ସମ୍ବଲପୁର

୪୦ ବଛର ହେଲା ଝୁପଡ଼ି ଘରେ ବିତୁଛେ ଜୀବନଆବାସ ଯୋଜନାରୁ ବଁଚିତ୍‌ ୧୨ ପରିବାର

ଅତାବିରା, ୨୯।୪ (ଡି.ଏନ୍‌.ଏ.) :  କେନ୍ଦ୍ର ଆର ରାଏଜ ସରକାର ଗରିବ୍‌ ଦୁଖିକୁ ପକା ଘର ଯୁଗେଇ ଦେବାର ଲାଗି ଭିନେ ଭିନେ ଯୋଜନା କରି ଫିବଛର…

7 years ago

ସୋନପୁର ବସ୍‌ଷ୍ଟାଣ୍ଡରେ ସର୍ବନିମ୍ନ ସୁବିଧା ନାହିଁ: ପ୍ରଚଣ୍ଡ ଖରାରେ ସିଝୁଛନ୍ତି ଯାତ୍ରୀ

ସୋନପୁର, ୨୯।୪(ନି.ପ୍ର.) ସୁବର୍ଣ୍ଣପୁର ଜିଲା ସଦର ମହକୁମାରେ ଥିବା ବସ୍‌ଷ୍ଟାଣ୍ଡରେ ଯାତ୍ରୀଙ୍କୁ ସର୍ବନିମ୍ନ ସୁବିଧା ମିଳୁନି। ଦୂରଦୂରାନ୍ତରୁ ଆସୁଥିବା ଓ ଏଠାରୁ ବିଭିନ୍ନ ସ୍ଥାନକୁ ବସ୍‌ ଯୋଗେ ଯାଉଥିବା…

7 years ago

ଚନ୍ଦନଗଛ କାଟିନେଲେ ଦୁର୍ବୃତ୍ତ

ଦେବଗଡ଼, ୨୮ା୪(ସ୍ବ.ପ୍ର.): ସହରର ୬ ନଂ ଓ୍ବାର୍ଡସ୍ଥିତ ରଙ୍ଗିଆଗୁଡ଼ାରୁ କେହି ଦୁର୍ବୃତ୍ତ ଚନ୍ଦନଗଛ କାଟି ନେଇଥିବା ଜଣାପଡ଼ିଛି। ଖବର ଅନୁଯାୟୀ, ରଙ୍ଗିଆଗୁଡ଼ା ବସ୍ତିର ଅଚ୍ୟୁତ ବେହେରାଙ୍କ ବାଡ଼ିରେ…

7 years ago

ଚିକିସତ୍ା ଲାଗି ଟଁକା ବାଧକ୍‌ ଅଜନା ରୋଗ୍‌ରେ ପୀଡ଼ିତ ଅଶୋକ

ଲାଠୋର, ୨୮ା୪(ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ କରୁଅଁାଝର ପଁଚେତ୍‌ ସାନଗୁର୍ଜିଭଟା ପାଲିପଡ଼ାର ଅଶୋକ ବର୍ଗେ(୩୦)। ସେ କେହେନ୍‌ସି ଗୁଟେ ଅଜନା ରୋଗ୍‌ରେ ପୀଡ଼ିତ ହେଇ ଘରେ…

7 years ago

ବୁଡ଼ି ଯାଉଛେ କୁମ୍ଭାରମାନକର କଉଲିକ୍‌ ବୁରତି : ସାମାନ ବିକ୍‌ରି ଲାଗି ବଜାର ବେବସ୍‌ତାର ଅଭାବ

ନୂଆପଡା ଅଫିସ,୨୮ା୪-ଦିନୁ ଦିନ୍‌କେ ସମିଆ ବଦଲୁଛେ, ତାର ସଂଗେ ଲୁକ୍‌କର ଚାଲିଚଲନ, ପିଁଧନ୍‌ଉଢ଼ନ୍‌, ଖାଏଦ୍‌ ପାଏନ୍‌, ବେଭାର କଲା ଜିନିଷପାତିରେ ବି ଅନେକ୍‌ ପରିବରତନ୍‌ ଦେଖ୍‌ବାକେ ମିଲୁଛେ।…

