ସମ୍ବଲପୁର

ପ୍ରମିଳା ମଲ୍ଲିକଙ୍କ ଭାଇଙ୍କ ଘରେ ଦ୍ୱିତୀୟ ଦିନରେ ଚଢାଉ ଜାରି

ସମ୍ବଲପୁର,୧୯ା୧୨(ପ୍ରମୋଦ ବହିଦାର): ବିଜେଡି ନେତ୍ରୀ ପ୍ରମିଳା ମଲ୍ଲିକଙ୍କ ଭାଇ ତଥା ସମ୍ବଲପୁରର ଅନ୍ୟତମ ସ୍ବେଚ୍ଛାସେବୀ ସଂଗଠନ ବିଶ୍ବ(ଭାରତ ଇଣ୍ଟିଗ୍ରେଟେଡ ସୋସିଆଲ ଓ୍ବେଲଫେୟାର ଏଜେନ୍ସି)ର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷ…

12 months ago

୨୩୧ କୋଟି ଟଙ୍କା ଠକେଇ ଅଭିଯୋଗରେ କ୍ଷୀରୋଦ ମଲ୍ଲିକଙ୍କ ଘରେ ଇଡି ଚଢ଼ାଉ

ସମ୍ବଲପୁର,୧୮ା୧୨(ପ୍ରମୋଦ ବହିଦାର): ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ଭାଇ ତଥା ସମ୍ବଲପୁରର ଅନ୍ୟତମ ସ୍ବେଚ୍ଛାସେବୀ ସଂଗଠନ ବିଶ୍ବ(ଭାରତ ଇଣ୍ଟିଗ୍ରେଟେଡ୍‌ ସୋସିଆଲ ଓ୍ବେଲଫେୟାର ଏଜେନ୍ସି)ର ପ୍ରତିଷ୍ଠାତା…

12 months ago

ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଏନ୍‌କାଉଣ୍ଟର

ସମ୍ବଲପୁର,୭।୧: ସମ୍ବଲପୁର ଜିଲା ରେଙ୍ଗାଲି ରମ୍ପେଲା ଛକ ନିକଟରେ ଶନିବାର ଏକ ଏନ୍‌କାଉଣ୍ଟର ହୋଇଛି। ପୋଲିସ ଏନ୍‌କାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ସଞ୍ଜୀବ କରାଳି ଆହତ ହୋଇଛନ୍ତି। ସଞ୍ଜୀବଙ୍କୁ…

12 months ago

କ୍ୱାର୍ଟର୍ସରୁ ଜବତ ୧୪ ଲକ୍ଷ ୭୧ ହଜାର ଟଙ୍କା କେଉଁଠୁ ଆସିଲା? ସନ୍ତୋଷଜନକ ଉତ୍ତର ଦେଇ ନ ପାରି ଏସିଏଫ….

ସମ୍ବଲପୁର,୭।୧୨: ଏସିଏଫଙ୍କୁ ବାନ୍ଧିଲା ପୋଲିସ । ଗିରଫ ହେଲେ ସମ୍ବଲପୁର ହୀରାକୁଦ ବନ୍ୟପ୍ରାଣୀ ଡିଭିଜନ ଏସିଏଫ୍‌ ରେବତୀ ରମଣ ଯୋଶୀ । ତାଙ୍କୁ ଶନିବାର ଭିଜିଲାନ୍ସ ବିଭାଗ…

12 months ago

ନିଶା ବଟିକା ଦେଇ ଯୁବତୀଙ୍କୁ ବଳାତ୍କାର କଲେ ବାବାଜୀ: ବାନ୍ଧିଲା ପୋଲିସ

ରେଢାଖୋଲ, ୬।୧୨(ଅଚ୍ୟୁତାନନ୍ଦ ପୁରୋହିତ):ସମ୍ବଲପୁର ଜିଲା ରେଢ଼ାଖୋଲ ଥାନା ବୈଷ୍ଣବଝୋଲି ଗ୍ରାମରେ ୬ ମାସ ହେଲା ମଠ କରି ରହୁଥିବା ଜଣେ ବାବାଜି ଜନୈକ ଯୁବତୀଙ୍କୁ ବଳାତ୍କାର କରିଥିବା…

