ସମ୍ବଲପୁର

ଜରାଜୀର୍ଣ୍ଣ ଅବସ୍ଥାରେ ପଡ଼ିିରହିଛି ଶୀତଳଭଣ୍ଡାର

ଭବାନୀପାଟଣା,୧୮।୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ଆଦିବାସୀ ହରିଜନ ଲୋକଙ୍କ ଆର୍ଥିକ ସ୍ଥିତିକୁ ସୁଦୃଢ କରିବା ପାଇଁ ସରକାରଙ୍କ ଅନେକ ଯୋଜନା ପ୍ରସ୍ତୁତ ହୋଇଛି ।…

7 years ago

ନିଖିଳ ଉକତ୍ଳ ବିଚାର ବିଭାଗୀୟ କର୍ମଚାରୀ ସଂଘ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ସହାୟତା

ଭବାନୀପାଟଣା,୧୮।୫ (ଡି.ଏନ୍‌.ଏ.): ବାତ୍ୟ ପନୀରେ ଓଡ଼ିିଶାର ବିଭିନ୍ନ ଜିଲାରେ କ୍ଷୟକ୍ଷତି ହୋଇଛି। ବାତ୍ୟା ବିପନ୍ନଙ୍କୁ ସହାୟତା ପାଇଁ ଦେଶ ବିଦେଶରୁ ବିଭିନ୍ନ ବର୍ଗର ବ୍ୟକ୍ତି ଓ ସଂସ୍ଥାମାନେ…

7 years ago

ଭାଲୁ ଆକ୍ରମଣରେ ମହିଳା ଆହତ

ସମ୍ବଲପୁର,୧୮।୫(ବ୍ୟୁରୋ): ସମ୍ବଲପୁର ଧମା ରେଞ୍ଜ କେଶାପାଲି ସେକ୍ସନ ଗହୀରପାଲି ଗାଁରେ ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ମହିଳା ଆହତ ହୋିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଶନିବାର ସକାଳେ…

7 years ago

ସନ୍ତୁଳିତ ଜୀବନଯାପନ ଉଚ୍ଚ ରକ୍ତଚାପକୁ ଦୂର କରିପାରିବ

ସୋନପୁର,୧୮।୫(ନି.ପ୍ର.) ସୁବର୍ଣ୍ଣପୁର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ବିଶ୍ୱ ଉଚ୍ଚ ରକ୍ତଚାପ ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ଏହି ଅବସରରେ ଜିଲା ତାଲିମ କେନ୍ଦ୍ରଠାରେ ଅନୁଷ୍ଠିତ ସଚେତନତା…

7 years ago

ମହୁଲ ଫୁଲ ସଂଗ୍ରହକାରୀ ଶୋଷଣର ଶିକାର

ଲାଠୋର, ୧୮ା୫(ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକର ଜଙ୍ଗଲ ଏବଂ ଜଙ୍ଗଲ ନିକଟବର୍ତ୍ତୀ ଅଞ୍ଚଳରେ ବସବାସ କରୁଥିବା ଅଧିବାସୀ ମହୁଲ ଫୁଲ, ଫଳ ଏବଂ ମଞ୍ଜି ସଂଗ୍ରହ…

7 years ago

ଦୁର୍ଗମ ଇଲାକାରେ ପହଞ୍ଚିଲା ସ୍ବାସ୍ଥ୍ୟ ବିଭାଗ: ଦ୍ୱାର ମୁହଁରେ ଚିକିତ୍ସା ବ୍ୟବସ୍ଥା

ନୂଆପଡା ଅଫିସ,୧୭ା୫: ନୂଆପଡ଼ା ଜିଲାର ସବୁଠାରୁ ଦୁର୍ଗମ ସୁନାବେଡା ଅଭୟାରଣ୍ୟରେ ସ୍ବାସ୍ଥ୍ୟ ସେବା ଦୁର୍ଲଭ । ଲୋକେ ଆଜି ବି ସ୍ବାସ୍ଥ୍ୟ ଭଳି ମୌଳିକ ସେବାରୁ ବଞ୍ଚତ୍ତ…

7 years ago

ହରିଶଙ୍କରରୁ ନୃସିଂହନାଥକୁ ପାହାଡ ଚଢି ଯିବା ମଜା ନିଆରା

ଖପ୍ରାଖୋଲ, ୧୭ା୫(ଡି.ଏନ.ଏ.):ବଲାଙ୍ଗୀର ଜିଲା ଓ ବରଗଡ ଜିଲା ସୀମାନ୍ତରେ ରହିଛି ଗନ୍ଧମାର୍ଦ୍ଦନ ପାହାଡ ା ପାହାଡର ଦୁଇପାର୍ଶ୍ୱରେ ହରିଶଙ୍କର ଏବଂ ନୃସିଂହନାଥ ପୀଠ ା ବର୍ଷ ସାରା…

7 years ago

ଶିକ୍ଷକଙ୍କ ବ୍ୟାଙ୍କ ଆକାଉଣ୍ଟରୁ ୩୭ ହଜାର ଲୁଟ୍‌

ବଲାଙ୍ଗୀର ଅଫିସ, ୧୭ା୫: ଅଭିନବ ଉପାୟରେ ଜଣେ ଶିକ୍ଷକଙ୍କ ବ୍ୟାଙ୍କ ଆକାଉଣ୍ଟରୁ ୩୭ ହଜାର ଟଙ୍କା ଲୁଟ୍‌ କରାଯାଇଥିତ୍ତ୍ବା ଅଭିଯୋଗ ହୋଇଛି ା ଶିକ୍ଷକ ଜଣକ ଏ…

7 years ago

ଦାଦନ ଖଟିବାକୁ ଯାଇଥିବା ଶ୍ରମିକ ନିଖୋଜ: ପ୍ରଶାସନ ପାଖରେ ଗୁହାରି କଲେ ଅସହାୟ ପରିବାର

ଭବାନୀପାଟଣା,୧୭।୫(ଡି.ଏନ୍‌.ଏ.): କଳାହାଣ୍ଡିରେ ଥମୁନି ଦାଦନ ଯନ୍ତ୍ରଣା। ଦାଦନ ଖଟିବାକୁ ଯିବାବେଳେ ଜଣେ ଶ୍ରମିକ ନିଖୋଜ ହୋଇଥିବା ଶୁକ୍ରବାର ଅଭିଯୋଗ ହୋଇଛି। ନିଖୋଜ ଶ୍ରମିକ ହେଲେ ଜୟପାଟଣା ବ୍ଲକ…

7 years ago

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ଜୀବନଗଲା

ଭବାନୀପାଟଣା,୧୭।୫(ଡି.ଏନ୍‌.ଏ.): ଭବାନୀପାଟଣା ସଦର ଥାନା ଅନ୍ତର୍ଗତ କାମଠଣା ବାଲିଜୋର ଛକରେ ଗୁରୁବାର ବିଳମ୍ବିିତ ରାତିରେ ଏକ ଅଜଣା ଗାଡି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛିି ।…

7 years ago