ସମ୍ବଲପୁର

ନୂଆଖାଇ ପାଇଁ ନିର୍ଘଣ୍ଟ ହେଲା ଲଗ୍ନ

ସମ୍ବଲପୁର,୩୧।୮(ବ୍ୟୁରୋ): ସେପ୍ଟେମ୍ବର ୧୧ରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ। ଏଥିଲାଗି ମଙ୍ଗଳବାର ଶୁଭ ଲଗ୍ନ ନିର୍ଘଣ୍ଟ କରାଯାଇଛି। ବ୍ରହ୍ମପୁରା ମନ୍ଦିରରେ ପଣ୍ଡିତ ମହାସଭା ଦ୍ୱାରା ଚଳିତ ବର୍ଷ…

5 years ago

ଓଡ଼ିଆ ଝିଅ ପାଇଲେ ମେକ୍‌ଅପ୍‌ କଳାକାର ଟାଇଟଲ

ସମ୍ବଲପୁର,୩୦ା୮(ବ୍ୟୁରୋ): ସମ୍ବଲପୁର ଝିଅ ମନିଶା ପଣ୍ଡା ଶ୍ରେଷ୍ଟ ମେକ୍‌ଅପ୍‌ କଳାକାର ଟାଇଟଲ ହାସଲ କରିଛନ୍ତି। ଗୋଆରେ ଭିକୋନେଟ ଷ୍ଟାର ଇଭେଣ୍ଟ ପକ୍ଷରୁ ଆୟୋଜିତ ପ୍ରତିଯୋଗିତାରେ ଭାଗ ନେଇ…

5 years ago

ଗାଈ ଗୋଠରେ ବଜ୍ରପାତ: ଗଲା ୨୫ ଗୋରୁଙ୍କ ଜୀବନ

ନାକଟିଦେଉଳ,୩୦।୮(ଡି.ଏନ୍‌.ଏ): ସମ୍ବଲପୁର ଜିଲା ରେଢ଼ାଖୋଲ ଉପଖଣ୍ଡ କିସିଣ୍ଡା ଥାନା ପାଣିମୁରା ପଞ୍ଚାୟତ ଜରେସିଙ୍ଘା ଗ୍ରାମରେ ସୋମବାର ଏକ ଗାଈ ଗୋଠରେ ବଜ୍ରପାତ ଘଟିଛି। ଫଳରେ ଗୋଠରେ ଥିବା…

5 years ago

ରେଢ଼ାଖୋଲରେ ଆଉ ଏକ ଦନ୍ତାହାତୀ ମୃତ

ରେଢ଼ାଖୋଲ,୨୮ା୮(ଡି.ଏନ୍‌.ଏ): ସମ୍ବଲପୁର ଜିଲା ରେଢ଼ାଖୋଲ ବନଖଣ୍ଡର ବଡ଼ବାହାଳ ରେଞ୍ଜ ଅଧୀନ କର୍ଡାପାଳ ଗ୍ରାମ ନିକଟ ଲାଙ୍ଗରତୈଳା ଜଙ୍ଗଲରେ ଏକ ଦନ୍ତାହାତୀର ମୃତ୍ୟୁ ଘଟିଛି। ଶନିବାର ସକାଳେ କର୍ଡାପାଳ…

5 years ago

୫ ହଜାର ପାଇଁ ଧରାପଡ଼ିଲେ

ସମ୍ବଲପୁର,୨୭।୮(ବ୍ୟୁରୋ): ସମ୍ବଲପୁର ଭିଜିଲାନ୍ସ ଟିମ୍‌ ହାତରେ ଶୁକ୍ରବାର ଧରାପଡିଛନ୍ତି ଚିପିଲିମା ମେଷ ପ୍ରଜନନ କେନ୍ଦ୍ରର କନିଷ୍ଠ କିରାଣି ନରସିଂହ ଗଡତିଆ। ତାଙ୍କଠାରୁ ୫ ହଜାର ଟଙ୍କା ଜବତ…

5 years ago

ସମ୍ବଲପୁର ଦୂରଦର୍ଶନ କେନ୍ଦ୍ର ବନ୍ଦ ପାଇଁ ଷଡ଼ଯନ୍ତ୍ର

ସମ୍ବଲପୁର,୨୫ା୮ (ବ୍ୟୁରୋ):ସମ୍ବଲପୁରଠାରେ ୧୯୭୮ରେ ସ୍ଥାପିତ ରାଜ୍ୟର ପ୍ରଥମ ତଥା ଦେଶର ଅଷ୍ଟମ ଦୂରଦର୍ଶନ କେନ୍ଦ୍ରକୁ ବନ୍ଦ କରିଦେବା ଲାଗି ଷଡ଼ଯନ୍ତ୍ର କରାଯାଉଛି। କେନ୍ଦ୍ର ସରକାରଙ୍କ ଅଧୀନରେ ଥିବା…

5 years ago

ଗୁପ୍ତଯୁଗ ସଭ୍ୟତାର ସନ୍ଧାନ

ସମ୍ବଲପୁର,୧୮ା୮(ବ୍ୟୁରୋ):ସମ୍ବଲପୁର ଜିଲାରେ ଗୁପ୍ତଯୁଗୀୟ ସଭ୍ୟତାର ସନ୍ଧାନ ମିଳିଛି। ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଏସ୍‌ୟୁ) ସ୍ନାତକୋତ୍ତର ଇତିହାସ ବିଭାଗ ଗବେଷଣାରୁ ଏହା ଜଣାପଡ଼ିଛି। ଜିଲାର ଯୁଯୁମୁରା ନିକଟ ବଡ଼ମାଳ ଓ…

5 years ago

ସ୍ବାଧୀନତା ଦିବସରେ ସମ୍ମାନିତ ହେଲେ ଛାତ୍ରୀ

ରେଢାଖୋଲ,୧୫।୮(ଡି.ଏନ.ଏ): ରେଢାଖୋଲ କଦମ୍ବପଡ଼ିଆରେ ୭୫ତମ ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଛି। ଉପଜିଲାପାଳ ପବିତ୍ର ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତକା ଉତ୍ତୋଳନ କରିଥିଲେ। ଏହି…

5 years ago

ଆସିଲା କି ତୃତୀୟ ଲହର! ଭୀମସାର ୨ ଶିଶୁ କରୋନା ପଜିଟିଭ୍‌ ଚିହ୍ନଟ

ସମ୍ବଲପୁର ଅଫିସ,୧୪ା୮: ବୁର୍ଲା ବଡ଼ ଡାକ୍ତରଖାନାରେ ଦୁଇ ଶିଶୁ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ୮ ମାସର ଶିଶୁ ଥିବାବେଳେ ଆଉ ଜଣେ…

5 years ago

ଧରାପଡ଼ିଲା ବାଇକ୍‌ ଚୋରି ଗ୍ୟାଙ୍ଗ, ୩ ନାବାଳକଙ୍କ ସହ ୧୫ ଗିରଫ

ସମ୍ବଲପୁର,୧୩ା୮ (ବ୍ୟୁରୋ): ୨ ବର୍ଷ ଧରି ସମ୍ବଲପୁର ଜିଲାରେ ଚାଲିଥିବା ବାଇକ୍‌ ଚୋରି ର଼୍ୟାକେଟର ପର୍ଦ୍ଦାଫାଶ ହୋଇଛି। ବିଭିନ୍ନ ଥାନା ପୋଲିସ ୨୧ ବାଇକ୍‌ ସହ ଗୋଟିଏ…

5 years ago