ସମ୍ବଲପୁର

ପୋଖରୀରେ ବୁଡ଼ି ଆଈ, ନାତି ମୃତ

ରିଆମାଳ,୨୧ା୪(ଡି.ଏନ୍‌.ଏ.)- ଦେବଗଡ଼ ଜିଲା ରିଆମାଳ ଥାନା ଅଧୀନ ଢୋଲପଡ଼ା ପଞ୍ଚାୟତର ମାଳିଚୁଆ ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଗାଧୋଇବାକୁ ଯାଇଥିବା ଆଈ ଓ ନାତିଙ୍କ…

7 years ago

କାଳ ବୈଶାଖୀରେ ଘର ଉପରେ ଗଛ ପଡ଼ିଲା: ମା’ ଝିଅ ମୃତ, ବାପା ଗୁରୁତର

ନୂଆପଡ଼ା ଅଫିସ,୨୧।୪-ନୂଆପଡ଼ା ଜିଲା ଜୋଙ୍କ ଥାନା ଅନ୍ତର୍ଗତ ଭଏଁଷାଟାଲ ଗ୍ରାମପଞ୍ଚାୟତ ଭଣ୍ଡାରପୁରୀ ଗାଁ ମଝିରେ ଥିବା ଏକ ବୃହଦାକାୟ ପିପଲ ଗଛ କାଳ ବୈଶାଖୀ ପ୍ରଭାବରେ ଭାଙ୍ଗି…

7 years ago

ଶିଶୁକନ୍ୟାଙ୍କୁ ବଳାତ୍କାର ଅଭିଯୋଗ

ବଲାଙ୍ଗୀର ଅଫିସ, ୨୦ା୪ : ବଲାଙ୍ଗୀର ସଦର ଥାନା ଅଞ୍ଚଳର ଜଣେ ୩ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଶିଶୁକନ୍ୟାଟି ନିଜ ସାଙ୍ଗମାନଙ୍କ ସହ…

7 years ago

ବିବାହ ଭୋଜିଖାଇ ୨୦୦ ଝାଡ଼ାବାନ୍ତିରେ ଆକ୍ରାନ୍ତ

ରାଜଗାଙ୍ଗପୁର, ୨୦।୪ (ଡି.ଏନ.ଏ.)- ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ବ୍ଲକ ଅନ୍ତର୍ଗତ କୁଟୁଣିଆ ଗ୍ରାମପଞ୍ଚାୟତ ଲାଠୁପଡା ଗ୍ରାମରେ ଶୁକ୍ରବାର ବିବାହ ଭୋଜିଖାଇ ୨୦୦ରୁ ଅଧିକ ଲୋକ ଝାଡ଼ାବାନ୍ତିରେ ଆକ୍ରାନ୍ତ…

7 years ago

ଦେବଗଡ ପୌରାଞ୍ଚଳରେ କଂଗ୍ରେସ ପ୍ରାର୍ଥୀଙ୍କ ରୋଡ୍‌ ଶୋ

ଦେବଗଡ଼, ୨୦।୪ (ସ୍ବ.ପ୍ର.) -ନିର୍ବାଚନ ମତଦାନ ପାଇଁ ଆଉ ୩ ଦିନ ବାକିଥିବାବେଳେ କଂଗ୍ରେସ ପକ୍ଷରୁ ସମ୍ବଲପୁର ଲୋକସଭା ପ୍ରାର୍ଥୀ ଶରତ ପଟ୍ଟନାୟକ ଓ ସ୍ଥାନୀୟ ବିଧାୟକ…

7 years ago

୬ ପୋଲିଂ କର୍ମଚାରୀ ସସ୍‌ପେଣ୍ଡ

ବରଗଡ଼ ଅଫିସ,୧୯।୪: ୬ଜଣ ପୋଲିଂ କର୍ମଚାରୀଙ୍କୁ ସସ୍‌ପେଣ୍ଡ କଲେ ବରଗଡ଼ ଜିଲାପାଳ। ନିର୍ବାଚନରେ ଅବହେଳା ଯୋଗୁଁ ପୋଲିଂ କର୍ମଚାରୀଙ୍କୁ ସସ୍‌ପେଣ୍ଡ କରାଯାଇଥିବା ସୂଚନା ମିଳିଛି। ସସ୍‌ପେଣ୍ଡ ମଧ୍ୟରେ…

7 years ago

ନୂତନ ମତଦାତାଙ୍କ ମଧ୍ୟରେ ଉତ୍ସାହ

ଘଣ୍ଟାପଡ଼ା,୧୮ା୪(ଡି.ଏନ୍‌.ଏ) : ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ୧ ନଂ ଜିଲାପରିଷଦ ଜୋନ୍‌ର ଅନେକ ସ୍ଥାନରେ ଇଭିଏମ ଅଚଳ ହୋଇପଡ଼ିଥିଲା।  ଫଳରେ ୧ ଘଣ୍ଟା ବିଳମ୍ବରେ…

7 years ago

ଇଭିଏମ୍‌ରେ ତ୍ରୁଟି : ବିଳମ୍ବରେ ମତଦାନ

ସୁନ୍ଦରଗଡ଼,୧୮ା୪(ଡି.ଏନ୍‌.ଏ) : ସୁନ୍ଦରଗଡ଼ ଜିଲାରେ ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ଆରମ୍ଭ ହୋଇଛି। ଜିଲାର ଲୋକ ସଭା ଓ ଏହା ଅଧୀନ ୭ଟି ବିଧାନସଭା ନିର୍ବାଚନମଣ୍ଡଳୀରେ…

7 years ago

ଭୋଟିଂ ବନ୍ଦ, ରି-ପୋଲିଂ ପାଇଁ ଚିଠି ଲେଖିଲେ ରିଟର୍ଣ୍ଣି ଅଫିସର

ସୁନ୍ଦରଗଡ଼,୧୮।୪: ସୁନ୍ଦରଗଡ଼ରେ ଲୋକ ସଭା ନିର୍ବାଚନ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଗୁରୁବାର ଆରମ୍ଭ ହୋଇଥିଲା। ହେଲେ ଇଭିଏମ ତୃଟି ପାଇଁ ସକାଳୁ ଭୋଟ ଗ୍ରହଣ ବନ୍ଦ…

7 years ago

ବରଗଡ଼ ମତଦାନ: ଦିନ ୧୧ଟା ସୁଦ୍ଧା ଅତାବିରାରେ ସର୍ବାଧିକ, ବିଜେପୁରରେ ସର୍ବନିମ୍ନ

ବରଗଡ଼ ଅଫିସ୍‌,୧୮।୪: ବରଗଡ଼ ଜିଲାର ୫ଟି ବିଧାନସଭା ନିର୍ବାଚନମଣ୍ଡଳୀର  ସମୁଦାୟ ୧୩୭୮ ଭୋଟ କେନ୍ଦ୍ରରେ ଗୁରୁବାର ସକାଳ ୭ଟାରୁ ମତଦାନ ଗ୍ରହଣ ଆରମ୍ଭ ହୋଇଛି। କେତେକ ସ୍ଥାନକୁ…

7 years ago