7 years ago

ଆବାସ ଯୋଜନାରୁ ବଁଚିତ୍‌ ବୁରୁଧ୍‌ ରତନ

ବିନିକା, ୨୮ା୪(ଡି.ଏନ୍‌.ଏ): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ବାଙ୍କିଘିର୍ଡ଼ି ପଁଚେତ୍‌ର ସାରଙ୍ଗପାଲି ମାହାରଗୋଠର ରତନ ମାହାର(୬୫)। ପରିବାର କହିଲେ ମାଏକିନା ଯାମା(୬୦)। ଦୁଇ ବୁଢ଼ାବୁଢ଼ିକର ପିଲାଛୁଆ କିଛି…

7 years ago

ଯୁବତୀଙ୍କୁ ବଳାତ୍କାର ଅଭିଯୋଗ: ଯୁବକ ଫେରାର୍‌

ନୂଆଗାଁ,୨୮।୪(ଡି.ଏନ.ଏ.)-ସୁନ୍ଦରଗଡ଼ ଜିଲା ନୂଆଗାଁ ବ୍ଲକ ବିଶ୍ରା ଥାନା ଅନ୍ତର୍ଗତ ଚିତାପେଡ଼ି ପଞ୍ଚାୟତର ଲୋଧାରାମ ଅଞ୍ଚଳର ଜନୈକ ଯୁବତୀଙ୍କୁ ସେହି ପଞ୍ଚାୟତର ରାଜେଶ ନାଏକ(୩୦) ନାମକ ଜଣେ ଯୁବକ…

7 years ago

ଗରିବ୍‌ ଦୁଖିକର ଲାଗି ଦୁରଲଭ ହେଲାନ ପଖାଲ

ଜାମଟିକ୍ରା, ୨୭।୪ (ଡି.ଏନ୍‌.ଏ.): ଓଡ଼ିଶାରେ ଗଁାଗଁଲିନୁ ଆରମ୍‌ କରି ସହର ତକ୍‌ ସମକର ପସନ୍‌ ପଖାଲ। ଖରାଦିନ୍‌ ଆରମ୍‌ ହେଲେ ସମ୍‌କର ମନ୍‌ ପଖାଲ ଖାଏବାକେ ଘିଚି…

7 years ago

ପିଇଲା ପାଏନ୍‌ ଲାଗି ହଟହଟା ବିନିକା ସହରବାସୀ

ବିନିକା,୨୭ା୪(ଡି.ଏନ୍‌.ଏ): ଏହେଦ୍‌କା ସାରା ରାଏଜେ ଖରାର ତେଜ୍‌ ବଢ଼ତେଲ ଯାଉଛେ। ବଡ଼ଭାଗି ସହରମାନକର ତାପମାନ ୪୦ ଡିଗ୍ରୀ ଉପରେ ରହୁଛେ। ଏନ୍‌ତାଥି ବିନିକା ସହରର ତାପ୍‌ମାନ ବି…

7 years ago

ଯକ୍ଷ୍ମାରୁଗୀ ଘଇସାନ ପାଏଲେ ସରକାରୀ ସାହାଯ୍‌

ବିନିକା,୨୬ା୪ (ଡି.ଏନ୍‌.ଏ):  ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସାରଙ୍ଗପାଲି ଗାଁର ଘଇସାନ ସୁନା(୬୯)। ସେ ଗଲା ୬ ମାସ ହେଲା ଯକ୍ଷ୍ମା ରୋଗ୍‌ରେ ପୀଡ଼ିତ ଥିଲେ। ହେଲେ…

7 years ago