12 months ago

କୋଲକାତାରୁ ସମ୍ବଲପୁରକୁ ଚାଲାଣ ହେଉଥିଲା କଫ୍‌ସିରପ୍‌: ୫ ଜଣଙ୍କୁ ବାନ୍ଧିଲା ପୋଲିସ

ସମ୍ବଲପୁର,୬ା୧୨(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଧନୁପାଲି ଥାନା ସିଟି ଷ୍ଟେଶନ ନିକଟ ଝାଙ୍କରପଡ଼ାରୁ କଫ୍‌ସିରପ୍‌ ଜବତ ହୋଇଛି। କୋଲକାତାରୁ ସମ୍ବଲପୁରକୁ ଏହା ଚାଲାଣ ହେଉଥିବାବେଳେ ପୋଲିସ ୧୪୪୦…

1 year ago

ଭିଜିଲାନ୍ସ ଜାଲରେ ଫସିଲେ ଏସିଏଫ୍‌

ସମ୍ବଲପୁର,୬।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ହୀରାକୁଦ ବନ୍ୟପ୍ରାଣୀ ଡିଭିଜନର ଏସିଏଫ୍‌ ରେବତୀ ରମଣ ଯୋଶୀ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଶୁକ୍ରବାର ଭିଜିଲାନ୍ସ ପକ୍ଷରୁ ଚଢାଉ…

1 year ago

ଚିଡ଼ିଆଖାନାରେ ବାଘୁଣୀର ମୃତ୍ୟୁ: ଗର୍ଭାଶୟ ସଂକ୍ରମଣ ଚିକିତ୍ସା ବେଳେ ହୃଦ୍‌ଘାତରେ ମୃତ୍ୟୁ

ସମ୍ବଲପୁର, ୬।୧୨(ପ୍ରମୋଦ ବହିଦାର): ସମ୍ବଲପୁର ଚିଡିଆଖାନାରେ କଲରାପତରିଆ ବାଘୁଣୀ ରାଣୀର ବୁଧବାର ରାତିରେ ମୃତ୍ୟୁ ଘଟିଛି। ଗର୍ଭାଶୟ ସଂକ୍ରମଣଜନିତ ରୋଗରେ ପୀଡ଼ିତ ହୋଇ ଏହି ୭ ବର୍ଷୀୟା…

1 year ago

ମଣ୍ଡିକୁ ନେବା ପୂର୍ବରୁ ଚୋରି ହୋଇଗଲା ମିନିଟ୍ରକ ସହ ୧୨୦ ପ୍ୟାକେଟ୍‌ ଧାନ

ପଡିଆବାହାଲ,୫ା୧୨(ରାଧାମୋହନ ଷଡ଼ଙ୍ଗୀ): ସମ୍ବଲପୁର ଜିଲା ବାହାମ ପଞ୍ଚାୟତ ୫୩ ନମ୍ବର ଜାତୀୟ ରାଜପଥ ପଡିଆବାହାଲର ଏକ ପେଟ୍ରୋଲ ପମ୍ପ ନିକଟରେ ମଣ୍ଡିକୁ ନେବାପାଇଁ ରଖାଯାଇଥିବା ଧାନ ବୋଝେଇ…

1 year ago

ନାବାଳିକାଙ୍କୁ ଗଣବଳାତ୍କାର, ୪ ଜଣଙ୍କୁ ବାନ୍ଧିଲା ପୋଲିସ

କୁଚିଣ୍ଡା,୪ା୧୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ମହୁଲପାଲି ଥାନା ଅଞ୍ଚଳରେ ଜଣେ ୧୪ବର୍ଷର ନାବାଳିକାଙ୍କୁ ଗଣବଳାତ୍କାର ହୋଇଥିବା ଅଭିଯୋଗ ହୋଇଛି। ପୋଲିସ ଏହି ଘଟଣାରେ ୪ଜଣଙ୍କୁ ଗିରଫ କରି…

1 year ago