ସମ୍ବଲପୁର

ଶେଷରେ ଧରାପଡ଼ିଲେ ପ୍ରେମିକ-ନବବଧୂ: ଏହି ସ୍ଥାନରେ ଥିଲେ, ପୋଲିସ ଉଭୟଙ୍କୁ…

ସମ୍ବଲପୁର, ୨୪।୨(ପ୍ରମୋଦ ବହିଦାର): ପୋଲିସ ହାତରେ ଧରାପଡିଲେ ବନ୍ଧୁକ ମୁନରେ ନବବଧୂ ଅପହରଣକାରୀ। ନବବଧୂ କଣ୍ଟାମାଳ ଥାନା ଅନ୍ତର୍ଗତ କଣ୍ଟାମାଳ ବ୍ଲକଛକର ରଶ୍ମି ପୁଟେଲ(୧୯)ଙ୍କ ସହ କଣ୍ଟାମାଳ ବଡ଼ଚାପଲି ଗ୍ରାମର ସଞ୍ଜୟ ସାହୁ(୨୬)ଙ୍କୁ ପୋଲିସ ଗିରଫ କରିଛି। ଉଭୟେ ସମ୍ବଲପୁର ଅଇଁଠାପାଲି…

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି। ତାଙ୍କ ସ୍ବାମୀ ହେଉଛନ୍ତି ମୁକେଶ ଛତ୍ରପାଲ। ସେ ମହତାବ ନଗର ବୁର୍ଲାରେ ରୁହନ୍ତି।…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ ନିଶ୍ବାସ ପ୍ରଶ୍ବାସ ନେବାରେ ଅସୁବିଧା ହେବାରୁ ବର୍ତ୍ତମାନ ଅମ୍ଳଜାନ ଦିଆଯାଉଛି । ଫୁସଫୁସ…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି କୋଟି ଟଙ୍କାର ସମ୍ପତି ନଷ୍ଟ ହୋଇଯାଇଛି । ନିଆଁକୁ ଆୟତ୍ତ କରିବା ପାଇଁ…

ସମ୍ବଲପୁରରେ ଭାରତ ବନ୍ଦ ସଫଳ: ଜାତୀୟ ରାଜପଥରେ ଗାଡ଼ି ଜାମ୍‌

ସମ୍ବଲପୁର,୧୨।୨(ପ୍ରମୋଦ ବହିଦାର): ନୂଆ ଶ୍ରମ କୋଡ଼ ନେଇ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ବିଭିନ୍ନ ଶ୍ରମିକ ସଂଗଠନ ମଧ୍ୟରେ ତୀବ୍ର ଅସନ୍ତୋଷ ସୃଷ୍ଟି ହୋଇଛି। ଫଳରେ ଶ୍ରମ କୋଡ଼ ପ୍ରତ୍ୟାହାର ଦାବିରେ ବିଭିନ୍ନ ଶ୍ରମିକ ସଙ୍ଗଠନ ପକ୍ଷରୁ ମିଳିତ ଆହ୍ବାନ କ୍ରମେ…

ରାସ୍ତାରେ ଷ୍ଟଣ୍ଟ୍‌ କରୁଥିଲେ ଯୁବକ: ମାଡ଼ିବସିଲା ପୋଲିସ

ସମ୍ବଲପୁର,୭।୨(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ହୀରାକୁଦ ଜଳଭଣ୍ଡାର ଦକ୍ଷିଣ(ରାଇଟ) ଡାଇକ ରାସ୍ତାରେ ବେପରୁଆ ଓ ବିପଦପୂର୍ଣ୍ଣ ଭାବରେ କାର୍‌ ଚାଳନା(ଷ୍ଟଣ୍ଟ) କରିଥିବା ଅଭିଯୋଗରେ ୭ ଯୁବକଙ୍କୁ ପୋଲିସ ଅଟକ ରଖିବା ପରେ ନୋଟିସ ଦେଇ ଛାଡ଼ିଛି। ମିଳିଥିବା ସୂଚନା ଅନୁସାରେ,…

ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ: ନିଲମ୍ବିତ ହେଲେ ସହକାରୀ ପ୍ରଫେସର

ସମ୍ବଲପୁର,୭।୨(ପ୍ରମୋଦ ବହିଦାର): ସମ୍ବଲପୁର ବିଶ୍ବବିଦ୍ୟାଳୟର ଏମ୍‌ବିଏ ବିଭାଗର ଗବେଷଣାରତ ଜଣେ ପିଏଚ୍‌ଡି ଛାତ୍ରୀଙ୍କୁ ତାଙ୍କ ଗାଇଡ ଅସଦାଚରଣ କରିଥିବା ଅଭିଯୋଗ ହୋଇଥିଲା। ଛାତ୍ରୀଙ୍କ ଅଭିଯୋଗ ଆଧାରରେ ବିଶ୍ବବିଦ୍ୟାଳୟର ଆଭ୍ୟନ୍ତରୀଣ ଅଭିଯୋଗ କମିଟି(ଆଇସିସି) ଏହି ଘଟଣାର ତଦନ୍ତ କରି ରିପୋର୍ଟ ଦାଖଲ କରିଥିଲା।…

