ସମ୍ବଲପୁର

ସୁବର୍ଣ୍ଣପୁରରେ ବିଶ୍ୱ ଯୋଗ ଦିବସ: ସ୍ବାସ୍ଥ୍ୟ ପାଇଁ ଯୋଗର ଆବଶ୍ୟକତା ରହିଛି

ସୋନପୁର,୨୧।୬(ନି.ପ୍ର.)- ସୁବର୍ଣ୍ଣପୁର ରୟାଲ ପଡ଼ିଆ ଓ ଟାଉନହଲ୍‌ଠାରେ ବିଶ୍ୱ ଯୋଗ ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ଜିଲା ଯୋଗ ମହୋତ୍ସବ ସମିତି ଆନୁକୂଲ୍ୟରେ ଟାଉନହଲ୍‌ଠାରେ ଆୟୋଜିତ କାର୍ଯ୍ୟକ୍ରମରେ…

7 years ago

ଗଛରେ ପିଟି ହେଲା ବୋଲେରୋ: ଜଣେ ମୃତ, ୪ ଗୁରୁତର

ଧର୍ମଗଡ,୨୧।୬(ଡି.ଏନ.ଏ.): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଖଲିଆକାନିଠାରେ ଗୁରୁବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ଏକ ବୋଲେରୋ ଗଛରେ ପଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଘଟଣାସ୍ଥଳରେ ଡ୍ରାଇଭରଙ୍କ…

7 years ago

ପାଟଣାଗଡ଼ ଶିଶୁମନ୍ଦିରରେ ଯୋଗ ଦିବସ

ପାଟଣାଗଡ଼,(ଡି.ଏନ୍‌.ଏ.): ପାଟଣାଗଡ ସରସ୍ବତୀ ଶିଶୁମନ୍ଦିରରେ ଶୁକ୍ରବାର ଆନ୍ତର୍ଜାତିକ ଯୋଗ ଦିବସ ପାଳିତ ହୋଇଯାଇଛି। ଯୋଗ ଶିକ୍ଷକ ପ୍ରଦୀପ ସିଂ ବାବୁଙ୍କ ନେତୃତ୍ୱରେ ବିଦ୍ୟାଳୟର ୯୦୦ ଜଣ ଛାତ୍ରୀ…

7 years ago

ହାଇକୋର୍ଟ ସ୍ଥାୟୀ ବେଞ୍ଚ ଦାବିରେ ପାଟଣାଗଡ଼ ଓକିଲ ସଂଘର କାର୍ଯ୍ୟବନ୍ଦ ଆନ୍ଦୋଳନ

ପାଟଣାଗଡ଼,୨୧।୬ (ଡି.ଏନ୍‌.ଏ.): ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପୁନଃ ସ୍ଥାପନକୁ ନେଇ ଶୁକ୍ରବାରଠାରୁ ଆଗାମୀ ୩୦ ତାରିଖ ପର୍ଯ୍ୟନ୍ତ ପାଟଣାଗଡ଼ ଓକିଲ ସଂଘ ପକ୍ଷରୁ କାର୍ଯ୍ୟବନ୍ଦ ଆନ୍ଦୋଳନ…

7 years ago

ବିଧାୟକଙ୍କ ଜେଇଙ୍କୁ ବସ୍‌ଉଠ୍‌ ଘଟଣା: ଓବିସି ମଞ୍ଚର ପାଟଣାଗଡ ଥାନା ଘେରାଉ, ଆଟ୍ରୋସିଟି ଆଇନ ପ୍ରତ୍ୟାହାର ଦାବି

ପାଟଣାଗଡ଼,୨୧।୬(ଡି.ଏନ୍‌.ଏ.): ଗତ ୫ ତାରିଖରେ ଗମ୍ଭାରୀ ଗ୍ରାମଠାରେ ନିମ୍ନମାନର ରାସ୍ତାକାମକୁ ନେଇ ପାଟଣାଗଡ଼ ବିଧାୟକ ସରୋଜ ମେହେର ପୂର୍ତ୍ତ ବିଭାଗ ଜେଇଙ୍କୁ ଉଠ୍‌ବସ୍‌ କରିଥିବା ଘଟଣାରେ ବିଧାୟକଙ୍କ…

7 years ago

ଭବାନୀପାଟଣାରେ ୫ମ ଅନ୍ତର୍ଜାତୀୟ ଯୋଗ ଦିବସ

ଭବାନୀପାଟଣା,୨୧।୬ (ଡି.ଏନ୍‌.ଏ.): ଯୋଗ ଦ୍ୱାରା ଏକ ସୁସ୍ଥ ଓ ନୀରୋଗ ଶରୀର ଗଠନ ପାଇଁ ଶୁକ୍ରବାର ଭବାନୀପାଟଣାରେ ୫ମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ପତଞ୍ଜଳି…

7 years ago

ଶିକ୍ଷକମାନଙ୍କ ବିଭିନ୍ନ ସମସ୍ୟା ନେଇ ଜିଲା ଶିକ୍ଷା ଅଧିକାରୀଙ୍କୁ ଦାବିପତ୍ର

ଭବାନୀପାଟଣା,୨୧।୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ପ୍ରାଥମିକ ଶିକ୍ଷକ ସଂଘ, ୫-ଖାରାବେଳ ନଗର ଭୁବନେଶ୍ୱର, କଳାହାଣ୍ଡି ଶାଖା ପକ୍ଷରୁ ଶୁକ୍ରବାର ଜିଲା ଶିକ୍ଷକଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଜିଲା…

7 years ago

ଫି’ ବୃଦ୍ଧି ଓ ସ୍କୁଲର ଭିତ୍ତିଭୂମି ବିକାଶ ଦାବିରେ ଅଭିଭାବକଙ୍କ ଧାରଣା

ଭବାନୀପାଟଣା,୨୧।୬(ଡି.ଏନ୍‌.ଏ.): ଫି ବୃଦ୍ଧି ଓ ସ୍କୁଲର ଭିତ୍ତିଭୂମି ବିକାଶ ଦାବି କରି କଳାହାଣ୍ଡି ଜିଲା ଭବାନୀପାଟଣା ବିମଳା କନଭେଣ୍ଟ ସ୍କୁଲ ସମ୍ମୁଖରେ ଅଭିଭାବକମାନେ ଶୁକ୍ରବାର ଧାରଣା ଦେଇଛନ୍ତି।…

7 years ago

ରାସ୍ତାରେ ମୃତ ଶିଶୁକୁ ଝୁଣି ଖାଇଲା କୁକୁର

ବଲାଙ୍ଗୀର ଅଫିସ,୨୧।୬: ବଲାଙ୍ଗୀର ସହର ଜଗନ୍ନାଥପଡ଼ା ରାସ୍ତାରେ ଶୁକ୍ରବାର ସକାଳେ ବୁଲା କୁକୁର ଏକ ମୃତ ଶିଶୁକୁ ଝୁଣି ଖାଉଥିବା ଦେଖିବାକୁ ମିଳିଛି। ସକାଳୁ ଏଭଳି ଦୃଶ୍ୟ…

7 years ago

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି : ୩୦ ପର୍ଯ୍ୟନ୍ତ ଚାଲିବ କାର୍ଯ୍ୟବନ୍ଦ ଆନ୍ଦୋଳନ

ବଲାଙ୍ଗୀର ଅଫିସ, ୨୧।୬: ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ଚାଲିଥିବା ୪ଦିନିଆ କାର୍ଯ୍ୟବନ୍ଦ ଆନ୍ଦୋଳନକୁ ପରିବର୍ଦ୍ଧିତ କରାଯାଇଛି। ଏହି ଆନ୍ଦୋଳନ ଜୁନ୍‌ ୩୦ତାରିଖ ପର୍ଯ୍ୟନ୍ତ ଚାଲୁ…

7 years ago