ସମ୍ବଲପୁର

ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ପଛରେ ରହିଛନ୍ତି ଆଇପିଏସ୍‌ ଅଧିକାରୀ: ଜୟନାରାୟଣ

ଭୁବନେଶ୍ୱର,୧୯ା୧: ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ପଛରେ ଏକ ବଡ ଷଡ଼ଯନ୍ତ୍ର ରହିଥିବା ନେଇ ପଶ୍ଚିମ ଓଡ଼ିଶାର କେତେକ ଛାମୁଆ ନେତା ଦାବି କରିଛନ୍ତି। ଏହି…

1 year ago

ଟ୍ରକ୍‌ ଡ୍ରାଇଭର କହିଲେ କାହିଁକି ୨ ଭାଜପା ନେତାଙ୍କୁ ହତ୍ୟା କରିଥିଲେ 

ସମ୍ବଲପୁର,୭।୧: ଭାଜପା ନେତ୍ରାଙ୍କୁ ହତ୍ୟା ପଛର କାରଣ କହିଲେ ଡ୍ରାଇଭର ପ୍ରସନ୍ନ ଜେନାମଣି। ସେ କହିଛନ୍ତି,  ଭାଜପା ନେତାଙ୍କ କାରକୁ ମୋ ସହ ଝଗଡ଼ା କରିଥବା ଗାଡ଼ି…

1 year ago

ଦୁଇ ଭାଜପା କର୍ମୀଙ୍କ ଉପରେ ଜାଣିଶୁଣି ହାଇଓ୍ବା ମଡ଼ାଇ ଦେଲେ ଚାଳକ, ଲିଭିଗଲା ୨ ଜୀବନଦୀପ

ସମ୍ବଲପୁର,୫ା୧(ପ୍ରମୋଦ ବହିଦାର): ବୁର୍ଲାଥାନା ଅନ୍ତର୍ଗତ ଆ.କଟାପାଲି ନିକଟରେ ବିଳମ୍ବିତ ରାତିରେଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଦୁଇ ବରିଷ୍ଠ ଭାଜପା କର୍ମୀଙ୍କ ମୃତ୍ୟୁ ଘଟିଛି। ହାଇଓ୍ବା ଧକ୍କାରେ କାର୍‌ରେ…

1 year ago

ସମ୍ବଲପୁରରେ ବଡ଼ଧରଣର ଲୁଟ୍‌

ସମ୍ବଲପୁର,୩।୧(ପ୍ରମୋଦ ବହିଦାର): ସମ୍ବଲପୁର ଅଇଁଠାପାଲି ଥାନା ବୁଢ଼ାରଜା ଛକସ୍ଥିତ ମଣପୁରମ୍‌ ଗୋଲ୍ଡ ଲୋନ ସଂସ୍ଥାରୁ ଶୁକ୍ରବାର ଏକ ବଡ଼ ଧରଣର ଲୁଟ୍‌ ହୋଇଛି। ଦୁର୍ବୃତ୍ତମାନେ ମଣପୁରମ୍‌ ସଂସ୍ଥା…

1 year ago

ସମ୍ବଲପୁରରେ ଆରମ୍ଭ ହେଲା ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା, ପ୍ରବଳ ଉତ୍ତେଜନା

ସମ୍ବଲପୁର,୨ା୧(ପ୍ରମୋଦ ବହିଦାର): ସମ୍ବଲପୁର ମହାନଗର ନିଗମ ପକ୍ଷରୁ ସହରରେ ପୁନର୍ବାର ଆରମ୍ଭ ହୋଇଛି ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା। ଗୁରୁବାର ସକାଳ ୬ଟାରୁ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି।…