ସମ୍ବଲପୁର ସର୍କଲ ଜେଲ୍‌ରେ ରାଜସ୍ଥାନ ପୋଲିସ

ସମ୍ବଲପୁର,୬।୨: ରାଜସ୍ଥାନ ପୋଲିସର ଏକ ଟିମ୍‌ ଶୁକ୍ରବାର ସମ୍ବଲପୁର ସର୍କଲ ଜେଲ୍‌ରେ ପହଞ୍ଚି ପୋଲିସ ଅଧିକାରୀଙ୍କୁ ଭେଟିଛନ୍ତି। ଏହି ଅବସରରେ ରାଜସ୍ଥାନ ପୋଲିସ ଜେଲ୍‌ରେ ଥିବା ଦୁର୍ଦ୍ଦାନ୍ତ ବିହାରୀ ଅପରାଧୀ ସୁବୋଧ ସିଂହକୁ ରିମାଣ୍ଡରେ ନେବାକୁ ଅଧିକାରୀଙ୍କ ସହ ଆଲୋଚନା କରିଥିବା…

ସରକାରଙ୍କ ବଡ଼ ଘୋଷଣା: ବୁର୍ଲାରେ ଖୋଲିବ ନୂଆ ତହସିଲ ଅଫିସ

ସମ୍ବଲପୁର,୨।୨:(ପ୍ରମୋଦ ବହିଦାର): ସମ୍ବଲପୁର ପାଇଁ  ବଡ଼ ଘୋଷଣା। ଖୁସିହେବେ ବୁର୍ଲାବାସୀ। ସମ୍ବଲପୁର ବୁର୍ଲାରେ ଖୋଲିବ ନୂଆ ତହସିଲ ଅଫିସ। ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ଆଜି ସମ୍ବଲପୁର ଜିଲାପାଳଙ୍କ କାର୍ଯ୍ୟାଳୟରେ ସମୀକ୍ଷା ବୈଠକ ବସିଥିଲା। ମୁଖ୍ୟମନ୍ତ୍ରୀଙ୍କ ବଡ଼…

ବାଇକ୍‌କୁ ଧକ୍କା ଦେଇ ଘୋଷାଡ଼ି ନେଲା ବୋଲେରୋ: ଚାଲିଗଲା ସ୍ବାମୀଙ୍କ ଜୀବନ, ସ୍ତ୍ରୀ ଗୁରୁତର

ଗୋଡ଼ଭଗା,୩୧ା୧(ସୁରେଶ ଦାଶ): ଗୋଡ଼ଭଗା ଫାଣ୍ଡି ଅନ୍ତର୍ଗତ ଗୋଡ଼ଭଗା ମାରୱାଡି ଧର୍ମଶାଳା ପାଖରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ କଳାମାଟି ପଞ୍ଚାୟତ ମାଉଲିଭାଗର ହେମସାଗର (କୁବେର) ଛନ୍ଦ (୪୯)ଙ୍କ ମୃତ୍ୟୁ ଘଟିଥିବା ବେଳେ ସ୍ତ୍ରୀ ଚୂଡ଼ାବତୀ ଛନ୍ଦ ଗୁରୁତର…

ଚାଲାଣ କଟା ପରେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣାଗାଡ଼ି : ଆଜି ରାସ୍ତାରେ ମୃତଦେହ ରଖି …

ସମ୍ବଲପୁର,୩୧।୧(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ଭତରା ପେଟ୍ରୋଲ ପମ୍ପ ନିକଟରେ ଜାତୀୟ ରାଜପଥ-୫୫ରେ ଶୁକ୍ରବାର ଭୟଙ୍କର ଦୁର୍ଘଟଣା ଘଟିଥିଲା। ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ୮୩ ବର୍ଷ ବୟସ୍କ ବୃଦ୍ଧଙ୍କ ମୃତ୍ୟୁ ହୋଇଥିଲା। ଏହି ଘଟଣାର ତଦନ୍ତ…

କାର୍‌ ରେସିଂର କରୁଣ ପରିଣତି: ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କାଦେଇ ବାଇକ୍‌, ସ୍କୁଟି ଉପରକୁ ମାଡ଼ିଗଲା କାର୍‌

ସମ୍ବଲପୁର,୨୪୧(ପ୍ରମୋଦ ବହିଦାର): ସମ୍ବଲପୁର ଅଇଁଠାପାଲି ବଜାର ଛକରେ ଶୁକ୍ରବାର ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର(ନଂ.ଓଡି୧୫ଇ-୫୩୫୪) ଦ୍ରୁତଗତିରେ ଆସି ଅଇଁଠାପାଲି ଦୈନିକ ବଜାର ଛକ ରାସ୍ତା ପାର୍ଶ୍ୱସ୍ଥ ଏକ ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କାଦେଇ ରାସ୍ତାରେ ଛିଡ଼ା ହୋଇଥିବା ଏକାଧିକ ବାଇକ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri