ରାୟଗଡା

ଉତ୍ସାହରେ ଭୋଟ ଦେଲେ ଡଙ୍ଗରିଆ

ବିଷମକଟକ,୨୬ା୨(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ବିଷମକଟକ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ କଲ୍ୟାଣସିଂହପୁର ବ୍ଲକର ରାଇଲିମା ଗ୍ରାମ ୧୪ ନମ୍ବର ବୁଥ୍‌ରେ ଶୁକ୍ରବାର ସାନି ମତଦାନ ହୋଇଛି। ଏହି ବୁଥ୍‌ରେ ରାଇଲିମା, ତଳମୁଶୁଡ଼ି ଓ ଉପରମୁଶୁଡ଼ି ଗ୍ରାମର ଡଙ୍ଗରିଆ ଭୋଟର ଉତ୍ସାହର ସହ ମତ ସାବ୍ୟସ୍ତ…

ଖଟିଆରେ ୨ କି.ମି. ବୁହାହେଲେ ରୋଗୀ

ମୁନିଗୁଡା,୨୪।୨(ଡି.ଏନ୍‌.ଏ.) ରାସ୍ତା ଖରାପ ଥିବାରୁ ଗାଁକୁ ଯାଇ ପାରିଲାନି ଆମ୍ବୁଲାନ୍ସ। ଫଳରେ ରୋଗୀଙ୍କୁ ପରିବାର ଲୋକେ ୨ କି.ମି. ଦୂରରେ ଥିବା ଆମ୍ବୁଲାନ୍ସ ପର୍ଯ୍ୟନ୍ତ ଖଟିଆରେ ବୋହି ଆଣିଥିଲେ। ଏପରି ଘଟଣା ରାୟଗଡ଼ା ଜିଲା ମୁନିଗୁଡା ବ୍ଲକ ଜଗଦଳପୁର ପଞ୍ଚାୟତ ହାତିଚାଞ୍ଚଡା…

କଡ଼ା ସୁରକ୍ଷାରେ ନିୟମଗିରିରେ ଚାଲିଛି ସାନି ମତଦାନ

ବିଷମ କଟକ,୨୩।୨(ଡି.ଏନ୍‌.ଏ): ରାୟଗଡ଼ା ଜିଲା ନିୟମଗିରିରେ କଡ଼ା ସୁରକ୍ଷା ବ୍ୟବସ୍ଥା ଭିତରେ ସାନି ମତଦାନ ଚାଲିଛି। ତ୍ରିସ୍ତରୀୟ ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ବିଷମ କଟକ ବ୍ଲକର କୁର୍ଲ୍ଲୀ ପଞ୍ଚାୟତର ମୁଣ୍ଡବାଲି ବୁଥ୍‌ରେ ଭୋଟ ଟେମ୍ପେରିଂ ଅଭିଯୋଗ ହୋଇଥିଲା । ଜିଲାପାଳ ସରୋଜ…

ସାନି ନିର୍ବାଚନକୁ ବିରୋଧ

ବିଷମକଟକ, ୨୨।୨(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ବିଷମକଟକ ବ୍ଲକ କୁର୍ଲି ପଞ୍ଚାୟତର ନିମଗିରି ମୁଣ୍ଡବାଲି ୮ ନମ୍ବର ବୁଥ୍‌ରେ ୨୩ ତାରିଖରେ ସାନି ନିର୍ବାଚନ ହେବାକୁ ସୋମବାର ରାଜ୍ୟ ନିର୍ବାଚନ କମିଶନର ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ବିଷମକଟକ ବ୍ଲକ ପ୍ରଶାସନ ପକ୍ଷରୁ ବୁଥରେ…

ବୁଥ୍‌ ପରିବର୍ତ୍ତନ ଯୋଗୁ ଭୋଟ ଦେଲେନି ୨ ଗ୍ରାମର ଭୋଟର

ଟିକିରି,୨୧।୨(ଡି.ଏନ୍‌.ଏ.)- ରାୟଗଡ଼ା ଜିଲା କାଶୀପୁର ବ୍ଲକରେ ରବିବାର ଭୋଟ ଗ୍ରହଣ ହୋଇଥିଲା। ଏଥିରେ ଡଙ୍ଗାସିଲ ପଞ୍ଚାୟତର ବେଲଗଛ ତୁଣ୍ଡା ପୋଲିଂ ବୁ୍‌ଥ୍‌ ପରିବର୍ତ୍ତନ ନେଇ ଦୁଇ ଗ୍ରାମର ୨ ଶହରୁ ଊର୍ଦ୍ଧ୍ୱ ଭୋଟର ଭୋଟ ବର୍ଜନ କରିଛନ୍ତି। ବଲଗଛତୁଣ୍ଡା ଏବଂ ପଣ୍ଡକାମାରି…

ଭୋଟବାକ୍ସ ଟେକିନେଲେ ଡଙ୍ଗରିଆ

ରାୟଗଡ଼ା ଅଫିସ/ବିଷମକଟକ,୨୦ା୨(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ବିଷମକଟକ ନିର୍ବାଚନ ମଣ୍ଡଳୀ ଅଧୀନ କଲ୍ୟାଣସିଂହପୁର ବ୍ଲକରେ ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ଭୋଟ ଗ୍ରହଣ ବେଳେ ରବିବାର ବିଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହୋଇଛି। ସୁନାଖଣ୍ଡି ପଞ୍ଚୟତ ନିୟମଗିରି ପାହାଡ଼ ଅଞ୍ଚଳର ରାଇଲିମା ଗ୍ରାମର ୧୪ ନଂ.…

