କେସିଙ୍ଗା, ୩।୭ (ଡି.ଏନ୍.ଏ.): କେନ୍ଦ୍ର ଆର ରାଏଜ୍ ସରକାର ଗରିବ୍ଦୁଖି, ଭୂମିହୀନ, ବାସହୀନମାନକର ଲାଗି ଅନେକ ଯୋଜନା କାଯ୍କାରୀ କରୁଛନ୍। ହେଲେ କେନ୍ଠାନେ ଭୂମିହୀନ ଘରଡିହ ପାଉଛେ…
ବୌଦ୍ଧ,୩।୭(ସ୍ବ.ପ୍ର): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଲୁଣିବାହାଲ ପଁଚେତ୍ ଅଧୀନ ଯୁବରାଜପୁର ଗାଁର ଭୀମସେନ ରଣା। ସେ ୫ ବଛର ତଲେ କିଡ଼୍ନୀ ରୋଗ୍ରେ ଆକ୍ରଁାତ ହେଇ…
ଲୋଇସିଂହା,୩।୭(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ନେଗିପାଲି ଗାଁର ବଶିଷ୍ଠ ନାଗ(୬୦) ପକ୍ଷାଘାତ ରୋଗ୍ରେ ପୀଡ଼ିତ ଅଛନ୍। ଅଭାବ ଅନାଟନ ଲାଗି ସେ ଚିକିସତ୍ିତ ନାଇଁ ହେଇପାରି…
ନୂଆପଡା ଅଫିସ/ଖଡିଆଳ,୨ା୭: ଶିଶୁ, ମାତୃ ମୃତ୍ୟୁହାର କମାଇବାକୁ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି । ଏଥିସକାଶେ ଆନୁଷ୍ଠାନିକ ପ୍ରସବ ଉପରେ ସ୍ବାସ୍ଥ୍ୟ ବିଭାଗ ଗୁରୁତ୍ୱ ଦେଉଛି…
ସରଣ୍ଡା, ୨।୭(ଡି.ଏନ୍.ଏ.)- ବରଗଡ-ସମ୍ବଲପୁର ୫୩ନଂ ଜାତୀୟ ରାଜପଥର ସରଣ୍ଡା ମନ୍ଦିର ଛକ ରାସ୍ତାରେ ମଙ୍ଗଳବାର ମଧ୍ୟାହ୍ନରେ ଏକ ଗର୍ତ୍ତ ସୃଷ୍ଟି ହୋଇଛି। ଏହା ୨ ଫୁଟ ଓସାର…
ବରଗଡ଼ ଅଫିସ/ପଦ୍ମପୁର,୨।୭- ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ମଙ୍ଗଳବାର ଭିଜିଲାନ୍ସ ବିଭାଗ ପକ୍ଷରୁ ବରଗଡ଼ ଜିଲା ପଦ୍ମପୁରସ୍ଥିତ ରାଜବୋରାସମ୍ବର ହାଇସ୍କୁଲର ଏନ୍ସିସି ଶିକ୍ଷକ ମୋହନ ବନଛୋରଙ୍କ…
ଜାମଟିକ୍ରା, ୨।୭ (ଡି.ଏନ୍.ଏ.): ଅତାବିରା ବ୍ଲକ ଅମଲିପାଲି ପଁଚେତ୍ର ପାଖାପାଖି ୭୦ ଭାଗ୍ ଲୋକ ଅନୁସୂଚୀତ ଜାତି ଆର ଜନଜାତି ବରଗର ଆଏ। ୧୨ଟା ଓ୍ବାର୍ଡକେ ନେଇ…
ଟିକ୍ରାପଡା, ୨ ା୭ (ଡି.ଏନ୍.ଏ.): ବଲାଙ୍ଗୀର ଜିଲା ସଇଁନ୍ତଳା ବ୍ଲକ କରମତଲା ପଁଚେତ୍ ଅଧୀନ ଭଣ୍ଡାରବାଞ୍ଜି ଗଁାର ସୂର୍ଯ୍ୟମଣି ସୁନାପିରତି(୪୬)। ସେ ଗଲା ୨୦୧୮ ଅକ୍ଟୋବରରେ ଗୁଟେ…
ସୋନପୁର,୧।୭(ନି.ପ୍ର.): ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜିଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ବନ୍ଦ ଥିଲା। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଏହି ଜନଶୁଣାଣି ସୋମବାରଠାରୁ ପୁଣି ଆରମ୍ଭ…
ନୂଆପଡା ଅଫିସ,୧ା୭ ରାଜ୍ୟ ସରକାର ନୂଆପଡ଼ା ଜିଲାରୁ ଧାନକିଣା ପାଇଁ ଜୁନ ୩୦ ତାରିଖକୁ ଶେଷ ଦିନ ଭାବେ ଲକ୍ଷ୍ୟ ଧାର୍ଯ୍ୟ କରି ଘୋଷଣା କରିଥିଲେ। ସେହି…