1 year ago

ହୀରାକୁଦ ଜଳଭଣ୍ଡାରରେ ବିଦେଶାଗତ ପକ୍ଷୀଙ୍କ ସମାଗମ

ସମ୍ବଲପୁର,୨୨।୧୨(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରରେ ବିଦେଶାଗତ ପକ୍ଷୀଙ୍କ ସମାଗମ ଆରମ୍ଭ ହୋଇଛି। ସୁବିସ୍ତୀର୍ଣ୍ଣ ଆର୍ଦ୍ରଭୂମିର ଅନୁକୂଳ ପରିବେଶ ପ୍ରତି ଆକର୍ଷିତ ହୋଇ ସୁଦୂର ୟୁରୋପ, ଆମେରିକା ସହିତ…

1 year ago

ପ୍ରମିଳା ମଲ୍ଲିକଙ୍କ ଭାଇଙ୍କ ଘରେ ଦ୍ୱିତୀୟ ଦିନରେ ଚଢାଉ ଜାରି

ସମ୍ବଲପୁର,୧୯ା୧୨(ପ୍ରମୋଦ ବହିଦାର): ବିଜେଡି ନେତ୍ରୀ ପ୍ରମିଳା ମଲ୍ଲିକଙ୍କ ଭାଇ ତଥା ସମ୍ବଲପୁରର ଅନ୍ୟତମ ସ୍ବେଚ୍ଛାସେବୀ ସଂଗଠନ ବିଶ୍ବ(ଭାରତ ଇଣ୍ଟିଗ୍ରେଟେଡ ସୋସିଆଲ ଓ୍ବେଲଫେୟାର ଏଜେନ୍ସି)ର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷ…

1 year ago

୨୩୧ କୋଟି ଟଙ୍କା ଠକେଇ ଅଭିଯୋଗରେ କ୍ଷୀରୋଦ ମଲ୍ଲିକଙ୍କ ଘରେ ଇଡି ଚଢ଼ାଉ

ସମ୍ବଲପୁର,୧୮ା୧୨(ପ୍ରମୋଦ ବହିଦାର): ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ଭାଇ ତଥା ସମ୍ବଲପୁରର ଅନ୍ୟତମ ସ୍ବେଚ୍ଛାସେବୀ ସଂଗଠନ ବିଶ୍ବ(ଭାରତ ଇଣ୍ଟିଗ୍ରେଟେଡ୍‌ ସୋସିଆଲ ଓ୍ବେଲଫେୟାର ଏଜେନ୍ସି)ର ପ୍ରତିଷ୍ଠାତା…

1 year ago

ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଏନ୍‌କାଉଣ୍ଟର

ସମ୍ବଲପୁର,୭।୧: ସମ୍ବଲପୁର ଜିଲା ରେଙ୍ଗାଲି ରମ୍ପେଲା ଛକ ନିକଟରେ ଶନିବାର ଏକ ଏନ୍‌କାଉଣ୍ଟର ହୋଇଛି। ପୋଲିସ ଏନ୍‌କାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ସଞ୍ଜୀବ କରାଳି ଆହତ ହୋଇଛନ୍ତି। ସଞ୍ଜୀବଙ୍କୁ…

1 year ago

କ୍ୱାର୍ଟର୍ସରୁ ଜବତ ୧୪ ଲକ୍ଷ ୭୧ ହଜାର ଟଙ୍କା କେଉଁଠୁ ଆସିଲା? ସନ୍ତୋଷଜନକ ଉତ୍ତର ଦେଇ ନ ପାରି ଏସିଏଫ….

ସମ୍ବଲପୁର,୭।୧୨: ଏସିଏଫଙ୍କୁ ବାନ୍ଧିଲା ପୋଲିସ । ଗିରଫ ହେଲେ ସମ୍ବଲପୁର ହୀରାକୁଦ ବନ୍ୟପ୍ରାଣୀ ଡିଭିଜନ ଏସିଏଫ୍‌ ରେବତୀ ରମଣ ଯୋଶୀ । ତାଙ୍କୁ ଶନିବାର ଭିଜିଲାନ୍ସ ବିଭାଗ…

1 year ago