କୁଚିଣ୍ଡା,୧୮ା୫(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ବ୍ଲକ ଗୋବିନ୍ଦପୁର ଥାନା ମଝାପଡା ଗୁଣ୍ଡିଚାମନ୍ଦିର ସମ୍ମୁଖରେ ବଡ଼ ବାପାଙ୍କ ଶୁଦ୍ଧିକ୍ରିୟା ଚାଲିଥିବା ସମୟରେ ଜମିବାଡି ବିବାଦକୁ ନେଇ ବଡ଼…
ସମ୍ବଲପୁର,୧୭।୫(ପ୍ରମୋଦ ବହିଦାର): ତପସ୍ବିନୀ ଏକ୍ସପ୍ରେସ ଟ୍ରେନକୁ ପଥର ମାଡ଼ ହୋଇଛି। ଏଥିରେ ଟ୍ରେନର କାଚ ଭାଙ୍ଗିପଡ଼ିଛି। ପଥର ମାଡ଼ ପରେ ଯାତ୍ରୀ ଅଳ୍ପକେ ବର୍ତ୍ତିଯାଇଛନ୍ତି। ରେଙ୍ଗାଲି ଓ…
ସମ୍ବଲପୁର, ୧୩।୫(ପ୍ରମୋଦ ବହିଦାର): ଦେଶ ମାତୃକାରେ ସୁରକ୍ଷା ପାଇଁ ସୀମାରେ ନିୟୋଜିତ ଜଣେ ଯବାନଙ୍କ ସ୍ତ୍ରୀ ବୁର୍ଲା ଭିମସାରରେ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି। ଦୀର୍ଘ ୧୫…
ସମ୍ବଲପୁର,୧୨।୫(ପ୍ରମୋଦ ବହିଦାର): ବେଆଇନ ଅଳିଆ ନିଷ୍କାସନ ବିରୋଧରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ଥେଲକୋଲୋଇ ପୋଲିସ। ଥେଲକୋଲୋଇ ନିକଟରେ ଫ୍ଲାଏ ଆସ ବୋଝେଇ ୨୩ଟି ବେଆଇନ…
ସମ୍ବଲପୁର/ଝାରସୁଗୁଡ଼ା,୧୨ା୫(ପ୍ରମୋଦ ବହିଦାର/ଆଶିଷ ରଞ୍ଜନ ଦାଶ):ଦେଶ ମାତୃକାର ସୁରକ୍ଷାରେ ନିୟୋଜିତ ବୁର୍ଲା ଭିମ୍ସାରରେ ଚିକିତ୍ସାଧୀନ ଜଣେ ଯବାନଙ୍କ ସ୍ତ୍ରୀଙ୍କୁ ଆବଶ୍ୟକ ରକ୍ତ ମିଳି ପାରିଲାନି। ଡାକ୍ତରଙ୍କ ପରାମର୍ଶକ୍ରମେ ପ୍ରସୂତିଙ୍କୁ…
ରେଢାଖୋଲ,୧୧ା୫(ଅଚ୍ୟୁତାନନ୍ଦ ପୁରୋହିତ): ସ୍ବାମୀଙ୍କ ମାଡରେ ଆହତ ହୋଇ ରେଢାଖୋଲ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଜଣେ ନିଖୋଜ ହୋଇଯାଇଛନ୍ତି। ଏନେଇ ମହିଳାଙ୍କ ମା’ ରେଢାଖୋଲ ଥାନାରେ ଅଭିଯୋଗ କରିଛନ୍ତି।…
ସମ୍ବଲପୁର,୯ା୫(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଚିକିତ୍ସା ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ରେ ରାଗିଂ ଅଭିଯୋଗ ହୋଇଛି। ସ୍ନାତକୋତ୍ତର ପ୍ରଥମ ବର୍ଷରେ ଅଧ୍ୟୟନରତ ଝାରସୁଗୁଡ଼ାର ଜଣେ…
ସମ୍ବଲପୁର,୩ା୫(ପ୍ରମୋଦ ବହିଦାର): ନିୟମିତ ଅଭ୍ୟାସ ଯୋଗୁ ମାଟ୍ରିକ୍ ପରୀକ୍ଷାରେ ସଫଳତା ପାଇଛନ୍ତି ବୋଲି ସମ୍ବଲପୁର ଜିଲା ଟପ୍ପର ଜି ଶିରିଶା କହିଛନ୍ତି। ମାନେଶ୍ୱରର ଜି ଜଗଦିଶ ଓ…
ସମ୍ବଲପୁର,୨୮।୪(ପ୍ରମୋଦ ବହିଦାର): ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ବବିଦ୍ୟାଳୟ (ଭିସୁଟ)ର ୧୦୦ ଜଣ ଛାତ୍ରଙ୍କ ହିରୋଧରେ ବିଶୃଙ୍ଖଳାଗତ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି କର୍ତ୍ତୃପକ୍ଷ। ଭିସୁଟ ଶୃଙ୍ଖଳା କମିଟି…
ଭୁବନେଶ୍ୱର,୨୧।୪: ସମୟ ଥିଲା ସକାଳ ୮ ଟା। ଲୋକାରଣ୍ୟ ହୋଇ ଉଠିଥିଲା ସମ୍ବଲପୁର ମହାନଗର ନିଗମ କାର୍ଯ୍ୟାଳୟ ପରିସର। କାରଣ ଲୋକଙ୍କ ମୁଖ୍ୟମନ୍ତ୍ରୀ ଆସିଛନ୍ତି ଲୋକଙ୍କ ସମସ୍ୟା…