ସମ୍ବଲପୁର

ବ୍ରାଉନସୁଗାର ଧରି ଚମ୍ପଟ ମାରୁଥିଲେ ଯୁବକ, ମାଡିବସିଲା ପୋଲିସ: ଦୁଇ ଗିରଫ

ସମ୍ବଲପୁର,୪।୯(ପ୍ରମୋଦ ବହିଦାର): ସମ୍ବଲପୁର ଅବକାରୀ ବିଭାଗ ପକ୍ଷରୁ ବୁଧବାର ଧନୁପାଲିଥାନା ଅନ୍ତର୍ଗତ ସୁନାପାଲି ଅଞ୍ଚଳରୁ ଲକ୍ଷାଧିକ ଟଙ୍କା ମୂଲ୍ୟର ବ୍ରାଉନସୁଗାର(ହେରୋଇନ) ଜବତ କରାଯାଇଛି। ଅବକାରୀ ବିଭାଗ ଅଧିକାରୀ…

1 year ago

ବଳାତ୍କାର, ହତ୍ୟାର ଶିକାର ଯୁବତୀଙ୍କୁ ଗାଁ ମଶାଣିରେ ଜାଗା ମିଳିଲାନି

ନାକଟୀଦେଉଳ, ୪ା୯(ବୈକୁଣ୍ଠନାଥ ସାହୁ): ବଳାତ୍କାର ଓ ହତ୍ୟାର ଶିକାର ହୋଇଥିବା ଜଣେ ଯୁବତୀଙ୍କ ମୃତଦେହକୁ ନିଜ ଗାଁ ଶ୍ମଶାନରେ ସତ୍କାର ପାଇଁ ସ୍ଥାନ ମିଳିଲାନାହିଁ। ଗାଁର କେତେଜଣ…

1 year ago

୬୫ ବର୍ଷରେ ଆଖିବୁଜିଲା ‘ଖେର୍ସେଲ’

ସମ୍ବଲପୁର,୩।୯(ପ୍ରମୋଦ ବହିଦାର): ହୀରାକୁଦ ବନ୍ୟପ୍ରାଣୀ ଡିଭିଜନ ଅଧୀନରେ ଡେବ୍ରିଗଡ଼ ଅଭୟାରଣ୍ୟ ମଧ୍ୟରେ କେଭଟିଭ ହାତୀ ‘ଖେର୍ସେଲ’ର ମୃତ୍ୟୁ ଘଟିଛି। ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ହୋଇ ବୁର୍ଲା ପ୍ରାଣୀ…

1 year ago

ବନ୍ଦ ହେଲା ହୀରାକୁଦ ଡ୍ୟାମର ସବୁ ଗେଟ୍‌

ସମ୍ବଲପୁର,୨।୯: ହୀରାକୁଦ ଡ୍ୟାମର ଜଳସ୍ତରକୁ ଦୃଷ୍ଟିରେ ରଖି ସୋମବାର ସମସ୍ତ ଗେଟ୍‌କୁ ବନ୍ଦ କରି ଦିଆଯାଇଛି। ଖୋଲାଥିବା ୬ଟି ଗେଟ୍‌କୁ ବନ୍ଦ କରାଯାଇଥିବା ନେଇ ଡ୍ୟାମ କର୍ତ୍ତୃପକ୍ଷ…

1 year ago

ସମ୍ବଲପୁରରେ ଚାଞ୍ଚଲ୍ୟ: ଯୁବତୀଙ୍କୁ ବଳାତ୍କାର ପରେ ହତ୍ୟା

ନାକଟୀଦେଉଳ,୧ା୯(ବୈକୁଣ୍ଠନାଥ ସାହୁ): ନିଖୋଜର ୩ଦିନ ପରେ ଜଙ୍ଗଲରୁ ମିଳିଲା ଯୁବତୀଙ୍କ ଉଲଗ୍ନ ଗଳିତ ମୃତଦେହ। ବଳାତ୍କାର ପରେ ହତ୍ୟା କରି ଫିଙ୍ଗି ଦିଆଯାଇଛି ବୋଲି ଅଭିଯୋଗ କରିଛନ୍ତି…

1 year ago

ହୃଦ୍‌ଘାତରେ ପୂର୍ବତନ ବିଧାୟକଙ୍କ ପରଲୋକ

ସମ୍ବଲପୁର,୧ା୯: ସମ୍ବଲପୁରର ପୂର୍ବତନ ବିଧାୟକ ଅଶ୍ୱିନୀ ଗୁରୁଙ୍କ ପରଲୋକ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୬୯ ବର୍ଷ ବୟସ ହୋଇଥିଲା। ରବିବାର ଭୋର୍‌ ସମୟରେ ହୃଦ୍‌ଘାତରେ ତାଙ୍କର ଦେହାନ୍ତ…

1 year ago

ଆସନ୍ତା ୮ରେ ମା’ ସମଲେଶ୍ଵରୀଙ୍କ ନିକଟରେ ଲାଗି ହେବ ନବାନ୍ନ

ସମ୍ବଲପୁର,୨୭।୮(ପ୍ରମୋଦ ବହିଦାର): ମା' ସମଲେଶ୍ଵରୀଙ୍କ ନିକଟରେ ନବାନ୍ନ ହେବା ନେଇ ଲଗ୍ନ ଧାର୍ଯ୍ୟ ହୋଇଛି। ଆସନ୍ତା ୮ରେ ମା' ସମଲେଶ୍ଵରୀଙ୍କ ନିକଟରେ ଲାଗି ହେବ ନବାନ୍ନ। ମଙ୍ଗଳବାର…

1 year ago

ଉପର ମୁଣ୍ଡରେ ପ୍ରବଳ ବର୍ଷା: ବଢୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର

ସମ୍ବଲପୁର,୨୬ା୮(ପ୍ରମୋଦ ବହିଦାର):ଉପର ମୁଣ୍ଡରେ ବର୍ଷା ଜାରିରହିଥିବାରୁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରବିବାର ଜଳଭଣ୍ଡାରର ଅଧିକ ୬ଟି ସ୍ଲୁଇସ୍‌ ଗେଟ୍‌ ଖୋଲାଯାଇ…

1 year ago

ଲ୍ୟାମ୍ପସ ଏମ୍‌ଡିଙ୍କୁ ମାଡ଼ ମାରିବା ପଡ଼ିଲା ମହଙ୍ଗା

ଜମନକିରା,୨୪ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ଫାସିମାଲ ଲ୍ୟାମ୍ପସ ଏମ୍‌ଡି ହରେକୃଷ୍ଣ ରାଉତ (୪୦)ଙ୍କୁ ଗାଳିଗୁଲଜ କରି ମାଡ଼ ମାରିବା ଅଭିଯୋଗରେ ପୋଲିସ ଜଣଙ୍କୁ…

1 year ago

ବଢୁଛି ଜଳସ୍ତର: ହୀରାକୁଦ ଡ୍ୟାମ୍‌ର ଆଉ ୮ ଗେଟ୍‌ ଖୋଲିଲା

ସମ୍ବଲପୁର,୪।୮: ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ହୀରାକୁଦ ଡ୍ୟାମ୍‌ ଜଳସ୍ତର ବଢିବାରେ ଲାଗିଛି। ଫଳରେ ଶନିବାର ହୀରାକୁଦ ଡ୍ୟାମ୍‌ର ଆଉ ୮ଟି ଗେଟ୍‌ ଖୋଲାଯାଇଛି। ବର୍ତ୍ତମାନ ଡ୍ୟାମ୍‌ର…

1 year ago