ସମ୍ବଲପୁର

୧୧ ଟଙ୍କାରେ ମିଳିବ ଆମ୍ବୁଲାନ୍ସ ସେବା

ସମ୍ବଲପୁର,୨୧ା୬(ବ୍ୟୁରୋ): କରୋନା ମହାମାରୀ ସମୟରେ ବିଭିନ୍ନ ଅନୁଷ୍ଠାନ, ସମାଜିକ କର୍ମୀଙ୍କ ପକ୍ଷରୁ ଲୋକଙ୍କୁ ସହାୟତା କରାଯାଉଛି। ଏହି ଧାରାରେ ସାମିଲ ହୋଇଛି ସମ୍ବଲପୁରର ‘ସାଥୀ’ ଚାରିଟେବୁଲ ଟ୍ରଷ୍ଟ।…

5 years ago

କୁକୁର କବଳରୁ ଉଦ୍ଧାର ହରିଣ ମୃତ

ରେଢାଖୋଲ,୨୦।୬: ରେଢାଖୋଲ ବନଖଣ୍ଡ ଚାରମାଳ ରେଞ୍ଜ ଅଧୀନ ରାଶିବେଡା ଗ୍ରାମରୁ କୁକୁରଙ୍କ କବଳରୁ ବନ ବିଭାଗ ଏକ ଗର୍ଭବତୀ ହରିଣକୁ ଉଦ୍ଦାର କରିଥିଲା। ହେଲେ ରେଞ୍ଜ କାର୍ଯ୍ୟାଳୟରେ…

5 years ago

କେନ୍ଦୁପତ୍ର ବାନ୍ଧି ଶୋଇଥିଲେ: ଦଳିଦେଲା ଦନ୍ତା, ଚାଲିଗଲା ଜୀବନ

ରେଢ଼ାଖୋଲ,୨୦।୬(ଡି.ଏନ୍‌.ଏ): ସମ୍ବଲପୁର ଜିଲା ରେଢ଼ାଖୋଲ କେନ୍ଦୁପତ୍ର ଡିଭିଜନ ଅନ୍ତର୍ଗତ ଲୁହାପଙ୍କ ପଞ୍ଚାୟତର ଗାଡୁମୁଣ୍ଡା କେନ୍ଦୁପତ୍ର ଫଡିରେ ଶନିବାର ବିଳମ୍ବିତ ରାତିରେ ଦନ୍ତାହାତୀ ଆକ୍ରମଣରେ ଜଣେ କେନ୍ଦୁପତ୍ର ବନ୍ଧାଳିଙ୍କ…

5 years ago

ଗୋଧୂଳି ଲଗ୍ନରେ ଦେବଦମ୍ପତିଙ୍କ ମନ୍ଦିର ପ୍ରବେଶ

ସମ୍ବଲପୁର,୧୭ା୬(ବ୍ୟୁରୋ): ସାତଦିନ ଧରି ଚାଲିଥିବା ପ୍ରସିଦ୍ଧ ସମ୍ବଲପୁର ଶୀତଳଷଷ୍ଠୀ ଯାତ୍ରା ଗୁରୁବାର ଶେଷ ହୋଇଛି। ନବବିବାହିତ ଶିବପାର୍ବତୀଙ୍କୁ ପଣ୍ଡିତମାନେ ମହାଆଳତି କରିଥିଲେ। ଘଣ୍ଟ, ଶଙ୍ଖ, ହରିବୋଳ ହୁଳହୁଳିରେ…

5 years ago

ରୟତି ଜମିରୁ ବେଆଇନ ଗଛକଟା

ସମ୍ବଲପୁର,୧୬ା୬(ବ୍ୟୁରୋ):ସମ୍ବଲପୁର ବନଖଣ୍ଡରେ ରୟତି ଜମିରୁ ବେଆଇନ ଭାବେ ଗଛକଟା ଚାଲିଛି। ଆବେଦନ କରିଥିବା ଜମିର ସାବିକ କିସମ ଓ ହାଲ୍‌ କିସମ ମେଳ ଖାଉ ନ ଥିଲେ…

5 years ago

ରାତି ପାହିଲେ ବାହାରିବେ ବରଯାତ୍ରୀ

ସମ୍ବଲପୁର,୧୪ା୬(ବ୍ୟୁରୋ): କରୋନା କଟକଣା ମଧ୍ୟରେ ସମ୍ବଲପୁରର ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରା ପ୍ରସ୍ତୁତି ଶେଷ ହୋଇଛି। ରାତି ପାହିଲେ ମହାଦେବଙ୍କ ବରଯାତ୍ରୀ ଲାଗି ପାରମ୍ପରିକ ବିଧି ହେବ। ଏହି…

5 years ago

ନିଉତା ବାଣ୍ଟିଲେ ହନୁମାନ

ସମ୍ବଲପୁର,୧୪ା୬(ବ୍ୟୁରୋ): ମାତା ପାର୍ବତୀ ଓ ଦେବଦେବ ମହାଦେବଙ୍କ ଲୌକିକ ବିବାହରେ ସାମିଲ ହେବାକୁ ସୋମବାର ହନୁମାନ ନିଉତା (ଗୁଆଗୁଣ୍ଡା) ବିଧି ସମ୍ପନ୍ନ ହୋଇଛି। ପରମ୍ପରା ଅନୁସାରେ ବୀର…

5 years ago

ବାପାଙ୍କ ଉନ୍ମତ୍ତକାଣ୍ଡ: ସାଢ଼େ ୩ ବର୍ଷର ଝିଅକୁ ହତ୍ୟା ପରେ ଅନ୍ୟ ୩ ଝିଅ, ସ୍ତ୍ରୀକୁ ହତ୍ୟା ଉଦ୍ୟମ

ସମ୍ବଲପୁର,୧୨।୬(ବ୍ୟୁରୋ): ସମ୍ବଲପୁର ଜିଲା କୁଚିଣ୍ଡା ଉପଖଣ୍ଡ ଗୋବିନ୍ଦପୁର ଥାନା ଗଡ଼ପୋଷ ଫାଣ୍ଡି ଅଧୀନ ଯୌତୁକବାହାଲ ଗାଁରେ ଶନିବାର ଅଭାବନୀୟ ଘଟଣା ଘଟିଛି। ଜଣେ ବ୍ୟକ୍ତି ତାଙ୍କର ସାଢ଼େ…

5 years ago

ବଚସାରୁ ହତ୍ୟା

ସମ୍ବଲପୁର,୧୦ା୬(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ଥାନା ଜାତୀୟ ରାଜପଥ କଡରେ ଥିବା ପଞ୍ଚମୁଖି ଢ଼ାବାରେ ବୁଧବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଜଣେ ଢ଼ାବା କର୍ମଚାରୀଙ୍କୁ ଅନ୍ୟ…

5 years ago

ଛିଡ଼ିଲା ଦୁଃଖର ପାହାଡ଼: ସ୍ବାମୀଙ୍କ ପରେ ପରେ ୨ ଝିଅ ବୁଜିଲେ ଆଖି

ରେଢ଼ାଖୋଲ, ୮।୬(ଡି.ଏନ.ଏ): ରେଢ଼ାଖୋଲ ଉପଖଣ୍ଡ କିସିଣ୍ଡା ଥାନା ଅଧୀନ ହିରାଲୋଇ ଗ୍ରାମରେ ବିଷଧର ସାପ କାମୁଡାରେ ୨ ଭଉଣୀଙ୍କ ମୃତ୍ୟୁ ଘଟିଛି। ମୃତ ୨ ଭଉଣୀ ହେଲେ…

5 years ago