ମାଓବାଦୀଙ୍କ ଦ୍ୱାରା ଖଞ୍ଜା ଯାଇଥିବା ବୋମା ଉଦ୍ଧାର

ରାୟଗଡ଼ା ଅଫିସ,୨୦ା୨: ରାୟଗଡ଼ା ଜିଲା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ମାଓବାଦୀ ପ୍ରବଣ କଲ୍ୟାଣସିଂହପୁର ବ୍ଲକର ପାର୍ସାଲି ପଞ୍ଚାୟତକୁ ଯିବା ରାସ୍ତାକଡ଼ରେ ମାଓବାଦୀମାନେ ଖଞ୍ଜିଥିବା ଏକ ଟିଫିନ୍‌ ବୋମାକୁ ରବିବାର ଉଦ୍ଧାର କରିଛି ଡିଭିଏଫ୍‌ ପୋଲିସ। ନିର୍ବାଚନକୁ ଦୃଷ୍ଟିରେ ରଖି…

ନିର୍ବାଚନ ପୂର୍ବରୁ ରାତି ଅଧିଆ ଚାଲିଥିଲା ଟଙ୍କା ବଣ୍ଟା

ଟିକିରି,୧୯ା୨(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ରବିବାର ରାୟଗଡ଼ା ଜିଲାର କାଶୀପୁର ଓ କଲ୍ୟାଣସିଂହପୁର ବ୍ଲକରେ ଭୋଟ ଗ୍ରହଣ ହେବ। ଏଥିପାଇଁ ଶୁକ୍ରବାର ପ୍ରଚାର ସରିଛି। ଏଭଳି ସ୍ଥିତିରେ ଗାଁରେ ଭୋଟରଙ୍କୁ ଟଙ୍କା ବାଣ୍ଟୁଥିବା ସମୟର ଏକ ଭିଡିଓ ଏବେ…

ଦୁଇ ମୋବାଇଲ ଦୋକାନରୁ ଲକ୍ଷାଧିକ ଟଙ୍କାର ମୋବାଇଲ ଚୋରି

ରାୟଗଡ଼ା ଅଫିସ,୧୭ା୨: ରାୟଗଡ଼ା ସହରର ଶାରଳା ଛକସ୍ଥିତ ଜୟ ମା’ ଶାରଳା ଓ କ୍ରିଷ୍ଣା ମୋବାଇଲ ଦୋକାନରୁ ଲକ୍ଷାଧିକ ଟଙ୍କାର ମୋବାଇଲ ଚୋରି ହୋଇଛି। ଦୋକାନ ସଟର ତାଡ଼ି କାନ୍ଥ ଭାଙ୍ଗି ଲକ୍ଷାଧିକ ଟଙ୍କାର ମୋବାଇଲ ଚୋରି କରି ନେଇଛନ୍ତି ଦୁର୍ବୃତ୍ତ।…

ଭୋଟ ପ୍ରକ୍ରିୟାରେ ସାମିଲ ହେଲେ ଡଙ୍ଗରିଆ

ବିଷମକଟକ/ଦୁର୍ଗୀ/ମୁନିଗୁଡ଼ା, ୧୭।୨(ଡି.ଏନ୍‌.ଏ.) ବିଷମକଟକ ବ୍ଲକର ୨୧ ପଞ୍ଚାୟତର ୨୪୬ ୱାର୍ଡରେ ୬୪ ହଜାର ୮୯୪ ଭୋଟର ସେମାନଙ୍କ ମତ ସାବ୍ୟସ୍ତ କରିଛନ୍ତି। ବ୍ଲକରେ ୭୦ ପ୍ରତିଶତ ମତଦାନ ହୋଇଛି। ନିୟମଗିରିର ଡଙ୍ଗରିଆ ଜନଜାତି ଭୋଟର ମଧ୍ୟ ନିଜର ମତ ସାବ୍ୟସ୍ତ କରିଛନ୍ତି।…

ଦିନକ ବ୍ୟବଧାନରେ ମା’, ଝିଅଙ୍କ ମୃତ୍ୟୁ

ଗୁଡାରି,୧୬।୨(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ଗୁଡାରି ବ୍ଲକ ଚିଟିସେର୍ମା ଗାଁର ହଳଧର ନିମାଲଙ୍କ ପୁଅ ପବିତ୍ର, ବୋହୂ ମଞ୍ଜୁଳା ଏବଂ ନାତୁଣୀ ପିଙ୍କି ହାଇଦ୍ରାବାଦରେ ରନ୍ଧନ ଗ୍ୟାସ୍‌ ଲିକ୍‌ ଯୋଗୁ ନିଆଁ ଲାଗିି ଗୁରୁତର ହୋଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ହାଇଦ୍ରାବାଦରେ ସୋମବାର ପିଙ୍କି(୭)ଙ୍କ…

ପଞ୍ଚାୟତ ନିର୍ବାଚନ: ହେବିୱେଟ୍‌ଙ୍କ ପାଇଁ ସମ୍ମାନର ପ୍ରଶ୍ନ

ଗୁଣପୁର,୧୪ା୨(ଡି.ଏନ୍‌.ଏ.) ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ୧୬ରୁ ଆରମ୍ଭ ହେବ। ଏହି କ୍ରମରେ ରାୟଗଡ଼ା ଜିଲା ଗୁଣପୁର ନିର୍ବାଚନ ମଣ୍ଡଳୀ ଅଧୀନ ଚନ୍ଦ୍ରପୁରରେ ୧୬ ତାରିଖରେ ଭୋଟ ଗ୍ରହଣ ହେବ। ସେହିପରି ରାମନାଗୁଡ଼ା ଓ ଗୁଣପୁରରେ ୧୮ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?