ସମ୍ବଲପୁର, ୨୮।୧୧(ବ୍ୟୁରୋ): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ଆଶାପାଲି ସ୍କୁଲ ନିକଟରେ ଶନିବାର ପୂର୍ବାହ୍ନରେ ଏକ ଜିପ୍ ଧକ୍କାରେ ୭ ବର୍ଷର ନାବାଳକର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି…
ସମ୍ବଲପୁର,୨୭।୧୧(ବ୍ୟୁରୋ): ସମ୍ବଲପୁର ଜିଲା ରେଙ୍ଗାଲି ବିଧାୟକ ତଥା ଭାଜପା ରାଜ୍ୟ ଉପସଭାପତି ନାଉରୀ ନାୟକ କୋଭିଡ ପଜିଟିଭ ଥିବାରୁ ବିଧାନସଭାରେ ଅନୁପସ୍ଥିତ ରହୁଥିଲେ। ହେଲେ ଗୁରୁବାର ପୁଣି…
ସମ୍ବଲପୁର, ୨୦।୧୧ (ବ୍ୟୁରୋ)- ସମ୍ବଲପୁର ରେଙ୍ଗାଲି ତହସିଲ ଅଫିସରେ ଠେଲକୋଲି ଥାନା ଅନ୍ତର୍ଗତ ରାଜୀବ କିଶାନ ବୋଲି ଜଣେ ଯୁବକ କିରାସିନି ଢ଼ାଲି ନିଆଁ ଲଗାଇ ଦେଇଥିଲେ।…
ସମ୍ବଲପୁର, ୧୧।୧୧ (ବ୍ୟୁରୋ): ସମ୍ବଲପୁର ବୁର୍ଲା ଥାନା ସେଣ୍ଟ୍ରାଲ ଲେନ୍ରେ ମଙ୍ଗଳବାର ବିଳମ୍ବିତ ରାତିରେ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି । ଗୋଟିଏ ପରିବାରର ୨ଜଣଙ୍କ ମୃତ୍ୟୁ ହୋଇଥିବା…
ସମ୍ବଲପୁର, ୮ା୧୧ (ବ୍ୟୁରୋ): ସମ୍ବଲପୁରର ଇଷ୍ଟଦେବୀ ସମଲେଇ। ସମଲେଇ ସଂସ୍କୃତି ଓ ପରମ୍ପରାର ସୁରକ୍ଷା, ପ୍ରଚାରପ୍ରସାର ଲାଗି ଭକ୍ତମାନେ ଅଭିନବ ପ୍ରୟାସ ଜାରି ରଖିଛନ୍ତି। ସମ୍ବଲପୁର ସେଙ୍କି…
ଭୁବନେଶ୍ୱର, (ବ୍ୟୁରୋ)/ସମ୍ବଲପୁର(ବ୍ୟୁରୋ), ୭।୧୧: ଶନିବାରଠାରୁ ଆସନ୍ତା ଡିସେମ୍ବର ୩୧ ପର୍ଯ୍ୟନ୍ତ ରାଉରକେଲା-ଭୁବନେଶ୍ୱର-ରାଉରକେଲା ସ୍ପେଶାଲ ଟ୍ରେନ ସବୁଦିନ ଚଳାଚଳ କରିବ। ପୂର୍ବରୁ ଏହା ସପ୍ତାହକୁ ପାଞ୍ଚଦିନ ଚାଲୁଥିଲା। ଟ୍ରେନ୍…
ସମ୍ବଲପୁର,୪ା୧୧(ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ସଦର ରେଞ୍ଜ୍ ଯୁଯୁମୁରା ବନ ବିଭାଗ ଫରେଷ୍ଟଗାର୍ଡ ମଧୁସ୍ମିିତା ମହାପାତ୍ରଙ୍କୁ ମଙ୍ଗଳବାର ଭିଜିଲାନ୍ସ ବିଭାଗ ଗିରଫ କରିଛି। ଚାରାରୋପଣ ଓ ବନ ସୁରକ୍ଷା…
ସମ୍ବଲପୁର,୩ା୧୧(ବ୍ୟୁରୋ)-ସମ୍ବଲପୁର ବନଖଣ୍ଡ ସଦର ରେଞ୍ଜ୍ ଯୁଯୁମୁରା ବନ ବିଭାଗରେ କାର୍ଯ୍ୟରତ ଫରେଷ୍ଟଗାର୍ଡ ମଧୁସ୍ମିିତା ମହାପାତ୍ରଙ୍କୁ ମଙ୍ଗଳବାର ଭିଜିଲାନ୍ସ ବିଭାଗ ଗିରଫ କରିଛି। ଚାରାରୋପଣ ଓ ବନ ସୁରକ୍ଷା…
ସମ୍ବଲପୁର/ରେଢ଼ାଖୋଲ,୨୯ା୧୦(ବ୍ୟୁରୋ/ଡି.ଏନ୍.ଏ.):ସମ୍ବଲପୁର ଜିଲା ରେଢାଖୋଲ ଉପଖଣ୍ଡ ଚାରମାଲ ଥାନା ଅଞ୍ଚଳରେ ଏକ ମାସର ଶିଶୁକନ୍ୟାକୁ ୧୫ହଜାର ଟଙ୍କାରେ ବିକ୍ରି କରାଯାଇଥିବା ଅଭିଯୋଗ ହୋଇଛି। ହେଲେ ବିକ୍ରି ନୁହେଁ, ଆର୍ଥତ୍କ…
ସମ୍ବଲପୁର, ୨୪।୧୦ (ବ୍ୟୁରୋ): ବିଶିଷ୍ଟ ଫଟୋଗ୍ରାଫର ତଥା ପରିବେଶ ପ୍ରେମୀ ନଟବରଲାଲ ଭରୁ(୭୮)ଙ୍କ ଶୁକ୍ରବାର ସକାଳେ ପରଲୋକ ହୋଇଯାଇଛି। ୧୯୫୦ରେ ସମ୍ବଲପୁର ଲକ୍ଷ୍ମୀଟକିଜ ଛକଠାରେ ପ୍ରଥମେ ତାଙ୍କ…