ସମ୍ବଲପୁର,୨୪ା୯(ବ୍ୟୁରୋ): ଘଞ୍ଚ ଜଙ୍ଗଲ ପରିବେଷ୍ଟିତ ଆଦିବାସୀ ଅଧ୍ୟୁଷିତ ଗ୍ରାମ ଜରାଙ୍ଗ। ଏକଦା ମାଓବାଦୀମାନେ ଏହି ଅଞ୍ଚଳରେ ସକ୍ରିୟ ଥିଲେ। ହେଲେ ରାଜ୍ୟ ସରକାରଙ୍କ ଦୃଷ୍ଟି ପଡିବାରୁ ଏବେ…
ସମ୍ବଲପୁର ଅଫିସ,୨୩ା୯: ଉପରମୁଣ୍ଡରେ ବର୍ଷା ହେଉଥିବାରୁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବଢ଼ିବାରେ ଲାଗିଛି। ଡ୍ୟାମର ଜଳଧାରଣ କ୍ଷମତା ୬୩୦ଫୁଟ ଥିବା ବେଳେ ଏବେ ଜଳସ୍ତର ରହିଛି ୬୨୯.୭୫…
ସମ୍ବଲପୁର ଅଫିସ,୨୦ା୯: ସମ୍ବଲପୁର ଓସିସିଏଲର ସିନିୟର ମ୍ୟାନେଜର ରଞ୍ଜନ କୁମାର ଡାଙ୍ଗ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୋମବାର ଭିଜିଲାନ୍ସ ପକ୍ଷରୁ…
ସମ୍ବଲପୁର,୧୮ା୯(ବ୍ୟୁରୋ): ହୀରାକୁଦ ଜଳଭଣ୍ଡାରରେ ଜଳଧାରଣ କ୍ଷମତା ୬୩୦ ଫୁଟ୍ ରହିଥିବା ବେଳେ ଶନିବାର ଏହା ୬୨୮.୧୭ ଫୁଟ୍ରେ ପହଞ୍ଚତ୍ଛି। ରାତି ୧୦.୩୦ସୁଦ୍ଧା ବାମପାର୍ଶ୍ୱରେ ୮ ଓ ଡାହାଣପାର୍ଶ୍ୱରେ…
ସମ୍ବଲପୁର,୧୬ା୯(ବ୍ୟୁରୋ): ଲପୁଚାପ ବର୍ଷାରେ ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇ ସର୍ବାଧିକ ଜଳଧାରଣ କ୍ଷମତା ୬୩୦ ଫୁଟ୍ ପାଖରେ ପହଞ୍ଚତ୍ୟାଇଛି। ରିପୋର୍ଟ ଅନୁସାରେ ୭ଦିନ ଭିତରେ ଡ୍ୟାମ୍ରେ…
ସମ୍ବଲପୁର ଅଫିସ, ୧୬।୯: ଛତିଶଗଡ଼ରେ ଲଗାଣ ବର୍ଷା ଯୋଗୁ ମହାନଦୀ ଫୁଲୁଛି। ବୁଧବାର ସୁଦ୍ଧା ହୀରାକୁଦ ଡ୍ୟାମ୍ର ୨୪ଟି ଗେଟ୍ ଖୋଲା ଯାଇଥିବା ବେଳେ ଗୁରୁବାର ଆଉ…
ସମ୍ବଲପୁର,୧୫।୯(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଡ୍ୟାମ୍ କର୍ତ୍ତୃପକ୍ଷ…
ସମ୍ବଲପୁର,୧୫।୯(ବ୍ୟୁରୋ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏହାର ସର୍ବାଧିକ ଜଳଧାରଣ କ୍ଷମତା ୬୩୦ ଫୁଟ ରହିଥିବା ବେଳେ…
ସମ୍ବଲପୁର,୧୫।୯(ବ୍ୟୁରୋ): ରାଜ୍ୟରେ ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇଛି। ଏହାର ସର୍ବାଧିକ ଜଳଧାରଣ କ୍ଷମତା ୬୩୦ ଫୁଟ ରହିଥିବା ବେଳେ…
ସମ୍ବଲପୁର,୧୫ା୯(ବ୍ୟୁରୋ):ରାଜ୍ୟ ସରକାର କମ୍ପାନୀ ପ୍ରତି ଅହେତୁକ ଅନୁକମ୍ପା ଦେଖାଉଥିବା ନେଇ ଅଭିଯୋଗ ହୋଇଆସୁଛି। ଝାରସୁଗୁଡ଼ା ଜିଲାରେ ଥିବା ବେଦାନ୍ତ ଆଲୁମିନିୟମ କମ୍ପାନୀକୁ ଚଞ୍ଚକତା କରି ଜଳକର ଛାଡ…