ରାୟଗଡ଼ା ଜିଲାର ଗୁଣପୁର ଅଞ୍ଚଳକୁ ଫେରିଛନ୍ତି। ସେମାନଙ୍କ ମଧ୍ୟରେ ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ଅଞ୍ଚଳର ୬ ଜଣ ରହିଛନ୍ତି। ସମସ୍ତ ଶ୍ରମିକ ସ୍ବତନ୍ତ୍ର ଟ୍ରେନ୍‌ ଯୋଗେ ଆସି ରବିବାର ସକାଳେ ଗଞ୍ଜାମ…

କୋଭିଡ୍‌ ହସ୍‌ପିଟାଲ ପରିଦର୍ଶନ କଲେ ଜିଲା ଦୌରାଜଜ୍‌

ରାୟଗଡ଼ା ଅଫିସ,୨ା୫: ରାୟଗଡ଼ା ଜିଲା ଦୌରାଜଜ୍‌ ତଥା ଡିଏଲ୍‌ଏସ୍‌ଏ ଅଧ୍ୟକ୍ଷ ଚିତ୍ତରଞ୍ଜନ ଦାସ ଶନିବାର ଜେକେପୁରସ୍ଥିତ କୋଭିଡ୍‌ ହସ୍ପିଟାଲ ପରିଦର୍ଶନ କରିଛନ୍ତି। ଜଜ୍‌ଙ୍କ ସହ ମୁଖ୍ୟ ଦଣ୍ଡାଧିକାରୀ ମନୋରଞ୍ଜନ ଦାସ, ଜିଲାପାଳ ପ୍ରମୋଦ କୁମାର ବେହେରା, ଉପଜିଲାପାଳ ପ୍ରତାପ ଚନ୍ଦ୍ର ପ୍ରଧାନ,…

କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧିତ କଲେ ଏସ୍‌ଏଚ୍‌ଜି ମହିଳା

ରାୟଗଡା ଅଫିସ,୨ା୫: ରାୟଗଡା ସହରରେ ଏଯାବତ୍‌ କରୋନା ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି। ତେବେ ଆନ୍ଧ୍ର ସୀମାନ୍ତ ଜିଲା ହୋଇଥିବାରୁ ପୋଲିସ ଏବଂ ପ୍ରଶାସନ ପକ୍ଷରୁ ସତର୍କ ଦୃଷ୍ଟି ରଖାଯାଇଛି। ପୋଲିସ ପକ୍ଷରୁ ରାତ୍ରି ପାଟ୍ରୋଲିଂକୁ ମଧ୍ୟ କଡ଼ାକଡ଼ି କରାଯାଇଛି। କରୋନା ଭଳି…

ଗାଁରେ ସଙ୍ଗରୋଧ କେନ୍ଦ୍ରକୁ ବିରୋଧ: ତାଲା ପକାଇଲେ ଗ୍ରାମବାସୀ

ରାୟଗଡ଼ା ଅଫିସ,୨ା୫: ରାୟଗଡ଼ା ଜିଲା ହାଲୁଆ ପଞ୍ଚାୟତ ଅଧୀନ ପୋଡ଼ାପାଡ଼ି ଗ୍ରାମରେ ସଙ୍ଗରୋଧ କେନ୍ଦ୍ରକୁ ବିରୋଧ କରି ଶୁକ୍ରବାର ଗ୍ରାମବାସୀ ସ୍କୁଲ ଫାଟକରେ ତାଲା ପକାଇଛନ୍ତି। ଏହାକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ପରିସ୍ଥିତି ଅଣାୟତ୍ତ ହେବାରୁ ପ୍ରଶାସନିକ ଅଧିକାରୀ…

୮ ଲକ୍ଷ ଟଙ୍କାର ଗୁଟ୍‌ଖା ଜବତ: ବ୍ୟବସାୟୀ ଗିରଫ

ରାୟଗଡ଼ା ଅଫିସ,୧ା୫(ଡି.ଏନ୍‌.ଏ): ଲକ୍‌ଡାଉନରେ ବେଧଡ଼କ ଚାଲିଛି ଗୁଟ୍‌ଖା ବେପାର। ରାୟଗଡ଼ା ଜିଲା ଗୁଣପୁର ଗୋଲା ସାହି ଠାରେ ଥିବା ଏକ ଗୋଦାମ୍‌ରେ ବିପୂଳ ପରିମାଣରେ ଗୁଟ୍‌ଖା ଗଚ୍ଛିତ ରଖି ବେପାର ଚାଲିଥିବା ଖବର ପାଇ ଶୁକ୍ରବାର ଗୁଣପୁର ପୋଲିସ ଚଢ଼ାଉ କରିଥିଲା।…

ମୁନିଗୁଡ଼ା ଟିକରପଡ଼ା ବସ୍ତି ଅଞ୍ଚଳରେ ଡେଙ୍ଗୁ ଆତଙ୍କ: ୪୦ ଆକ୍ରାନ୍ତ ସୂଚନା

ମୁନିଗୁଡା,୧।୫(ଡି.ଏନ୍‌.ଏ.): ସାରା ରାଜ୍ୟରେ ଏବେ କରୋନା(କୋଭିଡ-୧୯)କୁ ଭୟର ମାହୋଲ। ଏପରିସ୍ଥଳେ ରାୟଗଡା ଜିଲା ମୁନିଗୁଡ଼ାର ଟିକରପଡ଼ା ବସ୍ତିରେ ଡେଙ୍ଗୁ ରିପୋର୍ଟ ପଜିଟିଭ୍‌ ଆସିବା ପରେ ମୁନିଗୁଡ଼ା ଅଞ୍ଚଳରେ ଆତଙ୍କ ଖେଳିଯାଇଛି। ସୂଚନାନୁଯାୟୀ, ଟିକରପଡ଼ାରେ ଡେଙ୍ଗୁ ରୋଗୀ ଚିହ୍ନଟ ହେବା ଏବଂ ଅଜଣା…

ସରିଲା ସଙ୍ଗରୋଧ ଅବଧି: ଫେରିଲେ ଗଞ୍ଜାମ, ଗଜପତିର ୯ ଶ୍ରମିକ

କୋଲନରା,୨୯ା୪: ରାୟଗଡ଼ା ଜିଲା କୋଲନରା ବ୍ଲକ୍‌ ଥେରୁବାଲି ଏବଂ ସୂରୀ ପଞ୍ଚାୟତର ଜାମୁଲେଲିବାଡ଼ିସ୍ଥିତ କରୋନା ଆଶ୍ରୟସ୍ଥଳୀରେ ଥିବା ଗଞ୍ଜାମ ଓ ଗଜପତି ଜିଲାର ୯ ଶ୍ରମିକ ବୁଧବାର ଘରକୁ ଫେରିଛନ୍ତି। ଏକ ସ୍ବତନ୍ତ୍ର ଗାଡ଼ି ଯୋଗେ ଥେରୁବାଲିଠାରେ ଥିବା ଗଞ୍ଜାମ ଜିଲାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri