ସମ୍ବଲପୁର

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଗାଇଚରାଳିଙ୍କ ମୃତ୍ୟୁ

କେସିଙ୍ଗା, ୨୫।୫: କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅନ୍ତର୍ଗତ ସୁକୁନାଭଟା ଗ୍ରାମରେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଶନିବାର ସକାଳେ ଜଣେ ଗାଇଚରାଳିଙ୍କ ମୃତ୍ୟୁ ଘଟିଛି। ସେ…

7 years ago

ବାପା-ପୁଅ, ଦୁଇ ଭଉଣୀଙ୍କୁ ଭୋଟରଙ୍କ ପ୍ରତ୍ୟାଖ୍ୟାନ

ସୁନ୍ଦରଗଡ଼, ୨୫ା୫ (ଡି.ଏନ.ଏ.): ସରିଛି ୨୦୧୯ ସାଧାରଣ ନିର୍ବାଚନ। ଗୁରୁବାର ଫଳାଫଳ ପ୍ରକାଶ ପାଇବା ପରେ ସୁନ୍ଦରଗଡ଼ ଜିଲାର କେତେଜଣ ହେଭିଓ୍ବେଟ ନେତାଙ୍କ ପରାଜୟ ହୋଇଛି। କେଉଁ…

7 years ago

୮ ବଛର ହେଲା ଖଟେ ପଡ଼ିଛନ୍‌ ପନୌ:ଦାଉ ସାଧୁଛେ ଅଜନା ରୋଗ୍‌

ପାଇକମାଳ, ୨୫ା୫ ( ଡି.ଏନ୍‌.ଏ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅଧୀନ ମୁନିକେଲା ଗଁାର ପନୌ ବରିହା(୫୦)। ସେ ଗଲା ୮ ବଛର ହେଲା କେହେନ୍‌ସି ଗୁଟେ…

7 years ago

ସରକାରୀ ନିୟମକେ ବେଖାତିର: ଖରାରେ ସଁଥ୍‌ଲି ହେଉଛନ୍‌ ରୁଗୀ

ଜାମଟିକ୍ରା, ୨୫।୫ (ଡି.ଏନ.ଏ): କେନ୍ଦ୍ର ଆର ରାଏଜ୍‌ ସରକାର ଲୁକ୍‌କର ଚିକିସତ୍ା ସୁବିଧା ଲାଗି ଜିଲାସ୍ତରରେ ଜିଲା ମୁଖିଆ ଡାକ୍‌ତରଖାନା, ସବଡିଭିଜନସ୍ତରରେ ଉପଖଣ୍ଡ ଚିକିସତ୍ାଳୟ, ବ୍ଲକମାନକେ ଗୋଷ୍ଠୀ…

7 years ago

କଣ୍ଟାବାଞ୍ଜିରେ ୧୨୮ଖଣ୍ଡ ଭୋଟର ଥ୍ରୀଲିଙ୍ଗ୍‌ ଭିକ୍ଟ୍ରି

ବଲାଙ୍ଗୀର ଅଫିସ, ୨୫ା୫ ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ବିଧାନସଭା ନିର୍ବାଚନ ମଣ୍ଡଳୀରେ ୧୨୮ ଖଣ୍ଡ ଭୋଟ ବ୍ୟବଧାନରେ କଂଗ୍ରେସ ପ୍ରାର୍ଥୀ ସନ୍ତୋଷ ସିଂ ସାଲୁଜା ବିଜୟୀ ହୋଇଛନ୍ତି…

7 years ago

ବେକ କାଟି କଏଦୀଙ୍କ ଆତ୍ମହତ୍ୟା ଉଦ୍ୟମ

ରାଉରକେଲା ଅଫିସ, ୨୪ା ୫: ରାଉରକେଲା ସ୍ବତନ୍ତ୍ର କାରାଗାରରେ ଆଜୀବନ ସଜା କାଟୁଥିବା ଜଣେ କଏଦୀ ଶୁକ୍ରବାର ସକାଳେ ବେକ କାଟି ଆତ୍ମହତ୍ୟା ଉଦ୍ୟମ କରିଥିଲେ। ତାଙ୍କୁ…

7 years ago

ବିଜେପୁରରୁ ଜିତିଲେ ମୁଖ୍ୟମନ୍ତ୍ରୀ

ବିଜେପୁର, ୨୪-୫ (ଡି.ଏନ.ଏ):ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେପୁର ବିଧାନଭା ନିର୍ବାଚନ ମଣ୍ଡଳୀରୁ ବିପୁଳ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ନିକଟତମ…

7 years ago

ମନ୍ତ୍ରୀ ସୁଶାନ୍ତ ସିଂଙ୍କ ହ୍ୟାଟ୍ରିକ:୨୩,୩୩୦ ଖଣ୍ଡ ଭୋଟରେ ବିଜୟୀ ହେଲେ

ସୋହେଲା/ଭଟଲି, ୨୪-୫(ଡି.ଏନ.ଏ):ବରଗଡ ଜିଲା ଭଟଲି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଚଳିତ ନିର୍ବାଚନରେ ଶ୍ରମ ଓ ଶକ୍ତିମନ୍ତ୍ରୀ ସୁଶାନ୍ତ ସିଂ ତୃତୀୟ ଥର ପାଇଁ ବିଜୟ ହାସଲ କରି…

7 years ago

ନିରଞ୍ଜନ, ପଦ୍ମନାଭଙ୍କ ହ୍ୟାଟ୍ରିକ୍‌ ବିଜୟ

ସୋନପୁର,୨୪-୫(ନି.ପ୍ର.):ସୁବର୍ଣ୍ଣପୁର ଜିଲା ବିଜେଡିର ଦୁର୍ଗ ବୋଲି ପୁଣି ଥରେ ସାବ୍ୟସ୍ତ ହୋଇଛି। ସାଧାରଣ ନିର୍ବାଚନରେ ଦଳ କମାଲ କରିଛି। ମୋଦି ହାୱା ଏଠାରେ ଭାଜପାକୁ ବିଜୟୀ କରି…

7 years ago

ଝାରସୁଗୁଡ଼ାରେ ନବ, ବ୍ରଜରାଜନଗରରେ କିଶୋର ଆଗୁଆ

ଲଖନପୁର,୨୩।୫: ୧୨ ରାଉଣ୍ଡ ଗଣତି ଶେଷ ସୁଦ୍ଧା ଝାରସୁଗୁଡ଼ା ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ନବ ଦାସ ଆଗରେ ଅଛନ୍ତି। ନବ ୪୧୫୨୫ ଭୋଟ ପାଇଥିବାବେଳେ ତାଙ୍କ…

7 years ago